Corona Death Odisha - The Sakala

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୦୭ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୬ ଜୀବନ
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୦୭ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୮୩୬୬କୁ ବୃଦ୍ଧି ପାଇଥିବା ବେଳେ ୧୦୧୫୦୧୮ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୦୭୫ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୪ଜଣ ପଜିଟିଭ ରହିଛନ୍ତି।

Covid-19 Report For 3rd October

New Positive Cases: 407
Of which 0-18 years: 74
In quarantine: 238
Local contacts: 169

(Details of local contacts will be shared by concerned Dist Administration)

District Wise Cases:

1. Angul: 2
2. Balasore: 16
3. Bargarh: 1
4. Bhadrak: 2

— I & PR Department, Odisha (@IPR_Odisha) October 4, 2021

18. Sundargarh: 2
19. State Pool: 39

New recoveries: 606
Cumulative tested: 20236945
Positive: 1028366
Recovered: 1015018
Active cases: 5075

— I & PR Department, Odisha (@IPR_Odisha) October 4, 2021

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।

3.A 55 years old Male of Bhubaneswar.

4.A 51 years old Male of Bhubaneswar who was also suffering from Diabetes Mellitus.

5.A 48 years old Male of Cuttack District.

— H & FW Dept Odisha (@HFWOdisha) October 4, 2021

NOTE: This list does not reflect deaths occurring on a particular day. It gives details of past deaths for which the death audit process has been duly completed and the cause of death has been identified as due to Covid-19.

— H & FW Dept Odisha (@HFWOdisha) October 4, 2021

ରାଜ୍ଯରେ ଖସୁଛି ସଂକ୍ରମଣ ଓ ମୃତ୍ଯୁ ହାର: ଆଜି ଚିହ୍ନଟ ହେଲେ ଆଉ ୪୨୮ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୪ ଜୀବନ
ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୨୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୬ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୭୨୬୧ କୁ ବୃଦ୍ଧି ପାଇଥିବା ବେଳେ  ଏବେ ରାଜ୍ୟରେ ଆଉ ୬୨୯୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୫ଜଣ ପଜିଟିଭ ରହିଛନ୍ତି।

Covid-19 Report For 13th September

New Positive Cases: 428
Of which 0-18 years: 55
In quarantine: 252
Local contacts: 176

(Details of local contacts will be shared by concerned Dist Administration)

District Wise Cases:

1. Angul: 5
2. Balasore: 18
3. Bargarh: 3
4. Bhadrak: 10

— I & PR Department, Odisha (@IPR_Odisha) September 14, 2021

22. Sundargarh: 6
23. State Pool: 42

New recoveries: 682
Cumulative tested: 18953163
Positive: 1017261
Death other than Covid: 53
Active cases: 6290

— I & PR Department, Odisha (@IPR_Odisha) September 14, 2021

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୭୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ , ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୨ଜଣ ରହିଛନ୍ତି ।

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି ।

Details of cases confirmed as death due to Covid-19, after due completion of death audit process:

1.A 51 years old Male of Bhubaneswar who was also suffering from Nil.

2.A 68 years old Female of Bhubaneswar who was also suffering from Post CMV, HTN, T2DM.

— H & FW Dept Odisha (@HFWOdisha) September 14, 2021

NOTE: This list does not reflect deaths occurring on a particular day. It gives details of past deaths for which the death audit process has been duly completed and the cause of death has been identified as due to Covid-19.

— H & FW Dept Odisha (@HFWOdisha) September 14, 2021

ରାଜ୍ଯରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ ରହିଥିବା ବେଳେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ପୁରୀ ଜିଲ୍ଲାରୁ ୨ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ସେହିପରି ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।

ରାଜ୍ୟରେ କରୋନା ନେଲା ଆଉ ୬୯ ଜଣଙ୍କ ଜୀବନ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ୧୩ଜଣ ଲଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ବାଲେଶ୍ୱର , ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।

ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୦ ତଳକୁ ଖସୁ ନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଥିବାବେଳେ, କଟକରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୁଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୧୯୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ; ୬୯ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ଦିନେ ବଢିଲେ ଦିନେ କମୁଛି ମହାମାରୀ କରୋନା ସଂକ୍ରମଣ । ସେଥିପାଇଁ ଟେଷ୍ଟିଂ, ଟ୍ରାକିଂ ସହ ଟିକାକରଣକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୧୯୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୩ ହଜାର୮୫୧ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

6. Boudh: 7

7. Cuttack: 256

8. Deogarh: 1

9. Dhenkanal: 37

10. Gajapati: 16

11. Ganjam: 7

12. Jagatsinghpur: 92

13. Jajpur: 87

14. Jharsuguda: 9

15. Kalahandi: 6

16. Kandhamal: 25

17. Kendrapada: 73

18. Keonjhar: 33

19. Khurda: 518

20. Koraput: 10

21. Malkangiri: 12

— I & PR Department, Odisha (@IPR_Odisha) July 23, 2021

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫୧୮ ଜଣ, କଟକରୁ ୨୫୬ ଜଣ, ପୁରୀରୁ ୧୧୮ ଜଣ, ଜଗତସିଂହପୁରରୁ ୯୨ ଜଣ, ଅନୁଗୁଳରୁ ୯୧ ଜଣ,ଯାଜପୁରରୁ ୮୭ ଜଣ, ବାଲେଶ୍ବରରୁ ୮୪ ଜଣ,ନୟାଗଡ଼ରୁ ୭୬ ଜଣ, କେନ୍ଦ୍ରାପଡ଼ାରୁ ୭୩ ଜଣ, ମୟୂରଭଞ୍ଜରୁ ୬୯ ଜଣ, ଭଦ୍ରକରୁ ୫୫ ଜଣ, ସୁନ୍ଦରଗଡ଼ରୁ ୫୦ ଜଣ,କେନ୍ଦୁଝରରୁ ୩୩ ଜଣ, କନ୍ଧମାାଳରୁ ୨୫ ଜଣ, ବରଗଡ଼ରୁ ୧୯ ଜଣ, ଗଜପତିରୁ ୧୬ ଜଣ, ସମ୍ବଲପୁରରୁ ୧୫ ଜଣ, ମାଲକାନଗିରିରୁ ୧୨ ଜଣ,ରାୟଗଡ଼ାରୁ ୧୧ ଜଣ, ବଲାଙ୍ଗୀର, କୋରାପୁଟ ଓ ନବରଙ୍ଗପୁର ଜିଳ୍ଳାରୁ ୧୦ ଜଣ ଲେଖାଏଁ ,ଝାରସୁଗୁଡ଼ାରୁ ୯ ଜଣ, ବୌଦ୍ଧ ଓ ଗଞ୍ଜାମ ଜିଲ୍ଲାରୁ ୭ ଜଣ ଲେଖାଏଁ, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୫ ଜଣ, ଦେବଗଡ଼ରୁ ଜଣେ ଏବଂ ଷ୍ଟେଟ୍ ପୋଲ୍‌ରୁ ୧୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୯ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୩୭୭ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୩ ହଜାର ୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୨୬୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩୯ ହଜାର ୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୭୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ରାଜ୍ୟରେ ଆଜି ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ ଭୁତାଣୁ
ଭୁବନେଶ୍ବର: ଓଡ଼ିଶାରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବାବେଳେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୪ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୨୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ, ବରଗଡରୁ ୧୦ ଜଣ,, ବାଲେଶ୍ୱରରୁ ୮ ଜଣ, ସୁନ୍ଦରଗଡରୁ ୭ ଜଣ, ଗଞ୍ଜାମରୁ ୬ ଜଣ, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡା, ମୟୂରଭଞ୍ଜ, ନୂଆପଡା, ପୁରୀ, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୪୯ ହଜାର ୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧ ହଜାର ୭୪୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୨୩ ହଜାର ୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୯୨୫ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୯୧୫୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

