Corona Positive Odisha - The Sakala

ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୦୧୧ ଜଣ ପଜିଟିଭ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ । ଦୈନିକ ସଂକ୍ରମଣ ହଜାରେ ଉପରେ ରହୁଛି । ମାତ୍ର ଗତକାଲି ଠାରୁ ଆଜି ସାମାନ୍ୟ କମିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 23rd July

New Positive Cases: 1011
Of which 0-18 years: 130
In quarantine: 591
Local contacts: 420

(Details of local contacts will be shared by concerned District)

1. Angul: 1
2. Balasore: 15
3. Bargarh: 18
4. Bhadrak: 6
5. Balangir: 25
6. Boudh: 12

— I & PR Department, Odisha (@IPR_Odisha) July 24, 2022

23. Nayagarh: 32
24. Nuapada: 8
25. Puri: 13
26. Rayagada: 5
27. Sambalpur: 105
28. Sonepur: 18
29. Sundargarh: 180
30. State Pool: 42

New recoveries: 915
Cumulative tested: 32501778
Positive: 1306510
Recovered: 1289885
Active cases: 7440

— I & PR Department, Odisha (@IPR_Odisha) July 24, 2022

ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୯ଜଣ ଆକ୍ରାନ୍ତ ପଜିଟିଭ ବାହାରିଥିବାବେଳେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୮୧ଜଣ, ଦେବଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୩ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୫ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮୦ଜଣ, ଷ୍ଟେଟ ପୁଲ୍‌ରୁ ୪୨ଜଣ ରହିଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୧୩୦ ଜଣ ପଜିଟିଭ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ । ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଗତକାଲି ପରି ଆଜି ମଧ୍ୟ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୩ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 22nd July

New Positive Cases: 1130
Of which 0-18 years: 143
In quarantine: 662
Local contacts: 468

(Details of local contacts will be shared by concerned District)

1. Angul: 2
2. Balasore: 25
3. Bargarh: 23
4. Bhadrak: 14
5. Balangir: 17
6. Boudh: 1

— I & PR Department, Odisha (@IPR_Odisha) July 23, 2022

23. Nawarangpur: 9
24. Nayagarh: 33
25. Nuapada: 16
26. Puri: 14
27. Rayagada: 14
28. Sambalpur: 106
29. Sonepur: 18
30. Sundargarh: 225
31. State Pool: 47

New recoveries: 1029
Cumulative tested: 32480112
Positive: 1305499
Recovered: 1288970
Active cases: 7345

— I & PR Department, Odisha (@IPR_Odisha) July 23, 2022

ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଦ୍ଵିତୀୟରେ ଅଛି ଖୋର୍ଦ୍ଧା ଜିଲ୍ଲା ଯେଉଁଠି ୨୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଅନ୍ୟ ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୬ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, , ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି ।

ବିସ୍ଫୋରଣମୁହାଁ ଦୈନିକ କରୋନା ସଂକ୍ରମଣ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୦୬୫ ଜଣ ନୂଆ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ପୁଣି ଉପର ମୁହାଁ କରୋନା ଗ୍ରାଫ । କ୍ରମାଗତ ଭାବ ବଢିବାରେ ଲାଗିଛି ଦୈନିକ ସଂକ୍ରମଣ । ଗତକାଲି ପରି ଆଜି ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୨ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 15th July

New Positive Cases: 1065

Of which 0-18 years: 122

In quarantine: 624

Local contacts: 441

(Details of local contacts will be shared by concerned District)

1. Balasore: 14

2. Bhadrak: 5

3. Balangir: 8

4. Boudh: 1

5. Cuttack: 135

6. Deogarh: 5

— I & PR Department, Odisha (@IPR_Odisha) July 16, 2022

23. Nuapada: 11

24. Puri: 44

25. Rayagada: 13

26. Sambalpur: 58

27. Sonepur: 31

28. Sundargarh: 111

29. State Pool: 76

New recoveries: 514

Cumulative tested: 32333644

Positive: 1298240

Recovered: 1283683

Active cases: 5376

— I & PR Department, Odisha (@IPR_Odisha) July 16, 2022

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ଜଣ ଏବଂ କଟକରୁ ୧୩୫ଜଣ ନୂଆ ପଜିଟିଭ୍ ବାହାରିଛନ୍ତି । ସେହିପରି ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୫୮ଜଣ, ସୋନପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧୧ଜଣ, ଷ୍ଟେଟ ପୁଲ୍‌ରୁ ୭୬ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୮୨୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୩୬୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୩୩୩୬୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ରାଜ୍ୟରେ ପୁଣି ଉପରମୁହାଁ କରୋନା ଗ୍ରାଫ: ଦୈନିକ ସଂକ୍ରମଣ ୫ ଶହ ପାର୍‌, ଗତ ୨୪ ଘଣ୍ଟାରେ ୫୭୬ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୫ ଶହ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 9th July

