Working Journalist - The Sakala

କୋଭିଡରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାର ସହାୟତା ରାଶି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:କୋଭିଡରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାର ସହାୟତା ରାଶି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ ଭୟବହତା ଭିତରେ ସେବା ଜାରି ରଖିଥିବା ସ୍ୱର୍ଗତ ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତିଙ୍କ କୋଭିଡର ପ୍ରଥମ ଲହରରେ ଦେହାନ୍ତ ଘଟିଥିଲା । ଦୈନିକ ଖବର କାଗଜ ‘ଆଜିକାଲି’ର ସମ୍ପାଦକ ତଥା ମୁଖ୍ୟ କରସ୍ପଣ୍ଡେଣ୍ଟ ଥିଲେ ବିଜୟଲକ୍ଷ୍ମୀ ।

ଓଡ଼ିଶାର ସାମ୍ବାଦିକ ମାନଙ୍କୁ ସମ୍ମୁଖ ଯୋଦ୍ଧା ଭାବରେ ଘୋଷଣା କରିଥିଲେ ରାଜ୍ୟ ସରକାର । କୋଭିଡରେ ଯଦି କୈଣସି କର୍ତ୍ତବ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ ଘଟେ, ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ରାଶି ଯୋଗାଇଦିଆଯିବା ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ଅନେତକ ସାମ୍ବାଦିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ରାଶି ଯୋଗାଇ ଦିଆଯାଇଛି । ଆଜି ସ୍ୱର୍ଗତ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରିବାରକୁ ମଧ୍ୟ ସହାୟତା ଅର୍ଥ ପ୍ରଦାନ ନେଇ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ।

ବଢ଼ିଲା ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ପାଇଁ ଆବେଦନର ଅବଧି
ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ନେଇ ଆବେଦନ ଅବଧି ବୃଦ୍ଧି କରାଯାଇଛି । ଜୁନ ୨୬ ତାରିଖ ପର୍ଯ୍ୟନ୍ତ ବଢ଼ିଲା ଆବେଦନ କରିବାର ସମୟ । କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବୀମା ଯୋଜନା ୨୦୧୬ ରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳୁଛି ଚିକିତ୍ସା ସୁବିଧା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ।

The last date for receipt of proposals under “Odisha State Working Journalists’ Health Insurance Scheme-2016” has been extended to 26.06.2021.

— Manas Mangaraj (@manasrmangaraj) June 11, 2021

ସ୍ୱାସ୍ଥ୍ୟ ବୀମା ଯୋଜନାରେ କର୍ମଜୀବୀ ସାମ୍ୱାଦିକଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ଏହି ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇପାରିବେ। ସ୍ୱାସ୍ଥ୍ୟ ବୀମା କାର୍ଡ଼ ଗୁଡ଼ିକ ସମ୍ପୃକ୍ତ ସାମ୍ୱାଦିକମାନଙ୍କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଜରିଆରେ ବଣ୍ଟନ କରାଯିବ। ହିତାଧିକାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ବୀମା ଆଇଡିଣ୍ଟିଫିକେସନ୍‌ ନମ୍ୱର ବ୍ୟବହାର କରି ଏହି ସୁବିଧା ପାଇପାରିବେ ।