Nigeria - The Sakala

ନାଇଜେରିଆରେ ଡଙ୍ଗା ବୁଡି ୧୭ ଯାତ୍ରୀ ମୃତ, ୭୦ରୁ ଉର୍ଦ୍ଧ୍ବ ନିଖୋଜ
ନାଇଜେରିଆ: ଉତ୍ତର ନାଇଜେରିଆରେ ଏକ ଡଙ୍ଗା ବୁଡ଼ିଯିବା ଫଳରେ ୭୦ରୁ ଉର୍ଦ୍ଧ୍ବ ଲୋକ ନିଖୋଜ ହୋଇଯାଇଥିବା ନେଇ ସୂଚନା ମିଳିଛି । ଡଙ୍ଗାଟି ଶନିବାର ବିଳମ୍ବିତ ରାତିରେ ତାରବା ରାଜ୍ୟର ଆର୍ଦୋ-କୋଲା ଜିଲ୍ଲାର ଏକ ମାଛ ବଜାରରୁ ଫେରୁଥିବା ବ୍ୟବସାୟୀଙ୍କୁ ନେଇ ଯାଉଥିବାବେଳେ, ନାଇଜେରିଆର ଅନ୍ୟତମ ବୃହତ୍ତମ ବେନୁ ନଦୀରେ ବୁଡ଼ି ଯାଇଥିଲା । ଡଙ୍ଗାରେ ପାଖାପାଖି ୧୦୦ ରୁ ଅଧିକ ଯାତ୍ରୀ ଥିଲେ ଏବଂ ସେମାନଙ୍କ ଭିତରୁ ୧୪ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ, ୧୭ଟି ମୃତଦେହ ଉଦ୍ଧାର କରାଯାଇଛି । ଏହା ସହିତ ବାକି ୭୩ ଜଣ ନିଖୋଜ ଅଛନ୍ତି ବୋଲି ନାଇଜେରିଆର ଜାତୀୟ ଜରୁରୀକାଳୀନ ପରିଚାଳନା ଏଜେନ୍ସିର ମୁଖ୍ୟ ଲଦନ ଆୟୁବା ଗଣମାଧ୍ୟମକୁ କହିଛନ୍ତି।

ଅଧିକାରୀମାନେ ଏହି ଦୁର୍ଘଟଣାରର ପ୍ରକୃତ କାରଣ ଖୋଜୁଥିବା ତାରବା ପୋଲିସ ମୁଖପାତ୍ର ଉସମାନ ଅବଦୁଲ୍ଲା କହିଛନ୍ତି । ଉଦ୍ଧାରକାରୀସଂସ୍ଥାକୁ ସ୍ଥାନୀୟ ଓ ମତ୍ସ୍ୟଜୀବୀମାନେ ସାହାଯ୍ୟ କରୁଥିବା ଜଣାପଡିଛି ।

ଭୟଙ୍କର ବୋମା ବିସ୍ଫୋରଣରେ ଥରିଲା ନାଇଜେରିଆ; ୫୦ରୁ ଉର୍ଦ୍ଧ୍ବ ମୃତ, ଅନେକ ଆହତ
ନୂଆଦିଲ୍ଲୀ: ନାଇଜେରିଆରେ ଭୟଙ୍କର ବୋମା ବିସ୍ଫୋରଣ । ବୋମା ବିସ୍ଫୋରଣରେ ୫୦ରୁ ଉର୍ଦ୍ଧ୍ବ ଲୋକ ମୃତ୍ୟୁବରଣ କରିଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନାଇଜେରିଆର ଉତ୍ତର-ମଧ୍ୟ ରାଜ୍ୟ ନସାରାଓ୍ବା ବେନ୍ୟୁ ଅଞ୍ଚଳରେ ବୋମା ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁଯାୟୀ ନସାରାଓ୍ବାରୁ ବେନ୍ୟୁକୁ କିଛି ଗୋ-ପାଳକ ଗୋରୁ ନେଇ ଯାଉଥିବା ସମୟରେ ସେମାନଙ୍କୁ ସ୍ଥାନୀୟ ପ୍ରଶାସନ ଅଟକାଇ ପଚରାଉଚରା କରିଥିଲେ । ସେହି ସମୟରେ ହଠାତ୍ ଘଟିଥିଲା ଭୟଙ୍କର ବିସ୍ଫୋରଣ । ଆଉ ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇଯାଇଥିଲା । ବିସ୍ଫାରଣ ପରେ ୫୦ରୁ ଅଧିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତରଙ୍କ ପରିଚୟ ମିଳିନାହିଁ । ଏପରି ଭୟଙ୍କର ବିସ୍ଫୋରଣ ପଛରେ କାହାର ହାତ ଅଛି ତାହାର ସୂଚନା ମିଳିନାହିଁ । ସ୍ଥାନୀୟ ଅଞ୍ଚଳରୁ ଘେରାବନ୍ଦୀ କରି ଛାନବିନ୍ କରୁଛି ସୁରକ୍ଷା ଏଜେନ୍ସି ।

