Bijayshree Routray - The Sakala

ଆଜି ପଞ୍ଚଭୂତରେ ବିଲୀନ ହେବ ବିଜୟଶ୍ରୀ ରାଉତରାୟଙ୍କ ପାର୍ଥିବ ଶରୀର, ବିଜେଡି ମୁଖ୍ୟାଳୟରେ ଶ୍ରଦ୍ଧାଞ୍ଜଳି
ଆଜି ପଞ୍ଚଭୂତରେ ବିଲୀନ ହେବ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କର ମରଶରୀର। ଏହା ପୂର୍ବରୁ ତାଙ୍କ ମରଶରୀରକୁ ବିଜେଡି ମୁଖ୍ୟାଳୟକୁ ନିଆଯାଇଥିଲା । ସେଠାରେ ଦଳୀୟ କର୍ମକର୍ତ୍ତା ସ୍ୱର୍ଗତ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ବିଜେଡି କାର୍ଯ୍ୟାଳୟ ପରେ ବିଧାନସଭା ନିଆଯାଇଥିଲା ମରଶରୀର ।

ବିଧାନସଭା ପରିସରରେ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ବାଚସ୍ପତିଙ୍କ ସମେତ ଦଳୀୟ ବିଧାୟକ । ଏହାପରେ ନିଜ କର୍ମଭୂମି ତଥା ଜନ୍ମଭୂମି ବାସୁଦେବପୁର ଓ ତିହିଡି ନିଆଯାଉଛି । ସେଠାରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ସୂଚନା ମିଳିଛି।

ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟ ଆଉ ନାହାନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବୁଧବାର ସନ୍ଧ୍ୟା ସାଢ଼େ ୫ଟାବେଳେ ସେ ନିଃଶ୍ୱାସ ତ୍ୟାଗ କରିଥିଲେ । କୋଭିଡ୍‌ରୁ ମୁକ୍ତ ହେବା ପରେ ବି ଜଟିଳ ରୋଗ (କୋମର୍‌ବିଡିଜ୍‌)ରେ ପୀଡ଼ିତ ଥିବାରୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହୋଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ସନ୍ଧ୍ୟାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା।

ବିଜୟଶ୍ରୀ ରାଉତରାୟ ଓଡ଼ିଶା ରାଜନୀତିର ଜଣାଶୁଣା ଚେହେରା ଥିଲେ । ୧୯୯୦ରୁ ୨୦୧୯ ମସିହା ପର୍ଯ୍ୟନ୍ତ ସେ ୬ଥର ବାସୁଦେବପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୧୯୯୦ରୁ ୨୦୦୦ ମସିହା ପର୍ଯ୍ୟନ୍ତ ଜନତା ଦଳରୁ ଏବଂ ୨୦୦୦ରୁ ୨୦୧୯ ପର୍ଯ୍ୟନ୍ତ ବିଜେଡିରୁ ବିଧାୟକ ନିର୍ବାଚିତ ହୋଇଥିଲେ । ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିଛନ୍ତି ବିଜୟଶ୍ରୀ । ଜଙ୍ଗଲ ପରିବେଶ, ସ୍ୱାସ୍ଥ୍ୟ ପରିବାର କଲ୍ୟାଣ, ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଶ୍ରମ ଓ ପର୍ଯ୍ୟଟନ ବିଭାଗ ପରି ଗୁରୁତ୍ବପୂର୍ଣ୍ଣ ବିଭାଗ ଦାୟିତ୍ୱ ନେଇଛନ୍ତି। ତାଙ୍କ କାର୍ଯ୍ୟକାଳ ସମୟରେ ସେ ବିଧାନସଭାର ବିଭିନ୍ନ ଗୃହ କମିଟିର ସଦସ୍ୟ ଭାବେ କାମ କରିଥିଲେ । ବିଜୟଶ୍ରୀ ରାଉତରାୟ ୧୯୫୩ ମସିହାରେ ଜନ୍ମଗ୍ରହଣ କରିଥିଲେ।

ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟ । ସ୍ବର୍ଗତ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବର୍ଗତ ରାଉତରାୟ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଜୟଶ୍ରୀଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି, ଜନପ୍ରତିନିଧି ଭାବେ ତାଙ୍କ ଲୋକଭିମୁଖୀ କାର୍ଯ୍ୟ ପାଇଁ ସେ ଚିର ସ୍ମରଣୀୟ ରହିବେ ବୋଲି ଦଳୀୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ ସ୍ବର୍ଗତ ରାଉତରାୟଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଛନ୍ତି ।

ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ଯ୍ୟ ପାଇଁ ସେ ଚିର ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

— Naveen Patnaik (@Naveen_Odisha) June 2, 2021

ସେହିଭଳି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ସଞ୍ଜୟ ଦାସବର୍ମା ବିଜୟଶ୍ରୀଙ୍କ ଦେହାନ୍ତରେ ଶୋକବ୍ୟକ୍ତ କରିଛନ୍ତି ।

କରୋନାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ
ଭୁବନେଶ୍ବର: କରୋନାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ଆଜି ତାଙ୍କର ମୃତ୍ଯୁ ଘଟିଛି। ମୃତ୍ଯୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ବାସୁଦେବପୁର ନିର୍ବାଚନ ମଣ୍ଡଳୀରୁ ୬ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨ଥର ଜନତା ଦଳ ଓ ୪ଥର ବିଜୁ ଜନତା ଦଳରୁ ନିର୍ବାଚିତ ହୋଇଥିଲେ।

୧୯୫୩ ମସିହାରେ ଜନ୍ମିତ ବିଜୟଶ୍ରୀ ଭୂଗୋଳରେ ଏମଏ କରିଥିଲେ। ୧୯୮୦ ମସିହାରେ ସେ ସକ୍ରିୟ ରାଜନୀତିରେ ସାମିଲ ହୋଇଥିଲେ । ରେଭେନ୍ସା କଲେଜରେ ଅଧ୍ୟାପକ ଥିବା ବିଜୟଶ୍ରୀ ୧୯୮୦ରେ ଚାକିରିରୁ ଇସ୍ତଫା ଦେଇ ସକ୍ରିୟ ରାଜନୀତିରେ ପ୍ରବେଶ କରିଥିଲେ। ପ୍ରଥମ ଥର ପାଇଁ ୧୯୯୦ରେ ସେ ଭଦ୍ରକର ବାସୁଦେବପୁରରୁ ନିର୍ବାଚନ ମଣ୍ଡଳିରୁ ଜନତା ଦଳ ଟିକେଟରେ ନିର୍ବାଚନ ଲଢିଥିଲେ ଓ ଜିତିଥିଲେ । ୨୦୧୯ରେ ରାଜନୀତିରୁ ଅବସର ନେଇଥିଲେ। ନିଜ ପୁଅଙ୍କ ପାଇଁ ଆସନ ଛାଡିଥିଲେ। ତାଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ନିର୍ବାଚନ ଲଢିବା ସହ ବିଜୟୀ ମଧ୍ଯ ହୋଇଛନ୍ତି ।