Cyclone Yash - The Sakala

ବାତ୍ୟା ୟଶ ମୁକାବିଲା: ୫ ଆଇଏଏସ ଅଫିସରଙ୍କ ପରେ ଏବେ ୫ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ
ଭୁବନେଶ୍ବର: ବାତ୍ୟା ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର। ୫ ଆଇଏଏସ ଅଫିସରଙ୍କ ପରେ ଏବେ ୫ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ରାଜ୍ୟ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି । ଦାୟିତ୍ୱ ପ୍ରଦାନ କରଯାଇଥିବା ୫ ଆଇପିଏସ ଅଧିକାରୀ ହେଲେ ବାଲେଶ୍ୱର ପାଇଁ ଦିପ୍ତେଶ କୁମାର ପଟ୍ଟନାୟକ, ଭଦ୍ରକ ପାଇଁ ଅମିତେନ୍ଦ୍ର କୁମାର ସିଂ, ମୟୁରଭଞ୍ଜ ପାଇଁ ଅନିରୁଦ୍ଧ କୁମାର ସିଂ, ଜଗତସିଂହପୁର ପାଇଁ ଅମିତାଭ ଠାକୁର ଓ କେନ୍ଦ୍ରାପଡା ପାଇଁ ଜୟନାରାୟଣ ପଙ୍କଜଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ।

ବାତ୍ୟା ପାଇଁ ପାରାଦୀପ ବନ୍ଦରକୁ ୩ନମ୍ବର ବିପଦ ସଂକେତ ଜାରି, ଗଭୀର ସମୁଦ୍ରର ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଉଛି ଜାହାଜ
ଜଗତସିଂହପୁର: ପାରାଦୀପ ବନ୍ଦରକୁ ୩ନମ୍ବର ବିପଦ ସଂକେତ ଜାରି । ବାତ୍ୟା ୟଶକୁ ନେଇ ପାରାଦ୍ଵୀପ ବନ୍ଦର ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ । ବନ୍ଦରର ବର୍ଥରେ ଲାଗିଥିବା ଜାହାଜ ଓ ଆଙ୍କରେଜ ମଧ୍ୟରେ ଥିବା ଜାହାଜ ଗୁଡିକୁ ଗଭୀର ସମୁଦ୍ର ମଧ୍ୟକୁ ପଠାଇବା ଆରମ୍ଭ ହୋଇଛି । ବାତ୍ୟା ୟଶ ପାରାଦ୍ଵୀପରୁ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ଥିବାରୁ , ଅଧିକ ଯୋରରେ ପବନ ସହିତ ଉଚ୍ଚ ସାମୁଦ୍ରିକ ଢେ଼ଉ ଉଠିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବନ୍ଦରର ଆଙ୍କରେଜ ଓ ବର୍ଥ ମଧ୍ୟରେ ଜାହାଜ ଗୁଡିକ ରହିଲେ ବନ୍ଦର ଓ ଜାହାଜର କ୍ଷତି ଘଟିବାର ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି ପାରାଦ୍ଵୀପ ବନ୍ଦର ଆଗୁଆ ପଦକ୍ଷେପ ସହିତ ଜାହାଜ ଗୁଡିକୁ ଗଭୀର ସମୁଦ୍ରର ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଉଛି ।

ବାତ୍ୟା ପାଇଁ ୧୦ ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣା ସାମାନ୍ୟ କୋହଳ, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟ ବୃଦ୍ଧି
ଭୁବନେଶ୍ୱର: ବାତ୍ୟା ପାଇଁ ଓଡ଼ିଶାର ୧୦ ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣା ସାମାନ୍ୟ କୋହଳ ହୋଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କୋହଳ କରାଯାଇଥିବା ୧୦ ଜିଲ୍ଲା ଗୁଡିକ ହେଲେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଓ ଖୋର୍ଦ୍ଧା। ଆଜି ଓ ଆସନ୍ତାକାଲି ସକାଳ ୭ରୁ ଅପରାହ୍ନ ୧ଟା ଯାଏ ଏହି ୧୦ ଜିଲ୍ଲାରେ ଦୋକାନ ଖୋଲା ରହିବ।

