Rape Case - The Sakala
IRS ଅଧିକାରୀଙ୍କ ବିରୋଧରେ ଦୁଷ୍କର୍ମ ଓ ଫଟୋ ଭାଇରାଲ ଅଭିଯୋଗ
ଭୁବନେଶ୍ୱରରେ ଜଣେ ବରିଷ୍ଠ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀଙ୍କ ବିରୋଧରେ ଜଣେ ୩୮ ବର୍ଷୀୟା ବିବାହିତ ମହିଳାଙ୍କୁ ନିଜ ସରକାରୀ ବାସଭବନରେ ଦୁଷ୍କର୍ମ କରିଥିବା ନେଇ ସଙ୍ଗୀନ ଅଭିଯୋଗ ହୋଇଛି। ଏହି ଘଟଣାରେ ସହିଦ ନଗର ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଅଭିଯୁକ୍ତ ଅଧିକାରୀ ଜଣକ ବର୍ତ୍ତମାନ ଫେରାର ଅଛନ୍ତି। ଅଭିଯୁକ୍ତ ଅଧିକାରୀ ପୀଡ଼ିତାଙ୍କ କିଛି ଆପତ୍ତିଜନକ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ୍ କରିଥିବା ଅଭିଯୋଗ ହୋଇଛି।
ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ଗତ ଜାନୁଆରୀ ୧୫ ତାରିଖରେ ଅଧିକାରୀଙ୍କ ଜଣେ ସମ୍ପର୍କୀୟ ଭଉଣୀ ତାଙ୍କୁ ସହିଦ ନଗରସ୍ଥିତ ସରକାରୀ କ୍ୱାର୍ଟର୍ସକୁ ନେଇଥିଲେ। ସେଠାରେ ଅଧିକାରୀଙ୍କ ପତ୍ନୀ ଓ ଭଉଣୀ ବଜାରକୁ ଯିବା ପରେ ଅଧିକାରୀ ଜଣକ ତାଙ୍କୁ ଏକ ଆପତ୍ତିଜନକ ଫଟୋ ଦେଖାଇ ଭୟଭୀତ କରିବା ସହ ଦୁଷ୍କର୍ମ କରିଥିବା ସେ ଏଜାହାରରେ ଦର୍ଶାଇଛନ୍ତି। ଘଟଣା ସମ୍ପର୍କରେ କାହାରିକୁ କହିଲେ ଫଟୋ ଭାଇରାଲ୍ କରିଦେବେ ବୋଲି ମଧ୍ୟ ଅଭିଯୁକ୍ତ ଧମକ ଦେଇଥିଲେ।
ଫଟୋ ଭାଇରାଲ୍ କରିବାକୁ ଧମକ
ପୀଡ଼ିତାଙ୍କ କହିବା ଅନୁଯାୟୀ, ଉକ୍ତ ଆପତ୍ତିଜନକ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ୍ କରିଦେବାର ଭୟ ଦେଖାଇ ଅଧିକାରୀ ଜଣକ ତାଙ୍କୁ ବାରମ୍ବାର ନିଜ ବାସଭବନକୁ ଡାକୁଥିଲେ। ମହିଳା ଜଣକ ଏଥିରେ ରାଜି ନହେବାରୁ ଅଭିଯୁକ୍ତ ଅଧିକାରୀ ଫଟୋଗୁଡ଼ିକୁ ସୋସିଆଲ ମିଡିଆରେ ଭାଇରାଲ୍ କରିଥିଲେ। ଏହାପରେ ପୀଡ଼ିତା ନ୍ୟାୟ ପାଇଁ ପୋଲିସର ଦ୍ୱାରସ୍ଥ ହୋଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଅଭିଯୁକ୍ତ ଜିଏସଟି ଏବଂ କେନ୍ଦ୍ରୀୟ ଅବକାରୀ ବିଭାଗ, ଭୁବନେଶ୍ୱର ଜୋନରେ କାର୍ଯ୍ୟରତ ଅଛନ୍ତି। ଫେବୃଆରୀ ୨୦ ତାରିଖରେ ଅଭିଯୋଗ ହେବା ପରଠାରୁ ସେ ଫେରାର ଅଛନ୍ତି ଏବଂ ତାଙ୍କ ମୋବାଇଲ୍ ଫୋନ୍ ମଧ୍ୟ ସୁଇଚ୍ ଅଫ୍ ରହିଛି। ପୋଲିସ ରବିବାର ଦିନ ବିଏନଏସଏସର ଧାରା ୧୮୦ ଅନୁଯାୟୀ ପୀଡ଼ିତାଙ୍କ ବୟାନ ରେକର୍ଡ କରିଛି। ଜଣେ ଅତିରିକ୍ତ ଡିସିପି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ଏହି ଘଟଣାର ତଦନ୍ତ ଚାଲିଛି।
ଗୋପାଳପୁରରେ ପୁଣି ଲଜ୍ଜା, ଜଙ୍ଗଲରେ ମହିଳାଙ୍କୁ ଦୁଷ୍କର୍ମ...
