OTDC - The Sakala

ଶାମୁକା ପ୍ରକଳ୍ପକୁ ମିଳିବ ନବକଳେବର: ମାଷ୍ଟର ପ୍ଲାନରେ ହେବ ବଡ଼ ପରିବର୍ତ୍ତନ, ଓଟିଡିସିକୁ ନିର୍ଦ୍ଦେଶ
ବହୁ ପ୍ରତୀକ୍ଷିତ ଶାମୁକା ବେଳାଭୂମି ପ୍ରକଳ୍ପକୁ ପୁନର୍ଜୀବିତ କରିବା ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ପୁରୀ ନିକଟରେ ହେବାକୁ ଥିବା ଏହି ବିଶାଳ ପର୍ଯ୍ୟଟନ ପ୍ରକଳ୍ପର ମାଷ୍ଟର ପ୍ଲାନରେ ସଂଶୋଧନ କରାଯିବ। ଏଥିପାଇଁ ଏକ ସ୍ୱତନ୍ତ୍ର ଏଜେନ୍ସି ନିୟୋଜିତ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (OTDC) କୁ ନିର୍ଦ୍ଦେଶ ଦିଆଯାଇଛି।

କାହିଁକି ବଦଳିବ ମାଷ୍ଟର ପ୍ଲାନ୍?

ପୁରୀରେ ପ୍ରସ୍ତାବିତ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ଏରୋ ସିଟି ଯୋଗୁଁ ସ୍ଥାନୀୟ ଅଞ୍ଚଳର ବିକାଶ ନିୟମାବଳୀରେ ପରିବର୍ତ୍ତନ ଆସିଛି। ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ (AAI) ର କଟକଣା ଏବଂ ଉପକୂଳ ନିୟାମକ ଜୋନ୍ (CRZ) ନିୟମକୁ ଦୃଷ୍ଟିରେ ରଖି ପୂର୍ବ ପ୍ରସ୍ତୁତ ନକ୍ସାରେ ପରିବର୍ତ୍ତନ ଜରୁରୀ ହୋଇପଡ଼ିଛି। ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ରୁଦ୍ର ନାରାୟଣ ଦାଶ ଏନେଇ ଓଟିଡିସି ପରିଚାଳନା ନିର୍ଦ୍ଦେଶକଙ୍କୁ ଚିଠି ଲେଖି ଜଣାଇଛନ୍ତି।

୩୦୦୦ ଏକରରେ ହେବ ବିଶ୍ୱସ୍ତରୀୟ ପର୍ଯ୍ୟଟନ କେନ୍ଦ୍ର

୧୯୯୬ ମସିହାରେ ପ୍ରଥମେ ପୁରୀ ସହରର ଦକ୍ଷିଣରେ ଥିବା ସିପସରୁବାଲି ମୌଜାରେ ପ୍ରାୟ ୩,୫୦୦ ଏକର ଜମିରେ ଏହି 'ସ୍ୱତନ୍ତ୍ର ପର୍ଯ୍ୟଟନ କ୍ଷେତ୍ର'ର ପରିକଳ୍ପନା କରାଯାଇଥିଲା। ଏହାକୁ ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନ ସ୍ଥଳୀ ଭାବେ ବିକଶିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି, ଯେଉଁଠାରେ ପଞ୍ଚତାରକା ହୋଟେଲ, ରିସର୍ଟ ଏବଂ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ।

ପୂର୍ବରୁ ୨୦୦୮ ଏବଂ ୨୦୨୦ରେ ଏହାର ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇଥିଲା। କିନ୍ତୁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (NGT) ର ରୋକ୍ ଏବଂ ଅନ୍ୟାନ୍ୟ କାରଣରୁ କାମ ଆଗେଇ ପାରିନଥିଲା। ବର୍ତ୍ତମାନ ପରିବର୍ତ୍ତିତ ପରିସ୍ଥିତି ଏବଂ ବିମାନବନ୍ଦର ପ୍ରକଳ୍ପକୁ ଖାପ ଖୁଆଇ ନୂଆ ରୂପରେଖ ପ୍ରସ୍ତୁତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

