Raod Accident - The Sakala

ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା; ଜଣେ ମୃତ, ୧୨ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର
ପୁରୀ: ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ପୁରୀ କୋଣାର୍କ ମେରାଇନ ଡ୍ରାଇଭ ରାସ୍ତାରେ ଘଟିଛି ଏହି ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୁରୀରୁ କାକଟପୁର ଅଭିମୁଖେ ମୋ ବସ ଯାଉଥିବା ବେଳେ ତାକୁ କୋଣାର୍କ ଆଡୁ ଆସୁଥିବା ଏକ କାର ସାମ୍ନାରୁ ଧକ୍କା ଦେଇଥିଲା। ଯାହାଫଳରେ ବସ୍‌ରେ ଥିବା ୧୦ ଜଣ ଏବଂ କାର୍‌ରେ ଥିବା ୪ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ଗୁରୁତରଙ୍କୁ ମଧ୍ୟରୁ ଜଣେ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୋ ବସ ଡ୍ରାଇଭର ଏବେ ବି ବସ ମଧ୍ୟରେ ଫସି ରହିଥିବା ବେଳେ ତାଙ୍କୁ ଉଦ୍ଧାର ପାଇଁ କୋଣାର୍କ ଚମ୍ପାହର ଅଗ୍ନିଶମ ବିଭାଗ କାର୍ଯ୍ୟ ଜାରି ରଖିଛି।

ଶ୍ରମିକଙ୍କୁ ନେଇ ଯାଉଥିବାବେଳେ ଭାରସାମ୍ୟ ହରାଇ ଓଲଟିଲା ଟାଟା ମ୍ୟାଜିକ, ୨୫ ଗୁରୁତର
ଜଳେଶ୍ଵର: ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ବାରମାଇଲ ଓ ଏହାର ଆଖପାଖ ଅଞ୍ଚଳରୁ ଏକ ଟାଟା ମେଜିକ ଗାଡ଼ିରେ ୪୫ ଜଣ କୃଷି ଶ୍ରମିକ ଜଳେଶ୍ଵର ଅଞ୍ଚଳକୁ ଆସୁଥିବାବେଳେ ରାସ୍ତାରେ ଗାଡିଟି ଦୁର୍ଘଟଣାଗ୍ରସ୍ତ ହେବାରୁ ୨୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଜଳେଶ୍ଵର ଜିକେ ଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଘଟଣାରୁ ପ୍ରକାଶ ଯେ ମୟୁରଭଞ୍ଜ ଜିଲ୍ଲା ବେତନଟୀ ଅଞ୍ଚଳର ୪୦ ମହିଳା ଓ ୫ ଜଣ ପୁରୁଷଙ୍କୁ ମିଶାଇ ମୋଟ ୪୫ ଜଣ କୃଷି ଶ୍ରମିକ ଓଡି୧୧ଆର୮୩୭୧ ନମ୍ବରର ଏକ ଟାଟା ମେଜିକ ଗାଡ଼ିରେ ଜଳେଶ୍ଵର ଆମ୍ବିଳିଅଠା ଓ ଚୁଡାମଣିପୁରୁ ଗାଁ କୁ ଆସୁଥିଲେ। ତେବେ ୧୬ ନମ୍ବର ଜାତୀୟ ରାଜପଥର ସାଇରାମ ହୋଟେଲ ନିକଟରେ ଏହି ଗାଡିର ଚକ ଫାଟି ଯିବାରୁ ଭାରସାମ୍ୟ ହରାଇ ଗାଡି ଓଲଟି ପଡିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ବ୍ୟବସାୟୀ, ହୋଟେଲର କର୍ମଚାରୀମାନେ ଗୁରୁତର ମାନଙ୍କୁ ଉଦ୍ଧାର କରି ଜଳେଶ୍ଵର ଜିକେ ଭଟ୍ଟର ହସ୍ପିଟାଲକୁ ଆଣିଥିବା ବେଳେ ୨୫ ଜଣକ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ସମସ୍ତ କୃଷି ଶ୍ରମିକ ବେତନଟୀ ଥାନା ୫/୬ ଟି ଗ୍ରାମର ହୋଇଥିବା ବେଳେ ଗୁରୁତରମାନେ ବାରମାଇଲ,ମୋହନପୁର ଓ ଡାକୋଇ ଗ୍ରାମର ବୋଲି ପୁଲିସ ସୂତ୍ରରୁ ଜଣାପଡିଛି।