ବ୍ରହ୍ମପୁର: ଗୋପାଳପୁରରେ ପୁଣି ଲଜ୍ଜା। ବେଳାଭୂମିରେ ଜରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନ ଲିଭୁଣୁ ପୁଣି ଏହି ଥାନା ଅଞ୍ଚଳରେ ଥିବା ଏକ ଜଙ୍ଗଲରେ ଜଣେ ମହିଳାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲା, ମଣି ଦାସ(୨୭)।
ସୂଚନାନୁସାରେ, ଗୋପାଳପୁର ଥାନା ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ଗତ ଗୁରୁବାର ସନ୍ଧ୍ୟାରେ ମଣି ଜୋରଜବରଦସ୍ତ ଏକ ସ୍କୁଟିରେ ନେଇ ନିକଟସ୍ଥ ଏକ ଜଙ୍ଗଲ ଭିତରେ ଦୁଷ୍କର୍ମ କରିଥିଲା। ଏନେଇ ଥାନାରେ ଅଭିଯୋଗ ପରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା। ଅଭିଯୁକ୍ତ ମଣିକୁ ପୁଲିସ ନିଜ ଗ୍ରାମରୁ ଗିରଫ କରିବା ସହ ତା’ଠାରୁ ଗୋଟିଏ ସ୍କୁଟି ଓ ମୋବାଇଲ ଜବତ କରିଛି। ଏହାସହ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ବୟାନ ରେକର୍ଡ ସହ ଡାକ୍ତରୀମାଇନା କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକ ସୂଚନା ଦେଇଛନ୍ତି।
ପୁଣି ଲଜ୍ଜା: ରାଜଧାନୀରେ ଘରେ ପଶି ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ୱର: କଳିଙ୍ଗନଗର ଅଞ୍ଚଳରେ ରହୁଥିବା ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ବାପାମାଆ ନ ଥିବା ବେଳେ ଜଣେ ଅଭିଯୁକ୍ତ ଘରେ ପଶି ୧୧ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ କରିଛି। ଏନେଇ ନାବାଳିକାର ବାପା ଆଜି ମହିଳା ଥାନାରେ ଏତଲା ଦେବାପରେ ପୁଲିସ ମାମଲା ରୁଜୁ କରିଛି।
ଅଭିଯୋଗ ଅନୁଯାୟୀ, ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳର ଜଣେ ବ୍ୟକ୍ତି ପତ୍ନୀ ଓ ୧୧ ବର୍ଷୀୟା ନାବାଳିକା ଝିଅ ସହ ଭରତପୁର ଥାନା ଅଧୀନସ୍ଥ କଳିଙ୍ଗନଗର ଅଞ୍ଚଳରେ ରହୁଛନ୍ତି। ଗତ ୪ ତାରିଖ ଦିନ ବାପାମାଆ କାମ କରିବାକୁ ବାହାରକୁ ଯାଇଥିବା ବେଳେ ନାବାଳିକା ଜଣକ ଏକାକୀ ଘରେ ଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ଜଣକ ତାଙ୍କ ଘରେ ପଶି ନାବାଳିକାକୁ ଦୁଷ୍କର୍ମ କରିଥିଲା। ପରିବାର ଲୋକେ ଜାଣିବା ପରେ ନାବାଳିକାର ବାପା ଆଜି ମହିଳା ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଆଧାରରେ ମହିଳା ଥାନା ପୁଲିସ ଦଫା ୬୫(୨) ବିଏନ୍‌ଏସ୍‌ ଓ ୬ ପୋକ୍‌ସୋ ଆକ୍ଟ ଲଗାଇ ମାମଲା ରୁଜୁ କରିଛି।
ନାବାଳିକାକୁ ମଦ ପିଆଇ ଦୁଷ୍କର୍ମ ଅଭିଯୋଗ
