Narendra Modi Stadium - The Sakala
IND vs SA 5th T20: ଆଜି ଭାରତ-ଦକ୍ଷିଣ ଆଫ୍ରିକା ଶେଷ ଟି-୨୦, ସିରିଜ ହାତେଇବା ଲକ୍ଷ୍ୟରେ ଭାରତ...
ଅହମ୍ମଦାବାଦ୍‌: ଆୟୋଜକ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚଳିତ ଟୁର୍‌ର ଶେଷ ମୁକାବିଲା ବା ୫ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଶେଷ ଲଢେ଼ଇ ଆଜି ଖେଳାଯିବ। ଏହା ପୂର୍ବରୁ ଲକ୍ଷ୍ନୌରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ମ୍ୟାଚ୍‌ଟି ପ୍ରବଳ କୁହୁଡ଼ି ଯୋଗୁ ବାତିଲ କରିବାକୁ ପଡ଼ିଥିଲା। ଫଳରେ ଗୋଟିଏ ମ୍ୟାଚ୍‌ ବାକିଥାଇ ଭାରତ ୨-୧ ଆଗୁଆ ରହିବା ସହ ଏହି ସିରିଜ୍‌ରେ ଦଳ ଆଉ ହାରିବ ନାହିଁ ବୋଲି ସ୍ପଷ୍ଟ ହୋଇଛି। ଭାରତ ଖେଳିଥିବା ଗତ ୧୪ଟି ସିରିଜ୍‌ରେ ଦଳ ମାତ୍ର ଥରେ ସିରିଜ୍‌କୁ ସମାନସ୍ତରରେ ରଖିବାରେ ସମର୍ଥ ହୋଇଛି। ଏଠାରେ ବିଜୟୀ ହେଲେ ଭାରତର ଟି-୨୦ ବିଶ୍ୱକପ୍‌ ପ୍ରସ୍ତୁତି ଠିକଣା ବାଟରେ ରହିବ। କେବଳ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଫର୍ମକୁ ଫେରିବା ଚିନ୍ତାର କାରଣ ହୋଇଛି। ଅନ୍ୟ ପକ୍ଷରେ ଟେଷ୍ଟ ସିରିଜ୍‌କୁ ୨-୦ରେ ଜିତିବା, ଶେଷ ଦିନିକିଆ ସିରିଜରେ ଦଳର ଜବରଦସ୍ତ ବିଜୟ ପରେ ଏବେ ସଫଳତା ଓ ସମ୍ମାନର ସହ ଟି-୨୦ ସିରିଜ୍‌କୁ ବରାବର ସ୍ଥିତିରେ ରଖି ସ୍ୱଦେଶ ଫେରିବାକୁ ଦକ୍ଷିଣ ଆଫ୍ରିକା ନିଶ୍ଚିତ ଚେଷ୍ଟା କରିବ।
ଖେଳାଳିମାନଙ୍କ ସମ୍ପର୍କରେ ସୂଚନାଅନୁଯାୟୀ ଯଶ୍‌ପ୍ରୀତ୍‌ ବୁମ୍‌ରା ନିଜ ହୋମ୍‌ଟାଉନ୍‌ରେ ଖେଳିବା ଲାଗି ଦଳକୁ ଫେରିଛନ୍ତି। ବ୍ୟକ୍ତିଗତ କାରଣ ଯୋଗୁ ସେ ଚତୁର୍ଥ ମ୍ୟାଚ୍‌ ଲାଗି ଅନୁପସ୍ଥିତ ଥିଲେ। ପାଦରେ ଆଘାତ ଲାଗିବା କାରଣରୁ ଉପଅଧିନାୟକ ଶୁବମନ ଗିଲ୍‌ଙ୍କୁ ଚତୁର୍ଥ ମ୍ୟାଚ୍‌ରୁ ବାଦ୍‌ ଦିଆଯାଇଥିଲା। ତାଙ୍କ ଫିଟ୍‌ନେସ ଉପରେ  କୌଣସି ଅପ୍‌ଡେଟ କେହି ଦେଇ ନାହାନ୍ତି। ସେ ଯଦି ଅନ୍‌ଫିଟ ରୁହନ୍ତି, ତେବେ ସଞ୍ଜୁ ସାମସନଙ୍କୁ ଖେଳିବା ଲାଗି ଦ୍ୱିତୀୟ ସୁଯୋଗ ମିଳିବାରେ। ଘନ କୁହୁଡ଼ି ଯୋଗୁ ସେ ପ୍ରଥମ ମ୍ୟାଚ୍‌ ଖେଳିବା ସୁଯୋଗ ହରାଇଥିଲେ। ଭାରତର ସବୁଠାରୁ ବଡ଼ ଚିନ୍ତାହେଲା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଫର୍ମ ଚିନ୍ତା। ଗତ ଅକ୍ଟୋବର ପରେ ସେ ଗୋଟିଏ ହେଲେ ଅର୍ଦ୍ଧଶତକ ହାସଲ କରିନାହାନ୍ତି। ଗତ ୨୦ଟି ଇନିଂସରେ ସେ ୨୩୯ ରନ ସଂଗ୍ରହ କରିଛନ୍ତି। ଭାରତ ମ୍ୟାଚ୍‌ ଜିତୁଥିବାରୁ ତାଙ୍କ ଫର୍ମକୁ ନେଇ ବିଶେଷ ଆଲୋଚନା ହେଉନାହିଁ। ତଥାପି ଫର୍ମହୀନତା ଯୋଗୁ ଭାରତୀୟ ଟିମ୍‌ ମ୍ୟାନେଜ୍‌ମେଣ୍ଟ ଚିନ୍ତାରେ ରହିଛି।
