Today Rasiphala - The Sakala
ବୁଧବାର ରାଶିଫଳ ( ୦୮-୧୦-୨୦୨୫)
ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ଆୟ ଅନୁସାରେ ବ୍ୟୟ ହେବ।  ପେଟ ଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।  ଦୀର୍ଘ ଦିନର ଆଶା ପୂରଣ ହେବ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। । ଅଫିସ୍ ସହକର୍ମୀଙ୍କ ସହଯୋଗ ପାଇବେ।
କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ନୂଆ ବ୍ୟବସାୟ ଆରମ୍ଭ କରିବେ। ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଖର୍ଚ୍ଚ ବଢ଼ିପାରେ ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଯୁକ୍ତିତର୍କ ହୋଇପାରେ ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହେବ।
ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ମେଷ: ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ପୂରଣ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ମହିଳାମାନେ ଆଳସ୍ୟତା ଅନୁଭବ କରିପାରନ୍ତି। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି।
ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ପରିବାରର ସହାୟତା ପାଇବେ । ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ।
ମିଥୁନ: କୌଣସି ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ପାରିବାରିକ ପରିବେଶ ଓ ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ଘରକୁ ଅତିଥି ଆସିପାରନ୍ତି।
କର୍କଟ: ପରିବାର ସମ୍ବନ୍ଧରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଆର୍ଥିକ ଉନ୍ନତି ପାଇଁ ନୂଆ ଉପାୟ ମିଳିବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। ନୂତନ ବ୍ୟବସାୟ ପାଇଁ ସମୟ ଅନୁକୂଳ।
ସିଂହ: ଦ୍ବନ୍ଦ୍ବରେ ପଡ଼ି ନିଷ୍ପତ୍ତି ନେବାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ସଫଳତା ପାଇବେ। ମାନସିକ ସ୍ତରରେ ଚାପଗ୍ରସ୍ତ ରହିବେ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଅବିଭାବକ ଚିନ୍ତାରେ ରହିେବ।
କନ୍ୟା:କ୍ୟାରିୟର ପାଇଁ ଯୋଜନା କରିେବ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ସରକାରି କର୍ମଚାରୀଙ୍କ ପାଇଁ ଦିନଟି ଭଲ।
ତୁଳା: କୌଣସି କାର୍ଯ୍ୟରେ ସଫଳତା ନପାଇ ନିରାଶ ରହିପାରନ୍ତି। ସାହିତ୍ୟ ତଥା ଅନ୍ୟାନ୍ୟ ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ଗ୍ରହଣ କରିପାରିବେ।
ବିଛା: ଦୀର୍ଘ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ଅତ୍ୟଧିକ ଚିନ୍ତା ମାନସିକ ଅବସାଦ ବଢ଼ାଇବ। ଉଧାର ଦେଇ ହଇରାଣେୀ ପଡ଼ିପାରନ୍ତି।
ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଆର୍ଥିକ ଲାଭ ମିଳିବ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ନୂଆ ଲକ୍ଷ୍ୟକୁ ନିର୍ଦ୍ଧାରିତ କରିବା ପାଇଁ ଦିନଟି ଉତ୍ତମ ରହିବ।
ମକର: ପରିବାର ସହିତ ସମୟ ଅତିବାହିତ କରିବେ। ଅଯଥା ଖର୍ଚ୍ଚ କରି ସମାଲୋଚିତ ହୋଇପାରନ୍ତି। ବ୍ୟବସାୟରେ କିଛି କ୍ଷତି ହୋଇପାରେ। ମହିଳାମାନଙ୍କ ଦାୟିତ୍ବ ବଢ଼ିବ। ଜମିଜମା ବିବାଦର ସମାଧାନ ହେବ।
କୁମ୍ଭ: କର୍ମସ୍ଥଳୀରେ କିଛି ନୂତନ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ମହିଳାମାନେ ସ୍ବାଧୀନମନା ହେବେ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ଯୋଜନା କରିପାରନ୍ତି।
ମୀନ: ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ। ଅନ୍ୟକୁ ଧାର ଦେବା କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ଧାର୍ମିକ କାର୍ଯ୍ୟ ପ୍ରତି ମନ ଆକର୍ଷିତ ହେବ। ସକାରାତ୍ମକ ଚିନ୍ତାଧାରା ସହିତ ସମସ୍ତ କାର୍ଯ୍ୟ କରନ୍ତୁ।
ଗୁରୁବାର ରାଶିଫଳ ( ୨୫- ୦୪- ୨୦୨୪ )
ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ। ଗରିବ ଲୋକଙ୍କୁ ସାହାଯ୍ୟ କରିବେ। ନୂଆ ପ୍ରୋଜେକ୍ଟ ଆରମ୍ଭ କରିବା ପାଇଁ ଅନୁକୂଳ ସମୟ। ବରିଷ୍ଠ ଅଧିକାରୀ କାର୍ଯ୍ୟ ପାଇଁ ପ୍ରଶଂସା କରିବେ।
ବୃଷ: ଭାଇ ଭଉଣୀଙ୍କଠାରୁ ଉପହାର ମିଳିବ। ଧାରକରଜରୁ ଦୂରେଇ ରହିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଲେଖକ ଲେଖିକାଙ୍କୁ ସଫଳତା ମିଳିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।
ମିଥୁନ: ଶୁଭ ଖବର ପ୍ରାପ୍ତ ହେବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ନୂଆ ଯୋଜନା ସହ କାର୍ଯ୍ୟ କରିବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ସଂଗୀତ କ୍ଷେତ୍ର ପ୍ରତି ରୁଚି ବଢ଼ିବ।
କର୍କଟ: ବନ୍ଧୁଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ୟାରିୟର ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ।
ସିଂହ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ନୂଆ ପରିକଳ୍ପନା ସହ ବ୍ୟବସାୟ ଆରମ୍ଭ କରିବେ। ଛାତ୍ରଛାତ୍ରୀଙ୍କୁ କଠିନ ପରିଶ୍ରମର ଉଚିତ ଫଳ ମିଳିବ। ଅଫିସ୍‌ କାର୍ଯ୍ୟରେ ସଫଳତା ଲାଭ କରିବେ।
କନ୍ୟା: ବନ୍ଧୁ ମିଳନରେ ଯୋଗ ଦେବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ଅଫିସ୍‌ କାର୍ଯ୍ୟରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଯୋଗ, ବ୍ୟାୟାମ ପ୍ରତି ଆଗ୍ରହ ବଢ଼ିବ।
ତୁଳା: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। କଠିନ କାମକୁ ସଫଳତାପୂର୍ବକ ଶେଷ କରିବେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନ ସୁଖ ପ୍ରାପ୍ତ ହେବ। ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିବେ।