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ନାବାଳିକାକୁ ମଦ ପିଆଇ ଦୁଷ୍କର୍ମ ଅଭିଯୋଗ ହୋଇଛି। ୨ ଜଣ ନବଳିକା ଓ ୨ଜଣ ଯୁବକ ଜିଲ୍ଲାର ତଣ୍ଡାପାଲି ନିକଟରେ ଥିବା ଏକ ଜଙ୍ଗଲକୁ ଯାଇଥିଲେ। ତେବେ ସେଠାରେ ଜଣେ ନବଳିକାକୁ ମଦ ପିଆଇ ତାଙ୍କ ସହ ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଖବର ପାଇ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ମୁହଁରେ ସ୍ପ୍ରେ ମାରି ଯୁବତୀଙ୍କୁ ଟେକି ନେଇ ଗଣ ଦୁଷ୍କର୍ମ ଅଭିଯୋଗ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ବୀରମହାରାଜପୁର ଥାନା ହିକୁଡ଼ି ITI ପଛ ପଟେ ଦୁର୍ବୃତ୍ତମାନେ ଏହି ଜଘନ୍ୟକାଣ୍ଡ କରିଥିବା ଜଣାପଡ଼ିଛି। ଯୁବତୀ ଜଣକ ପାଖରେ ଥିବା ଟାଟା ମୋଟର ସର୍ଭିସ ସେଣ୍ଟରରେ କାମ କରୁଥିଲେ। କାମ ସାରି ଘରକୁ ଫେରିବା ବେଳେ ବାଟରେ ୩ ଜଣ ଯୁବକ ଅଟକାଇଥିଲେ । ତା ପରେ ମୁହଁରେ ସ୍ପ୍ରେ ମାରି ଟେକି ନେଇ ଗଣ ଦୁଷ୍କର୍ମ କରିଥିଲେ। ପୀଡ଼ିତା ଜଣକ ଅଚେତ ଅବସ୍ଥାରେ ବହୁ ସମୟ ଧରି ପଡ଼ି ରହିଥିଲେ। ଚେତା ଆସିବା ପରେ ସେ ଘରକୁ ଫେରି କହିବା ପରେ ସବୁ କଥା ଜଣାପଡ଼ିଥିଲା। ବୀରମହାରାଜପୁର ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ ତନାଘନା କରି ସନ୍ଦେହରେ କିଛି ଯୁବକଙ୍କୁ ପଚରା ଉଚରା କରୁଛି।
ପୁରୀରେ ପୁଣି ଲଜ୍ଜା; ଘରେ ପଶି ନାବାଳିକାକୁ ଗଣଦୁଷ୍କର୍ମ...
ପୁରୀ: ଘରେ ପଶି ନାବାଳିକାକୁ ଗଣଦୁଷ୍କର୍ମ। ପୁରୀ ଜିଲ୍ଲା ଚନ୍ଦନପୁର ଥାନା ଅଞ୍ଚଳ‌ରେ ଏପରି ଏକ ଲଜ୍ଜାଜନକ ଘଟଣା ଘଟିଛି। ଯୁବତୀଜଣଙ୍କ ଘରେ ଏକୁଟିଆ ଥିବାର ସୁଯୋଗ ନେଇ ଦୁଇ ଦୁର୍ବୃତ୍ତ ତାଙ୍କ ସହ ଏହି କୁକର୍ମ କରିଛନ୍ତି। ଚନ୍ଦନପୁର ଥାନା ପୁଲିସ ଏହାକୁ ଗୁରୁତ୍ବର ସହ ନେଇ ଅଭିଯୁକ୍ତଦ୍ବୟଙ୍କୁ ଉଠାଇ ନେଇ ପଚରାଉଚରା କରୁଛି। ଆସନ୍ତାକାଲି (ଶନିବାର) ପୀଡ଼ିତାଙ୍କର ଡାକ୍ତରୀ ମାଇନା କରାଯିବ ବୋଲି ପୁଲିସ କହିଛି।
ଗତ ମାସ ପୁରୀ ଜିଲ୍ଲା ବ୍ରହ୍ମଗିରିର ବାଲିହରଚଣ୍ଡୀ ମନ୍ଦିର ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କୁ ତାଙ୍କ ପୁରୁଷବନ୍ଧୁଙ୍କ ସମ୍ମୁଖ‌‌‌ରେ ଗଣଦୁଷ୍କର୍ମ କରାଯାଇଥିଲା। ଏହି ଘଟଣାକୁ ମାସେ ନ ପୂରୁଣୁ ଚନ୍ଦନପୁର ଥାନା ଅଞ୍ଚଳରେ ଘଟିଥିବା ଏହି ଲଜ୍ଜାଜନକ ଘଟଣା ଜିଲ୍ଲାବ୍ୟାପୀ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି।
ଅଭିଯୋଗ ଅନୁଯାୟୀ, ଗତ ବୁଧବାର ରାତିରେ ମା’ କାଳୀଙ୍କ ଭସାଣ ଉତ୍ସବ ଚାଲିଥିଲା। ଏଥିପାଇଁ ସମଗ୍ର ବୀରନରସିଂହପୁର ଅଞ୍ଚଳ ଉତ୍ସବମୁଖର ଥିଲା। ନାବାଳିକାଙ୍କ ପରିବାରଲୋକେ ଭସାଣି ଦେଖିବାକୁ ଯାଇଥିବା ବେଳେ ଘରେ ୧୬ବର୍ଷୀୟା ଝିଅ ଏକାକୀ ଥିଲେ। ଏହାର ସୁଯୋଗ ନେଇ ପାଖ ପଡ଼ୋଶୀ ଘରର ଭାଇ ଏବଂ ଦାଦା ତାଙ୍କ ଘରେ ପଶି ଗଣଦୁଷ୍କର୍ମ କରିଥିଲେ। ଏ ସଂପର୍କରେ ନାବାଳିକା ନିଜ ପରିବାର ଲୋକଙ୍କୁ ଜଣାଇବା ପରେ ଶୁକ୍ରବାର ଚନ୍ଦନପୁର ଥାନାରେ ଏତଲା ଦିଆଯାଇଛି। ଅଭିଯୋଗ ଆଧାରରେ ପୁଲିସ ଏକ ମାମଲା ରୁଜୁ କରି ସଙ୍ଗେସଙ୍ଗେ ସମ୍ପୃକ୍ତ ଗାଁରେ ଚଢ଼ଉ କରିଥିଲା। ନାବାଳିକାଙ୍କ ସମ୍ପର୍କୀୟ ଭାଇ ଏବଂ ଦାଦାଙ୍କୁ ପୁଲିସ ଥାନାକୁ ଉଠାଇ ଆଣି ପଚରାଉଚରା କରୁଛି।
