Odisha Corona Update - The Sakala

ପୁଣି ଡରାଇଲାଣି କରୋନା: ରାଜ୍ଯରେ ୩୦୦ ଟପିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା
ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୩୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୧୫୦୫ କୁ ବୃଦ୍ଧି ପାଇଛି।

ସେହିପରି ଦେଶରେ ଆଜି ୧୦ ହଜାର ୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭, ୫୪୨ କୁ ବୃଦ୍ଧି ହୋଇଛି।

ରାଜ୍ଯରେ ବଢିଲା କରୋନା ମାମଲା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪ ଆକ୍ରାନ୍ତ
ଭୁବନେଶ୍ୱର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୧୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ ୧୮ ବର୍ଷ ବୟସ ମଧ୍ୟରେ ରହିଥିବା ଜଣାପଡ଼ିଛି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୪୨୯କୁ ବୃଦ୍ଧି ପାଇଛି।

ପୁଣି କୋରୋନା ଚିନ୍ତା : କୋଭିଡ ସ୍ଥିତିର ସମୀକ୍ଷା ପରେ ମାସ୍କ ପିନ୍ଧିବା, ହାତ ଧୋଇବାକୁ ସ୍ୱାସ୍ଥ୍ୟ ସଚିବ ଦେଲେ ପରାମର୍ଶ
ଭୁବନେଶ୍ବର : ପ୍ରାୟ ତିନି ବର୍ଷ ତଳେ ଚୀନ୍‌ର ୟୁହାନ ପ୍ରଦେଶରେ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ସାରା ବିଶ୍ବ ପାଇଁ ଯେଭଳି ମୃତ୍ୟୁର ବିଭୀଷିକା ସୃଷ୍ଟି କରିଥିଲା ତାହା ବର୍ତ୍ତମାନ ସୁଦ୍ଧା ଲୋକଙ୍କ ମନରୁ ଲିଭିନଥିବା ବେଳେ ପୁଣିଥରେ ଫେରିଛି କରୋନା ମହାମାରୀ। ଜାପାନ, କୋରିଆ, ଆମେରିକା, ଫ୍ରାନ୍ସ, ବ୍ରାଜିଲ୍‌, ଜର୍ମାନି ଓ ଚୀନ୍‌ କରୋନା ଓମିକ୍ରନ୍‌ର ନୂଆ ଭାରିଆଣ୍ଟ ଖୁବ୍‌ ଶୀଘ୍ର ବ୍ୟାପୁଥିବା ‌ବେଳ ଏହାକୁ ନେଇ ସତର୍କ ହୋଇଛନ୍ତି କେନ୍ଦ୍ର ସରକାରଙକ୍କ ସମେତ ସମସ୍ତ ରାଜ୍ୟ ସରକାର।

କୋଭିଡ ସ୍ଥିତିକୁ ନେଇ ଗତକାଲିଠୁ କେନ୍ଦ୍ର ସରକାର ବାର୍‌ବାର୍‌ ସମୀକ୍ଷା କରୁଥିବା ବେଳେ ଆଜି ରାଜ୍ୟମାନଙ୍କ ସେମାନଙ୍କ ସ୍ଥିତି ସମୀକ୍ଷା ନେଇ କୁହାଯାଇଥିଲା। ଯାହା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ କୋଭିଡ ସ୍ଥିତି ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ ଡାକିଥିଲା।ସମୀକ୍ଷାରେ ସ୍ୱାସ୍ଥ୍ୟ ସଚିବ ସାଲିନି ପଣ୍ଡିତ କହିଥିଲେ, ଆମ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି । ନଭେମ୍ବରଠାରୁ ଦୈନିକ ସଂକ୍ରମଣ ମାମଲା ୧୫ରୁ କମ ରହିଛି । ରାଜ୍ୟରେ ଟେଷ୍ଟିଂ ସ୍ତର ଜାତୀୟ ତୁଳନାରେ ଅଧିକ ଅଛି । ଆଇସିଏମଆର ଗାଇଡଲାଇନ ଅନୁସାରେ ଟେଷ୍ଟିଂ ଓ ସର୍ଭିଲାନ୍ସ ଜାରି ରହିବ ।

