ECMO Machine - The Sakala

ଏସ୍‌ସିବିରେ ପହଞ୍ଚିଲା ୪ ଏକମୋ ମେସିନ୍, ମାଗଣରେ ଚିକିତ୍ସିତ ହେବେ ଗୁରୁତର ରୋଗୀ
କଟକ: ଏସସିବି ମେଡିକାଲରେ ପହଞ୍ଚିଲା ଆଉ ୪ଟି ଏକ୍‌ମୋ ମେସିନ । ଏହାକୁ ମିଶାଇ ତିନୋଟି ପର୍ଯ୍ଯାୟରେ ମୋଟ ୯ଟି ଏକମୋ ମେସିନ ଆସିଛି । ଏଥିପାଇଁ ଆବଶ୍ୟକ ବୈଷୟିକ ଟିମ୍‌କୁ ଚୟନ କରାଯାଇ ସେମାନଙ୍କୁ ଏବେ କୋଲକାତାକୁ ଟ୍ରେନିଂ ପାଇଁ ପଠାଯାଇଛି। ପରେ ଏହି ସବୁ ମେସିନକୁ ଲଗାଯାଇ ଅଗଷ୍ଟ ୧୫ରେ ଉଦଘାଟନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବେ । ଫଳରେ ଅତି ଗୁରୁତର ତଥା ଆବଶ୍ୟକ ରୋଗୀ ମାଗଣାରେ ଏସସିବିରେ ଏକମୋ ଚିକିତ୍ସା ପାଇପାରିବେ।

ସୂଚନା ଯୋଗ୍ୟ ଯେ, କରୋନା ଦ୍ୱିତୀୟ ଲହରରେ ଲୋକେ ବିଶେଷ ଭାବେ ଫୁସଫୁସ୍ ଜନିତ ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଆଉ ଏହାର ଚିକିତ୍ସା ଦିଗରେ ଏକମୋ ବେଶ ଫଳପ୍ରଦ ହୋଇଥିବା ବେଳେ ଏଥିଲାଗି ବାହାର ରାଜ୍ୟକୁ ଲୋକଙ୍କୁ ଯିବାକୁ ପଡ଼ୁଥିଲା । ଏଣୁ ଏହି ସୁବିଧାକୁ ରାଜ୍ୟରେ ଯୋଗାଇଦେବା ପାଇଁ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବା ସହ ବିଦେଶରୁ ଏହି ମେସିନ୍ ଆମଦାନୀ କରିଛନ୍ତି । ଯାହା ଫଳରେ ଲୋକେ ଫୁସଫୁସ୍ ଜନିତ ରୋଗର ଚିକିତ୍ସା ସହଜରେ କରାଇପାରିବେ । ଏବଂ ଏଭଳି ଚିକିତ୍ସା ଲାଗି ଆଉ ବାହାର ରାଜ୍ୟକୁ ମଧ୍ୟ ଯିବାକୁ ପଡ଼ିବନାହିଁ ।

ଭୁବନେଶ୍ୱର ଏମ୍ସକୁ ଆସିଲା ପ୍ରଥମ ECMO ମେସିନ୍
ଭୁବନେଶ୍ୱର: ଓଡ଼ିଶା ଆସିଲା ପ୍ରଥମ ଇକମୋ( ECMO) ମେସିନ୍ । ଭୁବନେଶ୍ୱର ଏମ୍ସ ପ୍ରଥମ ECMO ମେସିନ୍ ପାଇଛି । ଏହାକୁ କାର୍ଯ୍ଯକ୍ଷମ କରିବା ସହ ଅପରେଟ୍ କରିବା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମକୁ ପ୍ରଶିକ୍ଷଣ ଦିଆଯାଇଛି । ଏହି ଡାକ୍ତରୀ ଟିମରେ ଅଛନ୍ତି ଡାକ୍ତର ରୁଦ୍ର ପ୍ରତାପ ମହାପାତ୍ର ଓ ଡାକ୍ତର ସିଦ୍ଧାର୍ଥ ସଥିଆ (ହୃଦରୋଗ ବିଭାଗ), ଡାକ୍ତର କ୍ରିଷ୍ଣା (ଶିଶୁ ରୋଗ) ଓ ଆନେସ୍ଥେସିଓଲୋଜି ବିଭାଗ ମୁଖ୍ୟ ଡାକ୍ତର ସତ୍ୟଜିତ ମିଶ୍ର ।

