Passes Away - The Sakala

ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଆ ସଙ୍ଗୀତ ଜଗତର ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଂଗତ ଅମର ଆତ୍ମାର ସଦଗତି କାମନା କରିଛନ୍ତି ନବୀନ । ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କରି ନବୀନ ନିଜ ସୋସିଆଲ ମିଡ଼ିଆ ସାଇଟ 'ଏକ୍ସ' ରେ ଲେଖିଛନ୍ତି କି, 'ଓଡ଼ିଆ ସଙ୍ଗୀତ ଜଗତର ଅଭୁଲା ସ୍ୱର, ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ସୁମଧୁର ଗାୟନ ଶୈଳୀ ଅନେକ ଓଡ଼ିଆ ସଙ୍ଗୀତକୁ ଲୋକଙ୍କ ହୃଦୟରେ କାଳଜୟୀ କରିଛି। ସଙ୍ଗୀତ ଜଗତକୁ ସମୃଦ୍ଧ କରିବାରେ ତାଙ୍କ ଅବଦାନ ଚିର ସ୍ମରଣୀୟ ହୋଇ ରହିବ।'

https://twitter.com/Naveen_Odisha/status/2090706383674953853

ପ୍ରଣବ ପଟ୍ଟନାୟକ ୫୦ରୁ ଅଧିକ ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ । ସେ ଏକାଧିକବାର ଶ୍ରେଷ୍ଠ ପ୍ରଛଦପଟ୍ଟ ଗାୟକ ଭାବେ ରାଜ୍ୟ ଚଳଚିତ୍ର ପୁରସ୍କାର ଲାଭ କରିଥିଲେ । ଏତଦ୍ ବ୍ୟତୀତ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ସର୍ବୋଚ୍ଚ ଚଳଚିତ୍ର ସମ୍ମାନ ଜୟଦେବ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ । ତାଙ୍କ ବିୟୋଗରେ ଓଡ଼ିଆ ସଂଗୀତପ୍ରେମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ, ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା
ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଏକ ଅତ୍ୟନ୍ତ ଦୁଃଖଦ ଖବର। ଓଡ଼ିଶାର ବର୍ଷୀୟାନ ତଥା ବିଶିଷ୍ଟ ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କର ୮୮ ବର୍ଷ ବୟସରେ ପରଲୋକ ହୋଇଛି। ନିଜ ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କର ବିୟୋଗରେ ସମଗ୍ର ଓଡ଼ିଆ କଳା ଓ ସଂସ୍କୃତି ଜଗତରେ ଶୋକର ଛାୟା ଖେଳିଯାଇଛି। ଖବର ପାଇବା ପରେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ତାଙ୍କୁ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ

ଓଡ଼ିଆ ଚଳଚ୍ଚିତ୍ର ଏବଂ ସଙ୍ଗୀତ ଜଗତରେ ପ୍ରଣବ ପଟ୍ଟନାୟକ ଥିଲେ ଏକ ସ୍ୱତନ୍ତ୍ର ନାମ। ୧୯୩୮ ମସିହା ଜାନୁଆରୀ ୨୦ ତାରିଖରେ ଜନ୍ମଗ୍ରହଣ କରିଥିବା ପ୍ରଣବ, ତାଙ୍କ ପିତା ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଲାଲମୋହନ ପଟ୍ଟନାୟକଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ସଙ୍ଗୀତ ଦୁନିଆରେ ପାଦ ଥାପିଥିଲେ। ସେ ୧୯୫୮ ମସିହାରେ 'ମା' ଚଳଚ୍ଚିତ୍ର ମାଧ୍ୟମରେ ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ଭାବେ ନିଜର ସଙ୍ଗୀତ ଯାତ୍ରା ଆରମ୍ଭ କରିଥିଲେ। ଏହା ପରେ ସେ ଦୀର୍ଘ ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଆ ସଙ୍ଗୀତ ଜଗତକୁ ନିଜର ମଧୁର ସ୍ୱରରେ ସମୃଦ୍ଧ କରିଥିଲେ।