ଏ ସମ୍ପର୍କରେ ଚନ୍ଦନପୁର ଆଇଆଇସି ଭୁବନାନନ୍ଦ ସାମନ୍ତରାୟ କହିଛନ୍ତି, ଗତ ୨୨ ତାରିଖ କାଳୀପୂଜା ଭସାଣି ରାତିରେ ପୀଡ଼ିତା ଘରେ ଏକା ଥିଲେ। ଏହି ସମୟରେ ତାଙ୍କ ପଡ଼ୋଶୀ ଘରର ଭାଇ ଏବଂ ଦାଦା ଘରେ ପଶି ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୁଲିସ ଏହାକୁ ସମ୍ବେଦନଶୀଳ ମାମଲା ଭାବେ ଗ୍ରହଣ କରି ଦୁଇ ଅଭିଯୁକ୍ତଙ୍କୁ ଥାନାକୁ ଅଟକ ରଖାଯାଇ ପଚରାଉଚରା କରୁଛି।
ସୀମା ଟପିଲାଣି ଅରାଜକତା; ରାଜ୍ୟରେ ରେକର୍ଡ ଭାଙ୍ଗୁଛି ହତ୍ୟା, ଦୁଷ୍କର୍ମ
ଭୁବନେଶ୍ୱର: ରାଜ୍ୟରେ  ବିଗିଡ଼ି ଗଲାଣି ଆଇନଶୃଙ୍ଖଳା । ପୁଲିସକୁ ଅପରାଧୀଙ୍କ ଖାତିର ନାହିଁ୤ ଦିନ ଦିପହରେ ଅଣ୍ଟାରେ ବନ୍ଧୁକ ଖୋସି ଅପରାଧୀ ରାଜୁତି କରୁଛନ୍ତି। ଯେଉଁଠି  ଯାହାକୁ ପାରିଲେ ମଉକା ପାଇ ଗୁଳି କରୁଛନ୍ତି। ପ୍ରତିଦିନ ରାଜ୍ୟର ସବୁ ଅଞ୍ଚଳରୁ ହତ୍ୟା, ରାହାଜାନୀ, ସାମ୍ପ୍ରଦାୟିକ ଗଣ୍ଡଗୋଳ ଘଟଣା ସାମନାକୁ ଆସିବାରେ ଲାଗିଛି। ଗତ ୧୫ ମାସ ମଧ୍ୟରେ ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ ଆଦି ସ୍ଥାନରେ ସାମ୍ପ୍ରଦାୟିକ ସଦ୍‌ଭାବ ଭଙ୍ଗ ହୋଇଛି। ପାଞ୍ଚଟି ସ୍ଥାନରେ କର୍ଫ୍ୟୁ ଲାଗିଛି। ଗତ ୩ ଦଶନ୍ଧିରେ ସମ୍ଭବତଃ ପ୍ରଥମଥର ପାଇଁ ଭାଇଚାରାର ସହର କୁହାଯାଉଥିବା କଟକ ସହରବାସୀ ପୁଣିଥରେ କର୍ଫ୍ୟୁର ସମ୍ମୁଖୀନ ହୋଇଛନ୍ତି ।
ମୋଟାମୋଟି ଭାବରେ ଅପରାଧୀଙ୍କ ଉପରେ ପୁଲିସର ନିୟନ୍ତ୍ରଣ ନାହିଁ କି ସରକାରଙ୍କ ଅଙ୍କୁଶ ନାହିଁ। କଟକ ଭସାଣିକୁ ନେଇ ଗଣ୍ଡଗୋଳ ସାରା ରାଜ୍ୟକୁ ସ୍ତବ୍ଧ କରିଦେଇଥିବା ବେଳେ ବ୍ରହ୍ମପୁରରେ ଶାସକ ଦଳର ଜଣେ ନେତା ତଥା ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତ  ଗୁଳିକରି ହତ୍ୟା କରିଛନ୍ତି। ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ଏହା ପ୍ରଶ୍ନ ଉଠାଇଛି। କଟକ ଘଟଣା ପରେ ପୁଲିସ ଗୁଇନ୍ଦା ବ୍ୟବସ୍ଥା ନିଷ୍କ୍ରିୟ ହୋଇଥିବା ଭଳି ଲାଗୁଛି୤ ବ୍ରହ୍ମପୁରରେ ଆଇନଜୀବୀଙ୍କ ହତ୍ୟା ଘଟଣା ଅରାଜକତା ଉପରେ ମୋହର ମାରିଛି। ଦୁଷ୍କର୍ମ, ଗଣଦୁଷ୍କର୍ମରେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଥିବା ଓଡ଼ିଶା ଏବେ ହତ୍ୟାରେ ନୂଆ ରେକର୍ଡ଼ କରିବାକୁ ଯାଉଛି। ଗତ କେଇଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ  ୨୯ଟି ହତ୍ୟାକାଣ୍ଡ ପଞ୍ଜୀକୃତ ହୋଇଥିଲେ ହେଁ ଏହି ମାମଲାରେ ମାତ୍ର ୧୫ ଜଣଙ୍କୁ ପୁଲିସ ଗିରଫ କରିବାକୁ ସମର୍ଥ ହୋଇଛି।