ରାଜ୍ୟରେ ସମ୍ଭାବ୍ଯ କୋଭିଡ୍ ସଂକ୍ରମଣ ମୁକାବିଲା ସମ୍ବନ୍ଧରେ @HFWOdisha କମିଶନର-ତଥା-ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତଙ୍କ ପ୍ରେସ୍ ବିବୃତି:

ସମ୍ପୂର୍ଣ୍ଣ ବିବୃତି ପାଇଁ ନିମ୍ନ ଲିଙ୍କ୍ କରନ୍ତୁ:https://t.co/8yRW5nxX98 pic.twitter.com/Nu0Vo45Cod

— I & PR Department, Odisha (@IPR_Odisha) December 23, 2022

ବିମାନ ବନ୍ଦର ଗୁଡିକରେ ଗାଇଡଲାଇନ ଅନୁସାରେ ସର୍ଭିଲାନ୍ସ ହେବ । ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ମକଡ୍ରିଲ କରାଯିବ । ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ମକଡ୍ରିଲ ହେବ । କୋଭିଡ ପଜିଟିଭ ଚିହ୍ନଟ ହେଲେ ଜେନମ ସିକ୍ୟୁଏନ୍ସିଂ କରାଯାଉଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଡକ୍ଟର ଶାଳିନୀ ପଣ୍ଡିତ । ପୂର୍ବପରି କୋଭିଡ଼ ନିୟମ ମାନିବାକୁ ରାଜ୍ୟବାସୀଙ୍କୁ ସରକାର ପରାମର୍ଶ ଦେଇଛନ୍ତି। ମାସ୍କ ପିନ୍ଧିବା, ନିୟମିତ ହାତ ଧୋଇବାକୁ ପରାମର୍ଶ ଦିଆଯିବା ସହ କିଛି ଲକ୍ଷଣ ଦେଖିଲେ ନିଜକୁ ନିଜେ ଆଇସୋଲେସନ ପାଇଁ ଅପିଲ କରିଛନ୍ତି ସରକାର । ସର୍ବସାଧାରଣ ସ୍ଥାନରେ ଛେପ ନପକାଇବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ବୈଠକ ପରେ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି ଯେ, ବାକି ଲୋକଙ୍କୁ ଶୀଘ୍ର ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରିକସନ ଡୋଜ ଟିକାଦାନ ପୁଣି ଆରମ୍ଭ ପାଇଁ ଚିଠି ଲେଖାଯିବ । କଟକ ଏସସିବିରେର ଜିନୋମ ସିକ୍ବେନ୍ସିଂ ଆରମ୍ଭ ହେବ। ରାଜ୍ୟରେ ହସ୍ପିଟାଲ ଓ ଅକ୍ସିଜେନ ପ୍ଲାଣ୍ଟ ପ୍ରସ୍ତୁତିର ସମୀକ୍ଷା ହେବ ବୋଲି ସେ କହିଛନ୍ତି। ହକି ବିଶ୍ୱକପ୍ ପାଇଁ ଭୁବନେଶ୍ୱର, ରାଉରକେଲା ଏବଂ କଟକରେ ଅଧିକ ଟେଷ୍ଟିଂ ବ୍ୟବସ୍ଥା ରହିବ । ଏହି ତିନି ସହରର ସମସ୍ତ ୟୁପିଏଚସି ଓ ୟୁସିଏଚସିରେ ଟେଷ୍ଟିଂ ବ୍ୟବସ୍ଥା ରହିବ । ଏଗୁଡ଼ିକରେ ଉଭୟ ଆଣ୍ଟିଜେନ୍ ଓ ଆରଟି-ପିସିଆର ଟେଷ୍ଟ ବ୍ୟବସ୍ଥା ରହିବ। ଏହି ତିନି ସହର ପାଇଁ ଆବଶ୍ୟକ ହେଲେ ଅତିରିକ୍ତ ଷ୍ଟାଫ୍ ରଖିବାକୁ ପରାମର୍ଶ ଦିଆଯାଇଛି ।