ଏହି ଘଟଣାକୁ ନେଇ ନସାରାଓ୍ବା ରାଜ୍ୟପାଳ ଗଭୀର ଦଃଖ ପ୍ରକାଶ କରିଛନ୍ତି । ସେ ପ୍ରତିକ୍ରିୟାରେ କହିଛନ୍ତି ଯେ, ପ୍ରକୃତ ମୃତ୍ୟୁସଂଖ୍ୟା ଜଣାପଡି ନାହିଁ । ବିସ୍ଫାରଣ କିପରି ଏବଂ କାହିଁକି ହୋଇଛି ତାହା ତଦନ୍ତ କରାଯାଉଛି ଏବଂ ଖୁବ୍ ଶୀଘ୍ର ଆକ୍ରମଣକାରୀଙ୍କୁ ଖୋଜି ବାହାର କରାଯିବ ।

ଭୁଷୁଡିଲା ୨୨ ମହଲା ବିଶିଷ୍ଟ ନିର୍ମାଣାଧିନ କୋଠା: ୬ମୃତ, ୧୦୦ରୁ ଅଧିକ ନିଖୋଜ
ନାଇଜେରିଆର କମରସିଆଲ କ୍ୟାପିଟାଲ ଲାଗୋସ ଠାରେ ଏକ ନିର୍ମାଣଧିନ କୋଠା ଭୁଷୁଡିଯିବା ଫଳରେ ୬ଜଣଙ୍କ ମୃତ୍ଯୁ ଘଟିଛି । ଏହି କୋଠା ତଳେ  ୧୦୦ ରୁ ଅଧିକ ଶ୍ରମିକ ଚାପି ହୋଇ ରହିଥିବା ସୂଚନା ମିଳିଛି । ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଶ୍ରମିକ ମାନଙ୍କୁ ଖୋଜି ଖୋଜି ଆରମ୍ଭ କରାଯାଇଛି।

ସେପଟେ ଲାଗୋସ ସରକାର କହିଛନ୍ତି ଯେ, ଏହା ଏକ ୨୨ ମହଲା ବିଶିଷ୍ଟ ନିର୍ମାଣାଧିନ କୋଠା ଥିଲା। ଏହା ତିଆରି ଚାଲୁଥିବା ସମୟରେ ଏପରି ଅଘଟଣ ଘଟିଛି । ହେଲେ ଏହି କୋଠା ଭୁଷୁଡିବା ସମୟରେ ନିକଟରେ ଥିବା ଅନ୍ୟ ବିଲ୍ଡିଂ ଗୁଡିକର କୌଣସି କ୍ଷତି ହୋଇନଥିବା ଜଣା ପଡ଼ିଛି।

ଟ୍ବିଟରକୁ ମହଙ୍ଗା ପଡ଼ିଲା ରାଷ୍ଟ୍ରପତିଙ୍କ ଆକାଉଣ୍ଟରୁ ଟ୍ୱିଟ ଡିଲିଟ୍ କରିବା, ନାଇଜେରିଆରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଟ୍ବିଟର
ନୂଆଦିଳ୍ଲୀ: ନାଇଜେରିଆରେ ବ୍ୟାନ୍‌ ହେଲା ଟ୍ୱିଟର। ଟ୍ୱିଟର ଉପରେ ବ୍ୟାନ୍‌ ଲଗାଇଛନ୍ତି ନାଇଜେରିଆ ସରକାର। ଆମେରିକାର ନିୟମ ଉଲ୍ଲଂଘନ କରି ନାଇଜେରିଆ ରାଷ୍ଟ୍ରପତିଙ୍କ ଆକାଉଣ୍ଟରୁ ଏକ ଟ୍ୱିଟ ଡିଲିଟ କରିବା ପରେ ଦେଶ ଅନିର୍ଦ୍ଦିଷ୍ଟ କାଳ ପାଇଁ ଟ୍ୱିଟର ଉପରେ ପ୍ରତିବନ୍ଧକ ଲଗାଇଛି। ଏ ନେଇ ଆମେରିକା ଏବଂ ୟୁରୋପୀୟ ୟୁନିଅନ ଚିନ୍ତା ପ୍ରକଟ କରିଛନ୍ତି। ଅନ୍ତର୍ଜାତୀୟ ମାନବ ଅଧିକାର ଗୋଷ୍ଠୀ ମଧ୍ୟ ଏହି ପଦକ୍ଷେପକୁ ନିନ୍ଦା କରିଛନ୍ତି।

ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ଯନ୍ତ ଟ୍ୱିଟରକୁ ସ୍ଥଗିତ ରଖିବା ନେଇ ନାଇଜେରିଆ ଟେଲିକମ୍ ଅପରେଟର ପକ୍ଷରୁ ଏକ ସରକାରୀ ନିର୍ଦ୍ଦେଶ ନାମା ଜାରି କରାଯାଇଛି।