ରାଜ୍ଯରେ କରୋନା ନେଲା ଆଉ ୫୧ ଜଣଙ୍କ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ଯୁ ।  କ୍ରମାଗତ ଦ୍ୱିତୀୟ ଥର କରୋନା ମୃତ୍ୟସଂଖ୍ୟା ୫୦ରୁ ଅଧିକ ରହିଛି । ଆଜି ଆଉ ୫୧ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ । ଏଥିରେ ଭୁବନେଶ୍ୱରରୁ ୫ ଜଣ ଅଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ଜଣାଇଛି।

ବରଗଡ଼, ଢେଙ୍କାନାଳ, ମୟୁରଭଞ୍ଜ ଜିଲ୍ଲାରୁ କରୋନା ଆଉ ୫ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ । ଢେଙ୍କାନାଳ ଜିଲ୍ଲାରେ ପ୍ରାଣ ହରାଇଛନ୍ତି ୪ ସଂକ୍ରମିତ । କଟକ, ଯାଜପୁର, ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଭଦ୍ରକ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁର, ପୁରୀ ଜିଲ୍ଲାରେ ଦୁଇ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । କନ୍ଧମାଳ, କେନ୍ଦ୍ରପଡ଼ା, କେନ୍ଦୁଝର, ନବରଙ୍ଗପୁର ଜିଲ୍ଲାର ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୪ହଜାର ୨୯୯କୁ ବୃଦ୍ଧି ପାଇଛି ।

ଆଜି ଓଡ଼ିଶାରେ ପୁଣି ୩୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା, ମୃତ୍ୟୁ ସଂଖ୍ୟା ୩୫ଶହ ଟପିଲା
ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୦୮ କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫, କଟକ, ଝାରସୁଗୁଡା ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବରଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଦେଓଗଡ଼, କେନ୍ଦ୍ରାପଡା, ରାୟଗଡା, ଓ ବଲାଙ୍ଗୀରରୁ ୨ ଜଣ ଲେଖାଏଁ, ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪୪୬୯ ପଜିଟିଭ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୪୬ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୯୨୩ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୧୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୬୧୨ ସଂକ୍ରମିତ ।

ଅନୁଗୁଳରୁ ୨୨୬, ବାଲେଶ୍ୱରରୁ ୩୧୮, ବରଗଡ଼ ୮୫, ଭଦ୍ରକ ୧୬୫, ବଲାଙ୍ଗୀର ୫୬ , ବୌଦ୍ଧ ୯୦, କଟକ ୪୧୩, ଦେବଗଡ଼ ୨୩, ଢେଙ୍କାନାଳ ୨୫୨, ଗଜପତି ୨୬, ଗଞ୍ଜାମ ୪୩, ଜଗତସିଂହପୁର ୧୪୦, ଯାଜପୁର ୩୭୦, ଝାରସୁଗୁଡ଼ା ୨୭, କଳାହାଣ୍ଡି ୯୨ , କନ୍ଧମାଳ ୨୮, କେନ୍ଦ୍ରାପଡ଼ା ୫୯, କେନ୍ଦୁଝର ୯୬, କୋରାପୁଟ ୮୭, ମାଲକାନଗିରି ୭୫ , ମୟୂରଭଞ୍ଜ ୨୧୬, ନବରଙ୍ଗପୁର ୧୧୮, ନୟାଗଡ଼ ୧୨୮, ନୂଆପଡ଼ା ୧୪, ପୁରୀ ୨୪୩, ରାୟଗଡ଼ା ୧୩୭, ସମ୍ୱଲପୁର ୬୧, ସୋନପୁର ୬୦, ସୁନ୍ଦରଗଡ଼ ୧୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୪୦ ଜୀବନ ନେଲା ମହାମାରୀ ଭୁତାଣୁ
ରାଜ୍ୟରେ ଚିନ୍ତା ବଢାଉଛି ମହାମାରୀ କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ଭିତରେ ୪୦ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି।

ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆଜି ଓଡ଼ିଶାରେ ପୁଣି ୩୯ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୯୮ ହଜାର ୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୨ ହଜାର ୬୭୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୧୩ ହଜାର ୦୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୯୧୨ ଜଣଙ୍କର ମୃତ୍ୟୁ ହୋଇଛି ।