Street vendor - The Sakala

ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା: ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର
ଭୁବନେଶ୍ବର: କୋଭିଡ ମହାମାରୀ ପାଇଁ ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଇମ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି । ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ (Street vendor) ଉପକୃତ ହେବେ ।