Maoist Free - The Sakala

ଭୁଶୁଡୁଛି ଲାଲ୍ ଗଡ଼, ମାଓ ମୁକ୍ତ ହେଲା ରାୟଗଡ଼ା ଜିଲ୍ଲା; ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା
ରାୟଗଡ଼ା: ମାଓମୁକ୍ତ ହେଲା ରାୟଗଡ଼ା ଜିଲ୍ଲା । କୁଖ୍ୟାତ ମାଓ ଦମ୍ପତ୍ତି ନିଖିଳ ଓ ଇନ୍ଦୁଙ୍କ ସହ ୧୫ ମାଓବାଦୀଙ୍କ ଆତ୍ମସମର୍ପଣ ପରେ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ଏଡିଜି ସଂଜୀବ କୁମାର ପଣ୍ଡା । ପ୍ରଥମେ ମାଲକାନଗିରି, ପରେ କୋରାପୁଟ, ବୌଦ୍ଧ, ଆଉ ଏବେ ରାୟଗଡ଼ା ଜିଲ୍ଲା ମାଓ ମୁକ୍ତ ହୋଇଛି ।

ବାସଧାରା ଘୁମୁସର ନାଗାବଳି ଡିଭିଜନର ଦୁଇ ହାଡକୋର ମାଓବାଦୀ ନିଖିଳ ଓ ଇନ୍ଦୁଙ୍କ ସହ ଅନ୍ୟ ୧୩ ଜଣ ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ଏହି ସମସ୍ତଙ୍କ ନାଁରେ ପ୍ରାୟ ଏକ କୋଟି ୯୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା ମାଓ ଦମ୍ପତି ନିଖିଲ ଓ ଇନ୍ଦୁଙ୍କ ମୁଣ୍ଡ ଉପରେ ଏକ କୋଟି ଦଶ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରହିଥିଲା । ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଥିବା କହିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ନିୟମଗିରି ପାଦଦେଶରେ ରହି ବାଘୁନା ଡିଭିଜନକୁ ପରିଚାଳନା କରୁଥିଲେ। ତେବେ ଆଗକୁ ଜଳ,ଜମି ଓ ଜଙ୍ଗଲ ସୁରକ୍ଷା ପାଇଁ କାମ କରିବେ ବୋଲି କହିଛନ୍ତି । ଅନ୍ୟପଟେ ଆଜିଠାରୁ ରାୟଗଡା ଜିଲ୍ଲା ମାଓମୁକ୍ତ ହେଲା ବୋଲି ଏଡିଜି ସଂଜୀବ ପଣ୍ତା ସୂଚନା ଦେଇଛନ୍ତି। ମାଓବାଦୀ ମାନେ ହିଂସାକାଣ୍ଡରେ ବ୍ୟବହାର କରୁଥିବା ୨ଟି ଏକେ47, ଏସଏଲଆର୍ 5ଟି, ଷ୍ଟେନଗନ୍-୧, ଇନସାସ୍-୧, ରାଇଫଲ-୧ ସହ ଅଫୁଟା ଗୁଳି ପୁଲିସକୁ ହସ୍ତାନ୍ତର କରିଛନ୍ତି।

ମାଓ ମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନଓ୍ୱର ବିଶାଳ ସିଂହଙ୍କ ସୂଚନା
କୋରାପୁଟ: ଆଜିଠୁ ମାଓ ମୁକ୍ତ ହେଲା କୋରାପୁଟ ଜିଲ୍ଲା । ପ୍ରେସମିଟରେ ସୂଚନା ଦେଲେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଡକ୍ଟର କନୱର ବିଶାଳ ସିଂହ । ଏସିଏମ କ୍ୟାଡର ମାଓବାଦୀ ମମତା ପଡ଼ିଆମି ଆତ୍ମସମର୍ପଣ କରିଛନ୍ତି । ରାଜ୍ୟ ସରକାରଙ୍କ ନୂତନ ଆତ୍ମସମର୍ପଣ ଯୋଜନାରେ ଅନୁପ୍ରାଣିତ ହୋଇ ଛତିଶଗଡ଼ ରାଜ୍ୟର ବିଜାପୁର ଡିଭିଜନରେ ସାମିଲ ଥିବା ମମତା ପଡ଼ିଆମୀ ଏସଏଲଆର ସହ ଆତ୍ମସମର୍ପଣ କରିଛନ୍ତି। ରାଇଫଲ ଓ ବିଭିନ୍ନ ଗୋଳାବାରୁଦ ସହ ମମତା ଆତ୍ମସମର୍ପଣ କରିଛନ୍ତି । ମମତାଙ୍କ ଆତ୍ମସମର୍ପଣ ପରେ କୋରାପୁଟ ଜିଲ୍ଲା ସମ୍ପୂର୍ଣ୍ଣ ନକ୍ସଲମୁକ୍ତ ହେଲା ବୋଲି କହିଛନ୍ତି ଡିଆଇଜି କନୱର ବିଶାଳ ସିଂହ। ୨୦୨୩ ମସିହାରେ ମମତା ଛତିଶଗଡ ବିଜାପୁର ଅଞ୍ଚଳର ବିଭିନ୍ନ ହତ୍ୟା ମାମଲାରେ ଜଡ଼ିତ ଥିଲେ । ମମତାଙ୍କଠାରୁ ଗୋଟିଏ ରାଇଫଲ ଏଵଂ ୧୦ ପ୍ରକାର ବିଭିନ୍ନ ଗୋଳାବାରୁଦ ଜବତ ହୋଇଛି ।