high court of odisha - The Sakala
ଆଇନଜୀବୀ ମାନେ ଜିଏସଟି ଓ ସେବା ଟିକସ ପରିସରଭୁକ୍ତ ନୁହନ୍ତି : ହାଇକୋର୍ଟ
କଟକ: ବ୍ୟକ୍ତିଗତ ଭାବେ ଓକିଲାତି କରୁଥିବା ଆଇନଜୀବୀ ମାନଙ୍କୁ ଜିଏସଟି କିମ୍ବା ସେବା ଟିକସ ପରିଭୁକ୍ତ କରାଯାଇପାରିବ ନାହିଁ । ଏହି ଆଇନଜୀବୀ ମାନେ ସେମାନଙ୍କ ଆଇନ ପେସାରୁ କରୁଥିବା ଆୟ ଉପରେ ଜିଏସଟି କିମ୍ବା ଆୟକର ପ୍ରଦାନରୁ ମୁକ୍ତ ବୋଲି ହାଇକୋର୍ଟ କହିଛନ୍ତି। ଭୁବନେଶ୍ୱର ନିବାସୀ ଜନୈକ ଆଇନଜୀବୀଙ୍କ ପକ୍ଷରୁ ଦାୟର ଆବେଦନର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏପରି ରାୟ ପ୍ରଦାନ କରିଛନ୍ତି। ଏଥିସହ ଆବେଦନକାରୀଙ୍କୁ ଭୁବନେଶ୍ୱର ଜିଏସଟି ଅଧୀକ୍ଷକଙ୍କ ପକ୍ଷରୁ ୨୦୨୧ଏପ୍ରିଲ୧୫ରେ ପ୍ରଦାନ କରାଯାଇଥିବା ୨ଲକ୍ଷ୧୪ହଜାର୬୦୦ଟଙ୍କାର ସେବା କର ଆଦାୟ ନୋଟିସ ଓ ୨୦୨୫ଜାନୁଆରି୨୮ର ୨,୩୪୬୦୦ଟଙ୍କାର ଜରିମାନା ଯୁକ୍ତ କର ପଇଠ ବାବଦ ନୋଟିସକୁ ହାଇକୋର୍ଟ ରଦ୍ଦ କରିଦେଇଛନ୍ତି ।
ଅନ୍ୟପଟରେ, ଗତ ୨୦୧୮-୧୯ ଓ ୨୦୨୦-୨୧ ବର୍ଷ ପାଇଁ ଆବେଦନକାରୀ ନିଜର ଗୃହ ସମ୍ପତ୍ତିରୁ କରିଥିବା ଆୟ ଦର୍ଶାଇଥିବାରୁ ଏହି ଆୟ ଉପରେ ସମ୍ପୃକ୍ତ ବିଭାଗ ଆଇନ ଅନୁସାରେ ଟିକସ ଆଦାୟ କରିପାରିବ ବୋଲି କହିଛନ୍ତି ଖଣ୍ଡପୀଠ। ବ୍ୟକ୍ତିଗତ ତଥା ସ୍ୱାଧିନ ଭାବେ ଓକିଲାତି କରୁଥିବା ଆଇନଜୀବୀ ମାନଙ୍କୁ ଜିଏସଟି ନୋଟିସ ନେଇ ୨୦୨୧ମାର୍ଚ୍ଚ୩୧ରେ ହାଇକୋର୍ଟ ମଧ୍ୟ ଉଦବେଗ ପ୍ରକାଶ କରିଥିଲେ। ଅଯଥାରେ ଏଭଳି ନୋଟିସ ପଠାଇ ନିର୍ଯାତନା ନଦେବାକୁ ସେହି ସମୟରେ ହାଇକୋର୍ଟ କହିଥିଲେ। ଏହି ଆଧାରରେ ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ମଧ୍ୟ ଜାରି ହୋଇଥିବା ନେଇ ଶୁଣାଣି ବେଳେ ସ୍ପଷ୍ଟ ହୋଇଥିଲା ।
୬ ସପ୍ତାହ ମଧ୍ୟରେ ASO ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ASO ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ରାୟ ଦେଇଛନ୍ତି। ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଖବର ଅନୁଯାୟୀ, ମେ’୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ଏନେଇ ଏକ ଅବମାନନା ମାମଲା ଦାୟର ହୋଇଥିଲା। ସାନି ମେରିଟ୍‌‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ।
ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା: ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ
