Gajpati - The Sakala

ପ୍ରେମିକ ସହ ମିଶି ସ୍ବାମୀକୁ ହତ୍ୟା
ଗଜପତି: ପ୍ରେମିକ ସହ ମିଶି ସ୍ବାମୀକୁ ହତ୍ୟା । ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମର କୃଷ୍ଣଚନ୍ଦ୍ର ବେହେରାଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣାରେ ସ୍ତ୍ରୀ ସସ୍ମିତା ଓ ତାଙ୍କ ପ୍ରେମିକ ଗିରଫ ହୋଇଛନ୍ତି। କୃଷ୍ଣଚନ୍ଦ୍ରଙ୍କୁ ହତ୍ୟା ସନ୍ଦେହରେ ସ୍ତ୍ରୀ ସସ୍ମିତା ଓ ତାଙ୍କ ପ୍ରେମିକ ଗଜପତି ଜିଲ୍ଲା ମୋହନାର ଗାରମେଣ୍ଟ ବ୍ୟବସାୟୀ ଶଙ୍କର୍ଷଣ ଗୌଡ଼ଙ୍କୁ ଗିରଫ କରିଛି ପୋଲିସ । ଗତ ୧୯ ତାରିଖରୁ କୃଷ୍ଣଚନ୍ଦ୍ର ନିଖୋଜ ହୋଇଯାଇଥିଲେ । ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା ମାଙ୍କଡଡିଆଁ ନାଳରୁ ଅଖା ଭିତରୁ ମୃତଦେହ ଉଦ୍ଧାର କରିଛି ପୋଲିସ ।

ଶବବ୍ୟବଚ୍ଛେଦ ପାଇଁ ପଠାଇବା ସହ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରି ପଚରାଉଚରା କରୁଛି । ପ୍ରାଥମିକ ତଦନ୍ତରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ପୋଲିସ ପୋଲିସ ଜାଣିବାକୁ ପାଇଛି । ସସ୍ମିତା ଓ ଶଙ୍କର୍ଷଣ କଲେଜ ସମୟରୁ ପରସ୍ପରକୁ ଭଲ ପାଉଥିଲେ । କୃଷ୍ଣଚନ୍ଦ୍ରଙ୍କ ସହ ସସ୍ମିତାଙ୍କ ବିବାହ ପରେ ବି ଶଙ୍କର୍ଷଣ ତାଙ୍କ ଶାଶୁଘରକୁ ଯାଆସ କରୁଥିଲେ । ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ପ୍ରଘଟ ହେବା ପରେ ସସ୍ମିତାଙ୍କୁ କୃଷ୍ଣଚନ୍ଦ୍ର ତାଗିଦ କରିଥିଲେ । ଫଳରେ କୃଷ୍ଣଚନ୍ଦ୍ରଙ୍କୁ ରାସ୍ତାରୁ ହଟାଇବାକୁ ସସ୍ମିତା ଓ ଶଙ୍କର୍ଷଣ ଯୋଜନା କରିଥିଲେ ।

ଚିକିତ୍ସା ପାଇଁ କେହି ବିକିବେନି ସମ୍ପତ୍ତି, ପ୍ରତିଟି ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟର ଦାୟିତ୍ୱ ମୋର- ମୁଖ୍ଯମନ୍ତ୍ରୀ
ଗଜପତି: ଐତିହାସିକ ଅଭିଯାନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଆଜି ଦିନିକିଆ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ଦଶରା ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ ସହ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମରେ ଯୋଗଦେଇ ୭୯୬ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି ।

ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗଜପତି ଜିଲ୍ଲାର ମହାନ ଜନ ନାୟk ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କୁ ସ୍ଣରଣ କରିଛନ୍ତି ମୁଖ୍ୟମନ୍ତ୍ରୀ  । ଜିଲ୍ଲାର ସମସ୍ତ ମହାପୁରୁଷଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଏଥି ସହିତ ଗଜପତି ଜିଲ୍ଲାର ପାରିପାର୍ଶ୍ୱିକ ଉନ୍ନତି ପାଇଁ ୩୬ କୋଟି ଟଙ୍କା ପ୍ରଦାନ କରିଥିବା ନେଇ ଘୋଷଣା କରିଛିନ୍ତି  । ବିଜୁ ସ୍ୱାସ୍ଥ୍ୟ କାର୍ଡ ଦ୍ୱାରା ଜିଲ୍ଲାବାସୀ ନିରୋଗ ଜୀବନ ଯାପନ କରିପାରିବେ  ।