ବହୁମୁଖୀ ପ୍ରତିଭାର ଅଧିକାରୀ

ନିଜର ଅନନ୍ୟ ଗାୟନ ଶୈଳୀ ପାଇଁ ସେ ଶ୍ରୋତାଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଥିଲେ। କେବଳ ଚଳଚ୍ଚିତ୍ର ଗୀତ ନୁହେଁ, ବରଂ ଓଡ଼ିଶୀ, ଭଜନ, ପଲ୍ଲୀଗୀତ, ସେମି-କ୍ଲାସିକାଲ୍, ଆଧୁନିକ ଗୀତ ଏବଂ ଗଜଲ ଗାୟନରେ ତାଙ୍କର ଦକ୍ଷତା ଥିଲା ଅତୁଳନୀୟ। ନିଜର ସଙ୍ଗୀତ ଯାତ୍ରା ଭିତରେ ସେ ଉଷା ମଙ୍ଗେସକର, ଭୂପିନ୍ଦର ସିଂହ, ହେମଲତା ଏବଂ ବାଣୀ ଜୟରାମଙ୍କ ଭଳି ପ୍ରଖ୍ୟାତ ଜାତୀୟ ସ୍ତରର ଶିଳ୍ପୀଙ୍କ ସହ ମଧ୍ୟ କଣ୍ଠଦାନ କରିବାର ସୁଯୋଗ ପାଇଥିଲେ।

ସମ୍ମାନ ଓ ସ୍ୱୀକୃତି

ଓଡ଼ିଆ ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରେ ତାଙ୍କର ଜୀବନବ୍ୟାପୀ ଅବଦାନ ପାଇଁ ରାଜ୍ୟ ସରକାର ତାଙ୍କୁ ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ପ୍ରଦାନ କରିଥିଲେ। ୨୦୧୬ ମସିହାରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମର୍ଯ୍ୟାଦାଜନକ 'ଜୟଦେବ ପୁରସ୍କାର' ରେ ସମ୍ମାନିତ କରାଯାଇଥିଲା। ଏହା ବ୍ୟତୀତ ନିଜର କାଳଜୟୀ ଗୀତ ପାଇଁ ସେ ଅଗଣିତ ପୁରସ୍କାର ଓ ସ୍ୱୀକୃତି ଲାଭ କରିଥିଲେ।

ତାଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ପ୍ରଣବ ପଟ୍ଟନାୟକ ଆଜି ଆମ ଗହଣରେ ନଥିଲେ ମଧ୍ୟ, ତାଙ୍କର କାଳଜୟୀ ଗୀତଗୁଡ଼ିକ ଶ୍ରୋତାଙ୍କ ହୃଦୟରେ ସବୁଦିନ ପାଇଁ ଅମର ରହିବ। ବିଭିନ୍ନ ବର୍ଗର ଲୋକେ ତଥା ରାଜ୍ୟର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ, ୫୩ ବର୍ଷ ବୟସରେ ପରଲୋକ
ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କର ଆଜି ପରଲୋକ ହୋଇଛି । ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ସେ ଦୀର୍ଘ ଦିନ ଧରି ଗୁରୁତର ଅସୁସ୍ଥତାରେ ପୀଡ଼ିତ ଥିଲେ । କିଛିଦିନ ପୂର୍ବରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇବା ସମ୍ଭବ ହୋଇପାରିନଥିଲା । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୩ ବର୍ଷ ବୟସ ହୋଇଥିଲା ।

ରାଜନୈତିକ ଜୀବନ ଓ ସଫଳତା

ସୁଶାନ୍ତ ସିଂହ ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ଭାବେ ପରିଚିତ ଥିଲେ । ସେ ବିଜୁ ଜନତା ଦଳ ଟିକେଟରେ ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ କ୍ରମାଗତ ଭାବେ ତିନିଥର ତଥା ୨୦୦୯, ୨୦୧୪ ଏବଂ ୨୦୧୯ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରରେ ସେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ । ତେବେ ଗତ ୨୦୨୪ ବିଧାନସଭା ନିର୍ବାଚନରେ ବିଜେପି ପ୍ରାର୍ଥୀ ଇରାଶିଷ ଆଚାର୍ଯ୍ୟଙ୍କ ଠାରୁ ସେ ପରାଜୟର ସମ୍ମୁଖୀନ ହୋଇଥିଲେ ।

