corona update odisha - The Sakala
ଭୁବନେଶ୍ବର: ରାଜ୍ୟରେ କୋଭିଡ ରୋଗୀଙ୍କ ସଂଖ୍ୟା ବଢିଥିବା ବେଳେ ରଥଯାତ୍ରା ପାଇଁ ବଢ଼ିଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା। ରଥଯାତ୍ରା ପାଇଁ ଆସନ୍ତାକାଲି କିମ୍ବା ଦୁଇଦିନ ମଧ୍ୟରେ ହେବ ସମୀକ୍ଷା। ସମୀକ୍ଷା ପରେ ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ନିଷ୍ପତ୍ତିକୁ ରାଜ୍ୟ ଅଥରିଟିଙ୍କ ପାଖରେ ଉପସ୍ଥାପନ କରାଯିବ। ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ଆହ୍ୱାନ ଦେଲା ସ୍ୱାସ୍ଥ୍ୟ ବିଭାଗ। ଷ୍ଟାଣ୍ଡର୍ଡ ପ୍ରୋଟୋକୋଲ ମାନିବାକୁ ପରାମର୍ଶ ଜାରି ହୋଇଛି। ଲୋକଙ୍କୁ ଗହଳିକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ହାତ ଧୋଇବା, ଗ୍ଲୋବସ ପିନ୍ଧିବା ଓ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ।
ସେପଟେ କୋଭିଡ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆବଶ୍ୟକତା ଅନୁଯାୟୀ ସବୁ ଜିଲ୍ଲାକୁ ଟେଷ୍ଟିଙ୍ଗ କିଟ ଯୋଗାଇ ଦିଆଯାଇଛି। ଜିଲ୍ଲା ସିଡିଏମଓ ମାନେ ଦାୟିତ୍ୱରେ ଅଛନ୍ତି। ଓଡ଼ିଶାକୁ ବହୁତ ଟେଷ୍ଟିଙ୍ଗ କିଟ ଆସିଛି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦୋେଶକ।
୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୮ କରୋନା ପଜିଟିଭ୍
ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଗତ କିଛି ଦିନ ହେବ ଉପର ତଳ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୧୬୭୦କୁ ବୃଦ୍ଧି ପାଇଛି।
ସେହିପରି ଦେଶରେ ଆଜି ୯ ହଜାର ୧୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦, ୩୧୩ କୁ ବୃଦ୍ଧି ହୋଇଛି।
ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ପାଇବା ଆରମ୍ଭ କରିଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ସଂକ୍ରମିତ ରହିଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୭୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୪୦, ସମ୍ବଲପୁରରୁ ୪୧, ମୟୁରଭଞ୍ଜ ୫୯ ଓ କଟକରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୬୧୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
Covid-19 Report For 1st August
New Positive Cases: 741
Of which 0-18 years: 138
In quarantine: 433
Local contacts: 308
(Details of local contacts will be shared by concerned District)
1. Angul: 3
2. Balasore: 12
3. Bargarh: 17
4. Bhadrak: 12
5. Balangir: 28
6. Boudh: 6
— I & PR Department, Odisha (@IPR_Odisha) August 2, 2022
23. Nuapada: 16
24. Puri: 2
25. Rayagada: 10
26. Sambalpur: 41
27. Sonepur: 20
28. Sundargarh: 176
29. State Pool: 27
New recoveries: 856
Cumulative tested: 32681078
Positive: 1314683
Recovered: 1298872
Active cases: 6616
— I & PR Department, Odisha (@IPR_Odisha) August 2, 2022
ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୯୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ପାଇବା ଆରମ୍ଭ କରିଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୪ ଜଣ ସଂକ୍ରମିତ ରହିଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୧୭୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୧୩, ସମ୍ବଲପୁରରୁ ୬୬, ମୟୁରଭଞ୍ଜ ୬୭ ଓ କଟକରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୭୩୨ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 31st July
New Positive Cases: 797
Of which 0-18 years: 134
In quarantine: 466
Local contacts: 331
(Details of local contacts will be shared by concerned District)
1. Balasore: 8
2. Bargarh: 30
3. Bhadrak: 7
4. Balangir: 28
5. Boudh: 38
6. Cuttack: 21
— I & PR Department, Odisha (@IPR_Odisha) August 1, 2022
23. Puri: 1
24. Rayagada: 11
25. Sambalpur: 66
26. Sonepur: 23
27. Sundargarh: 176
28. State Pool: 27
New recoveries: 672
Cumulative tested: 32662438
Positive: 1313942
Recovered: 1298016
Active cases: 6732
— I & PR Department, Odisha (@IPR_Odisha) August 1, 2022
ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୨୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୯୫ ଜଣ ସଂକ୍ରମିତ ରହିଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୨୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୫୮, ସମ୍ବଲପୁରରୁ ୮୮, ମୟୁରଭଞ୍ଜ ୭୧ ଓ କଟକରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୭୮୭ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 28th July
New Positive Cases: 1020
Of which 0-18 years: 195
In quarantine: 597