ଗୃହ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ୨୦୨୪ ମସିହାରେ ରାଜ୍ୟରେ ୩୦୫୪ଟି ବଳାତ୍କାର ଓ ୧୨୫୮ଟି ହତ୍ୟା ମାମଲା ରୁଜୁ ହୋଇଛି। ସେହିପରି ୩୫୬ ଡକାୟତି, ୨,୫୮୨ ଛିନ୍‌ତାଇ, ୬,୪୦୮ ଚୋରି, ୧୭,୮୦୫ ଚୋରି, ୬,୩୦୭ ଠକେଇ, ୧୪୭୧ ଦଙ୍ଗା, ୩୦୫୪ ବଳାତ୍କାର ଘଟିଛି। ଗତ ୧୦ ମାସରେ ରାଜ୍ୟରେ ସାଢେ ୪ହଜାର ଉପରେ ଦୁଷ୍କର୍ମ ମାମଲା ରାଜ୍ୟର ବିଭିନ୍ନ ଥାନାରେ ରୁଜୁ ହୋଇଛି।  ଗୋପାଳପୁର ଗଣଦୁଷ୍କର୍ମ ଘଟଣା ସାରା ଦେଶର ଆତ୍ମାକୁ ଦୋହଲାଇ ଦେଇଥିବା ବେଳେ  ପୁରୀ ଜିଲ୍ଲାର ବାଲିହରଚଣ୍ଡୀ ପୀଠ ନିକଟରେ କିଛି ଦୁବୃର୍ତ୍ତ ବନ୍ଧୁଙ୍କୁ ଗଛରେ ବାନ୍ଧି ତାଙ୍କ ସାମ୍ନାରେ ତାଙ୍କର ବାନ୍ଧବୀକୁ ଗଣଦୁଷ୍କର୍ମ ଘଟଣା ରାଜ୍ୟରେ ପୁଣି ଆଲୋଡ଼ନ ସୃଷ୍ଟି କରିଛି । ଖୋଦ ରାଜଧାନୀର ଛାତି ଉପରେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ନିଶା ବଟିକା ଦେଇ ୩ ଜଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସେପ୍ଟେମ୍ବର ୭ରେ ଅନୁଗୋଳର ଭାଲୁଖାଇ ନାଳରୁ ନିଖୋଜ ନାବାଳିକାର ମୃତଦେହ ମିଳିବା ପଛରେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି।  ଅଗଷ୍ଟ ୩୧ରେ ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗାଡ଼ି ଭିତରେ ଗଣଦୁଷ୍କର୍ମ କରି ରାସ୍ତାରେ ଫୋପାଡ଼ି ଦେଇଛନ୍ତି ଦୁର୍ବୃତ୍ତ।  ଅଗଷ୍ଟ ୧୮ରେ ସମ୍ୱଲପୁର ଯୁଯୁମୁରା ଥାନା ଅଞ୍ଚଳରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ବେଳେ ଅଗଷ୍ଟ ୧୩ରେ ରାଜନଗରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମ ଶିକାର ହୋଇଥିବା ଅଭିଯୋଗ ହୋଇଛି।
ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କ ଗଣଦୁଷ୍କମମ ଘଟଣାଗର ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି । ଏ ସଂକ୍ରାନ୍ତରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କୁ ଆୟୋଗ ନୋଟିସ୍‌ ଜାରି କରି ଦୁଇ ସପ୍ତାହ ମଧ୍ୟରେ ବିସ୍ତୃତ ରିପୋର୍ଟ ଦେବାକୁ କହିଛନ୍ତି । ଏଥି ସହିତ ମାମଲାର ତଦନ୍ତ ସ୍ଥିତି, ପୀଡ଼ିତାଙ୍କର ସ୍ୱାସ୍ଥ୍ୟ ଏେଂ ତାଙ୍କୁ ଦିଆଯାଇଥିବା କ୍ଷତପିୂରଣ/ପରାମର୍ଶ ସମ୍ପର୍କରେ ସଚୂନା ରିପୋର୍ଟରେ ସାମିଲ କରିବାକୁ କହିଛନ୍ତି ।
ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇ କହିଛନ୍ତି ଯେ, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି । ଅଭିଯୁକ୍ତଙ୍କ ବିରୋଧରେ ଗୁରୁତ୍ବପୂର୍ଣ୍ଣ ଡିଜିଟାଲ୍‌ ପ୍ରମାଣ ମିଳିଛି । ଗିରଫ ୧୦ ଜଣ ଅଭିଯୁକ୍ତଙ୍କ ମୋବାଇଲ୍‌ ଜବତ କରାଯାଇଛି। ଆବଶ୍ୟକ ପଡ଼ିଲେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ । ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିଥିବା ସେ କହିଛନ୍ତି ।
