Daily Horosocope - The Sakala

Thursday Horoscope: ଗୁରୁବାର ରାଶିଫଳ ( ୨୯-୦୧-୨୦୨୬ )
ମେଷ: କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଦୂର ଯାତ୍ରା ଯୋଗ ରହିଛି। ପୁରୁଣା ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ।

ବୃଷ: ପାରିବାରିକ ସମସ୍ୟା ଦେଖା ଦେବ। ଧନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍‌ ହେବ ଏବଂ ଖର୍ଚ୍ଚ ବଢ଼ିବ। ପ୍ରେମ ସମ୍ପର୍କ ସୁଖମୟ ହେବ।

ମିଥୁନ: ପିତାଙ୍କ ସହଯୋଗ ମିଳିବ। ଆୟରେ ଉନ୍ନତି ପରିଲକ୍ଷିତ ହେବ। ଋଣ ସମସ୍ୟା ସମାଧାନ ହେବ। କାର୍ଯ୍ୟସ୍ଥଳରେ ବରିଷ୍ଠଙ୍କ ସହଯୋଗ ମିଳିବ। ଚିନ୍ତାମୁକ୍ତ ରହିବେ।

କର୍କଟ: କୌଣସି କଥାକୁ ନେଇ ଚିନ୍ତାରେ ରହିବେ। କାର୍ଯ୍ୟରେ ସଫଳତା ମିଳିବ। ଧନ ପ୍ରାପ୍ତି ଯୋଗ ରହିଛି। ଦିନଟି ବ୍ୟସ୍ତତା ଭିତରେ ବିତିବ। ବିଦ୍ୟାର୍ଥୀ ପରୀକ୍ଷାରେ ଭଲ କରିବେ।

ସିଂହ: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଉତ୍ତମ। ଠିକ୍ ସମୟରେ କାର୍ଯ୍ୟ ପୂରା କରିବେ।

କନ୍ୟା: ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ଧନ ଆଗମନର ଯୋଗ ରହିଛି। କାର୍ଯ୍ୟରେ ମନ ଲାଗିବ ନାହିଁ। ବିଦ୍ୟାର୍ଥୀ ପାଠରେ ମନୋନିବେଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା: ବ୍ୟବସାୟରେ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଧନ ଆଗମନ। ନୂଆ ଯାନ କିଣିପାରନ୍ତି। ପରିବାର ସହିତ ସମ୍ପର୍କ ମଧୁର ହେବ।

ବିଛା: ସମସ୍ୟାକୁ ସାମ୍ନା କରିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ମନ ଉଦାସ ରହିବ। କାର୍ଯ୍ୟରେ ଲୋକଙ୍କ ସାହାଯ୍ୟ ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଉତ୍ତମ ସମୟ।

ଧନୁ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କାର୍ଯ୍ୟରେ ପଦୋନ୍ନତି ମିଳିବା ସମ୍ଭାବନା ଅଧିକ। ପୂଜାକାର୍ଯ୍ୟରେ ସମୟ କଟିବ। ଘରେ ସମସ୍ୟା ଦେଖା ଦେବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଭଲ ଦିନ।

ମକର: ମନୋରଞ୍ଜନରେ ସମୟ ବିତିବ। ସାଙ୍ଗସାଥୀଙ୍କ ସହଯୋଗରେ କାର୍ଯ୍ୟ ସଫଳ ହେବ। ଆୟରେ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତାରେ ରହିବେ।

କୁମ୍ଭ: ରାଜନୀତିରେ ଆଶାତୀତ ସଫଳତା ମିଳିବ। ବ୍ୟବସାୟ ଓ ଚାକିରିରୁ ଲାଭ ମିଳିବ। ଗାଈଙ୍କୁ ଖାଇବାକୁ ଦିଅନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ।

ମୀନ: ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟ କମ୍ ଓ ବ୍ୟୟ ଅଧିକ ହେବ। ଅଯଥା କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ।

Wednesday Horoscope: ବୁଧବାର ରାଶିଫଳ ( ୧୪-୦୧-୨୦୨୬)
ମେଷ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଆୟ ଓ ବ୍ୟୟ ସମାନ ରହିବ।  ଅଚାନକ ଖୁସି ଖବର ପାଇବେ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିପାରନ୍ତି। ପରିବାର ପାଇଁ ସମୟ ବାହାର କରିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ  ମାମଲାର ଶୁଣାଣି ହେବ।

କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ସାମାଜିକ କାର୍ଯ୍ୟରେ ଭାଗ ନେବେ।

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।

କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।

ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିପାରେ।

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଅଫିସ୍‌ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।