ମୁଖ୍ୟମନ୍ତ୍ରୀ ଓ ନେତାଙ୍କ ଶୋକ

ତାଙ୍କ ଦେହାନ୍ତ ଖବର ଆସିବା ପରେ ରାଜ୍ୟ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକବାର୍ତ୍ତା ଜଣାଇ କହିଛନ୍ତି ଯେ, ସୁଶାନ୍ତ ସିଂହଙ୍କ ବିୟୋଗରେ ଦଳ ଜଣେ ଦକ୍ଷ ସଙ୍ଗଠକ ଏବଂ ଲୋକପ୍ରିୟ ନେତାଙ୍କୁ ହରାଇଲା ।

ଓଲିଉଡର ବିଶିଷ୍ଟ କ୍ୟାମେରାମ୍ୟାନ ଦୀଲ୍ଲିପ ରାୟଙ୍କ ପରଲୋକ
କଟକ: ଆରପାରିରେ ଓଲିଉଡର ଜଣାଶୁଣା କ୍ୟାମେରାମ୍ୟାନ ଦୀଲ୍ଲିପ ରାୟ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦୀଲ୍ଲିପ ରାୟଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । କିଛିଦିନ ତଳେ ତାଙ୍କୁ ହୃଦଘାତ ଯୋଗୁଁ ବ୍ରେନ୍ ଷ୍ଟ୍ରୋକ୍ ଚିକିତ୍ସା ପାଇଁ ଡାକ୍ତରଖାନାରେ  ଭର୍ତ୍ତି କରାଯାଇଥିଲା। ତାଙ୍କୁ ଭଲ ପାଉଥିବା ଅନେକ ଶୁଭେଚ୍ଛୁ, ବନ୍ଧୁ ଓ ଆତ୍ମୀୟସ୍ୱଜନ ଡାକ୍ତରଖାନାରେ ପହଞ୍ଚି ତାଙ୍କର ଶେଷ ଦର୍ଶନ ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ । ସୂଚନା ଅନୁସାରେ, ବର୍ତ୍ତମାନ କଟକ ଗୋରାକବର ବାସଭବନରେ ଦୀଲ୍ଲିପ ରାୟଙ୍କ ମରଶରୀରକୁ ଶେଷ ଦର୍ଶନ ପାଇଁ ରଖାଯାଇଛି।

ଶ୍ରୀ ରାୟ ୧୯୫୭ରେ କଟକରେ ଜନ୍ମଗ୍ରହଣ କରିଥିଲେ । ୧୯୮୨ରେ ବେଙ୍ଗାଲୁରୁ ଏଫ୍ଟିଆଇରୁ ମୋସନ୍ ପିକ୍ଚର ଫଟୋଗ୍ରାଫିରେ ଡିପ୍ଲୋମା ପାସ୍ କରିଥିଲେ । ୪ ଦଶନ୍ଧିରୁ ଅଧିକ ସମୟ ଧରି ସର୍ବଭାରତୀୟ ସିନେମା ଓ ଟେଲିଭିଜନ ଜଗତରେ କାର୍ଯ୍ୟ କରିଥିଲେ । ପାଖାପାଖି ୭୦ ଓଡ଼ିଆ, ୧୫ ବଙ୍ଗଳା ଏବଂ ୮ ଛତିଶଗଡ଼ି ଚଳଚ୍ଚିତ୍ରରେ କାମ କରିଛନ୍ତି । ଅନେକ ପ୍ରାମାଣିକ ଚିତ୍ର ଓ ଟେଲି ଧାରାବାହିକରେ କାମ କରିଛନ୍ତି । ଦୂରଦର୍ଶନ ପାଇଁ ପ୍ରାମାଣିକ ଚିତ୍ର ଓ କିଛି ସିରିଜ୍ ଲାଗି ନିର୍ଦ୍ଦେଶନା ବି ଦେଇଥିଲେ । ବହୁ ବଡ଼ ବଡ଼ ସିନେ ନିର୍ମାତାଙ୍କ ସହ କାମ କରିବା ସାଙ୍ଗକୁ ଅନେକ ପୁରସ୍କାର ଓ ପ୍ରଶଂସା ସାଉଁଟିଥିଲେ । ଶ୍ରେଷ୍ଠ ସିନେମାଟୋଗ୍ରାଫର ଭାବେ ୩ ଥର (୧୯୮୬ରେ ‘ତ୍ରିସନ୍ଧ୍ୟା’, ୨୦୧୬ରେ ‘ଚିନି’, ୨୦୨୨ରେ ‘ଭିଜା ମାଟିର ସ୍ୱର୍ଗ’) ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ ।