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୭୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୫ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୩୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୨୬୧, ସମ୍ବଲପୁରରୁ ୮୯, ମୟୁରଭଞ୍ଜ ୮୭ ଓ କଟକରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୦୧୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 26th July

New Positive Cases: 1174
Of which 0-18 years: 155
In quarantine: 688
Local contacts: 486

(Details of local contacts will be shared by concerned District)

1. Angul: 3
2. Balasore: 16
3. Bargarh: 23
4. Bhadrak: 7
5. Balangir: 32
6. Boudh: 4

— I & PR Department, Odisha (@IPR_Odisha) July 27, 2022

23. Nawarangpur: 16
24. Nayagarh: 25
25. Nuapada: 9
26. Puri: 8
27. Rayagada: 12
28. Sambalpur: 89
29. Sonepur: 14
30. Sundargarh: 261
31. State Pool: 48

New recoveries: 1216
Cumulative tested: 32558456
Positive: 1309085
Recovered: 1292885
Active cases: 7011

— I & PR Department, Odisha (@IPR_Odisha) July 27, 2022

ରାଜ୍ୟରେ ପୁଣି ଉପରମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨୨ କୋଭିଡ୍ ପଜିଟିଭ୍
ଭୁବନେଶ୍ବର : ରାଜ୍ୟରେ ଉପର ତଳ ହେଉଥିବା କରୋନା ମିଟର ପୁଣିଥରେ ଉପରମୁହାଁ ହୋଇଛି। ଗତ ଦୁଇ ରୁ ତିନି ଦିନ ସଂକ୍ରମଣ ସମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ବୃଦ୍ଧି ହୋଇଛି। ରାଜ୍ୟରେ ଆଜି ପୁଣି ହଜାରେ ଉପରେ ଦୈନିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ଘଣ୍ଟାରେ ୧୧୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 19th July

New Positive Cases: 1122
Of which 0-18 years: 164
In quarantine: 658
Local contacts: 464

(Details of local contacts will be shared by concerned District)

1. Angul: 1
2. Balasore: 12
3. Bargarh: 8
4. Bhadrak: 12
5. Balangir: 12
6. Boudh: 6

— I & PR Department, Odisha (@IPR_Odisha) July 20, 2022

ଆଜି ରାଜ୍ୟରୁ ଚିହ୍ନଟ ୧୧୨୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ  ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୩୨ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ୪୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୭ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

23. Nayagarh: 14
24. Nuapada: 13
25. Puri: 24
26. Rayagada: 10
27. Sambalpur: 65
28. Sonepur: 42
29. Sundargarh: 197
30. State Pool: 71

New recoveries: 737
Cumulative tested: 32410847
Positive: 1301995
Recovered: 1286111
Active cases: 6701

— I & PR Department, Odisha (@IPR_Odisha) July 20, 2022

ସୂଚନାଯୋଗ୍ୟ  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୧୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୬୧୧୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୧୦୮୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