New Positive Cases: 576
Of which 0-18 years: 69
In quarantine: 337
Local contacts: 239

(Details of local contacts will be shared by concerned District)

1. Angul: 1
2. Balasore: 16
3. Bargarh: 2
4. Bhadrak: 6
5. Balangir: 2
6. Boudh: 1

— I & PR Department, Odisha (@IPR_Odisha) July 10, 2022

24. Rayagada: 2
25. Sambalpur: 6
26. Sonepur: 20
27. Sundargarh: 42
28. State Pool: 45

New recoveries: 344
Cumulative tested: 32229698
Positive: 1293504
Recovered: 1281298
Active cases: 3027

— I & PR Department, Odisha (@IPR_Odisha) July 10, 2022

ରାଜ୍ୟରେ ସବୁଠୁ ଅଧିକ ଚିନ୍ତା ବଢାଇଛି ଖୋର୍ଦ୍ଧା, କଟକ ଜିଲ୍ଲା । ସମଗ୍ର ରାଜ୍ୟରେ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର ହାର ୪୬.୨୮ ପ୍ରତିଶତ ଥିବା ବେଳେ ରାଜଧାନୀ କୋଭିଡ୍‌ର ପେଣ୍ଠସ୍ଥଳୀ ପାଲଟିଛି। ଖୋର୍ଦ୍ଧା ଜିଲ୍ଲାର ସ୍ଥିତି ଭୟାନକ ହେଲାଣି । ଆଜି ରାଜ୍ୟର ୨୭ଟି ଜିଲ୍ଲାରୁୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୦୪ ଜଣ, କଟକରୁ ୧୧୮ ଜଣ, ସୁନ୍ଦରଗଡ଼ରୁ ୪୨ ଜଣ, ପୁରୀରୁ ୩୭ ଜଣ,ସୋନପୁରରୁ ୨୦ ଜଣ, ମୟୂରଭଞ୍ଜରୁ ୧୭ ଜଣ, ବାଲେଶ୍ବରରୁ ୧୬ ଜଣ, ଗଜପତି ଓ ଜଗତସିଂହପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ଭଦ୍ରକ, ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ୬ ଜଣ ଲେଖାଁଏ, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଁଏ, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ବଲାଙ୍ଗୀର, ଢ଼େଙ୍କାନାଳ,ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲ୍‌ରୁ ୪୫ ଜଣ ଆକ୍ରାନ୍ତ ରହିଛନ୍ତି।

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍, ଆଜି ଚିହ୍ନଟ ହେଲେ ଆଉ ୨୫୧ ଜଣ କୋଭିଡ଼ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ତିନି ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୮୬୭ କୁ ବୃଦ୍ଧି ପାଇଥିବା ବେଳେ ୧୨୭୨୯୨୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୮୨୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 26th Feb

New Positive Cases: 251

Of which 0-18 years: 83

In quarantine: 146

Local contacts: 105

(Details of local contacts will be shared by concerned District)

1. Angul: 25

2. Balasore: 8

3. Bhadrak: 1

4. Balangir: 2

5. Boudh: 4

6. Cuttack: 2

— I & PR Department, Odisha (@IPR_Odisha) February 27, 2022

23. Sambalpur: 23

24. Sonepur: 1

25. Sundargarh: 11

26. State Pool: 8

New recoveries: 494

Cumulative tested: 29209724

Positive: 1284867

Recovered: 1272922

Active cases: 2828

— I & PR Department, Odisha (@IPR_Odisha) February 27, 2022

ରାଜ୍ଯରେ ଚିହ୍ନଟ ହେଲେ ଆଉ ୪୨୮ କୋଭିଡ଼ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୫ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୨୯୭କୁ ବୃଦ୍ଧି ପାଇଥିବା ବେଳେ ୧୨୬୯୨୫୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୯୫୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 21st Feb

