Duplicate Corona Medicine - The Sakala

ନକଲି ଔଷଧ କାରବାର ମାମଲାରେ ୩ ଜଣଙ୍କୁ ଗିରଫ କଲା ଏସଟିଏଫ
ନକଲି କରୋନା ଔଷଧ କାରବାର ମାମଲାରେ ଏସଟିଏଫର ଗିରଫଦାରୀ । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ମେଡିଲଏଡ ପ୍ରାଇଭେଟ୍‌ ଲିମିଟେଡର୍‌ ନିର୍ଦ୍ଦେଶକ ଓ ଏହି କମ୍ପାନୀର ୨ ସଦସ୍ୟଙ୍କୁ ଏସଟିଏଫ ଗିରଫ କରିଛି। ଏମାନେ ନକଲି ଫାଭି-ମାକ୍ସ ଔଷଧ କିଣି ଓଡିଶା ବଜାରରେ ବିକ୍ରି ପାଇଁ ଯୋଜନା କରୁଥିବା ନେଇ ଅଭିଯୋଗ ହୋଇଛି । ସମ୍ପୃକ୍ତ କମ୍ପାନୀ ଓ ଗିରଫ ଅଭିଯୁକ୍ତଙ୍କ ଆକାଉଣ୍ଟରୁ ପୋଲିସ୍ ୫୦ ଲକ୍ଷରୁ ଉର୍ଦ୍ଧ ଟଙ୍କା ଜବତ କରିଛି । ଏବେ ଘଟଣାର ତଦନ୍ତ ଜାରି ରହିଥିବା ଏସ୍‌ଟିଏଫ୍‌ ସୂଚନା ଦେଇଛି।

ସୂଚନାଯୋଗ୍ୟ, କିଛିଦିନ ତଳେ କଟକରୁ ନକଲି ଫାଭିମାକ୍ସ-୨୦୦ ଓ ଫାଭିମାକ୍ସ ୪୦୦ ମେଡିସିନ୍ ଜବତ ହୋଇଥିଲା। ଯାହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ପାଇବା ପରେ ଓଡ଼ିଶା, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରେ ତଦନ୍ତକାରୀ ଟିମ୍ ପହଞ୍ଚି ତନାଘନା କରୁଥିଲା। ତେବେ ଆଜି ମୁମ୍ବାଇ ପୋଲିସ ଏହି ଘଟଣାରେ ନକଲି ଓଷଧ ତିଆରି କରୁଥିବା ‘ମ୍ୟାକ୍ସ ରିଲିଫ ହେଲ୍ଥ କେୟାର’ କମ୍ପାନୀର ଦୁଇଜଣ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି।

ରାଜ୍ୟରେ ନକଲି କରୋନା ମେଡିସିନ: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ରାଜ୍ୟରେ ନକଲି କରୋନା ଔଷଧ କାରବାରର କ୍ରାଇମବ୍ରାଞ୍ଚ ତଦନ୍ତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି । ସେପଟେ ଡ୍ରଗ୍ସ କଣ୍ଟ୍ରୋଲ କହିଛନ୍ତି, ରାଜ୍ୟରେ ଜବତ ହୋଇଥିବା ଫାଭିପିରାଭିର ମେଡିସିନ ଭେଜାଲ । ହରିୟାଣା ଓ ମହାରାଷ୍ଟ୍ର ସରକାର ଏହି ମେଡିସିନରେ ଭେଜାଲ ଥିବା ସୂଚନା ଦେଇଥିଲେ । ସୂଚନା ପାଇବା ପରେ ଓଡ଼ିଶାରେ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଡ୍ରଗ୍ସ କଣ୍ଟ୍ରୋଲର ଅନ୍ନଦା ଶଙ୍କର ଦାସ ଏହି ସୂଚନା ଦେଇଛନ୍ତି ।