ଗାଇଡଲାଇନ ପାଳନ କରନ୍ତୁ, ଅବମାନନା କଲେ ସଂକ୍ରମଣ ବଢ଼ିବ, ଏଥିପାଇଁ ସମସ୍ତେ ଭୋଗିବା: ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର : ରାଜ୍ୟର ବୃଦ୍ଧି ପାଉଛି କରୋନା ସଂକ୍ରମଣ। କରୋନା ମାମଲା ବଢିବା ସହ ଓମିକ୍ରନ ମାମଲା ମଧ୍ୟ ବଢୁଛି। ରାଜ୍ୟରେ ବଢୁଥିବା ସଂକ୍ରମଣକୁ ନେଇ ରାଜ୍ୟବାସୀ ଚିନ୍ତାରେ ରହିଥିବା ବେଳେ ରାଜ୍ୟରେ କୋଭିଡ-୧୯ ସ୍ଥିତି ନେଇ ମୁଖ୍ୟ ଶାସନ ସଚିିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି । ରାଜ୍ୟରେ ବଢୁଥିବା କୋଭିଡ ମାମଲାକୁ ନେଇ ରାଜ୍ୟବାସୀଙ୍କୁ ବିଶେଷ ସତର୍କ ରହିବା ନେଇ କହିଛନ୍ତି ମୁଖ୍ୟ ଶାସନ ସଚିବ । ବର୍ତ୍ତମାନ ସ୍ଥିତିରେ ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣରେ ରହିଛି । ଆଗାମୀ ସ୍ଥିତିକୁ ଦୃଷ୍ଟିରେ ରଖି ମଧ୍ୟ ସରକାର କୋଭିଡ ହସ୍ପିଟାଲରେ ପର୍ଯ୍ୟାନ୍ତ ପରିମାଣର ବେଡ୍ ମହଜୁଦ ରଖିଛନ୍ତି । ଏବେ ୧୦ ପ୍ରତିଶତ ବେଡରେ କୋଭିଡ ରୋଗୀ ରହିଥିବାବେଳେ ବାକି ୯୦ ପ୍ରତିଶତ ବେଡ ଖାଲି ରହିଥିବା କହିଛନ୍ତି ସୁରେଶ ମହାପାତ୍ର ।

ବର୍ତ୍ତମାନ ଦୈନିକ ସଂକ୍ରମଣ ରାଜ୍ୟରେ ୧୦ରୁ ୧୧ ହଜାର ସଂକ୍ରମଣ ସଂଖ୍ୟା ରହୁଛି । ତେଣୁ ଏପରି ସ୍ଥିତିରେ ସମସ୍ତେ କୋଭିଡ ନିର୍ଦ୍ଦେଶନାମା ପାଳନ କରିବାକୁ ଅନୁରୋଧ କରିଛନ୍ତି । ତୃତୀୟ ପ୍ରବାହକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ବିଶେଷ ଦୃଷ୍ଟି ଆକର୍ଷଣ କରିଛନ୍ତି । ଯେଉଁମାନେ ଟିକାକରଣ ପକ୍ରିୟାରୁ ବଞ୍ଚିତ ଅଛନ୍ତି ଅଥବା ଦ୍ୱିତୀୟ ଡୋଜ ନେଇନଥିଲେ ଖୁବ ଜଲଦି ନେବା ଦରକାର । ଗର୍ଭବତୀ ମହିଳା, ଶିଶୁ ଏବଂ ବୃଦ୍ଧ ବୃଦ୍ଧାଙ୍କ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ । ଓଡିଶାରେ ସଂକ୍ରମଣ ସଂଖ୍ୟା ବଢିଥିବାବେଳେ ରାଜ୍ୟ ସରକାର ମଧ୍ୟ କୋଭିଡ ହସ୍ପିଟାଲକୁ କାର୍ଯ୍ୟକ୍ଷମ କରିଛନ୍ତି।