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଜଗତର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ମଧ୍ୟରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ ( IPL ) ଅନ୍ୟତନ। ଆଇପିଏଲ -୨୦୨୫ ବର୍ତ୍ତମାନ ଜାରି ରହିଛି। ଏହାରି ମଧ୍ଯରେ ଏକ ଧମକ ପୂର୍ଣ୍ଣ ମେଲ ମିଳିଛି।
ଖବର ଅନୁଯାୟୀ, ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଅନେକ ଆଇପିଏଲ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ ମଧ୍ୟରେ ଗୁଜରାଟ କ୍ରିକେଟ୍ ଆସୋସିଏସନ୍ (GCA) କୁ ଏକ ଧମକପୂର୍ଣ୍ଣ ମେଲ୍ ମିଳିଛି। ଏହି ମେଲରେ ନରେନ୍ଦ୍ର ମୋଦୀ ଷ୍ଟାଡିୟମକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଛି। ଏହି ଇମେଲରେ ଲେଖାଯାଇଛି, ‘ଆମେ ତୁମର ଷ୍ଟାଡିୟମକୁ ଉଡ଼ାଇ ଦେବୁ’। ଏହି ଇମେଲ୍ ପାକିସ୍ତାନ ନାମରେ GCA ପାଖକୁ ଆସିଥିବା ଜଣାପଡ଼ିଛ।
ଅକ୍ଟୋବର ୧୫ରେ ହୋଇପାରେ ଭାରତ-ପାକ ବିଶ୍ୱକପ ମ୍ୟାଚ
ନୂଆଦିଲ୍ଲୀ:ବିସିସିଆଇ ଦିନିକିଆ ବିଶ୍ୱକପ କ୍ରିକେଟର କାର୍ଯ୍ୟସୂଚୀ ଖୁବ ଶୀଘ୍ର ଘୋଷଣା କରିବାକୁ ଯାଉଛି। ଆଇପିଏଲର ସମାପ୍ତି ପରେ ବିଶ୍ୱକପ ପ୍ରସ୍ତୁତି ଆରମ୍ଭ ହୋଇଯିବ। ରିପୋର୍ଟ ମୁତାବକ ଅକ୍ଟୋବର ୫ରୁ ୧୯ ପର୍ଯ୍ୟନ୍ତ ଏହି ମେଗା ଇଭେଂଟ ଆୟୋଜିତ ହେବ। ଚାମ୍ପିୟନ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ତାରିଖରେ ଉଦଘାଟନୀ ମ୍ୟାଚ ଖେଳାଯିବ। ଏହା ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ସେହିପରି ଭାରତ-ପାକିସ୍ତାନ ହାଇ ଭୋଲଟେଜ ମୁକାବିଲା ଅକ୍ଟୋବର ୧୫ରେ ଖେଳା ଯାଇପାରେ। ଭାରତ ତାର ପ୍ରଥମ ମୁକାବିଲାରେ ଯେତେଦୂର ସମ୍ଭବ ଅଷ୍ଟ୍ରେଲିଆକୁ ଭେଟିବ। ଏହି ମ୍ୟାଚ ଚେନ୍ନାଇରେ ଖେଳାଯିବ।
ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ତା’ର ଅଭିଯାନ ପାଞ୍ଚ ଥରର ଚମ୍ପିଆନ ଅଷ୍ଟ୍ରେଲିଆ ବିପକ୍ଷରୁ ଆରମ୍ଭ କରିବ। ତେବେ କ୍ରିକେଟର ଏହି ମହାକୁମ୍ଭରେ ସମସ୍ତଙ୍କ ନଜର ରହିଛି ଭାରତ-ପାକିସ୍ତାନ ମ୍ୟାଚ୍ ଉପରେ। ଅକ୍ଟୋବର ୧୫ରେ ଭାରତ ପାରମ୍ପାରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଭେଟିବାର ସମ୍ଭାବନା ରହିଛି। ଏହା ସହ ଏହି ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ଓ ଫାଇନାଲ ମ୍ୟାଚ୍ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ହୋଇପାରେ।
କ୍ରିକବଜ୍ ଏହା ମଧ୍ୟ ନିଶ୍ଚିତ କରିଛି ଯେ ଦିନିକିଆ ବିଶ୍ୱକପ ପାଇଁ ପାକିସ୍ତାନ ଭାରତ ଗସ୍ତ କରିବାକୁ ରାଜି ହୋଇଛି। କିନ୍ତୁ ପାକିସ୍ତାନ ଅହମ୍ମଦାବାଦରେ ଗ୍ରୁପ୍ ମ୍ୟାଚ୍ ଖେଳିବାକୁ ଚାହୁଁନାହିଁ। ସୂଚନା ଅନୁସାରେ ପାକିସ୍ତାନ ତା’ର ମ୍ୟାଚ୍ ଅହମ୍ମଦାବାଦ, ହାଇଦ୍ରାବାଦ, ଚେନ୍ନାଇ ଓ ବେଙ୍ଗାଲୁରୁରେ ଖେଳିବ। ଚଳିତ ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ ୧୦ଟି ଭାଗ ନେବେ। ସେଥିମଧ୍ୟରୁ ୮ଟି ଦଳ ସିଧାସଳଖ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି ୮ଟି ଦଳ ହେଉଛନ୍ତି ଭାରତ, ଇଂଲଣ୍ଡ, ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ଆଫଗାନିସ୍ତାନ, ପାକିସ୍ତାନ, ବାଂଲାଦେଶ ଏବଂ ଦକ୍ଷିଣ ଆଫ୍ରିକା। ଅବଶିଷ୍ଟ ଦୁଇଟି ଦଳ ଜିମ୍ବାଓ୍ୱେରେ ହେବାକୁ ଥିବା ଯୋଗ୍ୟତା ପର୍ଯ୍ୟାୟରେ ମାଧ୍ୟମରେ ନିଷ୍ପତ୍ତି ନିଆଯିବ।
ଆଜିଠୁ ଭାରତ-ଅଷ୍ଟ୍ରେଲିଆ ଅନ୍ତିମ ଟେଷ୍ଟ
ଅହମ୍ମଦାବାଦ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଜିତିବା ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମ୍ୟାଚ ଜିତିବା ପରେ ଭାରତ ୩-୧ ସିରିଜରେ ନିଜର ନାମ ସୃଷ୍ଟି କରିବ ଏବଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲରେ ମଧ୍ୟ ନିଜର ସ୍ଥାନ ନିଶ୍ଚିତ କରିବ। ଏହି ମ୍ୟାଚ ହାରିବା ପରେ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଖେଳିବାର ଭାଗ୍ୟ ଉପରେ ନିର୍ଭର କରିବ। ଚାରି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଦୁଇଟି ମ୍ୟାଚ ସହଜରେ ଭାରତ ଜିତିଥିଲା। ଏଥି ସହିତ ଭାରତକୁ ତୃତୀୟ ମ୍ୟାଚରେ ପରାଜୟର ସାମ୍ନା କରିବାକୁ ପଡିଥିଲା।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ମାର୍ଚ୍ଚ ୯ରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଭାରତୀୟ ସମୟ ସକାଳ ୯.୩୦ରୁ ଖେଳାଯିବ। ଟସ ସକାଳ ୯ଟାରେ ହେବ। ଷ୍ଟାର ସ୍ପୋର୍ଟସ ନେଟୱାର୍କ ନିକଟରେ ଭାରତ ଏବଂ ଅଷ୍ଟ୍ରେଲିଆ ଟେଷ୍ଟ ସିରିଜର ପ୍ରସାରଣ ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଦେଶର ଅନ୍ୟ ଭାଷାରେ ମନ୍ତବ୍ୟ ସହିତ ଆପଣ ଏହି ମ୍ୟାଚ ଦେଖିପାରିବେ। ଏହି ମ୍ୟାଚର ଲାଇଭ-ଷ୍ଟ୍ରିମିଂ ଭାରତର ହଟଷ୍ଟାର ଆପରେ ଦେଖିବାକୁ ମିଳିବ।