କୁମ୍ଭ: ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଉଧାର ଟଙ୍କା ଫେରି ପାଇବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

ମୀନ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅସହାୟଙ୍କୁ ସାହାଯ୍ୟ କରିବେ।

Monday Horoscope: ସୋମବାର ରାଶିଫଳ ( ୧୨-୦୧-୨୦୨୬ )
ମେଷ: ସ୍ବପ୍ନ ସାକାର ହେବ।  ଅଚାନକ ଖୁସି ଖବର ପାଇ ଉତ୍ସାହିତ ହେବେ। ସମସ୍ତ କାର୍ଯ୍ୟରୁ ଲାଭ ମିଳିବ। ଦିନଟି ହସଖୁସିରେ ଅତିବାହିତ ହେବ। କୌଣସି ନୂଆ ଜିନିଷ କିଣିବେ।

ବୃଷ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ଆଶା କରୁଥିବା ଦିଗରୁ ଧନ ମିଳିବ। କୌଣସି କଥାକୁ ନେଇ ମନ ଉଣା ହୋଇପାରେ।

ମିଥୁନ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ବନ୍ଧୁଙ୍କ ସାହାଯ୍ୟରେ ନୂତନ ବ୍ୟବସାୟ ଆରମ୍ଭ କରିବେ। ଯୋଜନା ମୁତାବକ କାମ ହେବ। ଆୟ ଓ ବ୍ୟୟ ସମାନ ରହିବ।

କର୍କଟ: ପଡ଼ୋଶୀଙ୍କ ସହ ବିବାଦ ହୋଇପାରେ। ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ଚାକିରିର ସୁଯୋଗ ଜୁଟିବ। ଛାତ୍ରଛାତ୍ରୀଙ୍କୁ ବିଦେଶ ଶିକ୍ଷାର ଅବସର ଜୁଟିବ।

ସିଂହ: ଦିନଟି ଭଲରେ କଟିବ। ଚାକିରିରେ ପରିବର୍ତ୍ତନ ଆସିବ। କୌଣସି ନୂଆ ଦାୟିତ୍ବ ତୁଲାଇବେ। ବ୍ୟବସାୟ ସମ୍ବନ୍ଧିତ ଦୂର ସ୍ଥାନକୁ ଯାତ୍ରା କରିବେ। କାର୍ଯ୍ୟକ୍ଷେତ୍ରରେ କିଛି ସମସ୍ୟା ଆସିବ।

କନ୍ୟା: ସ୍ବାମୀ-ସ୍ତ୍ରୀ ସୁଖଦ ମୁହୂର୍ତ୍ତ ଅତିବାହିତ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଟକି ରହିଥିବା ଧନ ଆଗମନ ହେବ। କୌଣସି ନୂଆ ଲୋକଙ୍କ ସହ ସାକ୍ଷାତ କରିବେ।

ତୁଳା: ବନ୍ଧୁଙ୍କ ସହ କୌଣସି ନୂଆ କାର୍ଯ୍ୟର ଯୋଜନା କରିବେ। ଅଟକିଥିବା କାର୍ଯ୍ୟକୁ ପୂରା କରିବେ। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇ ମଧ୍ୟରେ କଳହ  ଦେଖାଦେଇପାରେ।

ବିଛା: ନୂଆ ଚାକିରି ପାଇଁ ଉତ୍ସାହିତ ରହିବେ। ଗୁରୁଜନଙ୍କ ପରାମର୍ଶ ନେବେ। କ୍ରୀଡ଼ାବିତ୍‌ଙ୍କୁ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ଅର୍ଥ ନିବେଶ କରନ୍ତୁ ନାହିଁ। ରାଜନେତାଙ୍କ ପାଇଁ ଭଲ ସମୟ।

ଧନୁ: ବ୍ୟାଙ୍କ ଓ ଆଇଟିରେ ସଫଳତା ମିଳିବ। ବ୍ୟବସାୟକୁ ବିସ୍ତାର କରିବେ ଏବଂ ଏହାକୁ ନେଇ କୌଣସି ନୂଆ ସମସ୍ୟା ସୃଷ୍ଟି ହେବ। ପଡୋଶୀଙ୍କ ସହ ସୁସମ୍ପର୍କ ବଢ଼ିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରଣ କରିବେ। ପୁରୁଣା ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ବାଦ ବିବାଦଠାରୁ ଦୂରେଇ ରହିବା ଭଲ। ଦୀର୍ଘ ଦିନର ସ୍ବପ୍ନ ପୂରା ହେବ।

