odiamews - The Sakala

ସାଇକେଲକୁ ଧକ୍କା ଦେଲା ଟ୍ରକ: ନାବାଳକ ମୃତ, ଘଟଣାସ୍ଥଳରେ ଉତ୍ତେଜନା
ଭୁବନେଶ୍ୱର: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପାଣ୍ଡାରା ଛକରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ନାବାଳକର ମୃତ୍ଯୁ ଘଟିଛି। ସାଇକେଲରେ ଜଣେ ନାବାଳକ ଯାଉଥିବା ବେଳେ ଧକ୍କା ଦେଇଥିଲା ଟ୍ରକ୍ । ଘଟଣାସ୍ଥଳରେ ନାବାଳକର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ନାବାଳକର ପରିଚୟ ମିଳିପାରି ନ ଥିବା ବେଳେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ତେବେ ଦୁର୍ଘଟଣା ପରେ ଘଟଣା ସ୍ଥଳରୁ ଟ୍ରକଟି ଫେରାର ହୋଇଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚିଛି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

ରାଜ୍ଯରେ ଘନ କୁହୁଡ଼ି ପାଇଁ ୨୧ ତାରିଖ ସକାଳ ଯାଏଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଆରମ୍ଭ ହୋଇଯାଇଛି।  ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଭାରତର ମଧ୍ୟ ଭାଗରେ ଥିବା ଗୁରୁଚାପ ବଳୟ ବର୍ତ୍ତମାନ ଉପକୂଳ ନିକଟବର୍ତ୍ତୀ ରହିଛି। ଏହା ପ୍ରଭାବରେ ରାଜ୍ୟକୁ ଯଥେଷ୍ଟ ପରିମାଣରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଯାହା ରାଜ୍ୟରେ ତାପମାତ୍ରା ବୃଦ୍ଧି କରାଇବା ସହ କୁହୁଡ଼ି ପାଇଁ ସହାୟକ ହେଉଛି। ଏହାରି ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

୧୯ ତାରିଖ ସକାଳ ପର୍ଯ୍ଯନ୍ତ ୮ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି । ଏ ନେଇ ଉକ୍ତ ଜିଲ୍ଲାଗୁଡିକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ,କଟକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ।

ସେହିପରି ୨୦ ତାରିଖ  ସକାଳ ପର୍ଯ୍ଯନ୍ତ ୧୪ ଟି ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା – କନ୍ଧମାଳ, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ନୟାଗଡ଼, ଖୋର୍ଦ୍ଧା , କଟକ, ପୁରୀ, ଜଗତସିଂହପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ।

ସେହିପରି ୨୧ ତାରିଖ ସକାଳ ପର୍ଯ୍ଯନ୍ତ  କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ଗଜପତି ଜିଲ୍ଲାଗୁଡିକୁ ଘନ କୁହୁଡ଼ି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି

ପୁଣି ମାସେ ବଢ଼ିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି
ଭୁବନେଶ୍ବର: ହାଇକୋର୍ଟରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ମାମଲା।  ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ୧, ୨, ୩, ୪ ନମ୍ବର ପାଇଁ ଆଉ ମାସେ ସମୟସୀମା ବୃଦ୍ଧି କରାଯାଇଛି। ଡିସେମ୍ବର ୩୧ ଯାଏଁ ସମୟ ବୃଦ୍ଧି ନେଇ ସତ୍ୟପାଠରେ ଉଲ୍ଲେଖ କରାଯାଇଛି।  ବୁକିଂ ହୋଇଥିଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନି ବୋଲି କୁହାଯାଇଛି।

ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ ଓ ସମୀକ୍ଷା କରୁଛନ୍ତି ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ
ଭୁବନେଶ୍ବର: ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ପୁନରୁଦ୍ଧାର, କ୍ଷୟକ୍ଷତି ଆକଳନ ପାଇଁ ତ୍ୱରତି ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି। ବାତ୍ୟା ୟସ ପରେ ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଧାମରା ଠାରେ କ୍ଷୟକ୍ଷତିର ଅନୁଧ୍ୟାନ କରିବା ସହ ସମୀକ୍ଷା କରିଛନ୍ତି ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ। ଏହି କ୍ଷୟକ୍ଷତିର ଆକଳନ ସମୟରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ଚାନ୍ଦବାଲି ବିଧାୟକ ଡ଼. ବ୍ୟମକେଶ ରାୟ, ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ ଓ ଅନ୍ୟାନ୍ୟ ଜନ ପ୍ରତିନିଧି ଓ ନେତୃବୃନ୍ଦ ଉପସ୍ଥିତ ଥିଲେ।

ସୂଚନା ଅନୁଯାୟୀ, ବାତ୍ୟାର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ୨୪ ଘଣ୍ଟା ମଧ୍ୟରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଯୋଗାଯୋଗ ପୁନରୁଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।