Taraprasad Bahinipati - The Sakala

କଂଗ୍ରେସ ବିଧାୟକ ତାରା ବାହିନୀପତି କରୋନା ସଂକ୍ରମିତ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ଯମନ୍ତ୍ରୀ
ଭୁବନେଶ୍ୱର: ଜୟପୁର କଂଗ୍ରେସ ବିଧାୟକ ତାରା ବାହିନୀପତି କରୋନା ସଂକ୍ରମିତ ହୋଇଛନ୍ତି। ଏହାପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏ ନେଇ ତାରା ବାହିନୀପତିଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ରବିବାର ସ୍ପଷ୍ଟ କରିଛନ୍ତି।

ତାରା ବାହିନୀପତିଙ୍କଠାରେ କରୋନା ଜନିତ ଲକ୍ଷଣ ଦେଖାଯିବା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ଏହାପରେ ଗତକାଲି ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି ବୋଲି କହିଛନ୍ତି ପତ୍ନୀ। କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ କରୋନା ପରୀକ୍ଷା କରିବାକୁ ନିବେଦନ କରିଛନ୍ତି।

ତାରା ପ୍ରସାଦ ବାହିନୀପତି କୋଭିଡ ସଂକ୍ରମିତ ହୋଇଥିବା ଜାଣିବା ପାରେ ମୁଖ୍ଯମନ୍ତ୍ରୀ ଟ୍ବିଟ କରି କହଛନ୍ତି ଯେ, ଏହା ଜାଣି ମୁଁ ଚିନ୍ତିତ। ତାଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କୋଭିଡ ସଂକ୍ରମିତ ହୋଇଥିବା ଜାଣି ମୁଁ ଚିନ୍ତିତ। ତାଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

— Naveen Patnaik (@Naveen_Odisha) June 6, 2021