Vivekananda Shiksha Kendra - The Sakala

ଲକ୍ଷ୍ମୀ ସାଗର ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ଉତ୍ସବ ଆୟୋଜିତ
ଲକ୍ଷ୍ମୀ ସାଗର: ଗତ ୧୩ ତାରିଖ ସନ୍ଧ୍ୟାରେ ଆମ ବିଦ୍ୟାଳୟ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ୪୩ ତମ ବାର୍ଷିକ ଉତ୍ସବ ବହୁ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ମହୋଦୟ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୂରଜ, ବିଦ୍ୟାଳୟର ସଭାପତି ଶ୍ରୀଯୁକ୍ତ ଜଗନ୍ନାଥ ପ୍ରଧାନ, ଲର୍ଡ ଜଗନ୍ନାଥ ମିଶନ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟି ଶ୍ରୀଯୁକ୍ତ ବୈରାଗୀ ଚରଣ ନାୟକ, ଟ୍ରଷ୍ଟି ଶ୍ରୀମତୀ ସ୍ୱର୍ଣ୍ଣଲତା ମହାନ୍ତି, ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ସତ୍ୟାନନ୍ଦ ରାଜ, ଇଂରାଜୀ ମାଧ୍ୟମ ବିଦ୍ୟାଳୟର ସଭାପତି ଡକ୍ଟର ପୀତବାସ ତ୍ରିପାଠୀ ଓ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ପଣ୍ଡା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏତଦ୍‌ବ୍ୟତୀତ ବିଦ୍ୟାଳୟର ପରିଚାଳନା ସମିତି ସଦସ୍ୟ ଓ ଅନେକ ମାନ୍ୟଗଣ୍ୟ ଅତିଥି ଉପସ୍ଥିତ ଥିଲେ।

ସନ୍ଧ୍ୟା ବେଳେ ଆୟୋଜିତ ଉତ୍ସବର ଆରମ୍ଭ ଦୀପ ପ୍ରଜ୍ଜ୍ୱଳନ ଓ ସ୍ୱାଗତ ସଙ୍ଗୀତ ସହ ହୋଇଥିଲା ଏବଂ ଶ୍ରୀଯୁକ୍ତ ଜଗନ୍ନାଥ ପ୍ରଧାନ (ବିଦ୍ୟାଳୟର ସଭାପତି) ସଭାପତିତ୍ୱ କରିଥିଲେ। ଇଂରାଜୀ ମାଧ୍ୟମର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମୃଣ୍ମୟୀ ମହାପାତ୍ର ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରି ବର୍ଷର ବିଭିନ୍ନ ଶିକ୍ଷାମୂଳକ, କ୍ରୀଡ଼ା ଓ ସାହିତ୍ୟିକ ସଫଳତା ବିଷୟରେ ଅବଗତ କରାଇଥିଲେ।

ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବିଭିନ୍ନ ସାଙ୍ଗୀତିକ, ନୃତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରି ଦର୍ଶକମାନଙ୍କର ମନ ଓ ହୃଦୟ ଜିତିଥିଲେ। ଶିକ୍ଷା, କ୍ରୀଡ଼ା ଓ ଅନ୍ୟାନ୍ୟ କ୍ଷେତ୍ରରେ ସଫଳତା ଲାଭ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥିଙ୍କ ହସ୍ତରେ ପୁରସ୍କୃତ କରାଯାଇଥିଲା।

ମୁଖ୍ୟ ଅତିଥି ତାଙ୍କ ଉଦ୍‌ବୋଧନରେ ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚଲକ୍ଷ୍ୟ ଧାରଣ କରି ଶିକ୍ଷା ଓ ଶିକ୍ଷାଗୁରୁରେ ଆଗକୁ ବଢ଼ିବାର ପ୍ରେରଣା ଯୋଗାଇଥିଲେ। ଏତଦ୍‌ବ୍ୟତୀତ ବିଦ୍ୟାଳୟର ମ୍ୟାନେଜିଂ ଟ୍ରଷ୍ଟି ଶ୍ରୀଯୁକ୍ତ ବୈରାଗୀ ଚରଣ ନାୟକ, ଟ୍ରଷ୍ଟି ଶ୍ରୀମତୀ ସ୍ୱର୍ଣ୍ଣଲତା ମହାନ୍ତି, ବିଦ୍ୟାଳୟର ମ୍ୟାନେଜର ଶ୍ରୀଯୁକ୍ତ ସତ୍ୟାନନ୍ଦ ରାଜ ଓ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ନନ୍ଦ କିଶୋର ବେହେରା ପ୍ରମୁଖ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହ ଓ ପ୍ରେରଣା ଯୋଗାଇଥିଲେ।