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ
ଭୁବନେଶ୍ୱର: ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ଓଡ଼ିଶାରେ କଳା ଓ ସଂସ୍କୃତିର ବଡ଼ ଗବେଷକ ଭାବେ ସେ ସୁପରଚିତ ଥିଲେ । ବିଶିଷ୍ଟ ଓଡ଼ିଆ କବି, ନାଟ୍ୟକାର, କଳା ଐତିହାସିକ ତଥା ପୂର୍ବତନ ଆଇଏଏସ୍ (IAS) ଅଧିକାରୀ ଥିଲେ ଡ. ଜଗନ୍ନାଥ ପ୍ରସାଦ ଦାସ । ଐତିହାସିକ ଉପନ୍ୟାସ ‘ଦେଶ କାଳ ପାତ୍ର’ ଲେଖି ଖ୍ୟାତି ଅର୍ଜନ କରିଛନ୍ତି ସେ । ତାଙ୍କ ବିୟୋଗରେ ସମଗ୍ର ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ଜଗତରେ ଏକ ଅପୂରଣୀୟ କ୍ଷତି ଘଟିଛି।

ସାହିତ୍ୟ କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ। ତାଙ୍କ ରଚିତ କବିତା ସଂକଳନ ମଧ୍ୟରେ ‘ପ୍ରଥମ ପୁରୁଷ’, ‘ଆହ୍ନିକ’ ଏବଂ ‘ପରିକ୍ରମା’ ଆଦି ପାଠକୀୟ ଆଦୃତି ଲାଭ କରିଛି। ନାଟକ କ୍ଷେତ୍ରରେ ‘ସୂର୍ଯ୍ୟାସ୍ତ ପୂର୍ବରୁ’ ଓ ‘ସୁନ୍ଦର ଦାସ’ ଏବଂ ଐତିହାସିକ ଉପନ୍ୟାସ ‘ଦେଶ କାଳ ପାତ୍ର’ ତାଙ୍କର ଅନ୍ୟତମ ଶ୍ରେଷ୍ଠ ସୃଷ୍ଟି। ସାହିତ୍ୟିକ ଅବଦାନ ପାଇଁ ତାଙ୍କୁ ୨୦୦୬ ମସିହାରେ ସମ୍ମାନଜନକ ‘ସରସ୍ୱତୀ ସମ୍ମାନ’ ପ୍ରଦାନ କରାଯାଇଥିଲା। ତେବେ ନିଜ ନୀତିଗତ ଆଦର୍ଶ କାରଣରୁ ସେ ୧୯୯୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରକୁ ପ୍ରତ୍ୟାଖ୍ୟାନ କରି ଚର୍ଚ୍ଚାକୁ ଆସିଥିଲେ। ଜଣେ ଦ୍ୱିଭାଷୀ ଲେଖକ ତଥା ଅନୁବାଦକ ଭାବରେ ସେ ସୁଇଡିସ୍, ଉର୍ଦ୍ଦୁ, ଫରାସୀ ଏବଂ ଇଂରାଜୀ ଭାଷାରେ ଓଡ଼ିଆ ସାହିତ୍ୟକୁ ବିଶ୍ୱ ଦରବାରରେ ପରିଚିତ କରାଇଥିଲେ।

ବରିଷ୍ଠ ବିଜେଡି ନେତା ତଥା କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ଆୟୁବ୍‌ ଖାନ୍‌ଙ୍କ ପରଲୋକ
କଣ୍ଟାବାଞ୍ଜି: କଣ୍ଟାବାଞ୍ଜିର ପୂର୍ବତନ ବିଜେଡି ବିଧାୟକ ଆୟୁବ ଖାଁଙ୍କ ଦେହାନ୍ତ । ମୃତ୍ୟୁ ବେଳକୁ ତାଙ୍କୁ ୭୮ବୟସ ହୋଇଥିଲା । ଆଜି ନିଜ କଣ୍ଟାବାଞ୍ଜି ସ୍ଥିତ ବାସଭବନ ଠାରେ ସକାଳ ୮.୩୦ରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି । ସେ ଗତ କିଛି ଦିନ ହେଲା ଅସୁସ୍ଥ ଥିଲେ ।