ଖବର ଅନୁଯାୟୀ, ଗତ ୧୫ ତାରିଖରେ ଗୋପାଳପୁର ବେଳାଭୂମିକୁ ଜଣେ ୨୦ ବର୍ଷର କଲେଜ ଛାତ୍ରୀ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଯାଇଥିବାବେଳେ ତାଙ୍କୁ ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏଥିରେ ୧୦ ଜଣଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କ ମଧ୍ୟରେ ୪ ନାବାଳକ ଅଛନ୍ତି । କ୍ରାଇମ୍‌ବ୍ରାଞ୍ଚ ଆଇଜି ଏସ୍‌.ସାଇନିଙ୍କ ତତ୍ତ୍ୱାବଧାନରେ ୯ ଜଣିଆ ଟିମ୍‌ ବ୍ରହ୍ମପୁରରେ ଡେରା ପକାଇଥିବା ବେଳେ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି ।
୪ ମାସରେ ରାଉରକେଲାରେ ୧୨ ଦୁଷ୍କର୍ମ ମାମଲା: ସୁନ୍ଦରଗଡ଼ରେ ଲଜ୍ଜା ! ଟୁସୁମେଳାରୁ ଟେକିନେଇ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ
ରାଉରକେଲା: ଧନୁଯାତ୍ରା ଦେଖିବାକୁ ଯାଇଥିବା ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ ଅଭିଯୋଗରେ ବରଗଡ଼ ଜିଲ୍ଲା ଉଠୁଛି ପଡ଼ୁଛି। ଏପରି ସ୍ଥିତିରେ ଆଜି ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଅଞ୍ଚଳ‌ରୁ ସମାନଧରଣର ଏକ ଅଭିଯୋଗ ଆସିବା ପରେ ରାଜ୍ୟବ୍ୟାପୀ ତୀବ୍ର ଆଲୋଡ଼ନ ସୃଷ୍ଟି ହୋଇଛି। ବିଶ୍ରା ଥାନା ଅଧୀନ ତେତରକେଲାରେ ଚାଲିଥିବା ଟୁସୁ ମେଳାରୁ ଜଣେ ନାବାଳିକାଙ୍କୁ ଟେକିନେଇ ଅନ୍ୟତ୍ର ଗଣଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ବିଶ୍ରା ପୁଲିସ୍‌ ଏନେଇ ଏକ ଗଣଦୁଷ୍କର୍ମ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ସହ ୫ଅଭିଯୁକ୍ତଙ୍କୁ ଅଟକ ରଖିଥିବା ଜଣାଯାଇଛି।
ସୂଚନାନୁଯାୟୀ, ପ୍ରତିବର୍ଷ ପରି ଗତକାଲି ବିଶ୍ରା ଥାନା ଅଧୀନ ତେତରକେଲାରେ ମକର ସଂକ୍ରାନ୍ତି ପର୍ବ ପାଳନ ଅବସରରେ ଟୁସୁ ମେଳନ ପର୍ବ ଓ ନୃତ୍ୟଗୀତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମେଳା ଦେଖିବାକୁ ବିଭିନ୍ନ ଅଞ୍ଚଳରୁ ଶତାଧିକ ସଂଖ୍ୟାରେ ଲୋକ ସମାଗମ ହୋଇଥିଲେ। କେ. ବଲାଙ୍ଗ ଅଞ୍ଚଳରୁ ଜଣେ ନାବାଳିକା ଗତକାଲି ତେତରକେଲାରେ ଚାଲିଥିବା ଟୁସୁ ମେଳା ଦେଖିବାକୁ ଆସିଥିଲା। ତେବେ ୫ ଜଣ ଯୁବକ ଉକ୍ତ ଯୁବତୀଙ୍କୁ କୌଣସି ବାହାନା ଦେଖାଇ ପାଖକୁ ଡାକିଥିଲେ। ଏହାପରେ ତାକୁ ଟେକି ନେଇ ଅନ୍ୟତ୍ର ନେଇ ଯାଇଥିଲେ। ସେଠାରେ ସେମାନେ ଯୁବତୀଙ୍କୁ ଗଣଦୁଷ୍କର୍ମ କରିଥିଲେ।