New Positive Cases: 428
Of which 0-18 years: 136
In quarantine: 249
Local contacts: 179

(Details of local contacts will be shared by concerned District)

1. Angul: 15
2. Balasore: 5
3. Bargarh: 5
4. Balangir: 1
5. Boudh: 1
6. Cuttack: 27

— I & PR Department, Odisha (@IPR_Odisha) February 22, 2022

23. Nayagarh: 7
24. Nuapada: 5
25. Puri: 2
26. Rayagada: 13
27. Sambalpur: 14
28. Sonepur: 4
29. Sundargarh: 96
30. State Pool: 9

New recoveries: 1095
Cumulative tested: 28932478
Positive: 1283297
Recovered: 1269253
Active cases: 4955

— I & PR Department, Odisha (@IPR_Odisha) February 22, 2022

ସବୁଜ ବଳୟରେ ସାରା ଓଡ଼ିଶା: ୫ଶହ ତଳକୁ ଖସିଲା ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ଆଉ ୩୮୮ କୋଭିଡ଼ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୫ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୮୬୯ କୁ ବୃଦ୍ଧି ପାଇଥିବା ବେଳେ ୧୨୬୮୧୫୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୬୩୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 20th Feb

New Positive Cases: 388
Of which 0-18 years: 86
In quarantine: 226
Local contacts: 162

(Details of local contacts will be shared by concerned District)

1. Angul: 13
2. Balasore: 11
3. Bargarh: 9
4. Bhadrak: 5
5. Balangir: 7
6. Boudh: 3

— I & PR Department, Odisha (@IPR_Odisha) February 21, 2022

23. Nawarangpur: 8
24. Nayagarh: 13
25. Nuapada: 8
26. Puri: 3
27. Rayagada: 20
28. Sambalpur: 24
29. Sundargarh: 16
30. State Pool: 13

New recoveries: 1049
Cumulative tested: 28879806
Positive: 1282869
Recovered: 1268158
Active cases: 5632

— I & PR Department, Odisha (@IPR_Odisha) February 21, 2022

ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୬୭୧ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୭୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୧୪୫୫ କୁ ବୃଦ୍ଧି ପାଇଥିବା ବେଳେ ୧୨୬୬୪୫୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୭୮୫୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 17th Feb

New Positive Cases: 671

Of which 0-18 years: 131

In quarantine: 393

Local contacts: 278

(Details of local contacts will be shared by concerned District)

1. Angul: 22

2. Balasore: 12

3. Bargarh: 16

4. Bhadrak: 7

5. Balangir: 7

6. Boudh: 16

— I & PR Department, Odisha (@IPR_Odisha) February 18, 2022

23. Nawarangpur: 4

24. Nayagarh: 18

25. Nuapada: 14

26. Puri: 12

27. Rayagada: 9

28. Sambalpur: 28

29. Sonepur: 1

30. Sundargarh: 105

31. State Pool: 23

New recoveries: 1465

Cumulative tested: 28715496

Positive: 1281455

Recovered: 1264571

Active cases: 7855

— I & PR Department, Odisha (@IPR_Odisha) February 18, 2022

ରାଜ୍ଯରେ ଚିହ୍ନଟ ହେଲେ ଆଉ ୧୫୩୯ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୨ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୯୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୪୨  ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୪୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୩୯୧୪କୁ ବୃଦ୍ଧି ପାଇଥିବା ବେଳେ ୧୨୭୬୧୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୩୨୮୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 11th Feb

New Positive Cases: 1539
Of which 0-18 years: 342
In quarantine: 897
Local contacts: 642

(Details of local contacts will be shared by concerned District)

1. Angul: 119
2. Balasore: 40
3. Bargarh: 23
4. Bhadrak: 25
5. Balangir: 10
6. Boudh: 27

— I & PR Department, Odisha (@IPR_Odisha) February 12, 2022

23. Nawarangpur: 32
24. Nayagarh: 36
25. Nuapada: 26
26. Puri: 33
27. Rayagada: 75
28. Sambalpur: 65
29. Sonepur: 17
30. Sundargarh: 124
31. State Pool: 52

New recoveries: 2483
Cumulative tested: 28355937
Positive: 1276114
Recovered: 1253914
Active cases: 13285

