Common Area registration - The Sakala

ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜୀକରଣ, ଏଣିକି ୨୦ହଜାର ଦେଲେ ହେବ ରେଜିଷ୍ଟ୍ରେସନ୍
ଭୁବନେଶ୍ୱର: ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜୀକରଣ। ରିଅଲ ଇଷ୍ଟେଟ୍ ପ୍ରକଳ୍ପର ସଂପୂର୍ଣ୍ଣ କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ଏଣିକି ୨୦ ହଜାର ଟଙ୍କାରେ ପଞ୍ଜୀକରଣ କରାଯିବ । ରାଜସ୍ବ ବିଭାଗ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ କରିଛି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।

୨୦୨୩ ମସିହାରୁ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ସ୍ବତ୍ବ ଆଇନ ଆସିବା ସତ୍ତ୍ବେ କମନ ଏରିଆ ପଞ୍ଜୀକରଣକୁ ନେଇ ଦ୍ୱନ୍ଦ୍ୱ ଉପୁଜିଥିଲା । ଫଳରେ ଆପାର୍ଟମେଣ୍ଟ ପଞ୍ଜିକରଣରେ ଏହା ବାଧକ ସୃଷ୍ଟି ହୋଇଥିଲା । ଏଣିକି ୨୦ ହଜାର ଟଙ୍କାରେ ଆସୋସିଏନସ ଅଫ ଆଲଟି ବା ବାସଗୃହ କ୍ରେତା ସଂଘ ନାଁରେ କମନ ଏରିଆ ପଞ୍ଜିକରଣ ହୋଇପାରିବ । ଗତବର୍ଷ ନଭେମ୍ବରରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ସବୁ ଅଂଶୀଦାରଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ଏଥିରେ ଆପାର୍ଟମେଣ୍ଟର କମନ ଏରିଆ ପଞ୍ଜିକରଣକୁ ବ୍ୟବସ୍ଥିତ କରିବା ପାଇଁ ନିଷ୍ପତ୍ତି ହୋଇଥିଲା ।