କଟକ: ହାଇକୋର୍ଟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା । ବ୍ୟବସ୍ଥା ନ ଥାଇ ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ । ରାଜ୍ୟର ସମସ୍ତ ଲୋକଙ୍କ ପାଖରେ ଅନଲାଇନ ବ୍ୟବସ୍ଥା ନାହିଁ । ତେଣୁ ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ବୁକିଂ କରିବା ସମ୍ଭବ ହେଉନାହିଁ । କ’ଣ ବିକଳ୍ପ ବ୍ୟବସ୍ଥା କରାଯିବ, ସେନେଇ ହାଇକୋର୍ଟଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଆସନ୍ତା ୩୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଅକ୍ଟୋବର ୧ରୁ ଚେକିଂ କଡାକଡି କରିବାକୁ ପରିବହନ ବିଭାଗର ନିଷ୍ପତ୍ତି ନେଇଛି। ପରିବହନ ବିଭାଗରୁ ମତାମତ ଆଣି କୋର୍ଟରେ ଉପସ୍ଥାପନ କରିବାକୁ ସରକାରୀ ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ସୂଚନା ଅନୁଯାୟୀ, ଯଦି ଗାଡିର ନମ୍ବର ଶେଷକୁ ୧,୨,୩,୪ ରହିଥାଏ ତେବେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ୩୦ ସେପ୍ଟେମ୍ବର ଡେଡଲାଇନ ରହିଛି। ଅର୍ଥାତ ଏହି ସମୟ ମଧ୍ୟରେ ବୁକିଂ କରିଥିଲେ ଦେବାକୁ ପଡିବନି ଜରିମାନା । ସେହିଭଳି ଗାଡିର ନମ୍ବର ୫ କିମ୍ବା ୬ ରହିଥିଲେ ଅକ୍ଟୋବର ୩୧ ପର୍ୟ୍ୟନ୍ତ ଡେଡଲାଇନ ରହିଛି। ଗାଡିର ନମ୍ବର ୭ କିମ୍ବା ୮ ରହିଥିଲେ ୩୦ ନଭେମ୍ବର ଡେଡଲାଇନ ରହିଛି। ଗାଡିର ଶେଷ ନମ୍ବର ୯ କିମ୍ବା ୦ ରହିଥିଲେ ଏହାର ଡେଡଲାଇନ ୩୧ ଡିସେମ୍ବର ରହିଛି । ଅଥାର୍ତ ଧାର୍ୟ୍ୟ ସମୟ ଭିତରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ବୁକିଂ କରିଥିଲେ ଆଉ ଗଣିବାକୁ ପଡିବନି ଜରିମାନା । ଚେକିଂ ବେଳେ କେବଳ ସ୍ଲଟ ବୁକିଂର ସ୍ଲିପ ଦେଖାଇ ଫାଇନରୁ ବର୍ତ୍ତିପାରିବେ ଲୋକେ।  ସରକାର ଧାର୍ୟ୍ୟ କରିଥିବା ନିୟମ ଅନୁସାରେ, ଯେଉଁ ଗାଡି ଚାଳକ ନିୟମ ଅନୁସାରେ ସେମାନଙ୍କ ଗାଡିର ନମ୍ବର ପ୍ଲେଟ୍‌ ଲଗାଇବେ ନାହିଁ, ସେମାନଙ୍କୁ ଇ-ଚାଲାଣ ସହିତ ୫ରୁ ୧୦ ହଜାର ପର୍ୟ୍ୟନ୍ତ ଜରିମାନା ଦେବାକୁ ପଡିବ ।
କଟକ: ଶୀଘ୍ର ଶେଷ ହେଉ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଏନେଇ ରାଜ୍ୟ ସରକାର ଓ ଏଏସଆଇଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଏର କରିଛନ୍ତି ଶ୍ରୀମନ୍ଦିର ସେବାୟତ । ଯଥାଶୀଘ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମସ୍ତ ସୁବିଧା ଓ ଉପଯୋଗୀ କାର୍ଯ୍ୟ ସାରିବାକୁ ସେବାୟତ ଆବେଦନ କରିଛନ୍ତି । ବିଶେଷ କରି ସେବାୟତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଉଦ୍ଦିଷ୍ଟ ବିକାଶମୂଳକ କାମ ଶୀଘ୍ର ସାରିବାକୁ ଦାବି କରିଛନ୍ତି ।
କିଛି ମୁଷ୍ଟିମେୟ ବ୍ୟକ୍ତି ଓ ରାଜନୈତିକ ଦଳ ଏହି ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି। ଏହା ଜନସ୍ୱାର୍ଥ ବିରୋଧୀ ଓ ସେବାୟତଙ୍କ ସ୍ୱାର୍ଥକୁ ଉପେକ୍ଷା । ତେଣୁ ହାଇକୋର୍ଟ ଏଥିରେ ହସ୍ତକ୍ଷେପ କରି ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ସେବାୟତ ନିବେଦନ କରିଛନ୍ତି । ଏଥିସହ ସୁପ୍ରିମକୋର୍ଟଙ୍କ ଆଦେଶ ଅନୁସାରେ ଏଏସଆଇକୁ ରାଜ୍ୟ ସରକାରଙ୍କୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ କହିଛନ୍ତି । କିଛି