School Uniform - The Sakala

ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି
ଭୁବନେଶ୍ୱର: ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି ହୋଇଛି। ଛୁଟି ଭିତରେ ସମସ୍ତଙ୍କୁ ଡ୍ରେସ ଯୋଗାଇ ଦିଆଯିବ। ୧୦ ତାରିଖ ଭିତରେ ଶ୍ରେଣୀ ବର୍ଗ ହିସାବରେ ନିର୍ଦ୍ଧାରଣ କରାଯିବା ସହ ୧୨ ତାରିଖ ସୁଦ୍ଧା ଏଜେନ୍ସୀ ଚୟନ କରାଯାଇ କାର୍ଯ୍ୟାଦେଶ ବଣ୍ଟନ କରାଯିବ। ତେବେ କେବେ ସ୍କୁଲ ଛୁଟି ହେବ କିଛି ନିଷ୍ପତ୍ତି ହୋଇନି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ସମୟ ଦେଖି ସଠିକ୍ ସମୟରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।

ଏଥରକ ଖରା ଛୁଟି ପୂର୍ବରୁ ସବୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବା ନେଇ ପୂର୍ବରୁ ଗଣଶିକ୍ଷା ବିଭାଗ ପୂର୍ବରୁ ନିର୍ଦ୍ଦେଶ ଦେଇସାରିଥିଲା । ଉକ୍ତ ନିର୍ଦ୍ଦେଶକୁ ପାଳନ କରିବା ସହ ତୁରନ୍ତ ଜିଲ୍ଲାସ୍ତରୀୟ କମିଟି ୟୁନିଫର୍ମ ବଣ୍ଟନ ଉପରେ ଦୃଷ୍ଟି ଦେବାକୁ କୁହାଯାଇଛି ବୋଲି କହିଛନ୍ତି ମନ୍ତ୍ରୀ ।

ସ୍କୁଲ ପିଲାଙ୍କୁ ପୋଷାକ ଯୋଗାଇବେ ପୁରୁଣା ଏଜେନ୍ସି, ୨୭ ତାରିଖ ସୁଦ୍ଧା ହେବ ବଣ୍ଟନ
ଭୁବନେଶ୍ୱର: ୨୦୨୫-୨୬ ଶିକ୍ଷାବର୍ଷ ଶେଷ ସୁଦ୍ଧା ସ୍କୁଲ୍‌ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ହୋଇ ପାରିଲା ନାହିଁ। ଏହାକୁ ନେଇ ସରକାର ଓ ଗଣଶିକ୍ଷା ବିଭାଗ ଯାବତୀୟ ସମାଲୋଚିତ ହେଲେ। ଏହାପରେ ସରକାରଙ୍କ ନିଦ ଭାଙ୍ଗିଛି। ଚଳିତ ଶିକ୍ଷାବର୍ଷରେ ଖରାଛୁଟି ହେବା ପୂର୍ବରୁ ଅର୍ଥାତ୍‌ ଆସନ୍ତା ୨୭ ତାରିଖ ସୁଦ୍ଧା ପୋଷାକ ବଣ୍ଟନ ପ୍ରକ୍ରିୟା ସାରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଏ ସଂକ୍ରାନ୍ତରେ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କରାଯିବା ସହ ସଠିକ୍‌ ସମୟରେ କାର୍ଯ୍ୟାନ୍ୱୟନ କରିବାକୁ ଗୁରୁତ୍ୱ ଦିଆଯାଇଛି।

ସୂଚନା ଅନୁସାରେ ଚଳିତ ବର୍ଷ ପୋଷାକ ବଣ୍ଟନ ପାଇଁ ନୂତନ ଭାବେ କୌଣସି ସ୍ୱୟଂ ସହାୟକ ଗୋଷ୍ଠୀ ବା ଏଜେନ୍ସିକୁ ଚୟନ କରାଯିବ ନାହିଁ। ପୂର୍ବବର୍ଷ ଅର୍ଥାତ୍‌ ୨୦୨୫-୨୬ ଶିକ୍ଷାବର୍ଷରେ ପୋଷାକ ଯୋଗାଇଥିବା ସଂସ୍ଥା ଚଳିତ ବର୍ଷ ମଧ୍ୟ ପୋଷାକ ଯୋଗାଇବେ। କଳା ତାଲିକା ଭୁକ୍ତ ହୋଇଥିବା ସଂସ୍ଥାକୁ ବିଚାରକୁ ନିଆଯିବ ନାହିଁ। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ କମିଟି ବସି ପୋଷାକ ବିତରଣ ପାଇଁ ପ୍ରସ୍ତୁତି କରିବେ। ଆସନ୍ତା ୧୦ ତାରିଖ ସୁଦ୍ଧା ଛାତ୍ରଛାତ୍ରୀଙ୍କ ତଥ୍ୟ ବିଦ୍ୟାଳୟଗୁଡ଼ିକ ଦାଖଲ କରିବେ। ୧୨ ତାରିଖ ମଧ୍ୟରେ ସେ ସବୁକୁ ଯାଞ୍ଚ କରିବା ସହ ପୂର୍ବରୁ ମନୋନୀତ ସଂସ୍ଥାକୁ ପୋଷାକ ଯୋଗାଇବାକୁ କାର୍ଯ୍ୟାଦେଶ ପ୍ରଦାନ କରାଯିବ। ଆସନ୍ତା ୨୭ ତାରିଖ ସୁଦ୍ଧା ସମସ୍ତ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ସୁନିଶ୍ଚିତ କରାଯିବ। ପୋଷାକ ମାନ ଯାଞ୍ଚ ସହ ଆସିଥିବା ସମସ୍ତ ଅଭିଯୋଗକୁ ୩୦ ତାରିଖ ମଧ୍ୟରେ ସମାଧାନ କରି ମେ ୨ ତାରିଖ ସୁଦ୍ଧା ଓସେପାକୁ ବିଦ୍ୟାଳୟଗୁଡ଼ିକ ରିପୋର୍ଟ କରିବେ। ଏହି ସମୟ ଅବଧିର ଯେପରି ଖିଲାପ ନ ହୁଏ, ସେଥିପାଇଁ କଡ଼ା ତାଗିଦ କରାଯାଇଛି।