ମୁଖ୍ୟ ଶାସନ ସଚିବ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶାନୁସାରେ ଜନସାଧାରଣଙ୍କ ଜୀବିକାକୁ ଅଧିକ ଗୁରୁତ୍ବ ଦିଆଯାଇଛି। ରାଜ୍ୟରେ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ କରାଯାଇ ନାହିଁ। ଜନସାଧାରଣଙ୍କକ ସହଯୋଗରେ ଆମେ କରୋନାକୁ ସଫଳ ମୁକାବିଲା କରୁଛେ। ୩ୟ ଲହର ଆରମ୍ଭ ହେବା ଦିନ ଠାରୁ ୭ ଦିନ ମଧ୍ୟରେ ସମସ୍ତ କୋଭିଡ ହସ୍‌ପିଟାଲକୁ ପ୍ରସ୍ତୁତ କରାଯାଇଛି। ବର୍ତ୍ତମାନ ୭ ଦିନ ମଧ୍ୟରେ ୧୦ରୁ ୧୧ ହଜାର‌ ଦୈନିକ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ପ୍ରାୟ ୨ ପ୍ରତିଶତଙ୍କୁ ହସ୍‌ପିଟାଲରେ ଭର୍ତ୍ତି କରାଯାଉଛି।ପ୍ରଥମ ଓ ୨ୟ ଲହରରେ ୧୨ ପ୍ରତିଶତ କରୋନା ପଜିଟିଭ ଡାକ୍ତରଖାନାରେ ଭର୍ତ୍ତି ହେଉଥିଲେ। ୨ୟ ଲହର ସମୟରେ ରାଜ୍ୟରେ ଅକ୍ସିଜେନ ଓ ଆଇସୋଲେସନର ବହୁତ ଆବଶ୍ୟକତା ପଡୁଥିଲା। ଏବେ କିନ୍ତୁ ପରିସ୍ଥିତି ଓଲଟା। ଏବେ ରାଜ୍ୟରେ ଅକ୍ସିଜେନ ଓ ଆଇସୋଲେସନର ଆବଶ୍ୟକତା କମ ପଡୁଛି। ଲୋକେ କରୋନାକୁ ଭୟ କରନ୍ତୁ ନାହିଁ।

ସେପଟେ ଯେହେତୁ ପଞ୍ଚାୟତ ନିର୍ବାଚନ ଆଗାମୀ ମାସରେ ଅନୁଷ୍ଠିତ ହେବାକୁ ଯାଉଛି, ଆହୁରି ସଚେତନ ହେବା ଜରୁରୀ । ନିର୍ବାଚନକୁ ଦୃଷ୍ଟିରେ ରଖି କୋଭିଡ ଗାଇଡଲାଇନ ଜାରି କରାଯାଇଛି । ଗତକାଲି ମୁଖ୍ୟମନ୍ତ୍ରୀ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିଥିଲେ । ରାଜ୍ୟବାସୀ ନିର୍ଦ୍ଦେଶନାମା ଅନୁପାଳନ ନେଇ ଅନୁରୋଧ କରିଥିଲେ । ସେହିପରି ମୁଖ୍ୟ ଶାସନ ସଚିବ ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାକୁ ଆମେ ଯଦି ମାନିବା, ତେବେ ଆମେ ଏହି ସ୍ଥିତିକୁ ଖୁବ ଜଲଦି ହଠାଇ ପାରିବା । ଅଯଥା ଗହଳି ନକରିବା ଏବଂ ମାସ୍କ ପରିଧାନ କରିବା ଆମ ପାଇଁ ଏକାନ୍ତ ଆବଶ୍ୟକ । ସମସ୍ତଙ୍କର ସହଯୋଗ ରହିଲେ କୋଭଡର ତୃତୀୟ ଲହରକୁ ମଧ୍ୟ ରାଜ୍ୟ ସରକାର ମୁକାବିଲା କରିବାରେ ସଫଳ ହେବେ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।

ରାଜ୍ଯରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୪୧ ନୂଆ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୪୧ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୮ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୭୯୬୪ କୁ ବୃଦ୍ଧି ପାଇଥିବା ବେଳେ ୧୦୨୫୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୫୮୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୫ ଜଣ ପଜିଟିଭ ରହିଛନ୍ତି।

Covid-19 Report For 22nd October

New Positive Cases: 441

Of which 0-18 years: 75

In quarantine: 253

Local contacts: 188

(Details of local contacts will be shared by concerned Dist Administration)

