NaveenPatnaik - The Sakala
ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ଲୋକକଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ନବୀନ ପଟ୍ଟନାୟକ ।
କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଟିଲାଗଡ ଉପଜିଲ୍ଲପାଳ କାର୍ଯ୍ୟାଳୟରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଆସନରୁ ସେ ପ୍ରଥମଥର ଭାବେ ତାଙ୍କର ନାମାଙ୍କନ ଭରିଛନ୍ତି। ଏହି ସମୟରେ ଭିକେ ପାଣ୍ଡିଆନ, ଅନଙ୍ଗ ଉଦୟ ସିଂଦେଓ, ବଲାଙ୍ଗୀର ବିଧାନସଭା ପ୍ରାର୍ଥୀ କଳିକେଶ ସିଂଦେଓ, ଟିଟିଲାଗଡ ବିଧାନସଭା ପ୍ରାର୍ଥୀ ଟୁକୁନି ସାହୁ ଉପସ୍ଥିତ ରହିଛନ୍ତି।
ଧର୍ମଗଡ଼ ସଡକ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୁନ୍ଦରଗଡ଼ରେ ଅଟୋକୁ ହାଇୱା ଚାପିଦେବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା
ଭୁବନେଶ୍ବର: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ  ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା  ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ ଜଣକୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ  ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି ।
ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ୧୬ ସଂଯୋଜକ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର:  ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୬ ଜଣ ସଂଯୋଜକ ନିଯୁକ୍ତ କରିଛନ୍ତି ।  ଅନୁଗୁଳ ପାଇଁ କୈଳାସ ଚନ୍ଦ୍ର ସାହୁ, ବାଲେଶ୍ୱର ପାଇଁ ରଞ୍ଜନ ବାଗ, ଭଦ୍ରକ ପାଇଁ ଡକ୍ଟର ସଂଜୟ ଦାସ, ଗଜପତି ପାଇଁ ଓ୍ୱାଇ ରାମଚନ୍ଦ୍ର ରାଓ, ଭବାନୀପାଟଣା ଉପଖଣ୍ଡ ପାଇଁ ବଦ୍ରିନାରାୟଣ ପଟ୍ଟନାୟକ, ଧର୍ମଗଡ଼ ଉପଖଣ୍ଡ ପାଇଁ ଆଦିତ୍ୟ ନନ୍ଦ, କନ୍ଧମାଳ ପାଇଁ ରାଜୀବ ପାତ୍ର, ଖୋର୍ଦ୍ଧା ପାଇଁ ଶ୍ରୀମୟୀ ମିଶ୍ର, କୋରାପୁଟ ଉପଖଣ୍ଡ ପାଇଁ ଲତା ସାହୁ, ଜୟପୁର ଉପଖଣ୍ଡ ପାଇଁ ତୁଳସୀ କିର୍ସାନିଙ୍କୁ ଆମ ଓଡ଼ିଶା ନବୀନ ଓଡ଼ିଶା ସଂଯୋଜକ ଭାବେ ନିଯୁକ୍ତ ଦିଆଯାଇଛି ।
ସେହିପରି ମାଲକାନଗିରି ପାଇଁ ଚିତ୍ତ ପଟ୍ଟନାୟକ, ରାଇରଙ୍ଗପୁର ଉପଖଣ୍ଡ ପାଇଁ ଅମରେନ୍ଦ୍ର କର, ବାରିପଦା ଉପଖଣ୍ଡ ପାଇଁ ସୁନୀଲ ଦାସ , ନବରଂଗପୁର ପାଇଁ ମଞ୍ଜୁଳା ମାଝୀ, ନୟାଗଡ଼ ପାଇଁ ଗଙ୍ଗାଧର ପଣ୍ଡା, ନୂଆପଡ଼ା ପାଇଁ ରାମଲାଲ ହଂସ, ରାୟଗଡ଼ା ପାଇଁ ପି. ଗୌରୀଶଙ୍କର ରାଓ, ସମ୍ବଲପୁର ପାଇଁ ସିଦ୍ଧାନ୍ତ ଦାସ, ସୁନ୍ଦରଗଡ଼ ଉପଖଣ୍ଡ ପାଇଁ ଯୋଗେନ୍ଦ୍ର ସିଂ ଙ୍କୁ ଆମ ଓଡ଼ିଶା ନବୀନ ଓଡ଼ିଶା ସଂଯୋଜକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତ ଦେଇଛନ୍ତି ।ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମକୁ ନିକଟରେ ମୁଖ୍ୟମନ୍ତ୍ରୀ ନିକଟରେ ଆରମ୍ଭ କରିଛନ୍ତି  । ଏହାଦ୍ୱାରା ଡିଜିଟାଲ ଭିତ୍ତିଭୂମିର ଉନ୍ନତିକରଣ ,ରାଜ୍ୟର ଜଗନ୍ନାଥ ସଂସ୍କୃତି ଓ ସମୃଦ୍ଧ ଓଡିଆ ସଂସ୍କୃତିର ବିକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି  ।
