Shreekhetra Puri - The Sakala

ଶ୍ରୀମନ୍ଦିର ଦେବଦାସୀ ପରମ୍ପରାର ଶେଷ ସନ୍ତକ ପରଶମଣିଙ୍କ ପରଲୋକ
ଶ୍ରୀମନ୍ଦିର ଦେବଦାସୀ ପରମ୍ପରାର ଶେଷ ସନ୍ତକ ପୂର୍ବତନ ଦେବଦାସୀ ପରଶମଣି ଶୁକ୍ରବାର ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କ ୯୪ ବର୍ଷ ହୋଇଥିଲା। ଶୋଇଥିବା ଅବସ୍ଥାରେ ତାଙ୍କର ଗଚ୍ଛକାଲି ନିକଟରେ ଥିବା ବାସସ୍ଥାନରେ ପରଲୋକ ଘଟିଛି । ଆଜି ତାଙ୍କର ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ କରାଯାଇଥିଲା।

ପରଶମଣି ଦେଵଦାସୀ ଏକା ଧାରରେ ଜଣେ କୁଶଳୀ ଓଡିଶୀ ନୃତ୍ୟ ଶିଳ୍ପୀ ଓ ସୁକଣ୍ଠ ଗାୟିକା ଥିଲେ। ସୁସ୍ଥ ସମୟରେ ପ୍ରତିଦିନ ଶ୍ରୀମନ୍ଦିର ମାଜଣା ମଣ୍ଡପରେ ପୁରାତନ ଓଡିଶୀ ଭଜନ ଓ ଜଣାଣ ବୋଲି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରୁଥିଲେ। ତାଙ୍କ ନିଧନରେ ଶ୍ରୀମନ୍ଦିର ସମେତ ପୁରୀରେ ଶୋକର ଛାୟା ଖେଳିଯାଇଛି।

ଆଜି ମହାପ୍ରଭୁଙ୍କର ହେବ ଚକା ବିଜେ ନୀତି
ପୁରୀ:ଶ୍ରୀମନ୍ଦିରରେ ଚାଲିଛି ଶ୍ରୀଜିଉ ମାନଙ୍କ ଅଣସର ସେବା ପୂଜା। ଅଣସର ବିଜେ ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଚାରିଦିନିଆ ଓଷ ଲାଗି ଉପଚାର ଶନିବାର ଦିନ ବିଳମ୍ବିତ ରାତିରେ ଶେଷ ହୋଇଛି । ଓଷ ଲାଗି ପରେ ମହାପ୍ରଭୁଙ୍କ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବା ପରେ ଆଜି ଦିନ ମହାପ୍ରଭୁ ଚକା ବିଜେ ହୋଇ ବସିବେ ।

ସ୍ନାନ ପୂର୍ଣ୍ଣମୀ ଠାରୁ ମହାପ୍ରଭୁଙ୍କ ଏହି ଗୁପ୍ତ ପୂଜା ଦଇତାପତି ସେବାୟତମାନେ କରୁଛନ୍ତି । ଅନବସରର ପଞ୍ଚମୀ ତିଥିରେ ଶ୍ରୀଜିଉଙ୍କ ଶ୍ରୀ ଅଙ୍ଗରେ ଫୁଲୁରୀ ଲାଗି କରାଯାଇଥିଲା | ପରେ ଶ୍ରୀ ବିଗ୍ରହ ମାନଙ୍କୁ ଓଷୁଅ ଲାଗି କରାଯାଇଛି ।

ଗତ ବର୍ଷପରି ଚଳିତ ବର୍ଷ ମଧ୍ଯ କରୋନା କଟକଣା ଭିତରେ ପାଳନ ହେବ ରଥଯାତ୍ରା। ଏଥର ସେବାୟତଙ୍କ ବ୍ୟତୀତ ଅନ୍ୟ କେହି ରଥ କିମ୍ବା ରଥ ଡଉଡ଼ି ଛୁଇଁ ପାରିବେ ନାହିଁ । ବଡଦାଣ୍ଡ ଓ ସିଂହଦ୍ବାରରେ ସେବାୟତଙ୍କ ପାଇଁ ବିଶ୍ରାମ ବ୍ୟବସ୍ଥା କରାଯିବ। ଏବଂ ରଥରେ ନିୟୋଜିତ ସେବାୟତଙ୍କ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ବ୍ୟବସ୍ଥା କରାଯିବ। ଏବଂ ରଥ ଉପରେ କମ୍‌ ସଂଖ୍ୟକ ସେବାୟତଙ୍କୁ ନିୟୋଜିତ କରାଯିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ।

ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ପବିତ୍ର ଭଉଁରୀ ଯାତ୍ରା
ପୁରୀ: ଚଳଚଞ୍ଚଳ ରଥଖଳା । ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି । ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ପବିତ୍ର ଭଉଁରୀ ଯାତ୍ରା। ରଥ ନିର୍ମାଣ ପରମ୍ପରା ଅନୁସାରେ ରଥ ଖଳାରେ ତିନି ରଥର ଚକ ଓ ଅଖ ଡେରା ନୀତି ଅନୁଷ୍ଠିତ ହେବାକୁ ଯାଉଛି। ପରମ୍ପରା ଅନୁଯାୟୀ ତିନିଟି ରଥର ଦୁଇ ଦୁଇଟି ଚକରେ ଗୋଟିଏ ଲେଖା ଅଖ ସଂଯୋଗ ହୋଇ ଚକ ଅଖ ଡେରା ନୀତି ସମ୍ପାଦନ କରାଯିବ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ନୀତି ବଢିବା ପରେ ଆଜ୍ଞା ମାଳ ରଥ ଖଳାରେ ବିଜେ କରାଯିବ । ଆଜ୍ଞା ମାଳ ବିଜେ ପରେ ବିଜେ କାହାଳି ବାଜି ଚକ ଅଖ ଡେରା ନୀତି କରାଯିବ । ମହାରଣା ସେବକଙ୍କ ଉପସ୍ଥିତିରେ ଭୋଇ ସେବକ ମାନେ ଏହି ନୀତି ସମ୍ପାଦନ କରିବେ । ୯ଟା ମଧ୍ୟରେ ସକାଳ ଧୂପ ନୀତି ବଢ଼ି ସହ ୯ଟା ୩୦ ମଧ୍ୟରେ ରଥ ଖଳାକୁ ସ୍ୱତନ୍ତ୍ର ପଟୁଆରାରେ ଆଜ୍ଞା ମାଳ ବିଜେ କରାଯିବ। ତେବେ ଏଥିପାଇଁ ବଡଦାଣ୍ତ ଓ ନରେନ୍ଦ୍ର ପୁଷ୍କରିଣୀ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି । ଏହାବ୍ୟତୀତ ପ୍ରାୟ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ ବୋଲି ସୂଚନା ମିଳିଛି ।

ବୁଧବାର ସୁଦ୍ଧା ତିନି ରଥର ମୋଟ ୧୭ଟି ଚକ ନିର୍ମାଣ ସରିଛି । ସେଥିରୁ ତାଳଧ୍ୱଜ ଓ ନନ୍ଦିଘୋଷ ରଥର ୬ଟି ଲେଖାଏଁ ଓ ଦେବଦଳନ ରଥର ୫ଟି ଚକ ସମ୍ପୂର୍ଣ୍ଣ ହୋଇଛି । ବାକି ୨୫ଟି ଚକର କାର୍ଯ୍ୟ ଜାରି ରହିଛି ।