Wall collapsed - The Sakala

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଚାପି ହୋଇ ମହିଳା ମୃତ
ବୈଶିଙ୍ଗା: ଲଗାଣ ବର୍ଷା ହେଲା କାଳ । କାନ୍ଥ ଭୁଶୁଡ଼ି ଚାଲିଗଲା ମହିଳାଙ୍କ ଜୀବନ । ପ୍ରବଳ ବର୍ଷାରେ ଓଦା ହୋଇ ଦୁର୍ବଳ ପଡ଼ିଥିବା କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳାଙ୍କ ଦୁଃଖଦ ମୃତ୍ୟୁ ଘଟିଛି। ମୃତକ ହେଲେ ବୈଶିଙ୍ଗା ଥାନା ଅଧୀନ ଭୁଡୁରୁବଣି ଗ୍ରାମର ଭଗବାନ ଓଝାଙ୍କ ସ୍ତ୍ରୀ ଶୈଳ ଓଝା (୫୩)। ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ଭୋଜନ ସାରି ଭଗବାନ ଓ ତାଙ୍କ ସ୍ତ୍ରୀ ଶୈଳ ଘର ବାରଣ୍ଡାରେ ଥିବା ତେଜରାତି ଦୋକାନ ନିକଟରେ ଶୋଇଥିଲେ। ମଧ୍ୟରାତ୍ରିରେ ଲଗାଣ ବର୍ଷା ଯୋଗୁଁ ଦୁର୍ବଳ ହୋଇପଡ଼ିଥିବା ପାଖ କାନ୍ଥ ହଠାତ୍‌ ଭୁଶୁଡ଼ି ଉଭୟଙ୍କ ଉପରେ ପଡ଼ିଥିଲା।

କାନ୍ଥ ତଳେ ଚାପି ହୋଇ ଭଗବାନ ସାମାନ୍ୟ ଆହତ ହୋଇଥିବା ବେଳେ ଶୈଳଙ୍କ ଛାତି ଉପରେ କାନ୍ଥର ଏକ ବଡ଼ ଅଂଶ ପଡ଼ିଥିଲା। ପରିବାର ଲୋକେ ତୁରନ୍ତ ତାଙ୍କୁ ବୈଶିଙ୍ଗା ଡାକ୍ତରଖାନାକୁ ନେଇଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେଠାରୁ ରେମୁଣାସ୍ଥିତ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଶୈଳଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ବୈଶିଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଥିବାବେଳେ ଗାଁରେ ଶୋକାକୁଳ ପରିବେଶରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡ଼ିଛି।

ଭୁବନେଶ୍ୱରରେ ଅଘଟଣ: ଡ୍ରେନ୍‌ କାମ ଚାଲିଥିଲା ବେଳେ କାନ୍ଥ ଭୁଶୁଡ଼ି ୨ ମୃତ, ୪ ଗୁରୁତର
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଅଘଟଣ । କାନ୍ଥ ଭୁଶୁଡ଼ି ଚାଲିଗଲା୨ ଜୀବନ, ୪ ଗୁରୁତର । ଭୁବନେଶ୍ବରର ବଡ଼ଗଡ଼ ଭୋଇସାହିରେ ଘଟିଛି ଏଭଳି ଅଘଟଣ । ଡ୍ରେନ୍ କାମ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ପଡ଼ିଥିଲା । ଫଳରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି । ତେବେ ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରି ନଥିବାବେଳେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।