moonsoon - The Sakala

ଆଗାମୀ ୪ରୁ ୫ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ବର: ଏଥର ଆଗୁଆ ପହଞ୍ଚିବ ମୌସୁମୀ । ଆଗାମୀ ୪ରୁ ୫ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଉପକୂଳ ଛୁଇଁବା ପାଇଁ ପାଣିପାଗ ଅନୁକୂଳ ରହିଛି । ମୌସୁମୀ କେରଳ ଛୁଇଁବାର ୨-୩ ଦିନରେ ଅଧିକ ଅଞ୍ଚଳକୁ ଅଗ୍ରସର ହେବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାଧାରଣତଃ ଜୁନ ୧ରେ କେରଳ ଛୁଇଁଥାଏ । ତେବେ ଚଳିତ ଥର ମୌସୁମୀ ଅଗ୍ରସର ହେବା ପାଇଁ ସ୍ଥିତି ଅନୁକୂଳ ରହିଥିବାରୁ ଧାର୍ଯ୍ୟ ସମୟର ପୂର୍ବରୁ ପହଞ୍ଚିବା ସମ୍ଭାବନା ରହିଛି ।

ସେପଟେ ଏକା ସାଙ୍ଗରେ ଆସୁଛି ୨ଟି ଲଘୁଚାପ । ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ମେ’ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ମେ’ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ ।

ଜୁନ ୧ସୁଦ୍ଧା କେରଳ ଛୁଇଁବ ମୌସୁମୀ, ରାଜ୍ୟରେ କାଲିଠୁ ବଢିବ ତାତି
ନୂଆଦିଲ୍ଲୀ: ଚଳିତ ବର୍ଷ ଆଗାମୀ ୫ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ। ଜୁନ ୧ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ପାଗ ଅନୁକୂଳ ଥିବାରୁ ନିର୍ଦ୍ଧାରିତ ସମୟରେ ମୌସୁମୀ କେରଳ ଛୁଇଁପାରେ। ସେପଟେ କାଲିଠୁ ରାଜ୍ୟରେ ପୁଣି ବଢିବ ତାତି। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବ। ତାତି ବଢ଼ିଲେ ବି ୫ ଦିନ ମଧ୍ୟରେ ହିଟୱେଭ୍ ସମ୍ଭାବନା ନାହିଁ। କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଓଡ଼ିଶାରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ବଢ଼ିଲା ତାତି
ଭୁବନେଶ୍ବର: ଫେରିଗଲା ମୌସୁମୀ । ଆଶ୍ବିନରେ ଟାଇଁ ଟାଇଁ ଖରା । ଛତା ନ ଧରିଲେ ଘରୁ ବାହାରିବା ହେଉଛି ମୁସ୍କିଲ । ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ଉପରେ ପାରଦ ଥିବାବେଳେ ଉପକୂଳରେ କଲବଲ କରୁଛି ତାତି ସହ ଅସହ୍ୟ ଗୁଳୁଗୁଳି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର । ଦିନ ୧୧ ଟା ବେଳକୁ ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଥିବା କହିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟାରେ ୭ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହୁଛି ।

୩୭ ଡିଗ୍ରୀ ସହ ଚାନ୍ଦବାଲି ସବୁଠୁ ଉତ୍ତପ୍ତ ସହର ହୋଇଥିବାବେଳେ ଭୁବନେଶ୍ୱର ରେ ୩୫ ଡିଗ୍ରୀ ତାପମାତ୍ରା ରହିଛି । ଭୁବନେଶ୍ବରରେ ୬୦ ପ୍ରତିଶତ ଆର୍ଦ୍ରତା ରହିଛି । ତାପମାତ୍ରା ଓ ଆର୍ଦ୍ରତା ମିଶି ୩୮ ଡିଗ୍ରୀ ତାତି ଅନୁଭବ ହେଉଛି । ୨୧ ସହରର ତାପମାତ୍ରା ୩୫ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି । ମେଘମୁକ୍ତ ଆକାଶ ଓ ଶୁଷ୍କ ବାୟୁ ପ୍ରବାହ ପାଇଁ ବଦଳିଛି ପାଗର ମିଜାଜ । ଅକ୍ଟୋବର ଶେଷ ମଧ୍ୟରେ ଓଡିଶାରେ ଶୀତ ପଡିବନି । ଆଜି ଓଡିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି ।

ଆଜିଠୁ ଆରମ୍ଭ ହେଲା ମୌସୁମୀ ଅପସାରଣ ପ୍ରକ୍ରିୟା
ଭୁବନେଶ୍ବର: ଆଜିଠୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଛି।  ଦକ୍ଷିଣପଶ୍ଚିମ ରାଜସ୍ଥାନର କିଛି ଅଞ୍ଚଳରୁ ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ତୁଳନାରେ ଆଜି ୨୫ ସେପ୍ଟେମ୍ବରରୁ ପ୍ରତ୍ୟାବର୍ତନ ପ୍ରକ୍ରିୟା ଆରମ୍ଭ କରିଛି।