ମାଲକାନଗିରି ଦୁର୍ଘଟଣା: ୫ ମୃତକଙ୍କ ପରିବାରକୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆଜି ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ 5 ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ 8 ଜଣ ଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି ।
ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ଯ କ୍ୟାବିନେଟ ବୈଠକ
ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ । ନିକଟରେ ରାଜ୍ୟସରକାର ମେଟ୍ରୋ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ କରିବା ସହ ଡିପିଆର୍କୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ୪ ବର୍ଷ ଭିତରେ ମେଟ୍ରୋ ପ୍ରକଳ୍ପକୁ ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ତେଣୁ କ୍ୟାବିନେଟ୍ରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ ।
ଆଜି ଉଦ୍‌ଘାଟନ ହେବ ଉତ୍କେଲା ବିମାନ ବନ୍ଦର, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
କଳାହାଣ୍ଡି: ଆଜି ଉଦଘାଟନ ହେବ ଉତ୍କେଲା ବିମାନ ବନ୍ଦର । ସଜେଇ ହୋଇଛି ବିମାନ ବନ୍ଦର । ଦିନ ୧୦ଟା ୩୦ରେ ବିମାନ ବନ୍ଦର ଉଦଘାଟନ ହେବାକୁ ଥିବା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ସବୁଜ ପତାକା ଦେଖାଇ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାହାଣ୍ଡିର ବିକାଶରେ ଯୋଡ଼ିହେବ ନୂଆ ଫର୍ଦ୍ଦ । ସମୃଦ୍ଧିର ଆକାଶରେ ଉଡ଼ାଣ ଭରିବ କଳାହାଣ୍ଡି । ଆଉ କିଛି ସମୟରେ ପରେ ଭୁବନେଶ୍ବରକୁ ଉତ୍କେଲାକୁ ଉଡ଼ିବ ବିମାନ । ସବୁଦିନ ସକାଳ ୭ଟା ୧୫ ରେ ଭୁବନେଶ୍ବରୁ ଉଡିବ ବିମାନ ସେବା । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ସେବାର ଶୁଭାରମ୍ଭ କରିବେ । ଭୁବନେଶ୍ବର ଛାଡ଼ି ୮ଟା ୨୫ରେ ଉତ୍କେଲାରେ ପହଂଚିବ ବିମାନ । ସେହିପରି ଉତ୍କେଲାରୁ ସକାଳ ୮.୫୦ରେ ବାହାରି ୧୦ଟାରେ ଭୁବନେଶ୍ବରରେ ପହଂଚିବ ।
୯ଟି ସିଟ ବିଶିଷ୍ଟ ଇଣ୍ଡିଆ ୱାନ ବିମାନରେ ଯାତ୍ରୀ ଯାତାୟତ କରିବେ । ଏଥିପାଇଁ ଟିକେଟର ଦାମ ୯୯୯ ଟଙ୍କା । ବିମାନ ଚଳାଚଳ ଦ୍ବାରା ମାତ୍ର ଘଣ୍ଟେ ଦଶ ମିନିଟରେ ଭୁବନେଶ୍ବରରୁ କଳାହାଣ୍ଡି ପହଞ୍ଚିବେ । ଗତ ୭ରେ ଡିଜିସିଏ ପକ୍ଷରୁ ଉତ୍କେଲା ବିମାନବନ୍ଦରକୁ ଲାଇସେନ୍ସ ମିଳିଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ପାଇଁ ସରକାରଙ୍କ ଏ ପଦକ୍ଷେପ ଯୋଗାଯୋଗ କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ସ୍ଥାପନ କରିଛି ।