Local contacts: 423
(Details of local contacts will be shared by concerned District)
1. Angul: 1
2. Balasore: 23
3. Bargarh: 25
4. Bhadrak: 17
5. Balangir: 25
6. Boudh: 11
— I & PR Department, Odisha (@IPR_Odisha) July 29, 2022
23. Puri: 14
24. Rayagada: 9
25. Sambalpur: 88
26. Sonepur: 26
27. Sundargarh: 259
28. State Pool: 35
New recoveries: 1206
Cumulative tested: 32602806
Positive: 1311135
Recovered: 1295157
Active cases: 6787
— I & PR Department, Odisha (@IPR_Odisha) July 29, 2022
ଖସିଲା ଦୈନିକ ସଂକ୍ରମଣ: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୬୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୪ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୧୫୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୪୨ , ସମ୍ବଲପୁରରୁ ୪୮, ମୟୁରଭଞ୍ଜ ୭୮ ଓ କଟକରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୦୫୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 25th July
New Positive Cases: 662
Of which 0-18 years: 104
In quarantine: 387
Local contacts: 275
(Details of local contacts will be shared by concerned District)
1. Angul: 3
2. Balasore: 4
3. Bargarh: 12
4. Bhadrak: 13
5. Balangir: 9
6. Boudh: 4
— I & PR Department, Odisha (@IPR_Odisha) July 26, 2022
24. Rayagada: 11
25. Sambalpur: 48
26. Sonepur: 13
27. Sundargarh: 142
28. State Pool: 28
New recoveries: 1006
Cumulative tested: 32536968
Positive: 1307911
Recovered: 1291669
Active cases: 7054
— I & PR Department, Odisha (@IPR_Odisha) July 26, 2022
ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୩୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯୫ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୧୩୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୧୪, ସମ୍ବଲପୁରରୁ ୧୧୩, ମୟୁରଭଞ୍ଜ ୮୪ ଓ କଟକରୁ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୪୦୦ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 24th July
New Positive Cases: 739
Of which 0-18 years: 95
In quarantine: 432
Local contacts: 307
(Details of local contacts will be shared by concerned District)
1. Angul: 2
2. Balasore: 8
3. Bargarh: 20
4. Bhadrak: 3
5. Balangir: 17
6. Boudh: 9
— I & PR Department, Odisha (@IPR_Odisha) July 25, 2022
23. Nayagarh: 22
24. Nuapada: 8
25. Puri: 11
26. Rayagada: 15
27. Sambalpur: 113
28. Sonepur: 15
29. Sundargarh: 114
30. State Pool: 32
New recoveries: 778
Cumulative tested: 32519009
Positive: 1307249
Recovered: 1290663
Active cases: 7400
— I & PR Department, Odisha (@IPR_Odisha) July 25, 2022
ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୭୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୬ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୨୫୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୯୪, ସମ୍ବଲପୁରରୁ ୧୧୧ ଓ କଟକରୁ ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୨୪୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 21st July
New Positive Cases: 1178
Of which 0-18 years: 146
In quarantine: 690
Local contacts: 488
(Details of local contacts will be shared by concerned District)
1. Angul: 3
2. Balasore: 18
3. Bargarh: 31
4. Bhadrak: 10
5. Balangir: 11
6. Boudh: 19
— I & PR Department, Odisha (@IPR_Odisha) July 22, 2022
23. Nayagarh: 30
24. Nuapada: 13
25. Puri: 20
26. Rayagada: 23
27. Sambalpur: 111
28. Sonepur: 18
29. Sundargarh: 194
30. State Pool: 57
New recoveries: 1026
Cumulative tested: 32456798
Positive: 1304369
Recovered: 1287941
Active cases: 7245
— I & PR Department, Odisha (@IPR_Odisha) July 22, 2022
ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୯୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୨ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୩୧୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୭୪, ମୟୁରଭଞ୍ଜରୁ ୧୦୨ ଓ କଟକରୁ ୧୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୦୯୩ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 20th July