1. Angul: 3

2. Balasore: 6

3. Bargarh: 5

4. Bhadrak: 13

5. Balangir: 2

— I & PR Department, Odisha (@IPR_Odisha) October 23, 2021

23. Puri: 7

24. Rayagada: 10

25. Sambalpur: 18

26. Sundargarh: 14

27. State Pool: 50

New recoveries: 603

Cumulative tested: 21451263

Positive: 1037964

Recovered: 1025025

Active cases: 4581

— I & PR Department, Odisha (@IPR_Odisha) October 23, 2021

ଖସୁଛି କରୋନା ଗ୍ରାଫ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ମାତ୍ର ୭୨୦ ଜଣ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ମାତ୍ର ୭୨୦ ଜଣ କରୋନା ପଜିଟିଭ୍ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୧ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୯ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ବୟସର ୯୬ ଜଣ ପିଲା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୬୧୫୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 16th August

New Positive Cases: 720

Of which 0-18 years: 96

In quarantine: 421

Local contacts: 299

(Details of local contacts will be shared by concerned Dist Administration)

District Wise Cases:

1. Angul: 15

2. Balasore: 19

3. Bargarh: 2

— I & PR Department, Odisha (@IPR_Odisha) August 17, 2021

21. Mayurbhanj: 29

22. Nawarangpur: 1

23. Nayagarh: 18

24. Nuapada: 2

25. Puri: 16

26. Rayagada: 8

27. Sambalpur: 6

28. Sonepur: 3

29. Sundargarh: 11

30. State Pool: 60

New recoveries: 1167

Cumulative tested: 17139240

Positive: 996153

Recovered: 979407

Active cases: 9672

— I & PR Department, Odisha (@IPR_Odisha) August 17, 2021

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୯୬ ହଜାର୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯ ହଜାର ୬୭୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୭୯ ହଜାର୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୨୪୩ ଜଣ କୋଭିଡ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ତଳମୁହାଁ ହେଉଛି କରୋନା ଗ୍ରାଫ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୨୪୩ ଜଣ କରୋନା ସଂକ୍ରମିତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୧୮ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨୫ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୦୭୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 7th August

New Positive Cases: 1243

In quarantine: 718

Local contacts: 525

(Details of local contacts will be shared by concerned Dist Administration)

District Wise Cases:

1. Angul: 53

2. Balasore: 49

3. Bargarh: 9

4. Bhadrak: 22

5. Balangir: 6

— I & PR Department, Odisha (@IPR_Odisha) August 8, 2021

22. Nawarangpur: 2

23. Nayagarh: 56

24. Nuapada: 2

25. Puri: 69

26. Rayagada: 13

27. Sambalpur: 10

28. Sonepur: 5

29. Sundargarh: 14

30. State Pool: 84

New recoveries: 1525

Cumulative tested: 16560842

Positive: 987070

Recovered: 968453

Active cases: 12129

— I & PR Department, Odisha (@IPR_Odisha) August 8, 2021

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୮୭ ହଜାର ୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୨ ହଜାର ୧୨୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୩୬୬ ଜଣଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ ହଜାର ୫୯ କରୋନା ଆକ୍ରାନ୍ତ, କଟକରୁ ସର୍ବାଧିକ ୧୧୩୩ ପଜିଟିଭ୍
ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୧,୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୩୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୮୬୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୩୪୪୧ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କଟକ ଜିଲାରୁ ୧୧୩୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୭୨୯, ଖୋର୍ଦ୍ଧା- ୧୦୧୦ , ଯାଜପୁର- ୫୬୪, ପୁରୀ- ୪୩୦, ଗଞ୍ଜାମ- ୧୫୫, ନୂଆପଡ଼ା- ୪୪, ବଲାଙ୍ଗୀର- ୧୬୬, ବାଲେଶ୍ବର- ୪୦୦, ଅନୁଗୁଳ-୮୫୯, ବରଗଡ଼-୩୬୭, କଳାହାଣ୍ଡି- ୪୦୭, ଝାରସୁଗୁଡ଼ାରୁ -୨୨୮, ନବରଙ୍ଗପୁର- ୩୨୨, ମୟୁରଭଞ୍ଜ- ୬୬୨ ଓ ସମ୍ବଲପୁର ଜିଲ୍ଲାରୁ ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