କୁମ୍ଭ: ବ୍ୟବସାୟିକ ଚିନ୍ତାଧାରାରେ ପରିବର୍ତ୍ତନ ଆଣିବେ। ଉଚ୍ଚଶିକ୍ଷା ପାଇଁ ଉତ୍ତମ ସମୟ। ଯାନବାହନ କିମ୍ବା ଜମି କିଣିବା ଯୋଗ ଅଛି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଆଜି ଦିନଟି ବହୁତ ଭଲ।

ମୀନ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଡାକ୍ତରଙ୍କ ସହ ପରାମର୍ଶ କରିବେ। ରାଜନୀତିରେ ସଫଳତା ମିଳିବ। ସାଙ୍ଗସାଥୀଙ୍କ ସହ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।

Thursday Horoscope: ଗୁରୁବାର ରାଶିଫଳ ( ୦୮-୦୧-୨୦୨୬ )
ମେଷ: ନିଜ ରୁଚି ଅନୁସାରେ କାମ କରିବେ।  ବନ୍ଧୁ ମିଳନ ଯୋଗ ରହିଛି। ଛାତ୍ରଛାତ୍ରୀମାନେ ସଫଳତା ପାଇବାକୁ କଠିନ ପରିଶ୍ରମ କରିବେ। ପରିବାରର ବରିଷ୍ଠ  ସଦସ୍ୟଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି।

ବୃଷ: ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ।  ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କ ସମ୍ପର୍କରେ ଆସିପାରନ୍ତି। ଅଚାନକ କୌଣସି ପ୍ରକାର ସମସ୍ୟାରେ ପଡ଼ିପାରନ୍ତି। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ।

ମିଥୁନ: ଦୀର୍ଘ ଦିନର ଆଶା ପୂରଣ ହେବ।  ମାନସିକ ଶାନ୍ତି ମିଳିବ। ଦୂରସମ୍ପର୍କୀୟଙ୍କ ସହ ଭେଟ ହୋଇପାରେ। ଅଫିସ କାମ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।  ପରିଶ୍ରମ ଅନୁସାରେ ଫଳ ମିଳିବ।

କର୍କଟ: ଆଜି ପ୍ରଭାବଶାଳୀ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। ନୂତନ ଦାୟିତ୍ବ ମିଳିପାରେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।

ସିଂହ: ଦିନଟି ହସଖୁସିରେ ବିତିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ନିଜ ସାମର୍ଥ୍ୟ ମୁତାବକ ଅନ୍ୟମାନଙ୍କୁ ସାହାଯ୍ୟ କରିବେ।

କନ୍ୟା: କଳା ଓ ସଙ୍ଗୀତ ପ୍ରତି ରୁଚି ବଢ଼ିବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ  ରଖନ୍ତୁ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ।

ତୁଳା: ପରିଶ୍ରମର ଫଳ ମିଳିବ।  ନିଜ ଲୋକ ଶତ୍ରୁ ସାଜି ପାରନ୍ତି।  ବ୍ୟକ୍ତିଗତ କଥାକୁ ଅନ୍ୟମାନଙ୍କ ଆଗେ ପ୍ରକାଶ କରନ୍ତୁନି। ଶାରୀରିକ ଏବଂ ମାନସିକ ଥକ୍କାପଣ ଅନୁଭବ କରିପାରନ୍ତି।

ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଟ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।

ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପତି-ପତ୍ନୀଙ୍କ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇପାରେ।

ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।

କୁମ୍ଭ: ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ।  ଅଫିସ୍‌ରେ କାର୍ଯ୍ୟଭାର କମ୍ ହୋଇପାରେ। ବୈବାହିକ ଜୀବନ ମଜଭୁତ୍‌ ହେବ।

ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇ ମଧ୍ୟରେ ମତ ଭେଦ ହୋଇପାରେ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

Tuesday Horoscope: ମଙ୍ଗଳବାର ରାଶିଫଳ ( ୩୦-୧୨-୨୦୨୫ )
ମେଷ: ଅଫିସ୍‌ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ।

ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ। ଭୁଲ୍‌ କାମରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।

କର୍କଟ: ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଗରିବଙ୍କୁ ସାହାଯ୍ୟ କରିବେ। କାର୍ଯ୍ୟ କ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ମାର୍ଗଦର୍ଶନରେ ପରିଚାଳିତ ହେବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ସେଲ୍‌ସ ମାର୍କେଟିଂ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। ଦୁର୍ଗା ଚାଳିଶା ପାଠ କରିବା ଭଲ। କାର୍ଯ୍ୟ ଧାରାରେ ପରିବର୍ତ୍ତନ ଆଣିବେ।

କନ୍ୟା: ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ବଚନରେ ମଧୁରତା ରକ୍ଷା କରିବେ।

ବିଛା: ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ଓ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ।

ଧନୁ: କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ପରିଶ୍ରମ ଅନୁସାରେ ସଫଳତା ମିଳିବ। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ।

