thursday rasiphala - The Sakala
ଗୁରୁବାର ରାଶିଫଳ ( ୨୩-୧୦-୨୦୨୫ )
ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଦୀର୍ଘଦିନର ସମସ୍ୟା ସମାଧାନ ହେବ।
ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।
କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।
ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଯାତ୍ରା ଲାଭଦାୟକ ହେବ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଟ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ।
ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।
କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ବୈବାହିକ ଜୀବନ ମଜଭୁତ୍‌ ହେବ।
ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଅଧିକ ଖର୍ଚ୍ଚାନ୍ତ ହେବେ।
ଗୁରୁବାର ରାଶିଫଳ ( ୧୬-୧୦-୨୦୨୫ )
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।
ବୃଷ: ବନ୍ଧୁଙ୍କ ସହଯୋଗ ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିପାରେ। ଦୀର୍ଘ ଦିନର ଆଶା ପୂରଣ ହେବ।
ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।
କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ଆୟ ଓ ବ୍ୟୟ ସମାନ ରହିବ।
ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ବନ୍ଧୁ ମିଳନ ଯୋଗ ରହିଛି।
ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ।  ପରିବାର ସହିତ ହସଖୁସିର ସମୟ ବିତାଇବେ।
ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହୋଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କୌଣସି କଥାକୁ ନେଇ ମନ ଉଣା ହୋଇପାରେ।
ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଦାନ ଧର୍ମ କରନ୍ତୁ।
ମକର: ଶାରୀରିକ ଯନ୍ତ୍ରଣା ଭୋଗିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।  ଉଧାର ଟଙ୍କା ଫେରି ପାଇବେ।
କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଉଧାର ଟଙ୍କା ଫେରି ପାଇବେ।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।
ଗୁରୁବାର ରାଶିଫଳ ( ୦୯-୧୦-୨୦୨୫ )
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପାଇପାରନ୍ତି। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ରହିବ।
ବୃଷ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ମାନ ସମ୍ମାନ ବୃଦ୍ଧି ପାଇବ।
କର୍କଟ: ପରିବାର ସହିତ ହସଖୁସିର ସମୟ ବିତାଇବେ। ରାଜନେତାଙ୍କ ପାଇଁ ଦିନଟି ଭଲ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।
କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି।
ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ମିଳିବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ହାତେ ମାପି ଚାଖଣ୍ଡେ ଚାଲିବା ଭଲ। ଦାନ ଧର୍ମ କରନ୍ତୁ।
ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଅଫିସ୍‌ ସହକର୍ମୀଙ୍କ ସହଯୋଗ କରିବେ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
ଗୁରୁବାର ରାଶିଫଳ ( ୨୫-୦୯-୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ଚାକିରିରେ ନୂଆ ସୁଯୋଗ ଜୁଟିବ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ।
ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।
କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
ଗୁରୁବାର ରାଶିଫଳ ( ୧୮-୦୯-୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ଚାକିରିରେ ନୂଆ ସୁଯୋଗ ଜୁଟିବ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ।
ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।
କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
ଗୁରୁବାର ରାଶିଫଳ ( ୧୧-୦୯-୨୦୨୫ )
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପାଇପାରନ୍ତି। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ରହିବ।
ବୃଷ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ମାନ ସମ୍ମାନ ବୃଦ୍ଧି ପାଇବ।
କର୍କଟ: ପରିବାର ସହିତ ହସଖୁସିର ସମୟ ବିତାଇବେ। ରାଜନେତାଙ୍କ ପାଇଁ ଦିନଟି ଭଲ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।
କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି।
ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ମିଳିବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ହାତେ ମାପି ଚାଖଣ୍ଡେ ଚାଲିବା ଭଲ। ଦାନ ଧର୍ମ କରନ୍ତୁ।
ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଅଫିସ୍‌ ସହକର୍ମୀଙ୍କ ସହଯୋଗ କରିବେ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
ଗୁରୁବାର ରାଶିଫଳ ( ୦୪-୦୯-୨୦୨୫ )
ମେଷ: ଶୁଭ ଖବର ମିଳିପାରେ। ନୂତନ ଜମି କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ସ୍ବାସ୍ଥ୍ୟପ୍ରତି ଯତ୍ନଶୀଳ ରୁହନ୍ତୁ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।
ବୃଷ: ଅଜଣାଲୋକଙ୍କଠାରୁ ସାହାଯ୍ୟ ମିଳିବ। ନିଜ କାର୍ଯ୍ୟକୁ ଗୁରୁତ୍ବ ଦିଅନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥା ସାମାନ୍ୟ ବିଗିଡ଼ିପାରେ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଦୀର୍ଘ ଦିନର ଆଶା ପୂରଣ ହେବ। ନୂତନ ବ୍ୟବସାୟ ପାଇଁ ଅନୁକୂଳ ସମୟ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ପରିବାର ଲୋକଙ୍କ ସହ ସମୟ ଅତିବାହିତ କରିବେ।
କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।
ସିଂହ: ଅଫିସ୍‌ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଉଧାର ଟଙ୍କା ଫେରି ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।
କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ।
ତୁଳା: ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଆଇଟି କର୍ମଚାରୀଙ୍କ ପାଇଁ ସମୟ ଭଲ। ଉଧାର ଟଙ୍କା ଫେରି ପାଇବେ।
ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଦାନ ଧର୍ମ କରିବେ।
ଧନୁ: ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଆଇନଜୀବୀଙ୍କୁ ସଫଳତା ମିଳିବ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
ଗୁରୁବାର ରାଶିଫଳ ( ୨୮-୦୮-୨୦୨୫ )
ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଜୀବନସାଥୀଙ୍କ ବ୍ୟବହାରରେ ଖୁସି ହେବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ।
ବୃଷ: ବିବାହ ପ୍ରସ୍ତାବ ସ୍ଥିର ହେବ। ସମାଜରେ ପ୍ରତିଷ୍ଠା ବଢ଼ିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। କୋର୍ଟ ମାମଲାରେ ସଫଳତା ହାସଲ କରିବେ। ମହିଳାମାନେ କିଣାକିଣିରେ ଅଧିକ ଖର୍ଚ୍ଚ କରିବେ।
ମିଥୁନ: ରାଜନୀତିରେ ସଫଳତା ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ବାଦବିବାଦ ତଥା ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।
କର୍କଟ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ଏକାଗ୍ରତାର ସହ କାମ କରିବେ। ସନ୍ତାନ ସୁଖ ପ୍ରାପ୍ତ ହେବ।
ସିଂହ: ବନ୍ଧୁ ମିଳନ ଯୋଗ ଅଛି। ଘରେ ପୂଜାପାଠ ଆୟୋଜନ କରିବେ। ପ୍ରେମ ସମ୍ବନ୍ଧରେ ତିକ୍ତତା ଦେଖା ଦେବ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। କାର୍ଯ୍ୟକ୍ଷେତ୍ରରେ ସମସ୍ୟା ଦୂର ହେବ।
କନ୍ୟା: ଭାଇଭଉଣୀଙ୍କ ମଧ୍ୟରେ ଭୁଲ ବୁଝମଣା ଦୂର ହେବ। ସକାରାତ୍ମକ ଚିନ୍ତାଧାରାରେ କାର୍ଯ୍ୟ କରିବେ। ନିବେଶ ପାଇଁ ଅନୁକୂଳ ସମୟ ନୁହେଁ। ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ।
ତୁଳା: କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ସରକାରୀ ଚାକିରି ପାଇଁ ସମୟ ଲାଗିବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଦାମ୍ପତ୍ୟ ଜୀବନରେ ମତଭେଦ ସୃଷ୍ଟି ହେବ।
ବିଛା: ଅଫିସ୍‌ କାର୍ଯ୍ୟ ଠିକ୍‌ ସମୟରେ ପୂରା କରିବେ। ବରିଷ୍ଠ ଅଧିକାରୀ କାମ ପାଇଁ ପ୍ରଶଂସା କରିବେ। ଗରିବ ଲୋକଙ୍କୁ ସାହାଯ୍ୟ କରିବେ। ତୈଳାକ୍ତ ଖାଦ୍ୟ ପଦାର୍ଥରୁ ଦୂରେଇ ରହିବେ।
ଧନୁ: ଶାନ୍ତ ମନରେ କାର୍ଯ୍ୟ କରିବେ। ବ୍ୟବସାୟରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ଆର୍ଥିକ ସ୍ଥିତି ମଜଭୁତ ହେବ। ପରିବାର ସଦସ୍ୟଙ୍କୁ ସମୟ ଦେବେ।
ମକର: ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ବନ୍ଧୁଙ୍କ ସହ ଆଲୋଚନା କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଧାର୍ମିକ ସ୍ଥାନକୁ ଯାତ୍ରା କରିବେ।
କୁମ୍ଭ: ଇଚ୍ଛା ପୂରଣ ହେବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ବିରୋଧୀଙ୍କଠାରୁ ଦୂରେଇ ରହିବେ। ଅଧିକ ଖର୍ଚ୍ଚାନ୍ତ ହେବେ।
ମୀନ: ମନ ପ୍ରସନ୍ନ ରହିବ। ନୂଆ ଯୋଜନା ସହ କାମ ଆରମ୍ଭ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ସାଙ୍ଗସଥୀଙ୍କ ସହିତ ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ଗୁରୁବାର ରାଶିଫଳ ( ୧୪-୦୮-୨୦୨୫ )