6. Boudh: 261
7. Cuttack: 1133
8. Deogarh: 103
9. Dhenkanal: 351
10. Gajapati: 67
11. Ganjam: 155
12. Jagatsinghpur: 330
13. Jajpur: 564
14. Jharsuguda: 228
15. Kalahandi: 407
16. Kandhamal: 103
17. Kendrapada: 309
18. Keonjhar: 200
19. Khurda: 1010
20. Koraput: 175

— I & PR Department, Odisha (@IPR_Odisha) May 24, 2021

New recoveries: 11627
Cumulative tested: 11375076
Positive: 703441
Recovered: 589610
Active cases: 111262

— I & PR Department, Odisha (@IPR_Odisha) May 24, 2021

ଗୋଟିଏ ଦିନରେ ରାଜ୍ୟରୁ ସୁସ୍ଥ ହେଲେ ୧୧, ୮୨୧ କରୋନା ଆକ୍ରାନ୍ତ
ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି । କିନ୍ତୁ ସେହି ଅନୁପାତରେ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଏହି କ୍ରମରେ ଆଜି ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୧ ହଜାର ୮୨୧ ଜଣ ଆକ୍ରାନ୍ତ ।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୯୨୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୫୯୬, କଟକରୁ ୧୦୫୨, କଳାହାଣ୍ଡିରୁ ୫୭୫, ଅନୁଗୁଳରୁ ୫୬୨, ସମ୍ବଲପୁରରୁ ୫୩୩, ବରଗଡ଼ରୁ ୪୫୭, ଝାରସୁଗୁଡ଼ାରୁ ୪୪୨, ପୁରୀରୁ ୪୩୩, ବଲାଙ୍ଗିରରୁ ୩୧୮, ନବରଙ୍ଗପୁରରୁ ୩୧୬, କେନ୍ଦୁଝରରୁ ୩୧୫, ବୌଦ୍ଧରୁ ୨୭୮, ବାଲେଶ୍ବରରୁ ୨୬୦ ଓ ଯାଜପୁରରୁ ୨୩୭ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ଗଞ୍ଜାମରୁ ୨୩୩ ଜଣ ସୁସ୍ଥ ହୋଇଥିବା ବେଳେ, ନୂଆପଡ଼ାରୁ ୨୨୯, କେନ୍ଦ୍ରାପଡ଼ାରୁ ୨୦୩, ଦେବଗଡ଼ରୁ ୧୯୯, ମୟୂରଭଞ୍ଜରୁ ୧୭୯, ନୟାଗଡ଼ରୁ ୧୭୪, ଜଗତସିଂହପୁରରୁ ୧୪୨, ରାୟଗଡ଼ାରୁ ୧୩୭, ସୋନପୁରରୁ ୧୩୪, ଢେଙ୍କାନାଳରୁ ୧୨୯, ଗଜପତି ଓ କୋରାପୁଟରୁ ୧୨୦ ଜଣ ଲେଖାଏଁ, କନ୍ଧମାଳରୁ ୮୫, ଭଦ୍ରକରୁ ୮୩, ମାଲକାନଗିରିରୁ ୫୮ ଓ ଷ୍ଟେଟ୍ ପୁଲରୁ ୩୦୧ ଜଣ ଆକ୍ରାନ୍ତ । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୫ ଲକ୍ଷ ୨୬ ହଜାର ୩୫୩ ଜଣ ।