କଣ୍ଟାବାଞ୍ଜିରୁ ୨ ଥର ବିଧାୟକ ଥିଲେ ଆୟୁବ ଖାଁ । କଣ୍ଟାବାଞ୍ଜିବାସୀ ତାଙ୍କୁ ଅନେକ ସମୟରେ ବିକାଶ ପୁରୁଷ ମଧ୍ୟ କହନ୍ତି । କଣ୍ଟାବାଞ୍ଜି ପାଇଁ ଅନେକ ଅବଦାନ ମଧ୍ୟ ରହିଛି । ତେବେ ତାଙ୍କର ବିୟୋଗରେ କଣ୍ଟାବାଞ୍ଜିରେ ଶୋକର ଛାୟା ଖେଳିଛି ।

କଣ୍ଠଶିଳ୍ପୀ ଅଭିଜିତ୍‌ ମଜୁମଦାରଙ୍କ ଦେହାନ୍ତ, ଭୁବନଶ୍ବେର ଏମସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ଭୁବନେଶ୍ୱର: ପରଲୋକରେ ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ୍‌ ମଜୁମଦାର ।  ୫୪ବର୍ଷ ବୟସରେ ଭୁବନଶ୍ବେର ଏମସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର  ମୃତ୍ୟୁ ଘଟିଛି ।  ସେଲିଭର ଜନିତ ରୋଗରେ ପୀଡିତ ହୋଇଥିଲେ ।  ଗତକାଲିଠୁ ଗୁରୁତର ହୋଇ  ମେଡିକାଲରେ  ଭର୍ତ୍ତି ହୋଇଥିଲେ  ।

ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଭଲ ନଥିଲା । ଲିଭର ଜନିତ ସମସ୍ୟାରେ ସେ ପୀଡିତ ଥିଲେ । ତାଙ୍କର ସ୍ୱାସ୍ଥ୍ୟ ଅଧିକ ଖରାପ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ରେ ଭର୍ତ୍ତି କରାଯାଇଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଆଜି ସକାଳ ୯.୦୨ ମିନିଟ ରେ ତାଙ୍କର ମୃତ୍ୟୁ ହୋଇଛି । ମଲ୍ଟି ଅର୍ଗାନ ଫେଲ ହେବା ଯୋଗୁ କୋମାରେ ଥିଲେ ଅଭିଜିତ ।

ଓଲିଉଡରେ ଅଭିଜିତ ଦାଦା ଭାବେ ପରିଚିତ ଥିଲେ ସେ । ସିନେମା ସହ ଆଲବମ୍ ଗୀତରେ ଶ୍ରୋତାଙ୍କ ମନ ମହୁଥିଲେ ଅଭିଜିତ । ୫୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ କଣ୍ଠଦାନ କରିଛନ୍ତି ।

ପରଲୋକରେ ବିଶିଷ୍ଟ ଲୋକଗୀତ ଗାୟିକା କୁନି ଛତ୍ରିଆ
ବଲାଙ୍ଗୀର: ବିଶିଷ୍ଟ ଲୋକଗୀତ ଗାୟିକା କୁନି ଛତ୍ରିଆଙ୍କ ପରଲୋକ । ସମ୍ବଲପୁର ବୁର୍ଲ୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ କୁନିଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ପରେ ସମ୍ବଲପୁର ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । କୁନିଙ୍କ ଅକାଳ ବିୟୋଗ ଖବର ଶୁଣି ପୁରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

କୁନି ଘୁଡୁକାର ସ୍ୱର ଥିଲେ । ଛୋଟ-ବଡ଼ ଘୁଡୁକା ବାଲାଙ୍କ ସ୍ୱର ଥିଲେ କୁନି। ବଲାଙ୍ଗୀର ଜିଲ୍ଲାର ତୁଷୁରାରୁ ଯାଇ ରାଜ୍ୟ ତଥା ରାଜ୍ୟ ବାହାରେ ଘୁଡୁକା ବାଦ୍ୟ କରିବା ସହ ଲୋକଗୀତ ଗାୟିକା ଭାବେ ବେଶ୍ ସୁନାମ ଅର୍ଜନ କରିଥିଲେ କୁନି। ଦେଶ ଓ ବିଦେଶରେ ନିଜର କଳା ପ୍ରଦର୍ଶନ ବେଶ୍ ଖ୍ୟାତି ଅର୍ଜନ କରିଥିଲେ ।

ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ୭୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
ନୀଳଗିରି: ପରଲୋକରେ ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟ । ୭୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଅକ୍ଷୟ ଆଚାର୍ଯ୍ୟ । ନୀଳଗିରି ଆସନରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାୟକ ହୋଇଥିଲେ ସେ । ତେବେ ଦୀର୍ଘ ଦିନ ହେବ ସେ କ୍ୟାନସର ରୋଗରେ ପୀଡ଼ିତ ହୋଇ ମୁମ୍ବାଇରେ ଚିକିତ୍ସିତ ହେଉଥିଲେ । ଆଉ ଆଜି ଭୋର ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ପ୍ରଥମେ ନୀଳଗିରି ଓ ପରେ ବାଲେଶ୍ବର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି। ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ନୀଳଗିରିରେ ଶୋକର ଛାୟା ଖେଳିଯାଇଛି।

କଂଗ୍ରେସ ଟିକେଟ୍‌ରୁ ନିର୍ବାଚିତ ହୋଇଥିଲେ ଅକ୍ଷୟ ଆଚାର୍ଯ୍ୟ । ୧୯୮୦-୮୫, ୧୯୯୦-୯୫ ଯାଏଁ ସେ ବିଧାୟକ ଥିଲେ । ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୬୯ ମସିହାରେ ଭାରତୀୟ କଂଗ୍ରେସ ଯୋଗ ଦେଇଥିଲେ । ଅକ୍ଷୟ ୧୯୮୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ଇନ୍ଦିରା କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।

ବରିଷ୍ଠ ନେତ୍ରୀ ତଥା କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ଦେହାନ୍ତ
ଭୁବନେଶ୍ୱର: ବରିଷ୍ଠ ନେତ୍ରୀ ତଥା କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ବିୟୋଗ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା । ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।

ଶ୍ରୀମତୀ ମହାନ୍ତି ୨୦୦୪ ରୁ ୨୦୦୯ ପର୍ଯ୍ୟନ୍ତ କୋରେଇର ବିଧାୟିକା ଥିଲେ। ଏବଂ ରାଜ୍ୟ ବିଜେପିର ଜଣେ ଆଗ ଧାଡ଼ିର ମହିଳା ନେତ୍ରୀ ଥିଲେ। ତାଙ୍କୁ ବାସ ଭବନରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସଞ୍ଚିତାଙ୍କ ବିୟୋଗରେ ଏକ୍ସରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆମ ଦଳର ବରିଷ୍ଠ ନେତ୍ରୀ ତଥା କୋରାଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ।  ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଉଛି । ଏହା ସହିତ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।

ସଞ୍ଚିତାଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଏକ୍ସରେ ସେ କହିଛନ୍ତି କି,  ଲୋକଙ୍କ ସେବା ଓ ଉନ୍ନତିରେ ସଞ୍ଚିତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ନବୀନ ।

https://twitter.com/Naveen_Odisha/status/2004415363002651029

ପୂର୍ବତନ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ
ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବତନ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ପରୋଲକ ଘଟିଛି । ୯୧ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ସକାଳ ୬ଟା ୩୦ ସମୟରେ ଲାତୁରର  ଦେବରରେ ପରଲୋକ ହୋଇଥିବା ଜଣାପଡିଛି । ଶିବରାଜ ପାଟିଲ ଚାକୁରକର ଲୋକସଭାର ସଭାପତି ଏବଂ ବିଭିନ୍ନ କେନ୍ଦ୍ରମନ୍ତ୍ରୀ ପଦରେ କାର୍ଯ୍ୟରତ ଥିଲେ। କିଛି ଦିନ ହେବ ସେ ରୋଗରେ ପୀଡିତ ରହିଥିବା ବେଳେ ତାଙ୍କର ଚିକିତ୍ସା ଜାରି ରହିଥିଲା । ତେବେ ତାଙ୍କର ଦେହାନ୍ତକୁ ନେଇ କଂଗ୍ରେସ ପାର୍ଟିର ସମସ୍ତ କାର୍ଯ୍ୟକର୍ତ୍ତା ଦୁଃଖ ପ୍ରକାଶ କରିବା ସହିତ ପରିବାର ଲୋକଙ୍କୁ ସମବେଦନା ବ୍ୟକ୍ତ କରିଛନ୍ତି ।