ଲୋକାର୍ପିତ ହେଲା ‘ ଆମ ଘର ଆମ ହାଣ୍ଡିଶାଳ ସିଜିନ୍ -୨’ : ବିଶ୍ୱ ଦେଖିବ ଓଡ଼ିଆ ଖାଦ୍ୟର ମହକ
ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ବିଭାଗ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ପକ୍ଷରୁ ପାରମ୍ପରିକ ଶୁଦ୍ଧ ଓଡ଼ିଆ ଖାଦ୍ୟର ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ୱିତୀୟ ସଂସ୍କରଣକୁ ଆଜି ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଲୋକାର୍ପଣ କରିଛନ୍ତି । ଗତବର୍ଷ କରୋନା ମହାମାରୀ କଟକଣା ଭିତରେ ବି ‘ଆମ ଘର ଆମ ହାଣ୍ଡିଶାଳ’ର ପ୍ରଥମ ସଂସ୍କରଣ ରାଜ୍ୟବାସୀଙ୍କ ଦ୍ୱାରା ବହୁଳ ଆଦୃତ ହେବା ପରେ ଚଳିତବର୍ଷ ଏହାର ଦ୍ୱିତୀୟ ସଂସ୍କରଣ ଆରମ୍ଭ ପାଇଁ ନିଷ୍ପତ୍ତି ହୋଇଛି।

ଏହି ଦ୍ୱିତୀୟ ସଂସ୍କରଣ ପ୍ରତିଯୋଗିତାକୁ ଲୋକାର୍ପଣ କରି ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର କହିଥିଲେ ଯେ, ଆମ ଓଡ଼ିଆଙ୍କ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାଣ୍ଡିଶାଳ ‘ଆନନ୍ଦ ବଜାର’ ହେଉଛି ବିଶ୍ୱର ସବୁଠୁ ବଡ଼ ହାଣ୍ଡିଶାଳ । ଆଉ ଆମର ମହାନ୍ ଉତ୍କଳୀୟ ସଂସ୍କୃତିରେ ୧୨ମାସରେ ୧୩ ପରବ ଓ ପ୍ରତ୍ୟେକ ପର୍ବପର୍ବାଣୀରେ ସ୍ୱତନ୍ତ୍ର ଖାଦ୍ୟର ସମ୍ଭାର ରହିଛି । ଏହି ପାରମ୍ପରିକ ଖାଦ୍ୟକୁ ବିଶ୍ୱ ଦରବାରରେ ପହଂଚାଇବା ଲକ୍ଷ୍ୟରେ ଗତବର୍ଷ କରୋନା କାଳରେ ‘ଆମ ଘର ଆମ ହାଣ୍ଡିଶାଳ’ ପ୍ରତିଯୋଗିତାର ପରିକଳ୍ପନା କରାଯାଇଥିଲା । ଏହି ପ୍ରତିଯୋଗିତାକୁୂ ମାନ୍ୟବର ରାଜ୍ୟପାଳ, ମାନ୍ୟବର ମୁୂଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଅନେକ ମନ୍ତ୍ରୀ, ଅଫିସର ଓ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରହିଥିବା ବ୍ୟକ୍ତିମାନେ ସହଯୋଗର ହାତ ବଢ଼ାଇଥିଲେ । ଯାହା ଏହି ପ୍ରତିଯୋଗିତାକୁ ସଫଳ ଓ ଲୋକାଦୃତ କରାଇପାରିଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ଓଡ଼ିଆ ଖାଦ୍ୟର ପ୍ରଚାର ଓ ପ୍ରସାର ଉପରେ ଗୁରୁତ୍ୱ ଦେଉଥିବାବେଳେ ସେ ନିଜେ ଓଡ଼ିଆଙ୍କ ନିଜସ୍ୱ ଖାଦ୍ୟ ‘ପଖାଳ’ ଖାଇବାକୁ ପସନ୍ଦ କରିଥାନ୍ତି । ଏପରିକି ଦେଶର ପ୍ରମୁଖ ରାଜନୀତିଜ୍ଞମାନଙ୍କୁ ନବୀନ ନିବାସରେ ଶୁଦ୍ଧ ଓଡ଼ିଆ ଖାଦ୍ୟରେ ଆପାୟ୍ୟିତ କରାଇବାକୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଭୁଲନ୍ତି ନାହିଁ । ଓଡ଼ିଆ ଖାଦ୍ୟର ପ୍ରଚାର ଓ ପ୍ରସାର ଉପରେ ଗୁରୁତ୍ୱ ଦେଉଥିବା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଆ ଖାଦ୍ୟର ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ୱିତୀୟ ସଂସ୍କରଣ ପ୍ରକ୍ରିୟା ଆଜିଠୁ ଆରମ୍ଭ ହୋଇଛି । ଗତବର୍ଷ ଭଳି ଏଥିରେ ଅଧିକରୁ ଅଧିକ ମହିଳାମାନେ ସାମିଲ ହୋଇ ନିଜର ଦକ୍ଷତା ପ୍ରତିପାଦନ କରିବେ ବୋଲି ଆଶା । ଓଡ଼ିଆ ଖାଦ୍ୟର ପ୍ରସାର ଓ ପ୍ରଚାର ପାଇଁ ଉଦ୍ଦିଷ୍ଟ ଏହି ପ୍ରତିଯୋଗିତାର ସିଜିନ-୨ କାର୍ଯ୍ୟକ୍ରମକୁ ଆରମ୍ଭ ନିମନ୍ତେ ନିଷ୍ପତ୍ତି ନେଇଥିବାରୁ ପର୍ଯ୍ୟଟନ ବିଭାଗ ଓ ଓଟିଡିସିର ଅଧିକାରୀମାନଙ୍କୁ ଧନ୍ୟବାଦ ଦେଉଛି ।