ପୂର୍ବରୁ ମାତ୍ର ୪ ଘଣ୍ଟା ପାଇଁ ଅର୍ଥାତ ସକାଳ ୭ଟାରୁ ୧୧ଟା ଯାଏଁ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରଖିବାକୁ ଅନୁମତି ରହିଥିଲା ।

ବାତ୍ୟା ମୁକାବିଲା: ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କଲେ ରାଜ୍ୟସରକାର
ଭୁବନେଶ୍ଵର: ବାତ୍ୟା ୟାଶ’ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହାକୁ ଦୃଷ୍ଟିରେ ସରକାର ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦେଇଛନ୍ତି। ଏ ନେଇନ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। କେହି ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। ବାତ୍ୟା ଦ୍ବାରା ପ୍ରଭାବିତ ହେବାକୁ ଥିବା ଜିଲାକୁ ସଜାଗ ରହିବାକୁ କୁହାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଜିଲା ପ୍ରଶାସନ ସହ ମିଶି କାମ କରାଯିବ। ବାତ୍ୟା ପାଇଁ ୨୪ ଘଣ୍ଟିଆ କଂଟ୍ରୋଲ ରୁମ୍‌ ଖୋଲାଯାଇଛି। ପୂର୍ବରୁ ଅନେକ ବାତ୍ୟାର ଅନୁଭୂତି ରହିଛି। ସେହି ଅନୁଭୂତିକୁ ଆଧାର କରି ଏହି ବାତ୍ୟାର ମୁକାବିଲା କରାଯିବ।

ପାରାଦୀପ ଓ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟଶ୍’, ପ୍ରଭାବିତ ହୋଇପାରେ ବାଲେଶ୍ୱର ଓ ଭଦ୍ରକ
ଭୁବନେଶ୍ୱର: ପାରାଦୀପ ଓ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟଶ୍’। ଅବପାତର ରୂପ ନେଇଛି ଲଘୁଚାପ। ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ବାତ୍ୟାରେ ପରିଣତ ହେବ ୟଶ୍‌। ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା। ବାତ୍ୟା ପ୍ରଭାବରେ ୨୪ ତାରିଖ ସନ୍ଧ୍ୟାରୁ ବାତ୍ୟାର ପ୍ରଭାବରେ ପବନ ଆରମ୍ଭ ହେବ। ୨୪ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୫ ତାରିଖରୁ ପବନର ବେଗ ବଢ଼ିବ। ଲ୍ୟାଣ୍ଡଫଲ୍‌ ବେଳକୁ ପବନ ବେଗ ୧୫୫ରୁ ୧୬୫ କିମି ରହିବ। ଏହାପରେ ଧିରେ ଧିରେ ପବନର ବେଗ ବଢି ଘଣ୍ଟା ପ୍ରତି ୧୮୫କିମି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Depression has formed over eastcentral BOB at 1130 IST.Itwould intensify further and cross north Odisha-West Bengal coast betweenParadeep and Sagar Island by 26th evening as a Very Severe Cyclonic Storm. For more detail : https://t.co/3Sf6JA45yn pic.twitter.com/ddqTzezLnC

