Love Affairs - The Sakala

ଏକ ତରଫା ପ୍ରେମ ହେଲା କାଳ, ଯୁବକକୁ ପିଟି ପିଟି ମାରିଦେଲେ ଝିଅର ପରିବାର ଲୋକେ !
ସୋର: ମହଙ୍ଗା ପଡ଼ିଲା ପ୍ରେମ ନିବେଦନ । ଏକ ତରଫା ପ୍ରେମ ବ୍ୟାପାରକୁ ନେଇ ଯୁବକକୁ ପିଟି ପିଟି ମାରିଦେଲେ ଝିଅର ପରିବାର ଲୋକେ l ମୃତ ଯୁବକ ହେଲେ ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ପୁରୁଷୋତ୍ତମ ଗାଁର ସୁଦର୍ଶନ ସୁତାରଙ୍କ ପୁଅ ସୁବାସ ସୁତାର । ସୂଚନା ଅନୁସାରେ, ସୁବାସ ଜଣେ ଯୁବତୀଙ୍କୁ ମୋବାଇଲରେ ପ୍ରେମ ନିବେଦନ କରିଥିଲେ । ପରବର୍ତ୍ତୀ ସମୟରେ ଝିଅର ପରିବାର ଲୋକେ ଏହା ଜାଣି ସୁବାଷଙ୍କୁ ଟେକି ନେଇ ବିରବ୍ରହ୍ମପୁର ସ୍କୁଲ ପରିସରରେ ଥିବା ଅଙ୍ଗନବାଡ଼ିର ଏକ ଖୁଣ୍ଟରେ ବାନ୍ଧି ନିର୍ଧୁମ ପିଟିଥିଲେ । ପରେ ସୁବାଷଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସିମୁଳିଆ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅଭିଯୋଗ ପରେ ସିମୁଳିଆ ପୋଲିସ ଝିଅର ଭଣଜାକୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି ।

ବିବାହ ପାଇଁ ପ୍ରେମିକା ମନା କରିବାରୁ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
ମାଲକାନଗିରି: ପ୍ରେମ ପାଇଁ ଟାୱାରରେ ଚଢ଼ି ଯୁବକଙ୍କ ହାଇଡ୍ରାମା । ବିବାହ ପାଇଁ ମନାକଲା ପ୍ରେମିକା । ମୋବାଇଲ ଟାୱାରରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ । ଉଦ୍ଧାର କଲା ଅଗ୍ନିଶମ ବିଭାଗ । ମାଲକାନଗିରି ଜିଲ୍ଲା ପଡିଆ ଥାନା ଅନ୍ତର୍ଗତ ସିଙ୍ଗରାଜକୋଣ୍ଡା ଗାଁରୁ ଆସିଛି ଏପରି ଖବର । ଯୁବକ ଜଣକ ହେଲେ ୩୦ ବର୍ଷୀୟ ଆଡ଼ମା ମାଡ଼କାମ । ସୂଚନା ଅନୁସାରେ,ପ୍ରେମିକାଙ୍କର ପୂର୍ବରୁ ବିବାହ କରି ସନ୍ତାନ ଥିବାରୁ ସେ ବିବାହକୁ ମନା କରିଥିଲେ । ଏହା ପରେ ଯୁବକ ଜଣଙ୍କ ପ୍ରେମିକାଙ୍କ ଗାଁକୁ ଆସି ସେଠାରେ ଥିବା ଟାୱାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ  । ପ୍ରାୟ ୩ ଘଣ୍ଟା ଧରି ଚାଲିଥିଲା ହାଇ-ଭୋଲଟେଜ ଡ୍ରାମା ।  ଶେଷରେ ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ  ଉଦ୍ଧାର କରିଥିଲା । ସୁରକ୍ଷିତ ଭାବେ ତାଙ୍କୁ ତଳକୁ ଅଣାଯାଇଥିଲା ।