ଚିକିତ୍ସା ପାଇଁ କେହି ଲୋନ କରିବେ ନାହିଁ, ଜମି ବିକିବେ ନାହିଁ  । ସରକାର ସମସ୍ଥଙ୍କ ସ୍ୱାସ୍ଥ୍ୟର ସଠିକ ଚିକିତ୍ସା ନିମନ୍ତେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଆରମ୍ଭ କରିଛନ୍ତି  । ଯଦ୍ୱାରା ପୁରୁଷ ୫ ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ନେଇପାରିବେ  । ସେହିପରି ମହିଳା ମାନେ ମଧ୍ୟ ୧୦ ଲକ୍ଷ ପର୍ଯ୍ୟନ୍ତ ସୁବିଧା ଉପଲବ୍ଧ କରିପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଦେଶର ଯେକୌଣସି ସ୍ଥାନରେ ମଧ୍ୟ ହିତାଧିକାରୀ ଏହାର ସଫଳ ଫାଇଦା ଉଠାଇପାରିବେ। ତେଣୁ ଗଜପତିର ପ୍ରତିଟି ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟର ଦାୟିତ୍ୱ କେବଳ ମୋର ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।  ରାଜ୍ୟ ସରକାରଙ୍କ ଯୋଜନା ଗୁଡ଼ିକୁ ତୃଣମୂଳସ୍ତରରେ ସଫଳ ରୂପାୟନ ପାଇଁ ଜିଲ୍ଲାର ୭ଟି ବ୍ଲକ ପାଇଁ ୭ଜଣ ମନ୍ତ୍ରୀ ଓ ଦଳୀୟ ଉପଦେଷ୍ଟାଙ୍କୁ ଦାୟିତ୍ବ ଦିଆଯାଇଛି ।

ଗୁଣିଗାରେଡ଼ି ସନ୍ଦେହରେ ବାପା ପୁଅଙ୍କୁ ଗଳା କାଟି ହତ୍ୟା
ଗଜପତି : ଅନ୍ଧବିଶ୍ୱାସକୁ ନେଇ ପୁଣି ହତ୍ୟାକାଣ୍ଡ l ଏଭଳି ଅଘଟଣ ଘଟିଛି ଗଜପତି ଜ଼ିଲ୍ଲା ଅଡବା ଥାନା ମୁଠାଗୁଡା ଗ୍ରାମରେ l ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ୱାସକୁ ନେଇ ବାପା ପୁଅ ଙ୍କୁ ଗଳା କାଟି ହତ୍ୟା କରାଯାଇଛି l ବାପପୁଅଙ୍କୁ ଅତିନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକା ଦଳବେହେରା ଓ ତାଙ୍କ ପୁଅ ଅନକ ଦଳବେହେରା। ଗତ କାଲି ରାତିରେ ଲୁକା ଏବଂ ପୁଅ ଅନକ ନିଜ କାଜୁ ବାଡିକୁ ଯାଇଥିବା ସମୟରେ କିଛି ଦୁର୍ବୁତ୍ତ ସେମାନଙ୍କୁ ଆକ୍ରମଣ କରିଥିଲେ । ଘଟଣା ସ୍ଥଳରେ ଲୁକାଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଆହତ ଅବସ୍ଥାରେ ଅନକ ଘରେ ପହଞ୍ଚିଥିଲେ । ପରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା l

ଲୁକା ନିଜ ପରିବାର ସହ ୧୦ ବର୍ଷ ହେଲା ନିଜ ଗ୍ରାମ ପାଟିପଙ୍କାରୁ ଆସି ମୁଠାଗୁଡାରେ ଚାଷବାସ କରି ରହୁଥିଲେ l ତେଵେ ଗୁଣିଗାରେଡିରୁ ହତ୍ୟାକାଣ୍ଡ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ଆର. ଉଦୟଗିରି S. D. P. O ଙ୍କ ନେତୃତ୍ୱରେ ମୋହନା ଏବଂ ଅଡବା ପୋଲିସ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ଅନ୍ୟପଟେ ଅନେକ ଦିଗକୁ ନେଇ ପୋଲିସ ତଦନ୍ତ କରୁଥିବା S. D. P. O ଦିଲ୍ଲୀପ କୁମାର ନାୟକ ସୂଚନା ଦେଇଛନ୍ତି l

ଲୁକା ଦଳବେହେରା ଗୁଣିଗାରେଡ଼ି କରି ଗାଁରେ ଲୋକଙ୍କୁ ହତ୍ୟା କରୁଛି ବୋଲି କିଛି ଲୋକ ସନ୍ଦେହ କରିଆସୁଥିଲେ। କିଛି ଦିନ ପୂର୍ବରୁ ଗାଁରେ ଜଣେ ନାବାଳକର ମୃତ୍ୟୁ ହେବା ପରେ ଲୋକେ ତାଙ୍କ ଉପରେ ଦୋଷ ଲଦିଥିଲେ। ସେଥିପାଇଁ ତାଙ୍କୁ ଓ ତାଙ୍କ ପୁଅକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।