Covid Bed - The Sakala

ରାଜଧାନୀରେ ବଢ଼ିଲା କୋଭିଡ୍ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା
ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ବଢ଼ିଲା କୋଭିଡ୍ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା । ବଢ଼ୁଥିବା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ପୂର୍ବରୁ ସମ୍ ଓ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲକୁ ଅନୁମତି ମିଳିଥିବା ବେଳେ ଏବେ ହାଇଟେକ ଓ କିମ୍ସ ହସ୍ପିଟାଲ ସହ ବିଏମସି ରାଜିନାମା ସ୍ୱାକ୍ଷର କରିଛି । କିମ୍ସ କୋଭିଡ ହସ୍ପିଟାଲରେ ୫୦୦ ଓ ହାଇଟେକ୍ କୋଭିଡ୍ ହସ୍ପିଟାଲରେ ୨୩୯ ଶଯ୍ୟା ସହିତ ଖୋଲିଛି ।

Strengthening bed quantity for COVID Treatment in Bhubaneswar, BMC adds 2 more Hospitals in its list.

KIMS Hospital for 500 patients & Hi-tech Medicial College Hospital for 239 patients. Presently Aditya Ashwini Hospital, SUM Hospital, CCC at Patia & Dumduma are operational. pic.twitter.com/WzCo5Q2vM3

— BMC (@bmcbbsr) January 9, 2022

ପୂର୍ବରୁ ସମ୍ କୋଭିଡ୍ ହସ୍ପିଟାଲରେ ୮୧୦ ଓ ଆଦିତ୍ୟ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ୧୫୦ଟି ଶଯ୍ୟାର ସୁବିଧା ଥିଲା। ଫଳରେ କୋଭିଡ୍ ହସ୍ପିଟାଲ ସଂଖ୍ୟା ୪କୁ ବୃଦ୍ଧି ପାଇବା ସହ ଶଯ୍ୟା ସଂଖ୍ୟା ୧୬୯୯କୁ ବୃଦ୍ଧି ପାଇଛି । ଏଥିସହିତ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପଟିଆ ଓ ଡୁମଡୁମା ଠାରେ ୧୦୦ ଶଯ୍ୟା ବିଶିଷ୍ଟ ୨ଟି କୋଭିଡ୍ କେୟାର ସେଣ୍ଟର ଖୋଲାଯାଇଛି । ଆଗକୁ ଆବଶ୍ୟକ ସ୍ଥଳେ କୋଭିଡ୍ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ ବୋଲି ବିଏମସି କମିଶନର ସଂଜୟ ସିଂ ସୂଚନା ଦେଇଛନ୍ତି ।

ଅଧିକ କରୋନା ସଂକ୍ରମିତ ବାହାରୁଥିବା ୫ଟି ଜିଲ୍ଲାରେ କୋଭିଡ ବେଡ ସଂଖ୍ୟା ବୃଦ୍ଧିକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ଧୀରେ ଧୀରେ କାମୁଛି କରୋନା ଗ୍ରାଫ । ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ କମିଥିଲେ ମଧ୍ୟ ବିପଦ ଏବେବି ଟଳି ନାହିଁ। ଦ୍ୱିତୀୟ ଲହରୀରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ଲକ୍‌ଡାଉନ କାରଣରୁ ଏବେ ୮ ହଜାର ତଳେ ରହିଛି କରୋନାର ଦୈନିକ ସଂକ୍ରମଣ। ଆଗକୁ କରୋନା ସ୍ଥିତିକୁ ଲକ୍ଷ କରି ୫ଟି ଜିଲ୍ଲାରେ କୋଭିଡ ବେଡ ସଂଖ୍ୟା ବୃଦ୍ଧିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଅଧିକ ପଜିଟିଭ ବାହାରୁଥିବା ଖୋର୍ଦ୍ଧା, ଅନୁଗୁଳ, କଟକ, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲ୍ଲାରେ ବେଡ ଠାରୁ ଆରମ୍ଭ କରି ଆଇସିୟୁ ସଂଖ୍ୟା ବୃଦ୍ଧି କରାଯିବ। ଅନଗୁଳରେ ୧୨୦ ବେଡ୍, କଟକରେ ୧୭୭ ବେଡ୍, ଖୋର୍ଦ୍ଧାରେ ୩୪୦, ସୁନ୍ଦରଗଡରୁ ୧୫୦ ଓ ଢେଙ୍କାନାଳରେ ୧୦୦ଟି ଶଯ୍ୟା ବଢଯାଇଛି। ଏଥିସହ କୋଭିଡ ମେଡିକାଲ ଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କରିବା ସହ ଅଗ୍ନି ସୁରକ୍ଷାକର୍ମୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।