ବାୟୁମଣ୍ଡଳରେ ୧.୫ କିମି ଉଚ୍ଚତାରେ ଗୁରୁଚାପ ବଳୟର ଉପସ୍ଥିତି।  ଉପଗ୍ରହରୁ ଉତ୍ତୋଳନ ହୋଇଥିବା ଜଳୀୟବାଷ୍ପର ଚିତ୍ରରୁ ଏହା ସ୍ପଷ୍ଟ ହୋଇଛି କି ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ ରେଖା ୨୮.୩° ଉତ୍ତର ଅକ୍ଷାଂଶ /୭୨° ପୂର୍ବ ଦ୍ରାଘିମା , ନଖରା , ଯୋଧପୁର , ବାର୍ମେର, ୨୫.୭° ଉତ୍ତର ଅକ୍ଷାଂଶ /୭୦.୩° ପୂର୍ଵ ଦ୍ରାଘିମା ଦେଇ ଅତିକ୍ରମ କରୁଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବଦଳିବ ପାଗ: ଦୁଇରୁ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁ ପାରେ ମୌସୁମୀ ବାୟୁ
ଭୁବନେଶ୍ବର: ଦୁଇରୁ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁ ପାରେ ମୌସୁମୀ ବାୟୁ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ରାଜ୍ୟର କିଛି ଅଞ୍ଚଳକୁ ପଶ୍ଚିମବଙ୍ଗ ଏବଂ ଆନ୍ଧ୍ରପ୍ରଦେଶରୁ ମୌସୁମୀ ବାୟୁ ପ୍ରବେଶ ହେଉଛି। ୨୦ରୁ ବଦଳିବ ପାଗ । ୨୧ରେ ପ୍ରାକ ମୌସୁମୀ ବର୍ଷା ସମ୍ଭାବନା ରହିଛି। ୨୧ରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକାକଳ କରାଯାଇଛି। ୨୨ରୁ ବର୍ଷାର ପରିମାଣ ବଢିବ। ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ହିଟ ୱେଭ୍ ସ୍ଥିତି ନାହିଁ। କେବଳ ଆସନ୍ତାକାଲି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ହିଟ୍ ୱେଭ ୱର୍ଣ୍ଣିଂ ଜାରି ହୋଇଛି।

ଅଗ୍ରସର ହେଲା ମୌସୁମୀ, ଜୁନ୍ ୪ ତାରିଖ ସୁଦ୍ଧା କେରଳ ଛୁଇଁବା ସମ୍ଭାବନା
ଭୁବନେଶ୍ୱର: ଅଗ୍ରସର ହେଲା ମୌସୁମୀ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କିଛି ଅଞ୍ଚଳ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର ଆହୁରି ଅନେକ ଅଂଶ, ସମ୍ପୂର୍ଣ୍ଣ ଆଣ୍ଡାମାନ ଏବଂ ନିକୋବର ଦ୍ଵୀପପୁଞ୍ଜକୁ ଛୁଇଁସାରିଛି ମୌସୁମୀ । ଆଗାମୀ ୨ରୁ୩ ଦିନ ମଧ୍ୟରେ ମାଳଦୀପ, କୋମୋରିନ ଅଞ୍ଚଳ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଆହୁରି କିଛି ଭାଗ, କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଂଶ ତଥା ଉତ୍ତର-ପୂର୍ବ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଜୁନ୍ ୪ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁବା ସମ୍ଭାବନା ନେଇ ସୂଚନା ଦେଇଥିଲା ଆଇଏମଡି । ତେବେ ଓଡ଼ିଶାକୁ ମୌସୁମୀ କେବେ ଛୁଇଁବ ବର୍ତ୍ତମାନ ସୁଦ୍ଧା କୌଣସି ଆକଳନ କରାଯାଇନି ।

ଜୁନ ୩ରେ କେରଳ ଛୁଇଁବ ମୌସୂମୀ, ଓଡ଼ିଶା ପହଂଚିବାକୁ ହୋଇପାରେ ବିଳମ୍ବ
ଏଥର ରାଜ୍ୟକୁ ବିଳମ୍ବରେ ଆସିବ ମୌସୁମୀ। ଜୁନ ୩ରେ କେରଳରେ ମୌସୂମୀ ଛୁଇଁବା ନେଇ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତାକାଲି ମୌସୁମୀ ଛୁଇଁବା ନେଇ ଆକଳନ କରାଯାଇଥିଲା ହେଲେ ପାଣିପାଗ ପରିବର୍ତ୍ତନ ପାଇଁ ୨ଦିନ ସମୟ ଲାଗିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। କେରଳ ଛୁଇଁବାର ୨ ସପ୍ତାହ ପରେ ଓଡ଼ିଶାରେ ସକ୍ରିୟ ହେବ ମୌସୁମୀ। ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୫ଦିନ ଯାଏଁ କାଳବୈଶାଖୀ, ଘଡ଼ଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କାରଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ଭଦ୍ରକ, ନବରଙ୍ଗପୁରକୁ ଆଲର୍ଟ କରାଯାଇଛି। ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ବହିବ ପବନ। ଜୁନ ୪ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ। ଭୁବନେଶ୍ୱରରେ ଆକାଶ ମେଘୁଆ ସହ ବର୍ଷା ହେବା ସମ୍ଭାବନା ରହିଛି।