Forester - The Sakala

ଭିଜିଲାନ୍ସ ଜାଲରେ ଭବାନୀପାଟଣା ରେଞ୍ଜ ଫରେଷ୍ଟର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
କଳାହାଣ୍ଡି: ଭିଜିଲାନ୍ସ ଜାଲରେ ଭବାନୀପାଟଣା ରେଞ୍ଜ ଫରେଷ୍ଟର ଭାଗବତ ଭୂଷଣ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ । ଚଢ଼ାଉବେଳେ ଜବତ ହୋଇଛି ବିଡା ବିଡା ଟଙ୍କା ଓ ପୁଳା ପୁଳା ସୁନା । ସମସ୍ତ ବ୍ୟାଙ୍କ୍ ଆକାଉଣ୍ଟ ଓ ଜମିବାଡ଼ି ସମ୍ପର୍କିତ କାଗଜପତ୍ରର ମଧ୍ୟ ଯାଞ୍ଚ ଚାଲିଛି । କଳାହାଣ୍ଡି ଭବାନୀପାଟଣା ରେଞ୍ଜ ଭଟାଙ୍ଗପଦର ସେକ୍ସନ ଦାୟିତ୍ଵରେ ଅଛନ୍ତି ଭବାନୀ ଭୂଷଣ । ତିନୋଟି ସ୍ଥାନରେ ଏକକାଳୀନ ଚାଲିଛି ଚଢାଉ । ଭବାନୀପାଟଣାରେ ତିନି ମହଲା ଆବାସିକ ଘର, ଜୁନାଗଡ଼ରେ ଭାଇଙ୍କ ଘର ଓ ଭବାନୀପାଟଣା ଭଟଙ୍ଗପଦର ବନ ବିଭାଗ ଅଫିସରେ ରେଡ୍ ଚାଲିଛି । ଚଢ଼ାଉରେ ୪ ଡିଏସପି, ୭ ଇନିସ୍ପେକ୍ଟର, ୪ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

ଫରେଷ୍ଟରଙ୍କର ଭବାନୀପାଟଣାରେ ୯ ପ୍ଲଟ ଠାବ କରିଛି ଭିଜିଲାନ୍ସ ବିଭାଗ । ଭବାନୀପାଟଣା ସହରରେ ଗୋଟିଏ ୫୩୦୦ ବର୍ଗଫୁଟର ୩ ମହଲା କୋଠା ମଧ୍ୟ ରହିଛି । ଏହା ସହିତ ଗୋଟିଏ ଟୟୋଟା କ୍ରୁଜର, ୨ ହାର୍ଭେଷ୍ଟ ମେସିନ, ୪ ଟ୍ରାକ୍ଟର, ୧ ବୋଲେରୋ, ଗୋଟିଏ ବାଇକ୍‌ ସହ ୨୧୦ ଗ୍ରାମର ସୁନା ଠାବ କରିଛି ଭିଜିଲାନ୍ସ । ବ୍ୟାଙ୍କ ଓ ପୋଷ୍ଟାଲ ଜମା ନେଇ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ ଜାରି ରହିଛି । ତେବେ ୨୦୦୦  ମସିହାରେ ମାତ୍ର ୩ ହଜାର ଦରମାରେ ଫରେଷ୍ଟ ଗାର୍ଡ ଚାକିରି ଆରମ୍ଭ କରିଥିଲେ ଭବାନୀ ଭୂଷଣ ।

ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର, ୫ ହଜାର ଟଙ୍କା ଲାଞ୍ଚ ନେଲାବେଳେ ମାଡିବସିଲା ଭିଜିଲାନ୍ସ ବିଭାଗ
ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ସରକାରୀ ବନ ଅଧିକାରୀ । ଲାଞ୍ଚ ନେଲାବେଳେ ଭିଜିଲାନ୍ସ ପଞ୍ଝାରେ ପଡିଲେ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ବନ ଅଧିକାରୀ ଗୌରାଙ୍ଗ ସାହୁ । ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଗୌରାଙ୍ଗ ସାହୁଙ୍କୁ ମାଡିବସିଲା ଭିଜିଲାନ୍ସ ବିଭାଗ । ଏକ ମାମଲା ରୁଜୁ କରି ଗୌରାଙ୍ଗଙ୍କ ଦୁଇଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।

ସୂଚନାନୁଯାୟୀ, ଜଣେ ବ୍ୟକ୍ତିଙ୍କୁ ତାଙ୍କ ଜମିରୁ ଶୁଖିଲା ନୀଳଗିରି ଗଛ କାଟିବା ଏବଂ ପରିବହନ ପାଇଁ ଅନୁମତି ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ । ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ପୂର୍ବ ପ୍ରସ୍ତୁତି ମୁତାବକ ଆଜି ଫରେଷ୍ଟର ଗୌରାଙ୍ଗ ସାହୁ ଜମି ମାଲିକଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସର ଏକ ଟିମ୍ ମାଡ଼ି ବସିଥିଲା। ଭିଜିଲାନ୍ସ ଫରେଷ୍ଟରଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଅଟକ ରଖିଛି। ଏକ ମାମଲା ରୁଜୁ କରି ଦୁଇଟି ସ୍ଥାନରେ ଚଢାଉ କରିଛି।