New Positive Cases: 1196
Of which 0-18 years: 169
In quarantine: 699
Local contacts: 497
(Details of local contacts will be shared by concerned District)
1. Angul: 4
2. Balasore: 19
3. Bargarh: 12
4. Bhadrak: 12
5. Balangir: 15
6. Boudh: 16
— I & PR Department, Odisha (@IPR_Odisha) July 21, 2022
23. Nayagarh: 36
24. Puri: 27
25. Rayagada: 19
26. Sambalpur: 70
27. Sonepur: 52
28. Sundargarh: 174
29. State Pool: 70
New recoveries: 804
Cumulative tested: 32433925
Positive: 1303191
Recovered: 1286915
Active cases: 7093
— I & PR Department, Odisha (@IPR_Odisha) July 21, 2022
ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୪୫ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୭୧ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୭୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୦ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୩୭୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୦୩ ଓ କଟକରୁ ୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୩୧୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 18th July
New Positive Cases: 945
Of which 0-18 years: 110
In quarantine: 553
Local contacts: 392
(Details of local contacts will be shared by concerned District)
1. Angul: 2
2. Balasore: 5
3. Bargarh: 9
4. Bhadrak: 6
5. Balangir: 12
6. Boudh: 12
— I & PR Department, Odisha (@IPR_Odisha) July 19, 2022
23. Nuapada: 7
24. Puri: 20
25. Rayagada: 15
26. Sambalpur: 53
27. Sonepur: 37
28. Sundargarh: 103
29. State Pool: 76
New recoveries: 539
Cumulative tested: 32388746
Positive: 1300873
Recovered: 1285374
Active cases: 6316
— I & PR Department, Odisha (@IPR_Odisha) July 19, 2022
ରାଜ୍ଯରୁ ଚିହ୍ନଟ ହେଲେ ଆଉ ୮୭୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୨ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଆଜି ସାମାନ୍ଯ ତଳକୁ ଖସିଛି । ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩  ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୨୮୨ ଓ କଟକରୁ ୯୬ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ  ରାଜ୍ୟରେ ମୋଟ ସକ୍ରିୟ ମାମଲା ୫୬୯୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 16th July
New Positive Cases: 872
Of which 0-18 years: 123
In quarantine: 512
Local contacts: 360
(Details of local contacts will be shared by concerned District)
1. Angul: 4
2. Balasore: 8
3. Bargarh: 9
4. Bhadrak: 6
5. Balangir: 7
6. Boudh: 11
— I & PR Department, Odisha (@IPR_Odisha) July 17, 2022
23. Nuapada: 7
24. Puri: 19
25. Rayagada: 6
26. Sambalpur: 23
27. Sonepur: 26
28. Sundargarh: 144
29. State Pool: 61
New recoveries: 552
Cumulative tested: 32353053
Positive: 1299112
Recovered: 1284235
Active cases: 5696
— I & PR Department, Odisha (@IPR_Odisha) July 17, 2022
ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ: ହଜାରେ ପାର କଲା ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ଆଉ ୧୦୪୩ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଆଜି ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୦  ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୩୩୫ ଓ କଟକରୁ ୨୦୫ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ  ରାଜ୍ୟରେ ମୋଟ ସକ୍ରିୟ ମାମଲା ୪୮୨୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 14th July
New Positive Cases: 1043
Of which 0-18 years: 100
In quarantine: 609
Local contacts: 434
(Details of local contacts will be shared by concerned District)
1. Balasore: 20
2. Bargarh: 2
3. Bhadrak: 7
4. Balangir: 7
5. Boudh: 13
6. Cuttack: 205
— I & PR Department, Odisha (@IPR_Odisha) July 15, 2022
23. Nuapada: 9
24. Puri: 28
25. Rayagada: 1
26. Sambalpur: 31
27. Sonepur: 32
28. Sundargarh: 106
29. State Pool: 79
New recoveries: 479
Cumulative tested: 32314102
Positive: 1297175
Recovered: 1283169
Active cases: 4825
— I & PR Department, Odisha (@IPR_Odisha) July 15, 2022