ଆଜି ଯୁବ ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ
ଭୁବନେଶ୍ୱର: ଆଜି ଯୁବ ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ। ଏଥିରେ ଦଳର ରାଜନୈତିକ, ସାଂଗଠନିକ ପ୍ରସ୍ତାବ ସହ ସଙ୍କଳ୍ପ ପାରିତ ହେବ। ଆଗାମୀ ୨୦୨୪ ନିର୍ବାଚନରେ ଯୁବ ବିଜେଡି କର୍ମକର୍ତ୍ତାଙ୍କୁ ସେମାନଙ୍କ ଦାୟିତ୍ବ ନେଇ ଅବଗତ କରିବେ ଦଳର ହେଭିଓ୍ବେଟ୍ ନେତା। ଯୁବ ବିଜେଡି କର୍ମୀଙ୍କୁ ପ୍ରଗତିଶୀଳ ଓଡ଼ିଶାରେ ସାମିଲ କରିବାକୁ କାର୍ଯ୍ୟକାରିଣୀରେ ରୋଡମ୍ୟାପ୍ ପ୍ରସ୍ତୁତ କରାଯିବ। ଯୁବ କର୍ମୀଙ୍କୁ ଉତ୍ସାହିତ କରିବାକୁ ଯୋଗ ଦେବେ ଦଳୀୟ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡି ସଂଗଠନ ମଜବୁତ କରିବାରେ ଯୁବ ବିଜେଡି ନେଇଛି ଗୁରୁତ୍ବପୂର୍ଣ୍ଣ ଭୂମିକା। ରାଜନୈତିକରୁ ସାମାଜିକ କାର୍ଯ୍ୟକ୍ରମରେ ଛାମୁଆ ସଂଗଠନର ରହିଛି ଯୋଗଦାନ। ବର୍ଷ ତମାମ ସେମାନଙ୍କ କାର୍ଯ୍ୟ ଖସଡ଼ାର କାର୍ଯ୍ୟକାରିତା ଉପରେ ଆଜି ରିପୋର୍ଟ କାର୍ଡ ଉପସ୍ଥାପନ କରାଯିବ। ଏଥିସହ ଯୁବ ବିଜେଡିକୁ ଆହୁରି ଆଗକୁ ନେବା ପାଇଁ କିଛି କାର୍ଯ୍ୟ ଖସଡ଼ାର ପ୍ରସ୍ତାବ ବି ରଖିବେ ଦଳୀୟ ନେତା।
କେନ୍ଦ୍ର ଅବହେଳା ବିରୋଧରେ ଯୁବକଙ୍କ ଶାଣିତ ସ୍ବର ନେଇ ରାଜନୈତିକ ପ୍ରସ୍ତାବ ଆସିପାରେ। ସାଂଗଠନିକ ପ୍ରସ୍ତାବରେ ଅଧିକରୁ ଅଧିକ ସଦସ୍ୟଙ୍କୁ ବିଜେଡିରେ ମିଶାଇ ୨୦୨୪ ପୂର୍ବରୁ ଶକ୍ତି ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯିବ। ସେହିପରି ୨୦୨୪ରେ ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ସଙ୍କଳ୍ପ ନେବା ସହ ବ୍ୟାପକ ଭାବେ ରକ୍ତଦାନ କାର୍ଯ୍ୟକ୍ରମ ଜାରି ରଖିବାକୁ ସଙ୍କଳ୍ପ ପ୍ରସ୍ତାବ ଆଣିବାକୁ ଲକ୍ଷ୍ୟ ରଖିଛି ଯୁବ ବିଜେଡି। ଆଞ୍ଚଳିକ ଦଳ ଭାବେ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ବିଜେଡି ଶାସନ କରୁଛି। ତୃଣମୂଳସ୍ତରରୁ ଲୋକଙ୍କ ସମସ୍ୟା ବୁଝି କାମ କରିବା ହିଁ ଦଳର ସଫଳତାର ମୂଳମନ୍ତ୍ର ପାଲଟିଛି। ଆଗକୁ ଆହୁରି ଭଲ କାମ କରିବାକୁ କାର୍ଯ୍ୟକ୍ରମରେ ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ୨ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି ଯୁକ୍ତ-୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହିପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ ଓ ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନଥିଲା।