ସଠିକ୍‌ ସମୟରେ ପୋଷାକ ବଣ୍ଟନ ପାଇଁ ଡିଇଓମାନେ ନିୟମିତ ଭାବେ ସମୀକ୍ଷା କରିବେ। ବ୍ଲକ୍‌ ଶିକ୍ଷା ଅଧିକାରୀମାନେ ପ୍ରତିଦିନ କାର୍ଯ୍ୟାନ୍ୱୟନ ସମ୍ପର୍କିତ ତଥ୍ୟ ଡିଇଓଙ୍କୁ ପ୍ରଦାନ କରିବେ। ସେହିପରି ପ୍ରତି ୩ ଦିନରେ ଥରେ ଡିଇଓମାନେ ଓସେପାକୁ ରିପୋର୍ଟ କରିବାକୁ କୁହାଯାଇଛି। ମାତ୍ର ୨୦ ଦିନରେ ସମଗ୍ର ପୋଷାକ ବଣ୍ଟନ ପ୍ରକ୍ରିୟା ସରିବା ନେଇ ଅଭିଭାବକ ଓ ଶିକ୍ଷାବିତମାନେ ଆଶଙ୍କା ପ୍ରକାଶ କରିଥିବାବେଳେ ପୋଷାକର ମାନକୁ ନେଇ ମଧ୍ୟ ସନ୍ଦେହ ପ୍ରକଟ କରୁଛନ୍ତି।

ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାକୁ ସବୁ ଜିଲ୍ଲାପାଳଙ୍କୁ ଗଣଶିକ୍ଷା ବିଭାଗର ଚିଠି
ଭୁବନେଶ୍ୱର: ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ବଣ୍ଟନ କର । ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପୂର୍ବ ଶିକ୍ଷାବର୍ଷରେ ପୋଷାକ ଦେବାରେ ବିଳମ୍ବ ହୋଇଥିବାରୁ ଏଥର ଖରାଛୁଟି ପୂର୍ବରୁ ପୋଷାକ ବଣ୍ଟନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

ପୂର୍ବ ଶିକ୍ଷାବର୍ଷରେ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ଛାତ୍ରଛାତ୍ରୀମାନଙ୍କୁ ସ୍କୁଲ ୟୁନିଫର୍ମ କ୍ରୟ, ସିଲେଇ ଓ ବଣ୍ଟନରେ ଅତ୍ୟଧିକ ବିଳମ୍ବ ହେଉଥିବା ବିଭାଗର ଦୃଷ୍ଟିକୁ ଆସିଛି । ଏଭଳି ବିଳମ୍ବ କେବଳ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଅସୁବିଧାର ପକାଉନି ବରଂ ପିଲାଙ୍କ ଭିତରେ ଯେଉଁ ସମାନତା ଭାବନା ସୃଷ୍ଟି କରିବାର ଉଦ୍ଦେଶ୍ୟ ରହିଛି ତାହା‌ ପୂରଣ ହେଉନି । ତେଣୁ ଏସବୁକୁ ଦୃଷ୍ଟିରେ ରଖି ୨୦୨୬-୨୭ ଶିକ୍ଷାବର୍ଷରେ ସମୟାନୁସାରେ ପୋଷାକ ବିତରଣ କରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଅନୁରୋଧ କରାଯାଇଛି । ଗ୍ରୀଷ୍ମ ଛୁଟି ଆରମ୍ଭ ହେବା ପୂର୍ବରୁ ସ୍କୁଲ ପୋଷାକ କ୍ରୟ, ସିଲେଇ ଏବଂ ବଣ୍ଟନର ପ୍ରକ୍ରିୟା ଶେଷ କରିବା ପାଇଁ ଆଗୁଆ ପଦକ୍ଷପ ନେବାକୁ ବିଭାଗ ପକ୍ଷରୁ କୁହାଯାଇଛି ।

ଏଥିସହିତ ପୋଷାକ ବଣ୍ଟନରେ ଯଦି କୌଣସି ଅଭିଯୋଗ ଆସେ, ତେବେ ତାହାକୁ ତୁରନ୍ତ ସମାଧାନ କରିବା ପାଇଁ ଏକ ସ୍ୱତନ୍ତ୍ର ‘ଅଭିଯୋଗ ପ୍ରତିକାର’ ବ୍ୟବସ୍ଥା ମଧ୍ୟ କାର୍ଯ୍ୟକାରୀ ହେବ । ସରକାର ଏହି ବିଷୟକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଇବା ସହ ସମସ୍ତ ଜିଲ୍ଲାପାଳମାନଙ୍କୁ ବ୍ୟକ୍ତିଗତ ଭାବେ ଏହାର ସମୀକ୍ଷା କରିବାକୁ ଅନୁରୋଧ କରିଛନ୍ତି । ପ୍ରତି ୧୫ ଦିନରେ ଏହାର ଅଗ୍ରଗତି ସମ୍ପର୍କିତ ରିପୋର୍ଟ ଓସେପା (OSEPA) ଏବଂ ଶିକ୍ଷା ବିଭାଗ ନିକଟରେ ଦାଖଲ କରିବାକୁ ବାଧ୍ୟତାମୂଳକ କରାଯାଇଛି ।