କ୍ରିକେଟକୁ ଫେରିଲା କଟକଣା : ବିନା ଦର୍ଶକରେ ଖେଳାଯିବ ଭାରତ-ଇଂଲଣ୍ଡ ଟି୨୦ ସିରିଜର ଅବଶିଷ୍ଟ ମ୍ୟାଚ
ଅହମ୍ମଦାବାଦ : କ୍ରିକେଟ୍ ମୈଦାନ ଉପରେ ପଡିଛି କରୋନାର ପ୍ରଭାବ। ବିନା ଦର୍ଶକରେ ହେବ ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚ୍ । ଆଜି ଅହମ୍ମଦାବାଦରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ତୃତୀୟ ଟି-୨୦ ମ୍ୟାଚ୍ । ବିନା ଦର୍ଶକରେ ଏହି ମ୍ୟାଚ୍ ହେବା ନେଇ ନିଷ୍ପତ୍ତି ନେଇଛନ୍ତି ଗୁଜରାଟ ସରକାର । ରାଜ୍ୟରେ ବଢୁଥିବା କରୋନା ସଂକ୍ରମିତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ଗତ ୨୪ ଘଣ୍ଚା ମଧ୍ୟରେ ଗୁଜରାଟରେ ୯୦୦ ପଜିଟିଭ୍ ମାମଲା ସାମ୍ନାକୁ ଆସିଛି ।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା କାରଣରୁ ଗୁଜୁରାଟ କ୍ରିକେଟ ଆସୋସିଏସନ ଭାରତ ଓ ଇଂଲଣ୍ଡ ମଧ୍ୟରେ ଟି୨୦ ସିରିଜର ଅବିଶିଷ୍ଟ ମ୍ୟାଚ ନରେନ୍ଦ୍ର ମୋଦି ଷ୍ଟାଡିୟମ ଅହମ୍ମଦାବାଦରେ ବିନା ଦର୍ଶକରେ ଖେଳାଯିବାକୁ ନିଷ୍ପତ୍ତି ନେଇଛି।  ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜର ମାତ୍ର ଦୁଇଟି ମ୍ୟାଚ ଖେଳାଯାଇଛି । ଅବଶିଷ୍ଟ ୩ଟି ମ୍ୟାଚ ବିନା ଦର୍ଶକରେ ଖେଳାଯିବ ।  ପ୍ରଥମ ଟି୨୦ରେ ମୋଟ ୬୭,୫୩୨ ଜଣ ଦର୍ଶକ ଓ ଦ୍ବିତୀୟ ଟି୨୦ରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପ୍ରାୟ ୬୬,୦୦୦ ଦର୍ଶକ ଉପସ୍ଥିତ ଥିଲେ।
ସେପଟେ ଆଜିର ମ୍ୟାଚ୍ ଜିତି ସିରିଜରେ ଦବଦବା ଜାହିର କରିବା ପାଇଁ ଚେଷ୍ଟା କରିବେ ଉଭୟ ଦଳ । ପୂର୍ବରୁ ୨ଟି ମ୍ୟାଚରୁ ଭାରତ ଓ ଇଂଲଣ୍ଡ ଗୋଟିଏ ଲେଖାଏଁ ମ୍ୟାଚ୍ ଜିତି ସିରିଜ୍ ବରାବର କରିଛନ୍ତି । ଉଭୟ ବୋଲିଂ ଓ ବ୍ୟାଟିଂରେ ଭଲ ପ୍ରଦର୍ଶନ କରୁଛି ଟିମ ଇଣ୍ଡିଆ । ଖାସ କରି କ୍ୟାପଟେନ୍ କୋହଲି ଫର୍ମକୁ ଫେରିବା ଦଳ ପାଇଁ ଶୁଭ ସଙ୍କେତ ଦେଇଛି । ସେପଟେ ଟେଷ୍ଟ ସିରିଜ୍ ହାରି ବ୍ୟାକଫୁଟରେ ଥିବା ଇଂଲିସ ଟିମ ଟି-୨୦ ସିରିଜ୍ ଉପରେ ନଜର ରଖିଛି ।