OJEE Exam - The Sakala

ଆସନ୍ତା ସେପ୍ଟେମ୍ବର ୬ରୁ OJEE
ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହେବ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) । ସେପ୍ଟେମ୍ବର ୬ ତାରିଖରେ ଆରମ୍ଭ ହୋଇ ୧୮ ତାରିଖରେ ଶେଷ ହେବ । ପ୍ରତିଦିନ ୩ଟି ସିଫ୍ଟରେ CBT ମୋଡରେ ପରୀକ୍ଷା ହେବା ନେଇ ସୂଚନା ମିଳିଛି । ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ ଚାନ୍ଦ । ପରୀକ୍ଷା ସମୟରେ କୋଭିଡ୍ ଗାଇଡଲାଇନ୍‌କୁ କଡାକଡିଭାବେ ପାଳନ କରାଯିବା ସହ ମାସ୍କ, ସାନିଟାଇଜ ଏବଂ ସାମାଜିତ ଦୂରତା ଉପରେ ଗୁରୁତ୍ବ ଦିଆଯିବ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ ୱେବସାଇଟ୍‌ରୁ ଏହି ତଥ୍ୟ ପାଇପାରିବେ ବୋଲି ଶ୍ରୀ ଚାନ୍ଦ ସୂଚନା ଦେଇଛନ୍ତି।

କରୋନା ପାଇଁ ସ୍ଥଗିତ ରହିଲା ଓଜେଇଇ ପରୀକ୍ଷା
କରୋନା ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଜୁନ ୧୭ରୁ ୨୪ ମଧ୍ୟରେ ପରୀକ୍ଷା ହେବାର ଥିଲା। ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷା ଆୟୋଜନ ନେଇ ତାରିଖ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟରେ ଓଜେଇଇ ପରୀକ୍ଷା ପାଇଁ ଅନ୍‌ଲାଇନ୍ ଆବେଦନର ସମୟ ବଢ଼ାଇ ଦିଆଯାଇଛି । ଛାତ୍ରଛାତ୍ରୀମାନେ ୨୦୨୧ ଜୁଲାଇ ୧୨ ସୁଦ୍ଧା ଆବେଦନ କରିପାରିବେ । ଏଥିପାଇଁ ସେମାନେ ୨୦୨୧ ଜୁଲାଇ ୧୪ ମଧ୍ୟରେ ଫି’ ଦେୟ କରିପାରିବେ ।