ଯଦି ଶିବରାଜ ପାଟିଲଙ୍କର ରାଜନୈତିକ କ୍ୟାରିକର କଥା ଦେଖିବା ତାହେଲେ ସେ ଦେଶର ଅନେକ ପ୍ରତିଷ୍ଠିତ ପଦର ଦାୟିତ୍ବ ନେଇଥିଲେ । ମହାରାଷ୍ଟ୍ରର ବାସିନ୍ଦା ଶିବରାଜ ପାଟିଲ ଚାକୁରକର ମରାଠବାଡାର ଲାତୁରର ସାଂସଦ ଥିଲେ। ଲାତୁର ଗ୍ରାମୀଣ ସିଟରୁ ୧୯୭୩ରୁ ୧୯୮୦ ପର୍ଯ୍ୟନ୍ତ ବିଧାୟକ ଥିଲେ ।୧୯୮୦ ମସିହା ପରେ ଲାତୁର ସଂସଦୀୟ ସିଟରୁ ଜିତି ଅନେକ ବାର ଲୋକସଭା ମଧ୍ୟ ଯାଇଛନ୍ତି ।

ଖବର ଅନୁଯାୟୀ, ୨୦୦୮ ମୁମ୍ବାଇର ଆତଙ୍କବାଦୀ ଆକ୍ରମଣ ସମୟରେ ଶିବରାଜ ପାଟିଲ ଦେଶର ଗୃହମନ୍ତ୍ରୀ ଥିଲେ । ତେବେ ଏହି ସମୟରେ ତାଙ୍କର କାର୍ଯ୍ୟକୁ ନେଇ ଅନେକ ଆଲୋଚନା ହେବା ପରେ ତାଙ୍କୁ ତାଙ୍କ ପଦରୁ ଇସ୍ତଫା ଦେବାକୁ ପଡିଥିଲା ।

ପରଲୋକରେ ବଲିଉଡର ବର୍ଷୀୟାନ ଅଭିନେତ୍ରୀ ତଥା ଗାୟିକା ସୁଲକ୍ଷଣା ପଣ୍ଡିତ
ମୁମ୍ବାଇ: ଆରପାରିରେ ବଲିଉଡର ବର୍ଷୀୟାନ ଅଭିନେତ୍ରୀ ତଥା ଗାୟିକା ସୁଲକ୍ଷଣା ପଣ୍ଡିତ । ୭୧ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଗତକାଲି ରାତିରେ ତାଙ୍କର ହୃଦଘାତରେ ପରଲୋକ ଘଟିଛି । କିଛି ଦିନ ହେବ ସେ ଅସୁସ୍ଥ ଥିଲେ। ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ସୁଲକ୍ଷଣା ପଣ୍ଡିତଙ୍କ ବିୟୋଗରେ ବଲିଉଡ ସମେତ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ସୁଲକ୍ଷଣା କେବଳ ଜଣେ ଅଭିନେତ୍ରୀ ନ ଥିଲେ, ତାଙ୍କର କଣ୍ଠର ଯାଦୁ ମଧ୍ୟ ଅନେକ ସିନେମାରେ ଦେଖିବାକୁ ମିଳିଛି । ୭୦- ୮୦ ଦଶକରେ ଚଳଚ୍ଚିତ୍ର ଉଲଝନ, ସଂକୋଚ, ଅପନାପନ, ହେରାଫେରି ସିନେମାରେ ଅଭିନୟ କରିଥିଲେ । ରାଜେଶ ଖାନ୍ନା, ସଞ୍ଜୀବ କୁମାର, ବିନୋଦ୍ ଖାନ୍ନା, ଶଶି କପୁର ଏବଂ ଶତ୍ରୁଘ୍ନ ସିହ୍ନାଙ୍କ ଭଳି କିମ୍ବଦନ୍ତି ଅଭିନେତାଙ୍କ ସହ ସେ ଅଭିନୟ କରିଛନ୍ତି ।