ବର୍ତ୍ତମାନ ସୁଦ୍ଧା ନର୍ସିଂ କର୍ମଚାରୀଙ୍କୁ ତାଲିମ ଦିଆଯାଇ ନ ଥିବାରୁ ମେସିନ୍ ଚଳାଇବା ନେଇ ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ । ECMO ଚିକିତ୍ସାରେ ଥିବା ଜଣେ ରୋଗୀଙ୍କ ଉପରେ ୨୪ ଘଣ୍ଟା ନଜର ରଖିବାକୁ ପଡିଥାଏ। ସେଥିପାଇଁ ନର୍ସଙ୍କ ଆବଶ୍ୟକତା ରହିଛି ।

କରୋନା ପରେ ଗତବର୍ଷ ଇକମୋ ୟୁନିଟକୁ କାର୍ଯ୍ଯକ୍ଷମ କରାଇବା ପାଇଁ ଲକ୍ଷ୍ୟ ରଖିଥିଲେ ଏମ୍ସ କର୍ତ୍ତୃପକ୍ଷ । ତେବେ ଗତବର୍ଷ ନଭେମ୍ବର ଏଥିପାଇଁ ହୋଇଥିବା ଇ-ଟେଣ୍ଡର କେହି ସାମିଲ ହୋଇ ନଥିଲେ । ଆସନ୍ତା ତିନି ମାସ ଭିତରେ ଦ୍ୱିତୀୟ ECMO ମେସିନ୍ ଆସିବା ନେଇ ଆଶା କରାଯାଉଛି ।

ଖୁବଶୀଘ୍ର ଭୁବନେଶ୍ୱର ଏମ୍ସରେ ସ୍ଥାପନ ହେବ ଦୁଇଟି ECMO ମେସିନ
ଆଉ ECMO ଚିକିତ୍ସା ପାଇଁ ବାହାର ରାଜ୍ୟକୁ ଯିବାକୁ ପଡିବନି । ଓଡ଼ିଶା ଆସିବ ଏକମୋ ମେସିନ । କୋଭିଡ ସ୍ଥିତିରେ ଅନେକ ରୋଗୀ ଗୁରୁତର ହୋଇ ବାହାର ରାଜ୍ୟକୁ ଯାଉଥିବାବେଳେ ଭୁବନେଶ୍ୱର ଏମ୍ସକୁ ଆସିବ ଇକମୋ ମେସିନ୍ । ଭୁବନେଶ୍ୱର AIIMS ପକ୍ଷରୁ ECMO ମେସିନ ପରଚେଜ ଅର୍ଡର ଦିଆଯାଇଛି । ତେଣୁ ଆସନ୍ତା ଦିନରେ ଏହି ମେସିନ ଭୁବନେଶ୍ୱର ଏମସରେ ଉବଲବ୍ଧ ହୋଇପାରିବ ବୋଲି ସୂଚନା ମିଳିଛି । ପ୍ରଥମ ଇକ୍‌ମୋ ମେସିନ ଚଳିତମାସ ଶେଷ ସୁଦ୍ଧା ଲାଗିବ। ପରବର୍ତ୍ତୀ ସମୟରେ ଅନ୍ୟ ଇକ୍‌ମୋ ମେସିନଟି କାର୍ଯ୍ୟକ୍ଷମ ହେବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍‌ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି।

ଏମ୍ସ ଭୁବନେଶ୍ବରରେ ବର୍ତ୍ତମାନ କିଛି ଅଧ୍ୟାପକ ECMO ମେସିନ୍ ପରିଚାଳନା ପାଇଁ ତାଲିମପ୍ରାପ୍ତ ଅଛନ୍ତି ଏବଂ ସମାନ କାର୍ଯ୍ୟ କରିବା ପାଇଁ ଅନୁଷ୍ଠାନ ଅଧିକ ଟେକ୍‌ସିଆନ ନିଯୁକ୍ତି ଲାଗି ପ୍ରକ୍ରିୟା ଆରମ୍ଭ କରିଛି । କୋଭିଡ ସଂକ୍ରମିତ ହେବା ପରେ ଗୁରୁତର ରୋଗୀଙ୍କ ପାଇଁ ଆବଶ୍ୟକ ରହୁଛି ଏହି ମେସିନ । ଯଦ୍ୱାରା ରୋଗୀ ଲାଇଫ୍ ସପୋର୍ଟରେ ରହିବା ଆବଶ୍ୟକ ପଡୁଛି । ଏପରି ସ୍ଥିତିକୁ ନଜରରେ ରଖି ଭୁବନେଶ୍ୱର ଏମସ ପକ୍ଷରୁ କିଣାଯିବ ECMO ମେସିନ । ଅନ୍ୟ ICUରୋଗୀଙ୍କ ପାଇଁ ବ୍ୟବହାର ହେବ ECMO ମେସିନ ।

