SalaBudhha - The Sakala
ଲୋକପ୍ରିୟ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ଭିମସାରରେ ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଲୋକପ୍ରିୟ ଅଭିନେତା ତଥା ନାଟ୍ୟକାର ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ‘ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) June 5, 2021
ସୂଚାନୁଯାୟୀ, ଗତକାଲି ବିଳମ୍ବିତ ରାତି ୩ଟା ୪୫ରେ ଲୋକପ୍ରିୟ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଶଲାବୁଢ଼ା, ଆଦିମ ବିଚାର, ଶଲାବୁଢାର ବଦଲାରେ ମୁଖ୍ୟ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ଥିଲେ ଅଟଳ ବିହାରୀ ପଣ୍ଡା। ଏହାସହ ସମ୍ବଲପୁରୀ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ । ବାର୍ଦ୍ଧକ୍ୟ ଜନିତ କାରଣରୁ ତାଙ୍କ ବିୟୋଗ ହୋଇଛ। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା ।
ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ଭିମସାର ମେଡିକାଲରେରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ଗତକାଲି ବିଳମ୍ବିତ ରାତି ୩ଟା ୪୫ରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଶଲାବୁଢ଼ା, ଆଦିମ ବିଚାର, ଶଲାବୁଢାର ବଦଲାରେ ମୁଖ୍ୟ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ଥିଲେ ଅଟଳ ବିହାରୀ ପଣ୍ଡା। ବାର୍ଦ୍ଧକ୍ୟ ଜନିତ କାରଣରୁ ତାଙ୍କ ବିୟୋଗ ହୋଇଛ ବୋଲି ସୂଚନା ମିଳିଛି।
୧୦୦ ରୁ ଅଧିକ ନାଟକରେ ଅଭିନୟ କରିବା ସହ ୮୩ ବର୍ଷ ବୟସରେ ସେ ନିଜର ଡେବ୍ୟୁ ଫିଲ୍ମ ‘ଶଲା ବୁଢା଼’ରେ ଅଭିନୟ କରିଥିଲେ । ଶଲା ବୁଢ଼ା ଚଳଚ୍ଚିତ୍ର ପାଇଁ ସେ ଜାତୀୟ ପୁରସ୍କାର ସହିତ ୨୫ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ଅଭିନେତା ଏବଂ ତାଙ୍କର ଦ୍ୱିତୀୟ ଚଳଚ୍ଚିତ୍ର ଆଦିମ ବିଚାର ପାଇଁ ୨୬ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ସଂଳାପ ଲେଖକ ପୁରସ୍କାର ପାଇଥିଲେ । ୬୭ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାଉଁଟିଥିବା ଶଲା ବୁଢ଼ା ସିନେମା କେବଳ ଯେ ଜଣେ ନିଚ୍ଛକ ଗାଉଁଲି ବୁଢ଼ାର ବଦଲାକୁ ନେଇ ନିର୍ମିତ ତାହା ନୁହେଁ। ଜଣେ ନିଷ୍କପଟ, ସରଳ ହୃଦୟର ବର୍ଣ୍ଣନା ମଧ୍ୟ, ଯାହାକୁ ଫିଲ୍ମ ଆକାରରେ ବାସ୍ତବ ଦୁନିଆକୁ ଅଣାଯାଇଥିଲା । ତାଙ୍କ ମୃତ୍ୟୁରେ ଅଭିନୟ ଜଗତରେ ଗଭୀର ଶୋକର ଛାୟା ଖେଳିଯାଇଛି ।