ଏହି ଛାତ୍ରଛାତ୍ରୀଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇଟି ଓ ଆଇଟି ସମ୍ବଳିତ ସେବା ବଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି। ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇଟି ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇଟି ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି। ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭରଚୁଆଲ ଷ୍ଟୁଡିଓ କୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ।
ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ, ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ, ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ। ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା, ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି ଓ ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି। ଏହି ଦୁଇ ବିଦ୍ୟାଳୟର ଶିକ୍ଷକ -ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଥିବାବେଳେ ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ 10 ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ 14 ଜଣ ଛାତ୍ର ଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀନ୍ନ ହୋଇଛନ୍ତି।
ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମ ଲେଖାର ବ୍ୟବସ୍ଥା କରାଯାଇଛି। 5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ, ଇ -ପାଠାଗାର, ବିଜ୍ଞାନାଗାର, ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି। ଆଜି ଦୁଇ ବିଦ୍ୟାଳୟରେ ସରକାର ଉଚ୍ଚ ମାଧ୍ୟମିକ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ ସ୍ରୁଷ୍ଟି କରିଛି। ପ୍ରାରମ୍ଭରେ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ 5T ସଚିବ ଭି କେ ପାଣ୍ଡିଆନ୍ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଅଶ୍ୱଥି ଏସ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର ଆୟାର, ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ଜିଲ୍ଲାପାଳ ଖୋର୍ଦ୍ଧା କେ ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ପରେ ମୁଖ୍ୟମନ୍ତ୍ରୀ ରାଜ୍ଯ ପଣ୍ୟାଗାର ନିଗମର କର୍ପୋରେଟ ବିଲଡ଼ିଂ ର ଶିଳାନ୍ୟାସ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଅନନ୍ତ ଜେନା, ରାଜ୍ଯ ପଣ୍ୟାଗାର ନିଗମ ର ଅଧ୍ୟକ୍ଷ ପ୍ରମୂଖ ଉପସ୍ଥିତ ଥିଲେ।