ବିଦେଶରୁ ଓଡ଼ିଶା ଆସିବ ECMO ମେସିନ୍, ଟେଣ୍ଡର ପ୍ରକ୍ରିୟା ସାରିଛନ୍ତି ରାଜ୍ୟ ସରକାର
କରୋନାରେ ସଂକ୍ରମିତ ହୋଇଥିବା ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ଆବଶ୍ୟକ ପଡୁଛି ECMO ମେସିନ୍ । ଏବେ ରାଜ୍ୟରେ ଏହି ମେସିନର ଅଭାବ ରହିଥିବାରୁ ଗୁରୁତର ରୋଗୀ ବାହାର ରାଜ୍ୟକୁ ଅଧିକ ଚିକିତ୍ସା ପାଇଁ ଯାଉଛନ୍ତି । ଏନେଇ ଡିଏମଇଟି ସିବିକେ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି । ଭାରତରେ ECMO ଉତ୍ପାଦନ ହେଉନାହିଁ । ଏହି ମେସନିକୁ ବିଦେଶରୁ ଆଣିବା ପାଇଁ ପ୍ରକ୍ରିୟା ଚାଲିଛି । ଏଥିପାଇଁ ଟେଣ୍ଡର ସରିଥିବା ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି ।

ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ରୋଗୀର ରକ୍ତ ବାହାରକୁ ଆସି ତାକୁ ଯନ୍ତ୍ର ମାଧ୍ୟମରେ ଅକ୍ସିଜେନେସନ କରାଯାଇ ସେହି ରକ୍ତ ପୁଣି ଶରୀର ଭିତରକୁ ଫେରି ଯାଉଛି । ଏଇଟା ଗୋଟିଏ କୃତିମ ପ୍ରକ୍ରିୟା । ଯେଉଁଥିରେ ଶରୀରର ଅକ୍ସିଜେନକୁ ସାମୟିକ ମେଣ୍ଟେନ କରିହେବ । ଏଭଳି ସାମୟିକ ଭାବେ କିଛି ଦିନ ଟାଣି ନେଇପାରେ । ଏହା ବ୍ୟୟବହୁଳ ଚିକିତ୍ସା । ପ୍ରଥମେ ଏହାକୁ ବ୍ୟବହାର କରିବା ପାଇଁ ୪ରୁ ୫ ଲକ୍ଷ ଟଙ୍କା ଦରକାର ପଡ଼ୁଛି । ପରେ ଚିକିତ୍ସା ଜାରି ରଖିବାକୁ ପ୍ରତ୍ୟେକ ଦିନ ଲକ୍ଷେରୁ ୨ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି ।

ଆଗରୁ ଫୁସଫୁସ୍ ପ୍ରତିରୋପଣ ବେଳେ ଏହାକୁ ବ୍ୟବହାର କରାଯାଉଥିଲା । କୋଭିଡ୍ ପରିସ୍ଥିତିରେ ଅତି ଗୁରୁତର ନିମୋନିଆ ହେଲେ ଭେଣ୍ଟିଲେଟର ଫେଲ ମାରୁଛି, ସେତେବେଳେ ECMOର ଆବଶ୍ୟକତା ପଡୁଛି । ଏବେ ଏହାର ଆବଶ୍ୟକତା ରହୁଛି । ପ୍ରଚାର ପ୍ରସାର ଯୋଗୁଁ ଲୋକଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଯାଇଛି । ECMO ଲଗେଇ ଦେଲେ ରୋଗୀ ବଞ୍ଚିଯିବ ବୋଲି । ସାମୟିକ ଭାବେ ଏହି ମେସିନ୍ କିଛି ଦିନ ରୋଗୀଙ୍କୁ ବଞ୍ଚେଇ ଦେଇପାରେ । ଏହା ନିଶ୍ଚିତ ଲାଇଭ ସେଭିଂ ଯନ୍ତ୍ର । ଏଥିପାଇଁ ମାନବ ସମ୍ବଳ ବରିବା ବହୁତ କଷ୍ଟ ବୋଲି ଡିଏମଇଟି କହିଛନ୍ତି ।