କାର୍ଯ୍ୟକ୍ରମର ଶେଷରେ ବିଦ୍ୟାଳୟର ଏକାଡେମିକ ସୁପରଭାଇଜର ଶ୍ରୀମତୀ ସୁପ୍ରିୟା ଦାସଙ୍କ ଧନ୍ୟବାଦ ଅର୍ପଣ ସହ କାର୍ଯ୍ୟକ୍ରମର ସମାପନ ହୋଇଥିଲା।

ଲକ୍ଷ୍ମୀସାଗର ସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବିଦାୟ ସମାରୋହ
ଭୁବନେଶ୍ୱର: ଲକ୍ଷ୍ମୀସାଗର ସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ପରିସରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବିଦାୟ ସମାରୋହ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ଗତକାଲି (ରବିବାର) ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉଭୟ ଇଂରାଜୀ ଓ ଓଡ଼ିଆ ମାଧ୍ୟମର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ଶୁଭାରମ୍ଭରେ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଜଗତର ନାଥ ଶ୍ରୀଜଗନ୍ନାଥ ଓ ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ।

ଏହି ବିଦାୟ କାଳୀନ ସଭାରେ ମୁଖ୍ୟ ଅତିଥି ଭାବେ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଚେୟାରମ୍ୟାନ୍ ଡଃ ପିତବାସ ତ୍ରିପାଠୀ, ଲର୍ଡ ଜଗନ୍ନାଥ ମିଶନ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟି ଶ୍ରୀଯୁକ୍ତ ବୈରାଗୀ ଚରଣ ନାୟକ, ଟ୍ରଷ୍ଟି ଶ୍ରୀମତୀ ସ୍ୱର୍ଣ୍ଣଲତା ମହାନ୍ତି, ବିଦ୍ୟାଳୟର ଡାଇରେକ୍ଟର ଶ୍ରୀଯୁକ୍ତ ରବିନ୍ଦ୍ରନାଥ ପଣ୍ଡା ଏବଂ ମ୍ୟାନେଜର ଶ୍ରୀଯୁକ୍ତ ସତ୍ୟାନନ୍ଦ ରାଜ ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀ ସଭାରେ ସଭାପତିତ୍ୱ କରିଥିଲେ।

ଅତିଥିମାନେ ନିଜର ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ କହିଥିଲେ ଯେ, ଶିକ୍ଷା ହେଉଛି ଜୀବନ ଗଢିବାର ମୂଳ ଆଧାର। ସତ୍ୟ, ଶିଷ୍ଟାଚାର, କଠିନ ପରିଶ୍ରମ ଓ ନୀତିମୂଲ୍ୟକୁ ଅନୁସରଣ କରି ଆଗେଇ ଚାଲିଲେ ଜୀବନରେ ସଫଳତା ନିଶ୍ଚିତ ଭାବେ ମିଳିଥାଏ। ଭବିଷ୍ୟତରେ ଜଣେ ଶିଷ୍ଟ ଓ ଦାୟିତ୍ୱଶୀଳ ନାଗରିକ ହୋଇ ଦେଶ ତଥା ସମାଜର ସେବା କରିବାକୁ ସେମାନେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।

ଅନ୍ୟାନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ମଧ୍ୟ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇବା ସହ ଆତ୍ମବିଶ୍ୱାସର ସହ ପରୀକ୍ଷା ଦେବାକୁ ଗୁରୁତ୍ଵାରୋପ କରିଥିଲେ। ଏହି ଅବସରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟ ପକ୍ଷରୁ ସ୍ମୃତିଚିହ୍ନ ଓ ଉପହାର ପ୍ରଦାନ କରାଯାଇଥିଲା। ପରିଶେଷରେ ଧନ୍ୟବାଦ ଅର୍ପଣ ସହ କାର୍ଯ୍ୟକ୍ରମଟି ସୁରୁଖୁରୁରେ ସମାପନ ହୋଇଥିଲା।