— India Meteorological Department (@Indiametdept) May 23, 2021

ବାତ୍ୟା ‘ୟଶ୍’ ଯୋଗୁଁ ପ୍ରଭାବିତ ହୋଇପାରେ ଓଡ଼ିଶାର ଦୁଇଟି ଜିଲ୍ଲା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ବାତ୍ୟା ୨୬ ତାରିଖ ସଂଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ସମେତ ଓଡିଶା ଓ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିପାରେ । ସେହି ସମୟରେ ଓଡ଼ିଶାର ୨ଟି ଜିଲ୍ଲା ଯଥା ବାଲେଶ୍ୱର ଓ ଭଦ୍ରକ ବିଶେଷଭାବେ ପ୍ରଭାବିତ ହେବାର ଆଶଙ୍କା ରହିଛି । ଏହି ଜିଲ୍ଲାରେ କିଭଳି ପ୍ରସ୍ତୁତ କରାଯାଇଛି ତାର ସମୀକ୍ଷା କରିଛନ୍ତି ବାଲେଶ୍ୱର ଗସ୍ତ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । କରୋନା ସମୟରେ ଝଡ଼ ହେଲେ କିଭଳି ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯିବ ଏବଂ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ ତାର ଅନୁଧ୍ୟାନ କରିଛନ୍ତି ।

ଟିକାର ସୁରକ୍ଷା ପାଇଁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ବନ୍ଦ ରହିବ ଟିକାକରଣ
ସମ୍ଭାବ୍ୟ ବାତ୍ୟା ଯୋଗୁଁ ବନ୍ଦ ରହିବ ଟିକାକରଣ । ବାତ୍ୟାରେ ପ୍ରଭାବିତ ଜିଲ୍ଲାରେ ଟିକାକରଣ ବନ୍ଦ ରଖିବା ନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଟିକାର ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଛି । ବାତ୍ୟା ସମୟରେ ବିଦ୍ୟୁତ ସେବା ବ୍ୟାଘାତ ହୋଇପାରେ,ତେଣୁ ଏଭଳି ସ୍ଥଳେ ଟିକାକୁ ସୁରକ୍ଷିତ ରଖିବାକୁ କୁହାଯାଇଛି । ଏପରିକି ଜେନେରେଟର ବ୍ୟବସ୍ଥା କରି ଟିକା ସୁରକ୍ଷିତ ରଖିବାକୁ କୁହାଯାଇଛି ।

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୨୪ ତାରିଖ ସୁଦ୍ଧା ଏହା ବାତ୍ୟାର ରୂପ ନେବ । ୨୩ ସକାଳେ ଏହା ଅବପାତ ରୂପ ନେଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ବାତ୍ୟାରେ ପରିଣତ ହେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଅତି ଭୟଙ୍କର ବାତ୍ୟାରେ ପରିଣତ ହେବ ‘ୟଶ’ । ଉତ୍ତର ବଙ୍ଗୋପସାଗର ନିକଟର ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଏବଂ ବାଂଲାଦେଶ ଉପକୂଳ ୨୬ ସକାଳେ ଛୁଇଁବା ପୂର୍ବାନୁମାନ କରାଯାଇଛି ।

ମାଡ଼ି ଆସୁଛି ବାତ୍ୟା ‘ୟଶ୍’, ୨୫ରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର: ଆଗୁଆ ଆସିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦକ୍ଷିଣପଶ୍ଚିମ ମୌସୁମୀ ଆସିପାରେ । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ତତସଂଲଗ୍ନ ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଏହା ପରବର୍ତ୍ତୀ ୭୨ ଘଣ୍ଟାରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୬ ତାରିଖ ସନ୍ଧ୍ୟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ।

ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୨୫ ତାରିଖ ସନ୍ଧ୍ୟାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୨୩ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ୨୪ରୁ ୨୬ ତାରିଖ ଯାଏଁ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ ।

ଆଣ୍ଡାମାନ ସାଗର ଓ ତତସଂଲଗ୍ନ ବଙ୍ଗୋପସାଗର ୨୩ ତାରିଖରୁ ଅଶାନ୍ତ ରହିବ । ଫଳରେ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଯେଉଁମାନେ ଗଭୀର ସମୁଦ୍ରକୁ ଯାଇଛନ୍ତି ୨୩ ତାରିଖ ସୁଦ୍ଧା ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବାତ୍ୟା ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବା ନେଇ ଅନୁମାନ କରାଯାଉଛି ।