କେନ୍ଦୁଝର ସଡ଼କ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ଭୁବନେଶ୍ୱର: କେନ୍ଦୁଝରର ଷଠୀଘରଠାରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକ ମୃତ୍ୟୁବରଣ କରିଥିଲେ । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ବରଯାତ୍ରୀ ମାନେ ବିଳମ୍ବିତ ରାତ୍ରରେ ଡିଜେ ବଜାଇ ରୋଷଣି ସହ ବର କୁ ନେଇ ଶୋଭାଯାତ୍ରାରେ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା। ଝିଅ ଘର ଠାରୁ ମାତ୍ର କିଛି ଦୁରରେ ପହଞ୍ଜି ଥିବା ବେଳେ ଜାତୀୟ ରାଜପଥରେ ଯାଉଥିବା ଏକ ଦ୍ରୁତଗାମୀ ଟ୍ରକ ବରଯାତ୍ରୀଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣାସ୍ଥଳରେ ୫ ଜଣ ଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୭ ଜଣ ଗୁରୁତର ହୋଇ ହୋଇଥିଲେ । ଘଟଣା ସ୍ଥଳରେ ତୁରନ୍ତ ଅଗ୍ନୀଶମ ବାହିନୀ ପହଞ୍ଚି ଗୁରୁତର ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିର୍ତି କରିଥିଲେ ।
ଦୁର୍ଘଟ୍ଟଣା ଏତେ ଭୟଙ୍କର ଥିଲା ଯେ ମୃତ ଦେହ ଗୁଡିକର କାହାର ମୁଣ୍ଡ ତ କାହାର ପେଟ ଫାଟି ବିଭତ୍ସ ହୋଇଯାଇଛି ଯେ ଚିହ୍ନିବା ମୁସ୍କିଲ ହୋଇପଡିଛି । ବର ର ପୁତୁରା ସହ ଜଣେ ବରଯାତ୍ରୀ ଓ ଷଠିଘର ସାହୀର ତିନି ଜଣ ଙ୍କ ର ମୃତ୍ୟୁ ହୋଇଥିବା ଜଣାପଡିଛି । ଦୁର୍ଘଟଣା ଘଟିବା ପରେ ଘଟଣା ସ୍ଥଳରୁ ବର ଫେରିଯାଇଛି। ଫଳରେ କନ୍ୟା ମଙ୍ଗୁଳା ହୋଇ ରହିଯାଇଛି ଓ ଗାଁ ରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।
ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପ ପାଇଁ ଧୁମଧାମରେ ଚାଲିଛି ଭୂମିପୂଜନ। ଦ୍ବିତୀୟ ଦିନରେ ଅଗ୍ନି ସ୍ଥାପନ ସହ ଚାଲିଛି ଯଜ୍ଞ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଯଜ୍ଞରେ ଯୋଗଦେଇ ଶିଳାନ୍ୟାସ କରିବେ। ତା ପୂର୍ବରୁ ଆଜି ସନ୍ଧ୍ୟାରେ ଓ ଆସନ୍ତାକାଲି ପାଇଁ ହୋଇଥିବା ବ୍ୟବସ୍ଥାର ସମୀକ୍ଷା କଲେ ୫ଟି ସଚିବ ଭିକେ ପାଣ୍ଡିଆନ୍‌। ପ୍ରଥମେ ଆସି ଲିଙ୍ଗରାଜ ମନ୍ଦିର କାନ୍ଥରେ କରାଯାଇଥିବା ଲାଇଟ୍ ବ୍ୟବସ୍ଥା ଦେଖିଥିଲେ। ସେଠାରୁ ଯଜ୍ଞ ସ୍ଥଳୀ ଯାଇ ପୂଜାର୍ଚ୍ଚନା କରିଥିଲେ। ଯଜ୍ଞରେ ପୂର୍ଣ୍ଣାହୁତି ଦେଇଥିଲେ। ସେଠାରୁ ଯାଇ ହରପାର୍ବତୀଙ୍କ ନିକଟରେ ମଧ୍ୟ ପୂଜାର୍ଚ୍ଚନା କରିଥିଲେ ପାଣ୍ଡିଆନ୍‌। ସେଠାରେ ସେବାୟତଙ୍କ ସହ କଥାବାର୍ତ୍ତା ହୋଇ ଆଉ କଣ ବ୍ୟବସ୍ଥା କରାଯାଇପାରିବ ସେ ନେଇ ଆଲୋଚନା କରିଥିଲେ।
ଆସନ୍ତାକାଲିର କାର୍ଯ୍ୟକ୍ରମରେ ଲୋକଙ୍କ ବସିବା ପାଇଁ ହୋଇଥିବା ବ୍ୟବସ୍ଥାର ତଦାରଖ କରିଥିଲେ। ସେଠାରୁ ଭଜନ କାର୍ୟ୍ୟକ୍ରମ ଚାଲିଥିବା ସ୍ଥାନକୁ ଯାଇ ସଂକିର୍ତ୍ତନ କରୁଥିବା ଲୋକଙ୍କ ସହ ଆଲୋଚନା କରିଥିଲେ। ପରେ ପରେ ଭଜନ ମଣ୍ଡପରେ ହୋଇଥିବା ବ୍ୟବସ୍ଥା ଦେଖିଥିଲେ। ସେଠାରୁ ମାର୍କେଟ କମ୍ପ୍ଲେକ୍ସ ଯାଇ ଲିଙ୍ଗରାଜଙ୍କର ହେଉଥିବା ଲାଇଟ୍ ଶୋ ଦେଖିଥିଲେ। ଶେଷରେ ଆସନ୍ତାକାଲି ପାଇଁ ହୋଇଥିବା ପାର୍କିଂ ବ୍ୟବସ୍ଥାର ଅନୁଧ୍ୟାନ କରିବା ସହ ଫେରିଯାଇଥିଲେ ୫ଟି ସଚିବ ଭିକେ ପାଣ୍ଡିଆନ୍‌।