— I & PR Department, Odisha (@IPR_Odisha) February 12, 2022

ରାଜ୍ଯରେ ସାମାନ୍ୟ ବଢ଼ିଲା କରୋନା ସଂକ୍ରମିତଙ୍କ ସଂଖ୍ଯା: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୫୭୨ ଜଣ ପଜିଟିଭ୍
ଭୁବନେଶ୍ଵର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ । ଦିନେ ବଢିଲେ ଦିନେ କମୁଛି ସଂକ୍ରମିତଙ୍କ ସଂଖ୍ଯା । ଦୁଇ ହଜାର ତଳକୁ ଦୈନିକ ସଂକ୍ରମଣ ଖସିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବିପଦ ଟଳିନି । ଆମକୁ ସତର୍କ ହୋଇ ରହିବାକୁ ପଡିବ ଏବଂ ସରକାରଙ୍କ ସମସ୍ତ ଗାଇଡଲାଇନ୍କୁ ମାନିବାକୁ ପଡିବ । ଗତ ୨୪ ଘଣ୍ଟାରେ ଆଉ ୧୫୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୦୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 10th Feb

New Positive Cases: 1572

Of which 0-18 years: 309

In quarantine: 918

Local contacts: 654

(Details of local contacts will be shared by concerned District)

1. Angul: 9

2. Balasore: 62

3. Bargarh: 25

4. Bhadrak: 27

5. Balangir: 40

6. Boudh: 25

— I & PR Department, Odisha (@IPR_Odisha) February 11, 2022

23. Nawarangpur: 20

24. Nayagarh: 35

25. Nuapada: 23

26. Puri: 39

27. Rayagada: 74

28. Sambalpur: 73

29. Sonepur: 12

30. Sundargarh: 113

31. State Pool: 49

New recoveries: 3279

Cumulative tested: 28293841

Positive: 1274575

Recovered: 1251431

Active cases: 14253

— I & PR Department, Odisha (@IPR_Odisha) February 11, 2022

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୪୫୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୨୫୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୧୪୩୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୨୯୩୮୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ରାଜ୍ଯରେ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ଯା: ଚିହ୍ନଟ ହେଲେ ଆଉ ୧୪୮୦ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୨ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୬୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୧୮  ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୩୦୦୩କୁ ବୃଦ୍ଧି ପାଇଥିବା ବେଳେ ୧୨୪୮୧୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୫୯୮୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 9th Feb

New Positive Cases: 1480
Of which 0-18 years: 334
In quarantine: 862
Local contacts: 618

(Details of local contacts will be shared by concerned District)

1. Angul: 72
2. Balasore: 34
3. Bargarh: 25
4. Bhadrak: 20
5. Balangir: 37
6. Boudh: 36

— I & PR Department, Odisha (@IPR_Odisha) February 10, 2022

23. Nawarangpur: 35
24. Nayagarh: 59
25. Nuapada: 57
26. Puri: 37
27. Rayagada: 47
28. Sambalpur: 21
29. Sonepur: 27
30. Sundargarh: 139
31. State Pool: 36

New recoveries: 3126
Cumulative tested: 28225602
Positive: 1273003
Recovered: 1248152
Active cases: 15980

— I & PR Department, Odisha (@IPR_Odisha) February 10, 2022

ରାଜ୍ଯରେ ତଳ ମୁହାଁ କରୋନା ଗ୍ରାଫ୍: ଚିହ୍ନଟ ହେଲେ ଆଉ ୧୫୦୩ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୨ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୭୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୩୦  ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୨୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯୮୧୧କୁ ବୃଦ୍ଧି ପାଇଥିବା ବେଳେ ୧୨୪୧୫୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୯୩୮୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 7th Feb

New Positive Cases: 1503
Of which 0-18 years: 329
In quarantine: 873
Local contacts: 630

(Details of local contacts will be shared by concerned District)

1. Angul: 51
2. Balasore: 30
3. Bargarh: 21
4. Bhadrak: 20
5. Balangir: 33
6. Boudh: 10

— I & PR Department, Odisha (@IPR_Odisha) February 8, 2022

23. Nawarangpur: 19
24. Nayagarh: 53
25. Nuapada: 25
26. Puri: 54
27. Rayagada: 31
28. Sambalpur: 26
29. Sonepur: 22
30. Sundargarh: 157
31. State Pool: 61

New recoveries: 3621
Cumulative tested: 28100765
Positive: 1269811
Recovered: 1241597
Active cases: 19386

— I & PR Department, Odisha (@IPR_Odisha) February 8, 2022