ଗତ କିଛି ମାସ ହେବ ରାଉରକେଲା ସହରକୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ଦୁଷ୍କର୍ମ ଓ ଗଣଦୁଷ୍କର୍ମ ଭଳି ଘଟଣା ବଢ଼ିବାରେ ଲାଗିଛି। କେବଳ ରାଉରକେଲା ସହରରେ ଗତ ସେପ୍ଟେମ୍ୱରରୁ ଆଜି ପର୍ଯ୍ୟନ୍ତ ୧୨ଟି ନାବାଳିକା ଦୁଷ୍କର୍ମ ମାମଲା ଘଟିଯାଇଛି। ଏହା ରାଉରକେଲା ପୁଲିସ ପାଇଁ ଚାଲେଞ୍ଜ ସୃଷ୍ଟି ହୋଇଛି। ଗତ ନଭେମ୍ୱର ମାସରେ ୩ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ, ଏକ ସ୍କୁଲରେ ଜଣେ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ହୋଇଥିଲା। ସେହିପରି ଜଣେ ଜନ୍ମ କଲା ବାପା ଦୀର୍ଘ ୪ ବର୍ଷ ହେଲା ୧୩ ବର୍ଷୀୟା ଝିଅକୁ ଦୁଷ୍କର୍ମ କରିବା ଘଟଣା ସେକ୍ଟର-୧୫ ଥାନାରେ ବିଚାରାଧୀନ ରହିଛି। ସେହିପରି ଗତ ନଭେମ୍ୱର ୫ ତାରିଖରେ ନିଶା ଦେଇ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ବ୍ରାହ୍ମଣୀତରଙ୍ଗ ଥାନା ପୁଲିସ ଅଭିଯୁକ୍ତ ଶଶାଙ୍କ ଶେଖର ପ୍ରଧାନ(୫୫)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଗତ ଡିସେମ୍ୱର ୫ ତାରିଖରେ ୨୬ ଜଣେ ବର୍ଷୀୟା ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ନେଇ ଝିରପାଣି ଥାନାରେ ଅଭିଯୋଗ ହୋଇଥିଲା। ଡିସେମ୍ୱର ୧୯ତାରିଖରେ ଜଣେ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ଉଦିତନଗର ଥାନା ପୁଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାନୁଆରୀ ୯ ତାରିଖ ଦିନ ରଘୁନାଥପାଲି ଥାନା ଅଞ୍ଚଳରେ ଜଣେ ୪ ବର୍ଷର ଶିଶୁକନ୍ୟାକୁ ଜୋର ଜବରଦସ୍ତ ଦୁଷ୍କର୍ମ କରିବା ପାଇଁ ଉଦ୍ୟମ କରିବା ଅଭିଯୋଗରେ ପଡ଼ୋଶୀକୁ ଗିରଫ କରିଥିଲା ପୁଲିସ। ସେହିପରି ଗତ ଜାନୁଆରୀ ୧୪ ତାରିଖରେ ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଅଞ୍ଚଳରେ ୨୧ ବର୍ଷୀୟା ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ନେଇ ପୁଲିସ ତଦନ୍ତ ଚଳାଇଛି।
ରାଜଧାନୀରେ ଲଜ୍ଜା: ୩ ବର୍ଷର କୁନି ଝିଅ ସହ ଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ବର: ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ୩ ବର୍ଷର କୁନି ଝିଅ ସହ ଦୁଷ୍କର୍ମ ନେଇ ଆସିଲା ସାଙ୍ଘାତିକ ଅଭିଯୋଗ। ଘଟଣା ଘଟିଛି ଏୟାରଫିଲଡ଼ ଥାନା ଅନ୍ତର୍ଗତ ପାଞ୍ଚ ଗାଁର ଗୋଠ ସାହିରେ । ସେହି ଗାଁ ର ଜଣେ ଯୁବକ ଏଭଳି କୁକର୍ମ କରିଥିବା ନେଇ ଏୟାରଫିଲଡ଼ ଥାନାରେ ହୋଇଛି ଅଭିଯୋଗ। ପୀଡିତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଛି। ପ୍ରଚୁର ମାତ୍ରାରେ ପୀଡିତା ଙ୍କର ରକ୍ତଶ୍ରାବ ହେଉଥିବା ଜଣାପଡିଛି। ସେପଟେ ଅଭିଯୁକ୍ତ ଜଣଙ୍କ କେଉଁଆଡ଼େ ଫେରାର ହୋଇଯାଇଛନ୍ତି । ଥାନାରେ ଅଭିଯୋଗ ପରେ ପୁଲିସ ଅଭିଯୁକ୍ତଙ୍କ ଭାଇ ଓ ଭିଣୋଇଙ୍କୁ ଉଠେଇ ଆଣି ଥାନାରେ ପଚରାଉଚରା କରିଛି।