ଲୋକାର୍ପଣ କରିଛନ୍ତି । ଗତବର୍ଷ କରୋନା ମହାମାରୀ କଟକଣା ଭିତରେ ବି ‘ଆମ ଘର ଆମ ହାଣ୍ଡିଶାଳ’ର ପ୍ରଥମ ସଂସ୍କରଣ ରାଜ୍ୟବାସୀଙ୍କ ଦ୍ୱାରା ବହୁଳ ଆଦୃତ ହେବା ପରେ ଚଳିତବର୍ଷ ଏହାର ଦ୍ୱିତୀୟ ସଂସ୍କରଣ ଆରମ୍ଭ ପାଇଁ ନିଷ୍ପତ୍ତି ହୋଇଛି ।
ଏହି ଦ୍ୱିତୀୟ ସଂସ୍କରଣ ପ୍ରତିଯୋଗିତାକୁ ଲୋକାର୍ପଣ କରି ଓଟିଡିସି ଅଧ୍ୟକ୍ଷା @ShreemayeeM pic.twitter.com/kbN7kuwpyU

— OTDC (@otdcltd) October 6, 2021

ଏହି ଅବସରରେ ଓଟିଡିସି ପରିଚାଳନା ନିର୍ଦ୍ଦେଶକ ତଥା ରାଜ୍ୟ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ କହିଥିଲେ ଯେ, ଗତବର୍ଷ କରୋନା ମହାମାରୀ ଯୋଗୁଁ ଲୋକମାନେ ଘରୁ ପଦାକୁ ଆସି ପାରୁ ନଥିବାବେଳେ ଗୃହିଣୀମାନଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ଓଟିଡିସି ପକ୍ଷରୁ ଓଡ଼ିଆ ଖାଦ୍ୟ ପ୍ରତିଯୋଗିତା ହୋଇଥିଲା, ଯାହା ବେଶ ଆଦୃତ ହୋଇପାରିଥିଲା।ଓଡ଼ିଆ ଖାଦ୍ୟର ଅଧିକ ପ୍ରଚାର ଓ ପ୍ରସାର ପାଇଁ ଏହି ପ୍ରତିଯୋଗିତାର ଦ୍ୱିତୀୟ ସଂସ୍କରଣ ଆରମ୍ଭ କରାଯାଉଛି । ପ୍ରତିଯୋଗିତାର ସର୍ତ୍ତାବଳୀ ଗତବର୍ଷ ଯାହା ଥିଲା ଚଳିତବର୍ଷ ସମାନ ରହିଛି । ମାତ୍ର ଏଥର ସାମାନ୍ୟ ଟିକେ ପରିବର୍ତ୍ତନ ହୋଇଛି। ବିଚାରକଙ୍କ ଦ୍ଵାରା ଚୟନିତ ଶ୍ରେଷ୍ଠ ୪୦ ଜଣ ପ୍ରତିଯୋଗୀଙ୍କୁ ଏଥର ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀକୁ ନେଇ ସେମାନଙ୍କ ଖାଦ୍ୟ ପ୍ରସ୍ତୁତି ଶୈଳୀର ସୁଟିଂ କରାଯିବ। ଯାହାର ସିଧାସଳଖ ପ୍ରସାରଣ ଟିଭି ଚ୍ୟାନେଲ ମାଧ୍ୟମରେ ଦର୍ଶକ ଦେଖିପାରିବେ । ନିଜର ଖାଦ୍ୟ ଭିଡିଓ ପ୍ରସ୍ତୁତ କରି ମହିଳାମାନେ ଅନଲାଇନରେ ଆବେଦନ କରିପାରିବେ।

ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର,ଓଟିଡିସି ଜେନେରାଲ ମ୍ୟାନେଜର ଶାନ୍ତନୁ ମହାନ୍ତି, କମ୍ପାନୀ ସେକ୍ରେଟେରୀ ପ୍ରଶାନ୍ତ ପଣ୍ଡା, ଡିଭିଜିନାଲ ମ୍ୟାନେଜର ପ୍ରଣବ କୁମାର ଚାନ୍ଦ, ମାର୍କେଟିଂ ମ୍ୟାନେଜର ରଞ୍ଜନ ମିଶ୍ର ଓ ଅନ୍ୟ ପଦାଧିକାରୀମାନେ ଯୋଗ ଦେଇଥିଲେ । ପ୍ରଥମ ସିଜନର ବିଜୟିନୀ ଦେବଯାନୀ ଦାସ ମଧ୍ୟ ଏହି ଦ୍ବିତୀୟ ସଂସ୍କରଣ ଉନ୍ମୋଚନ କାର୍ଯ୍ୟକ୍ରମରେ ସାମିଲ ହୋଇ ନିଜର ଅଭିଜ୍ଞତା ବର୍ଣ୍ଣନା କରିଥିଲେ।

ଓଟିଡିସି ନାଁରେ ୩କୋଟି ଟଙ୍କା ଠକେଇ ମାମଲା : ଖୋଲୁଛି ଆତ୍ମଘୋଷିତ ବାବାଙ୍କ ଗୁମର
ଭୁବନେଶ୍ୱର : ଓଡ଼ିଶା ପର୍ଯ୍ୟଟକ ଉନ୍ନୟନ ନିଗମ (ଓଟିଡିସି)ନାଁରେ ୩କୋଟି ଟଙ୍କା ଠକେଇ ଅଭିଯୋଗରେ ଆତ୍ମଘୋଷିତ ବାବା ବିଜୟାନନ୍ଦ ଚୌଧୁରୀ ଓରଫ ଶ୍ରୀ ବିଜୟାନନ୍ଦ ମହାରାଜଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ରବିବାର ଗିରଫ କରିଥିଲା। ଗିରଫ ହେବା ପରେ ଆତ୍ମଘୋଷିତ ବାବା ବିଜୟାନନ୍ଦଙ୍କ କେଳେଙ୍କାରୀର ଗୁମର ଫିଟିବାରେ ଲାଗିଛି। ତାଙ୍କ ନାଁରେ ଏବେ ଅଭିଯୋଗରେ ଫର୍ଦ୍ଦ ବଢ଼଼ୁଛି। ଠକେଇ ଶିକାର ବ୍ୟକ୍ତି ବିଜୟାନନ୍ଦଙ୍କ ବିରୋଧରେ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ ନିକଟରେ ଅଭିଯୋଗ କରିଛନ୍ତି।