ମକର: ବିବାହ ପ୍ରସ୍ତାବ ଆସିବ। କୌଣସି କଥାକୁ ନେଇ ଅଧିକ ଚିନ୍ତା କରିବେ ନାହିଁ। ଭାଇ,ଭଉଣୀଙ୍କ ସହ ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ।

କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହେବେ।

ମୀନ: ମାନସିକ ଶାନ୍ତି ପାଇବେ। ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ  ନେବେ। ସମସ୍ତ କାମ ସହଜରେ ପୂରା କରିବେ।

Thursday Horoscope: ଗୁରୁବାର ରାଶିଫଳ ( ୨୫-୧୨-୨୦୨୫ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।

ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ।  ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।

Wednesday Horoscope: ବୁଧବାର ରାଶିଫଳ ( ୧୭-୧୨-୨୦୨୫)
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଆୟ ଓ ବ୍ୟୟ ସମାନ ରହିବ।

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଅଫିସ୍‌ରେ  ସହକର୍ମୀଙ୍କ ସହଯୋଗରେ ଆଗକୁ ବଢ଼ିବେ। ମାନସମ୍ମାନ ବୃଦ୍ଧି ପାଇବ।

ସିଂହ: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜକୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଯୋଜନା ମୁତାବକ କାମ କଲେ ଭଲ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ଦାମ୍ପତ୍ତ୍ୟ ଜୀବନ ସୁଖମୟ ହେବ।

କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ଦୂରଯାତ୍ରାକୁ ଯିବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

ବୁଧବାର ରାଶିଫଳ ( ୧୦-୧୨-୨୦୨୫)
ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ନୂଆ ଯାନ କିଣିବା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।

ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।

ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଲୋକ ସମ୍ପର୍କ ବୃଦ୍ଧିପାଇବ।

କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।

ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।

ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।

ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ବ୍ୟକ୍ତିଗତ କଥାକୁ ଗୋପନୀୟ ରଖନ୍ତୁ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।

ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଖର୍ଚ୍ଚ ବଢ଼ିପାରେ।

କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରନ୍ତୁ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ।

ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାନ ଧର୍ମ କରିବେ।

ସୋମବାର ରାଶିଫଳ ( ୦୮-୧୨-୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଅଟକିଥିବା କାର୍ଯ୍ୟ ପୂରା ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ପ୍ରେମ ଜୀବନ ସୁଖମୟ ହେବ।

ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ଭବିଷ୍ୟତ ପାଇଁ ଯୋଜନା କରିପାରନ୍ତି।

କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ଚାକିରିରେ ନୂଆ ସୁଯୋଗ ଜୁଟିବ। ପାରିବାରିକ ମାହୋଲ ସୁଖଦ ଓ ଶାନ୍ତିପୂର୍ଣ୍ଣ ହେବ।

ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।

କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ।

ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।

ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ମକର: ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।

କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କଳା  ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ।

ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ।

ଶନିବାର ରାଶିଫଳ (୦୬-୧୨-୨୦୨୫)
ମେଷ: ଅଫିସ୍‌ରେ ସମସ୍ୟା ଦେଖା ଦେଇପାରେ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ି ଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ।

ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ।  ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ଦାନଧର୍ମରେ ଦିନଟି ଅତିବାହିତ କରିବେ। ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଗରିବଙ୍କୁ ସାହାଯ୍ୟ କରିବେ। ମାନସିକ ଶାନ୍ତି ମିଳିବ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। ମାନ ସମ୍ମାନ ବୃଦ୍ଧି ପାଇବ।

ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ବ୍ୟବସାୟରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। କାର୍ଯ୍ୟ ଧାରାରେ ପରିବର୍ତ୍ତନ ଆଣିବେ। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ନିମନ୍ତେ ବିଦେଶ ଯାତ୍ରା କରିପାରନ୍ତି।

କନ୍ୟା: ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ।

ବିଛା: ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ଓ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ।

ଧନୁ: କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। ପରିଶ୍ରମ ଅନୁସାରେ ସଫଳତା ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ରହିଛି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।

ମକର: ବିବାହ ପ୍ରସ୍ତାବ ଆସିବ। ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ଅଧିକ ଚିନ୍ତା କରିବେ ନାହିଁ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଉଧାର ଟଙ୍କା ଫେରି ପାଇବେ।

କୁମ୍ଭ: ପରନିନ୍ଦାରୁ ଦୂରେଇ ରୁହନ୍ତୁ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହେବେ।

ମୀନ: ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ  ନେବେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇବେ। ଚକ୍ଷୁ ସମସ୍ୟା  ଭୋଗିପାରନ୍ତି।