Yellow Warning for Thunderstorm - The Sakala

ରାଜ୍ଯରେ ବିଜୁଳି ଓ ଘଡ଼ଘଡ଼ି ପାଇଁ ୩ ଦିନ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଓଡ଼ିଶାରୁ ଦକ୍ଷିଣ ପଶ୍ଟିମ ମୌସୁମୀ ବାୟୁ କିଛି ଦିନ ପାଇଁ ବିରତି ନେଇଛି। ଏହାଦ୍ୱାରା ରାଜ୍ୟରେ ମୌସୁମୀ ବାୟୁ ନିଷ୍କ୍ର୍ରିୟ ହେବା ସହିତ ବର୍ଷା କମିବ ଓ ପାଗ ଶୁଖିଲା ରହିବ। ରାଜ୍ୟରେ ଆଗକୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେବେ ଆଗାମୀ ୩ଦିନ ଯାଏଁ ରାଜ୍ଯରେ ବିଜୁଳି ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ଆଗାମୀ ୨୪ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୮ ଜିଲ୍ଲାଗୁଡିକ ହେଲା-  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୩୦ ତାରିଖ ପାଇଁ ୧୭ ଜିଲ୍ଲାକୁ ବିଜୁଳି ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଢେଙ୍କାନାଳ , ଦେବଗଡ଼, ଅନୁଗୁଳ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି।

ସେହିପରି ୩୧ ତାରିଖ ପାଇଁ ୧୦ ଜିଲ୍ଲାକୁ ବିଜୁଳି ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ।

ସୋମବାରୁଠାରୁ ରାଜ୍ୟରେ ବଢିବ କାଳବୈଶାଖି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍ ଜାରି
ଭୁବନେଶ୍ୱର:ରାଜ୍ୟରେ ବଢିବ କାଳବୈଶାଖି ବର୍ଷା। ସୋମବାରଠାରୁ ବର୍ଷା ବଢିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୧୫ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ପବନ ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

ଆସନ୍ତା ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୦ ତାରିଖରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବେ ରାଜ୍ୟରେ ପ୍ରାକ୍ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୧୧ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

ତେବେ ୯ ତାରିଖରେ କାଳବୈଶାଖି ବର୍ଷା ପାଇଁ ୨୦ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ସତର୍କତା ଜାରି କରାଯାଇଛି । ସେପଟେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ମୌସୁମୀ ବାୟୁ ଗୋଟେ ସପ୍ତାହ ମଧ୍ୟରେ ଓଡିଶା ଛୁଇଁବାକୁ ଥିବେବେଳେ ଏବେ ଠାରୁ ଆରମ୍ଭ ହେବାକୁ ଯାଉଛି ବର୍ଷା । ଏଥିପାଇଁ ୧୫ ଜିଲ୍ଲାକୁ ଆଗୁଆ ସତର୍କ କରାଇଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ଭୁବନେଶ୍ୱର ।