ବ୍ରିଜର ରେଲିଂ ଭାଙ୍ଗି ନଦୀକୁ ଖସିପଡିଲା ଟ୍ରାକ୍ଟର, ୧୩ ମୃତ
ଶାହଜହାଁପୁର: ଡାଲା ସହ ଏକ ଟ୍ରାକ୍ଟର ବ୍ରିଜର ରେଲିଂ ଭାଙ୍ଗି ନଦୀରେ ଖସିପଡିବାରୁ ପ୍ରାୟ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଭଳି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଉତ୍ତରପ୍ରଦେଶ ଶାହଜହାଁପୁରର ବୀରସିଂହପୁର ଗାଁରେ । ଦୁର୍ଘଟଣାର ଶିକାର ହୋଇଥିବା ଟ୍ରାକ୍ଟରର ଟ୍ରଲିଟି ଭକ୍ତଙ୍କ ଦ୍ୱାରା ପରିପୂର୍ଣ୍ଣ ଥିଲା । ଟ୍ରଲିରେ ୪୦ ଜଣ ବ୍ୟକ୍ତି ବସିଥିବା ବେଳେ ଅଧିକ ସଂଖ୍ୟାରେ ମହିଳା ଏବଂ ଶିଶୁ ଉପସ୍ଥିତ ରହିଥିଲେ । ଦୁର୍ଘଟଣାରେ ପ୍ରାୟ ୬ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ପୋଲିସ ଅଧୀକ୍ଷକ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ।

ସୂଚନା ମୁତାବକ ଦୁର୍ଘଟଣାର ଶିକାର ହୋଇଥିବା ଲୋକମାନେ ଭାଗବତ ପାରାୟଣ ପାଇଁ ଗରରା ନଦୀକୁ ଜଳ ଆଣିବାକୁ ଯାଇଥିଲେ।  ଏହି ସମୟରେ ଅଚାନକ ଟ୍ରାକ୍ଟରର ଟ୍ରଲି ଅନିୟନ୍ତ୍ରିତ ହୋଇ ପୋଲ ତଳକୁ ଖସିପଡ଼ିଥିଲା । ଦୁର୍ଘଟଣାରେ ଶିକାର ହୋଇଥିବା ସମସ୍ତ ଲୋକ ସନୋରା ଗାଁର ଅଟନ୍ତି । ସୂଚନା ଅନୁସାରେ ଏହି ଗାଁର ଲୋକମାନେ ଯଜ୍ଞ ପାଇଁ ନଦୀରୁ ପାଣି ଆଣିବା ପାଇଁ ଯାଇଥିବା ସମୟରେ ଏହି ଦୁର୍ଘଟଣାର ଶିକାର ହୋଇଛନ୍ତି ।

୧୦୮ ଆମ୍ବୁଲାନ୍ସ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଆମ୍ବୁଲାନ୍ସ ଡ୍ରାଇଭର ଗୁରୁତର
ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼ ପନ୍ଦରମାଇଲ୍ ଛକ ନିକଟରେ ୧୦୮ ଆମ୍ବୁଲାନ୍ସ ସହ ଏକ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ଼୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହିଯାଇଥିଲେ । ସେପଟେ ଟ୍ରକ୍ ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବା ଜଣାପଡ଼ିଛି । ଖବରପାଇ ଅଞ୍ଚଳବାସୀ ଘଟଣାସ୍ଥଳରେ ପହଞ୍ଚି ଡ଼୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଗାଡ଼ିଭିତରୁ ଉଦ୍ଧାର କରିବା ପରେ ସେହି ରାସ୍ତା ଦେଇ ଆସୁଥିବା କୋଟଗଡ଼ ବନବିଭାଗ ରେଞ୍ଜର ସୁର୍ଯ୍ୟକାନ୍ତ ବେହେରା ନିଜ ଗାଡ଼ିରେ ଆଣି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ଆମ୍ବୁଲାନ୍ସ ଡ୍ରାଇଭରକୁ । ଗୁରୁତର ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଆସ୍ତିକ ମଲ୍ଲିକ ହୋଇଥିବା ଜଣାପଡ଼ିଛି । ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡ୍ରାଇଭର ଆସ୍ତିକଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ସମୟରେ ତୁମୁଡ଼ିବନ୍ଧରୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ସହ ବାଲିଗୁଡ଼ାରୁ ଭବାନୀପାଟଣା ଯାଉଥିବା ଏକ ମାଲବାହୀ ଟ୍ରକ୍ ସହ କୁର୍ତ୍ତମଗଡ଼ ପନ୍ଦରମାଇଲ୍ ଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଆମ୍ବୁଲାନ୍ସଟି ଗୁରୁତର କ୍ଷତି ହୋଇଥିବା ବେଳେ ଆମ୍ବୁଲାନ୍ସ ଡ଼୍ରାଇଭର ମଧ୍ୟ ଗାଡ଼ି ଭିତରେ ଚାପିହୋଇ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ତୁମୁଡ଼ିବନ୍ଧ ପୋଲିସ୍ ପହଁଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।