ମେଷ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସହ ହସଖୁସିର ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବୃଷ: ଯାତ୍ରା ଯୋଗ ଅଛି। ନିବେଶରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ । ଆୟ ଓ ବ୍ୟୟ ସମାନ ରହିବ।
ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିପାରେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ସିଂହ: ଚାକିରିରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଉଧାର ଟଙ୍କା ଫେରି ପାଇବେ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେଇପାରେ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ରାଜନେତାଙ୍କ ପାଇଁ ଦିନଟି ଭଲ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ଦୀର୍ଘ ଦିନର ଆଶା ପୂରଣ ହେବ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ । ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ଗୁରୁବାର ରାଶିଫଳ ( ୦୭- ୦୮ -୨୦୨୫ )
ଗୁରୁବାର ରାଶିଫଳ ( ୧୦- ୦୭- ୨୦୨୫ )
ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବୃଷ: ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ଉଧାର ଧନ ଫେରିପାଇବେ। ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବେ। ଲୋକ ସମ୍ପର୍କ ବଢ଼ିବ।
ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିପାରନ୍ତି। ଧନ ଆଗମନ ଯୋଗ ଅଛି। ପରିବାର ସଦସ୍ୟଙ୍କ ସହିତ ମତାନ୍ତର ହେବ। ବ୍ୟବସାୟୀ ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
କର୍କଟ: ଅଫିସ୍‌ କାମରେ ବ୍ୟସ୍ତ ରହିବେ। ଅତିରିକ୍ତ ଦାୟିତ୍ବ ତୁଲାଇବେ। ବନ୍ଧୁଙ୍କ ସାହାଯ୍ୟରେ ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ସଫଳତା ପାଇଁ କଠିନ ପରିଶ୍ରମ କରିବେ।
ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ। ସମାଜରେ ପ୍ରତିଷ୍ଠା ବଢ଼ିବ। ମାନ ସମ୍ମାନ ବୃଦ୍ଧି ହେବ।
କନ୍ୟା: ଯାତ୍ରାରୁ ଲାଭ ମିଳିପାରେ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ବ୍ୟବସାୟରେ ସଫଳତା ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।
ତୁଳା: ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଅଫିସ୍‌ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରିବେ ନାହିଁ। ଯାତାୟତ ସମୟରେ ଧ୍ୟାନ ଦିଅନ୍ତୁ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ଉତ୍‌ଫୁଲ୍ଲିତ ରହିବେ। ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପାରିବାରିକ ବିବାଦରୁ ଦୂରେଇ ରହିବେ।
ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ। ଗୁରୁଜନଙ୍କ ଆଦେଶ ପାଳନ କରିବେ।
ମକର: ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ବଦଭ୍ୟାସ ପରିତ୍ୟାଗ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବିବାହ ପ୍ରସ୍ତାବ ସ୍ଥିର ହେବ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି ଜାରି ରଖିବେ।
କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍‌ କାମ ସୂଚାରୁରୂପେ ତୁଲାଇବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଦାନଧର୍ମ କରନ୍ତୁ।
ମୀନ: କଥା ଓ କାମ ମଧ୍ୟରେ ଲୋକଙ୍କୁ ପ୍ରଭାବିତ କରିପାରନ୍ତି। ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ଦାନ ଧର୍ମ କରିବେ।
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ।
ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥି ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।
କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ। ଆୟ ଓ ବ୍ୟୟ ସମାନ ରହିବ।
ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ। ଉଧାର ଟଙ୍କା ଫେରି ପାଇବେ।
କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।
ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି।
ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।
ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।
ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।
ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।