ବିଛା: ଯାନବାହନ କିଣିବା ଯୋଗ ଅଛି। ସମାଜରେ ପ୍ରତିଷ୍ଠା ବଢ଼ିବ। ପୈତୃକ ସମ୍ପତ୍ତିକୁ ନେଇ ଘରେ ଅଶାନ୍ତି ସୃଷ୍ଟି ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାମ୍ନାରେ ନିଜ ପକ୍ଷ ରଖିବେ।
ଧନୁ: କର୍ମଚଞ୍ଚଳ ରହିବେ। ପରିଶ୍ରମ ଅନୁଯାୟୀ ଫଳ ମିଳିବ ନାହିଁ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମେଡିକାଲ କ୍ଷେତ୍ରରେ ସଫଳତା ମିଳିବ। ବୈବାହିକ ଜୀବନ ସୁଖମୟ ହେବ।
ମକର: ଧାରକରଜରୁ ଦୂରେଇ ରହିବେ। ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିବେ। ଘରକୁ ଅତିଥିଙ୍କ ଆଗମନ ହେବ। ଦୀର୍ଘଦିନର କାମ ପୂରା କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଜୀବନସାଥୀଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। ଯାନବାହନ ଚଳାଚଳ ସମୟରେ ସାବଧାନତା ଅବଲମ୍ବନ କରିବେ। ସମସ୍ୟାରେ ପଡ଼ିବା ସମ୍ଭାବନା ଅଧିକ।
ମୀନ: ବ୍ୟବସାୟରେ ଉନ୍ନତି ହେବ। ଅଫିସ୍‌ କାର୍ଯ୍ୟରେ ବ୍ୟସ୍ତ ରହିବେ। ଧୈର୍ଯ୍ୟର ସହ ପ୍ରତ୍ୟେକ କାର୍ଯ୍ୟ କରିବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ।
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। କ୍ଷମତା ଉପରେ ଭରସା ରଖନ୍ତୁ। ଆର୍ଥିକ ସମସ୍ୟା ଦୂର ହେବ। ବୈବାହିକ ଜୀବନ ସୁଖମୟ ହେବ।
ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ବିଦ୍ୟାର୍ଥୀମାନେ ଖେଳକୁଦରେ ଅଧିକ ସମୟ ବିତାଇବେ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।
କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ଦିନର ଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ।
ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ।
କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।
ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ।
ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।
ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।
ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।
ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।
ମେଷ: ମନ ଅଶାନ୍ତ ରହିପାରେ। ଚାକିରି ଅଦଳବଦଳ ହୋଇପାରେ। ପରିବାରଠାରୁ ଦୂରରେ ରହିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ।
ବୃଷ: କୌଣସି ପରିସ୍ଥିତିରେ ଧୈର୍ଯ୍ୟ ହରାନ୍ତୁନି। କାର୍ଯ୍ୟକ୍ଷେତ୍ରରେ ସମସ୍ୟା ଉପୁଜିପାରେ। ମାନ –ସମ୍ମାନ ପାଇ ପାରନ୍ତି। ଆତ୍ମବିଶ୍ବାସ ରଖି କାମ କରନ୍ତୁ। ବନ୍ଧୁଙ୍କ ସହଯୋଗରେ ସଫଳତା ପାଇବେ।
ମିଥୁନ: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରି କ୍ଷେତ୍ରରେ ସହଯୋଗ ପାଇବେ। ମାନସିକ ଶାନ୍ତି ବଜାୟ ରହିବ। ଶିକ୍ଷାକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଉପୁଜିପାରେ।
କର୍କଟ: ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ। ସନ୍ତାନଙ୍କ ପାଠପଢ଼ାକୁ ନେଇ ନୂତନ ଯୋଜନା କରିବେ। ପାରିବାରିକ ସମ୍ପର୍କ ସୁଦୃଢ଼ ହେବ। ସାମାଜିକ ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
ସିଂହ: ନୂତନ ଯାନବାହନ କ୍ରୟ କରିପାରନ୍ତି। ମନ ପ୍ରସନ୍ନ ରହିବ। ମାତାପିତାଙ୍କ ସହ ସମୟ ବିତାଇବେ। ଆତ୍ମସଂଯମ ରକ୍ଷା କରନ୍ତୁ। ଅଯଥା ଯୁକ୍ତି କରନ୍ତୁନି। ବ୍ୟବସାୟ ଆରମ୍ଭ କରିବାକୁ ଉପଯୁକ୍ତ ସମୟ।
କନ୍ୟା: ବିଦ୍ୟାର୍ଥୀମାନେ ପଢ଼ାରେ ଧ୍ୟାନ ଦେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧାର ଦେଇଥିବା ଟଙ୍କା ଫେରିପାଇବେ। ଅଫିସ୍‌ କାମ ପାଇଁ ଦୂରଯାତ୍ରା କରିପାରନ୍ତି।
ତୁଳା: ରାଜନୀତି କ୍ଷେତ୍ରରେ ସକ୍ରିୟ ରହିବେ। କାର୍ଯ୍ୟରେ ବିପରୀତ ପରିସ୍ଥିତି ସାମନା କରିବାକୁ ପଡ଼ିବ। ବିବାଦରେ ପଡ଼ିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦିଅନ୍ତୁ। ଶିକ୍ଷାକ୍ଷେତ୍ରରେ ଯଶସ୍ବୀ ହେବେ।
ବିଛା: ଅଯଥା ଯୁକ୍ତି କରନ୍ତୁନି। ପତ୍ନୀଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟରେ କ୍ଷତି ସହିବେ। ପିଲାମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ମହିଳାଙ୍କ ଦାୟିତ୍ବ ବଢ଼ିବ।
ଧନୁ: କୌଣସି କଥାକୁ ନେଇ ଚିନ୍ତା କରିବେ। ପରିବାରଲୋକଙ୍କ ସହଯୋଗ ମିଳିବ। ବନ୍ଧୁଙ୍କୁ ଉପହାର ପ୍ରଦାନ କରିବେ। ଚାକିରିରେ ପରିବର୍ତ୍ତନ ହେବାର ସମ୍ଭାବନା ଅଧିକ। ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ।
ମକର: ଆଳସ୍ୟ ଅନୁଭବ କରିପାରନ୍ତି। ମନରେ ନକାରାତ୍ମକ ଚିନ୍ତା ଆସିପାରେ। ବ୍ୟବସାୟରେ ସମସ୍ୟା ଉପୁଜିପାରେ। ଚିଡ଼ିଚିଡ଼ାପଣ ଦେଖାଦେବ। ଅଯଥା ଖର୍ଚ୍ଚ ବଢ଼ିବ। ସାମାଜିକ କାର୍ଯ୍ୟରେ ସମୟ ବିତାଇବେ।
କୁମ୍ଭ: କର୍ମକ୍ଷେତ୍ରରେ କଠିନ ପରିସ୍ଥିତି ଦେଇ ଗତି କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଉଧାର ମାଗିପାରନ୍ତି।
ମୀନ: ଆୟରେ ବୃଦ୍ଧି ଘଟିବ। ଶିକ୍ଷାକ୍ଷେତ୍ରରେ ସଫଳ ହେବେ। ବହୁ ଦିନରୁ ଅଟକି ଥିବା କାର୍ଯ୍ୟ ପୂରା କରିବେ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ମତାନ୍ତର ହୋଇପାରେ।
ମେଷ: ଦିନଟି ଭଲରେ କଟିବ। ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାମରେ ପରିବାରର ସହଯୋଗ ମିଳିବ। କଥାରେ ମଧୁରତା ରଖିବେ।
ବୃଷ: ଦିନଟିରେ ମିଶ୍ରିତ ଫଳ ମିଳିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ରହିବ। ମନ ପ୍ରସନ୍ନ ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭ ଫଳ ମିଳିବ। ବ୍ୟବସାୟରେ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ।
ମିଥୁନ: ଅବିବାହିତଙ୍କ ବିବାହ ସ୍ଥିର ହେବ। ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର ଯୋଗ ରହିଛି। ଭାଇ, ଭଉଣୀଙ୍କ ମନୋମାଳିନ୍ୟ ଦୂର ହେବ। ରାଜନୀତିରେ ସଫଳତା ମିଳିବ।
