SI Recruitment Scam - The Sakala

SI ନିଯୁକ୍ତି କେଳେଙ୍କାରୀ ମାମଲା: ୪ ଅଭିଯୁକ୍ତଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା ସିବିଆଇ
ସବ ଇନ୍ସପେକ୍ଟର ଚାକିରୀ କେଳେଙ୍କାରୀ ଘଟଣା। ୨ ଦିନିଆ ରିମାଣ୍ଡରେ ୪ ଅଭିଯୁକ୍ତ । ମାଷ୍ଟରମାଇଣ୍ଡ ମୁନା ମହାନ୍ତି, ଶ୍ରୀକାନ୍ତ ମହାରଣା, ଟି ଅଭିମନ୍ୟୁ ଦୋରା ଓ ପ୍ରିୟଦର୍ଶିନୀ ସାମଲଙ୍କୁ ରିମାଣ୍ଡରେ ନେଇଛି ସିବିଆଇ । ଦିନ ପ୍ରାୟ ୧୨ ଟା ସମୟରେ ଝାରପଡା ଜେଲରୁ ସେମାନଙ୍କୁ ସିଧାସଳଖ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ଏମାନଙ୍କୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ସିବିଆଇ ପକ୍ଷରୁ ସ୍ୱତନ୍ତ୍ର କୋର୍ଟରେ ଆବେଦନ କରାଯାଇଥିଲା ।

ଅନ୍ୟପଟେ ଗତକାଲିଠାରୁ ଦୁଇ ଦିନିଆ ରିମାଣ୍ଡରେ ରହିଛି ନୀତିଶ।  ବିହାରରୁ ଗିରଫ ହୋଇଥିବା ଏହି ଅଭିଯୁକ୍ତକୁ ଝାଳବୁହା ଜେରା କରୁଛି ସିବିଆଇ । ତେବେ ଏହି ରିମାଣ୍ଡ ଅବଧି ସମୟରେ ବଡ଼ବଡ଼ିଆଙ୍କ ସମ୍ପୃକ୍ତି ପଦାକୁ ଆସିବା ନେଇ ଚର୍ଚ୍ଚା ଜୋର ଧରିଛି । ୨୫ ଲକ୍ଷ ଟଙ୍କା ବିନିମୟରେ କିଭଳି ମିଳୁଥିଲା ଚାକିରୀ ? ପାୱାର କରିଡରରେ କିଏ ଦେଉଥିଲା ବ୍ୟାକ୍ ସପୋର୍ଟ ? କାହା ଛତ୍ରଛାୟାରେ ରହି କ୍ରାଇମ ସିଣ୍ଡିକେଟ ଚଳାଉଥିଲେ ଅଭିଯୁକ୍ତ ? ସେ ନେଇ ସିବିଆଇକୁ ମିଳିପାରେ ଅନେକ ତଥ୍ୟ ।