ବ୍ଲାକମେଲ କରି ନାବାଳିକାକୁ ଦୁଷ୍କର୍ମ କରିବା ଘଟଣା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ
କଟକ: ବ୍ଲାକମେଲ କରି ନାବାଳିକାକୁ ବାରମ୍ବାର ଦୁଷ୍କର୍ମ କରିବା ଘଟଣାରେ ଅଭିଯୁକ୍ତକୁ ୨୦ ବର୍ଷର ସଶ୍ରମ କାରା ଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦେଲେ କଟକ ସ୍ଵତନ୍ତ୍ର ପୋକ୍ସୋ ଆଡାହକ କୋର୍ଟ। ୨୦ ହଜାର ଟଙ୍କାର ଜୋରିମାନା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। କଟକ ଜିଲ୍ଲା ନେମାଳ ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାକୁ ମହାରାଷ୍ଟ୍ରର ଅଭିଯୁକ୍ତ ଗୁଡୁ ନିଶାତ ପୀଡ଼ିତାର ନଗ୍ନ ଫଟୋ ଭାଇରାଲ କରି ଦେବାର ଧମକ ଦେଇ ବ୍ଲାକମେଲ କରି ତାକୁ ମୁମ୍ବାଇ ଡାକି ଗୋଟିଏ ହୋଟେଲରେ ରଖି ବାରମ୍ବାର ଦୁଷ୍କର୍ମ କରିଥିଲା।
୨୦୨୧ ମସିହାରେ ଏହି ଘଟଣା ଘଟିଥିଲା। ଏ ନେଇ ପୀଡ଼ିତାର ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ। ପୁଲିସ ଏତଲା ରୁଜୁ କରି ମୁମ୍ବାଇ ଯାଇ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତେବେ ଚାର୍ଜସିଟ୍ ଦାଖଲ ପରେ କୋର୍ଟରେ ଏ ନେଇ ମାମଲାର ବିଚାର ଚାଲିଲା। ଏହି ମାମଲାରେ ୧୮ ଜଣ ସାକ୍ଷୀ ଓ ୩୪ ଟି ଡକ୍ୟୁମେଣ୍ଟ ଆଧାରରେ କୋର୍ଟ ଅଭିଯୁକ୍ତକୁ ଏହି ସଶ୍ରମ ଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ପୀଡ଼ିତାକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।
ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଗଣଦୁଷ୍କର୍ମ
ସମ୍ବଲପୁର/ବାମରା: ସମ୍ବଲପୁର ଜିଲ୍ଲା ବାମରା ଅଞ୍ଚଳରେ ଜଣେ ଅନାଥ ଯୁବତୀଙ୍କୁ ଲିଫ୍ଟ ଦେବା ବାହାନାରେ ୩ ଯୁବକ ଗଣ ଦୁଷ୍କର୍ମ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗୋବିନ୍ଦପୁର ଥାନା ପୁଲିସ ଅଟକ ରଖିଛି। ଯୁବତୀ ଥାନାରେ କରିଥିବା
ରିପୋର୍ଟ ଅନୁଯାୟୀ, ଗତକାଲି ଅପରାହ୍ନ ଗୋଟାଏ ବେଳେ ଟାଙ୍ଗରମୁଣ୍ଡାରେ ଗାଡ଼ି ଫେଲ ହେବାରୁ ସେ ଚାଲି ଚାଲି ବାମରା ଆଡ଼କୁ ଆସୁଥିଲେ। ବାମରା ପାର୍ଶ୍ବରୁ ବାଇକରେ ଆସୁଥିବା ୨ ଜଣ ଯୁବକ ଉକ୍ତ ଯୁବତୀଙ୍କୁ ଦେଖି ସେଠାରେ ଗାଡ଼ି ଅଟକାଇ କୁଆଡ଼େ ଯିବ ବୋଲି ପଚାରିଥିଲେ। ଯୁବତୀ ଜଣଙ୍କ କହିଥିଲେ ଯେ ସାହାଜବାହାଲରେ ମାଉସୀ ଘର ଅଛି ସେଠାରେ ଛାଡ଼ିଦେଲେ ଭଲ ହେବ। ଫଳରେ ଦୁଇ ଯୁବକ କହିଥିଲେ ଯେ ଆମେ ମଧ୍ୟ ସେ ଅଞ୍ଚଳକୁ ଯାଉଛୁ କହି ତାଙ୍କୁ ବାଇକରେ ବସାଇଥିଲେ। ରାସ୍ତାରେ ମହୁଲଛାପଲ ଫାଟକଠାରେ ଜଣେ ଯୁବକ ବାଇକରୁ ଓହ୍ଲାଇ ଯାଇଥିଲା। ତେବେ ଅନ୍ୟ ଯୁବକ ଜଣଙ୍କ ସାହାଜବାହାଲ ଯିବା ପରିବର୍ତ୍ତେ ମହାବୀର ପାହାଡ଼କୁ ନେଇ ସେଠାରେ ଥିବା ଏକ ପରିତ୍ୟକ୍ତ ଘରେ ତାଙ୍କୁ ବଳପୂର୍ବକ ଦୁଷ୍କର୍ମ କରିଥିଲା।