ସେପଟେ ସାମ୍ନାକୁ ଆସିଛି ଭଣ୍ଡ ବାବା ବିଜୟାନନ୍ଦଙ୍କ କିଛି ଫଟୋ। ଲୋକଙ୍କୁ ଭୁଆଁ  ବୁଲାଇବା ଲାଗି ସାଜିଥିଲେ ବାବା। ବିଜୟାନନ୍ଦଙ୍କ ମୁଣ୍ଡରେ ମୁକୁଟ, ମଥାରେ ସିନ୍ଧୁର ଟିକା ଆଉ ଗଳାରେ ଫୁଲମାଳ। କେତେବେଳେ ଗେରୁଆ ବସ୍ତ୍ର ତ ଆଉ କେତେବେଳେ ଧଳାବସ୍ତ୍ର ପିନ୍ଧି ଭକ୍ତଙ୍କୁ ଦର୍ଶନ ଦେଉଥିଲେ ବିଜୟାନନ୍ଦ। ତାଙ୍କର ଏଭଳି ଏକାଧିକ ବାବାଙ୍କର ଛଦ୍ମବେଶର ଫଟୋ ସୋସିଆଲ୍‍ ମିଡିଆରେ ଭାଇରାଲ୍‍ ହେବାରେ ଲାଗିଛି। ସେ ତନ୍ତ୍ରମନ୍ତ୍ର ଆଳରେ କଣ୍ଟ୍ରାକ୍ଟରଙ୍କୁ ଜାଲରେ ଫସାଇ କରୁଥିଲେ ଠକେଇର ମାଷ୍ଟରପ୍ଲାନ୍‍। ସ୍ପେଶାଲ କ୍ଲାସ୍‍ କଣ୍ଟ୍ରାକ୍ଟରଙ୍କୁ ମାୟାଜାଲରେ ଫସାଇ ମିଛ ୱାର୍କ ଅର୍ଡର ଓ ଜାଲ୍‍ ସିଲ୍‍ ଓ ଦସ୍ତଖତ କରି କଣ୍ଟ୍ରାକ୍ଟରଙ୍କୁ ଟଙ୍କା ଚୂନ ଲଗାଉଥିଲେ ବିଜୟାନନ୍ଦ। ଏଭଳି ବଡ଼ ବଡ଼ କଣ୍ଟ୍ରାକ୍ଟରଙ୍କ ଠାରୁ କୋଟି କୋଟି ଟଙ୍କା ଠକିନେଇଛି ତଥାକଥିତ ବାବା ବିଜୟାନନ୍ଦ। ତେବେ ଇଓଡବ୍ଲୁ ନିକଟରେ ଏକାଧିକ ଅଭିଯୋଗ କରିବା ପରେ ବାବା ବିଜୟାନନ୍ଦଙ୍କୁ ରିମାଣ୍ଡରେ ଅଣାଯାଇ ପଚରାଉଚରା କରାଯିବା ବୋଲି ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ଭଣ୍ଡବାବା ବିଜୟାନନ୍ଦ ନିଜକୁ ଓଟିଡିସିର ଚେୟାରମ୍ୟାନ ପରିଚୟ ଦେଇ ସ୍ପେଶାଲ କ୍ଲାସ କଣ୍ଟ୍ରାକ୍ଟର ଧନୁର୍ଦ୍ଧର ଚମ୍ପତିରାୟଙ୍କୁ ୩କୋଟିର ଟଙ୍କା ଚୂନ ଲଗାଇଥିଲେ। ଓଟିଡିସିର ଦେଢ଼ଶହ କୋଟି ଟଙ୍କାର କାମ ଥିବା କହି ଅଗ୍ରିମ ବାବଦରେ ୩କୋଟି ନେଇ ଚମ୍ପଟ ମାରିଥିଲେ। ଏନେଇ କ୍ରାଇମବ୍ରାଞ୍ଚରେ ଇଓଡବ୍ଲ୍ୟୁ ପାଖରେ ଅଭିଯୋଗ ହେବାପରେ ଆତ୍ମଘୋଷିତ ବାବା ବିଜୟାନନ୍ଦ ଏବଂ ସହଯୋଗୀ ବିଟେକ ଇଂଞ୍ଜିନିୟର ଚନ୍ଦନ ଆକାଶ ମହାନ୍ତିଙ୍କୁ ଇଓଡବ୍ଲ୍ୟୁ ଗିରଫ କରିଥିଲା।