ଲକ୍ଷ୍ମୀସାଗର ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ଉତ୍ସାହର ସହ ପାଳିତ ହେଲା ବିବେକାନନ୍ଦ ଜୟନ୍ତୀ: ଆଦର୍ଶ ମଣିଷ ହେବାକୁ ଆହ୍ୱାନ
ଭୁବନେଶ୍ୱର: ଗତ ଜାନୁଆରୀ ୧୨ ତାରିଖ ଦିନ ଲକ୍ଷ୍ମୀସାଗର ସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ପରିସରରେ ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅତ୍ୟନ୍ତ ଭକ୍ତିଭାବ ଓ ଉତ୍ସାହର ସହିତ ପାଳିତ ହୋଇଯାଇଛି। ଏହି ବିଶେଷ ଅବସରରେ ବିଦ୍ୟାଳୟ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା। ଏଥିରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ପରିଚାଳନା କମିଟିର ସଦସ୍ୟମାନେ ଯୋଗଦେଇ ସ୍ୱାମୀଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇଥିଲେ।

ଏହି ଉତ୍ସବରେ ବିବେକାନନ୍ଦ ଶିକ୍ଷା କେନ୍ଦ୍ର (ଜଗନ୍ନାଥ ନଗର)ର ସଭାପତି ପ୍ରଫେସର୍ ଗୌରାଙ୍ଗ ଚରଣ ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବରେ ଲର୍ଡ ଜଗନ୍ନାଥ ମିଶନ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟି ଶ୍ରୀଯୁକ୍ତ ବୈରାଗୀ ଚରଣ ନାୟକ ଏବଂ ସମ୍ମାନିତ ଅତିଥି ଭାବେ ଲକ୍ଷ୍ମୀସାଗର ବିବେକାନନ୍ଦ ଶିକ୍ଷା କେନ୍ଦ୍ରର ମ୍ୟାନେଜର ଶ୍ରୀଯୁକ୍ତ ସତ୍ୟାନନ୍ଦ ରାଜ ମଞ୍ଚାସୀନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ମୃଣ୍ମୟୀ ମହାପାତ୍ର ଓ ଓଡ଼ିଆ ମାଧ୍ୟମର ଅଧ୍ୟକ୍ଷ ଶ୍ରୀଯୁକ୍ତ ନନ୍ଦକିଶୋର ବେହେରା କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ବିଦ୍ୟାଳୟର ମ୍ୟାନେଜର ଶ୍ରୀଯୁକ୍ତ ସତ୍ୟାନନ୍ଦ ରାଜ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ।

ପ୍ରଥମେ ସ୍ୱାମୀ ବିବେକାନନ୍ଦଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁନୀତା ପଣ୍ଡା, ମଧୁମିତା ପଣ୍ଡା, ପ୍ରଜ୍ଞା ପ୍ରିୟଦର୍ଶିନୀ ସାହୁ, ଜୟଶ୍ରୀ ମନ୍ତ୍ରୀ ଓ ମୋନାଲିସା ପଣ୍ଡା ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ମୁଖ୍ୟ ଅତିଥି ପ୍ରଫେସର୍ ନନ୍ଦ ତାଙ୍କ ଉଦବୋଧନରେ କହିଥିଲେ ଯେ, "ଉଠ, ଜାଗ୍ରତ ହୁଅ ଓ ଲକ୍ଷ୍ୟ ପ୍ରାପ୍ତି ପର୍ଯ୍ୟନ୍ତ ଥମିଯାଅ ନାହିଁ"—ସ୍ୱାମୀଜୀଙ୍କ ଏହି ବାଣୀ ଯୁବସମାଜ ପାଇଁ ଚିରକାଳ ପ୍ରେରଣାର ଉତ୍ସ। ଛାତ୍ରଛାତ୍ରୀମାନେ ନିଜ ଭାଷଣ ମାଧ୍ୟମରେ ସ୍ୱାମୀଜୀଙ୍କ ଦେଶପ୍ରେମ ଓ ବିଚାରଧାରା ଉପରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମର ଶେଷ ଭାଗରେ ଏକ ନଗର ପରିକ୍ରମା ଅନୁଷ୍ଠିତ ହୋଇଥିଲା ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ସାଂସ୍କୃତିକ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଶେଷରେ ସମସ୍ତେ ଏକତ୍ର ଭୋଜନ କରି କାର୍ଯ୍ୟକ୍ରମ ସାଙ୍ଗ କରିଥିଲେ। ଏହି ଆୟୋଜନ ପିଲାମାନଙ୍କ ମଧ୍ୟରେ ସେବା ଓ ମାନବିକ ମୂଲ୍ୟବୋଧ ଜାଗ୍ରତ କରିବାରେ ସହାୟକ ହେବ ବୋଲି ଆଶା କରାଯାଉଛି।