ମୁଷ୍ଟିମେୟ ଗୋଷ୍ଠୀ ମିଥ୍ୟା ଓ କୁପ୍ରଚାର କରି ପରିକ୍ରମା ପ୍ରକଳ୍ପ ଅଗ୍ରଗତିରେ ବାଧା ସୃଷ୍ଟି କରୁଛନ୍ତି । ଏଥିରେ କିଛି ରାଜନୈତିକ ବ୍ୟକ୍ତି ସହଯୋଗ କରୁଛନ୍ତି, ଯାହାକି ଗ୍ରହଣୀୟ ନୁହେଁ । ତେଣୁ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରାଯିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେବାୟତ ପ୍ରାର୍ଥନା କରିଛନ୍ତି ।
ଶ୍ରୀମନ୍ଦିରର ସେବାୟତ ରଘୁନାଥ ଗୋଚ୍ଛିକାର, ହଜୁରୀ କୃଷ୍ଣଚନ୍ଦ୍ର ଖୁଣ୍ଟିଆ, ବିନାୟକ ଦାସମହାପାତ୍ର, ହରେକୃଷ୍ଣ ଖୁଣ୍ଟିଆ, ବଟକୃଷ୍ଣ ମୁଦ୍ରା ପ୍ରମୁଖ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରିଛନ୍ତି । ସେବାୟତମାନେ ବିକାଶ ପାଇଁ ଭିଟାମାଟି ଛାଡ଼ିଛନ୍ତି । ପ୍ରକଳ୍ପ ବାଧାପ୍ରାପ୍ତ ହେଲେ ସେମାନଙ୍କ ତ୍ୟାଗ ମୂଲ୍ୟହୀନ ହୋଇଯିବ ବୋଲି ରିଟ୍ ପିଟିସନରେ ଉଲ୍ଲେଖ ରହିଛି ।
ହାଇକୋର୍ଟର ନୂଆ ବିଚାରପତି ହେଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର
ଭୁବନେଶ୍ବର: ହାଇକୋର୍ଟର ନୂଆ ବିଚାରପତି ହେଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବୁଧବାର ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି।
ହାଇକୋର୍ଟର ନୂଆ ବିଚାରପତି ହେଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି#BreakingNews #TheSakala pic.twitter.com/1M4ql6VC1P
— The Sakala (@TheSakala) November 3, 2021
କରୋନା ପାଇଁ ଆସନ୍ତା ୨୭ ତାରିଖ ଯାଏଁ ବନ୍ଦ ରହିବ ହାଇକୋର୍ଟ
କଟକ: ଆଜିଠୁ ଆସନ୍ତା ୨୭ ତାରିଖ ଯାଏଁ ବନ୍ଦ ରହିବ ହାଇକୋର୍ଟ।  ହାଇକୋର୍ଟର କିଛି କର୍ମଚାରୀ ପଜିଟିଭ୍ ଚିହ୍ନଟ ହେବା ପରେ ଏହି ନିର୍ଦ୍ଦେଶାନାମା ଜାରି କରାଯାଇଛି।
During this period, only extremely urgent matters may be mentioned before the Registrar (Judicial) through email ohc.mentionmemos@gmail.com between 11 am to 12 Noon, explaining the extreme urgency. It will then be placed before the Hon'ble Chief Justice for appropriate direction.
— I & PR Department, Odisha (@IPR_Odisha) May 19, 2021
ଏହି ସମୟରେ ଜରୁରୀ ମାମଲା ଶୁଣାଣି ହେବ। ରେଜିଷ୍ଟ୍ରାର ଜୁଡିସିଆଲଙ୍କ ନିକଟରେ ପୂର୍ବରୁ ଧାର୍ଯ୍ୟ ମାମଲା ମୁଖ୍ୟ ବିଚାରପତିଙ୍କ ନିର୍ଦ୍ଦେଶ ଅନୁସାରେ ଶୁଣାଣି ହେବ। ୨୮ ତାରିଖ ପରେ କୋର୍ଟ ଖୋଲିଲେ ସରକାରଙ୍କ ଲକଡାଉନ୍ ଅନୁଯାୟୀ କୋଭିଡ କଟକଣାରେ କୋର୍ଟ କାର୍ଯ୍ୟ ଚାଲିବ। ରାଜ୍ୟରେ କରାନା ସଂକ୍ରମଣ ବଢୁଥିବାରୁ ଲକଡାଉନ୍ ଜାରି ରହିଛି । ସେହିପରି ହାଇକୋର୍ଟରେ କିଛି ଆକ୍ରାନ୍ତ ଚିହ୍ନଟ ହେବା ପରେ ସପ୍ତାହକ ପାଇଁ ହାଇକୋର୍ଟକୁ ବନ୍ଦ କରାଯାଇଛି।