ଏହି ମେଡିସିନରୁ 40 ହଜାର 600 ଗୋଆଲିଅର ପଠା ଯାଇଥିବା ବେଳେ ବାକି 17 ହଜାର 400 ଜବତ ହୋଇଛି । ସେଥିରୁ 400ଟି ଟେଷ୍ଟିଂ ପାଇଁ ପଠାଯାଇଛି । ମ୍ୟାକ୍ସ ରିଲିଫ ହେଲ୍‌ଥ କେୟାର କମ୍ପାନୀର ଏହି ମେଡିସିନ । ଏହା ବାଦ ବାକି ଭିଟାମିନ – ସି ଓ ଆଜିଥ୍ରୋମାଇସିନ ମେଡିସିନ ଭଳି 9 ଟି ବିଭିନ୍ନ ମେଡିସିନ ଜବତ କରାଯାଇଛି । ଜବତ ସବୁ ମେଡିସିନ୍ ସେହି ସମାନ କମ୍ପାନୀର ହୋଇଥିବାରୁ ଏହା ବି ଭେଜାଲ ହୋଇଥାଇ ପାରେ ବୋଲି ସନ୍ଦେହ କରାଯାଉଛି । ସେଥିପାଇଁ ସେଗୁଡିକୁ ମଧ୍ୟ ଟେଷ୍ଟିଂ ପାଇଁ ପଠାଯାଇଛି । ତେବେ ଭେଜାଲ ଫାଭିପିରାଭିର ମେଡିସିନ ରାଜ୍ୟରେ ଗୋଟିଏ ବି ବ୍ୟବହାର ହୋଇନାହିଁ ।

ସେପଟେ ସବୁ ଭେଜାଲ ମେଡିସିନ ହିମାଚଳ ପ୍ରଦେଶରୁ ଉତ୍ତର ପ୍ରଦେଶ ଦେଇ ଓଡ଼ିଶା ଆସିଥିଲା । ମେଡିସିନ ଉପରେ ହିମାଚଳ ପ୍ରଦେଶ ଲେଖାଯାଇଥିଲେ ବି ଏପରି କିଛି କମ୍ପାନୀ ସେଠାରେ ନାହିଁ । ରାଜ୍ୟର 13ରୁ 14ଟି ଜିଲ୍ଲାରେ ଚଢ଼ାଉ କରାଯାଇଛି । କେବଳ ବଲାଙ୍ଗୀରରେ ଭେଜାଲ ଫାଭିପିରାଭିର ମେଡିସିନର ଅଳ୍ପ ନୁମୁନା ମିଳିଥିବା ବେଳେ ଅନ୍ୟ ସବୁ ସ୍ଥାନରେ ବାକି 9 ଟି ମେଡିସିନିର ନୁମୁନା ମିଳିଛି । ଅବ୍ୟଶକ ପଡ଼ିଲେ ବାହାର ରାଜ୍ୟକୁ ଯାଞ୍ଚ ପାଇଁ ଏକ ଟିମ ଯିବ ବୋଲି ଡ୍ରଗ୍ସ କଣ୍ଟ୍ରୋଲର ଅନ୍ନଦା ଶଙ୍କର ଦାସ ସୂଚନା ଦେଇଛନ୍ତି ।

୬୯ ଲକ୍ଷ ଟଙ୍କାର ନକଲି କରୋନା ମେଡିସିନ୍ ଜବତ
ନକଲି କାରବାରରେ ସୀମା ଟପିଲା କଟକ । କଟକରେ ୬୯ ଲକ୍ଷ ଟଙ୍କାର ନକଲି କରୋନା ମେଡିସିନ୍‌ ଜବତ କଲା ଡ୍ରଗ ଡିପାଟମେଣ୍ଟ । କନିକାଛକ ନିକଟରେ ଥିବା ଏକ ମେଡ଼ିସିନ ହୋଲସେଲ ଗୋଦାମ ଉପରେ ଜିଲ୍ଲା ଡ୍ରଗ ଡିପାଟମେଣ୍ଟର ଚଢ଼ାଉ । ୬୯ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ କରାଯାଇଛି । ଉତ୍ତରପ୍ରଦେଶର ମାକ୍ସ ରିଲିଫ ହେଲଥ କେୟାର ନାମକ କମ୍ପାନୀରୁ ଏହି ଔଷଧ ଆସୁଥିଲା।ହୋଲସେଲର ବିରୁଦ୍ଧରେ ଡ୍ରଗ ଆଣ୍ଡ କସମେଟିକ ଆଇନ ମୁତାବକ କଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।