କର୍କଟ: ଚାକିରିଆଙ୍କୁ ଧନ ପ୍ରାପ୍ତି ଯୋଗ ଅଛି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। କୌଣସି ଇଚ୍ଛା ପୂରଣ ହେବ। ମାଆ-ବାପାଙ୍କ ସହ ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ସିଂହ: ବ୍ୟବସାୟକୁ ନେଇ ନୂଆ ଯୋଜନା କରିବେ। ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଧାର୍ମିକ ସ୍ଥାନକୁ ଯିବାର ଯୋଜନା କରିବେ। ଛାତ୍ରଛାତ୍ରୀ ବିଦେଶ ଯାତ୍ରା କରିବେ।
କନ୍ୟା: ବନ୍ଧୁଙ୍କ ସହାୟତାରେ ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପୂଜାପାଠରେ ସାମିଲ ହେବେ। ପ୍ରେମ ଜୀବନରେ ମଧୁରତା ଆସିବ। ବ୍ୟବସାୟରେ ପରିବର୍ତ୍ତନ ଆସିବ।
ତୁଳା: ଚାକିରିରେ ବଦଳି ସମ୍ଭାବନା ଅଛି। ପୈତୃକ ସମ୍ପତ୍ତିରେ ବିବାଦ ଦେଖା ଦେବ। ପୂର୍ବରୁ କରିଥିବା ନିବେଶରୁ ଲାଭ ମିଳିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ।
ବିଛା: କାମରେ ଧୈର୍ଯ୍ୟର ଅଭାବ ରହିବ। ଆଇଟି ଓ ବ୍ୟାଙ୍କ ଚାକିରିଆଙ୍କୁ କୌଣସି ଖୁସି ଖବର ମିଳିବ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟରେ ସୁଧାର ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ଧନୁ: ଅର୍ଥ ସଞ୍ଚୟ କରିବେ। ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ଜୀବନ ସୁଖମୟ ହେବ। ଅନ୍‌ଲାଇନ୍‌ କାର୍ଯ୍ୟରୁ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ଅଯଥା ଖର୍ଚ୍ଚ ବଢ଼ିବ। ବ୍ୟବସାୟରେ ପରିବର୍ତ୍ତନ ଆଣିବା ଲାଗି ଘରର ଗୁରୁଜନଙ୍କ ସହ ଆଲୋଚନା କରିବେ। ଜମି କିଣାବିକାକୁ ନେଇ ନୂଆ ଯୋଜନା କରିବେ।
କୁମ୍ଭ: ଦିନଟି ବ୍ୟସ୍ତତା ଭିତରେ ଅତିବାହିତ ହେବ। ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦେଖା ଦେବ।
ମୀନ: ଯୋଗାସନ ପ୍ରତି ଆଗ୍ରହ ବଢ଼ିବ। ଚାକିରିଆଙ୍କୁ ନୂଆ ନିଯୁକ୍ତି ସମ୍ଭାବନା ଅଛି। ଭଜନ, କୀର୍ତ୍ତନରେ ସାମିଲ ହେବେ। କୌଣସି କାମରେ ପରିବାରର ସହଯୋଗ ମିଳିବ। ବିରୋଧୀଙ୍କଠାରୁ ଦୂରତ୍ବ ରକ୍ଷା କରିବେ।
ମେଷ: କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। ମାନ ସମ୍ମାନ ବୃଦ୍ଧି ପାଇବ। ଜରୁରି କାମ ପୂରା ହେବା ସମ୍ଭାବନା ଅଧିକ। ପରିବାର ଲୋକ ଆପଣଙ୍କ ଉପରେ ଅସନ୍ତୁଷ୍ଟ ହୋଇପାରନ୍ତି।
ବୃଷ: ପୁରୁଣା ଦିନରୁ କରୁଥିବା କାମ ଯୋଜନା ମୁତାବକ ହେବ। ପରିସ୍ଥିତିକୁ ଦେଖି ଭୟ କରନ୍ତୁନି। ଜମି କିଣା -ବିକା ହୋଇପାରେ। ବନ୍ଧୁଙ୍କ ସହଯୋଗରେ ନୂତନ ବ୍ୟବସାୟ ଆରମ୍ଭ କରିବେ।
ମିଥୁନ: ଜୀବନରେ ଆସୁଥିବା ସମସ୍ୟାକୁ ନେଇ ଚିନ୍ତା କରନ୍ତୁନି। ବାଦବିବାଦରୁ ଦୂରେଇ ରୁହନ୍ତୁ। କାର୍ଯ୍ୟ କଠିନ ଲାଗିବ। ପାରିବାରିକ ବୁଝାମଣା ଠିକ୍‌ ରହିବ। କ୍ୟାରିୟର ସମ୍ବନ୍ଧୀୟ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।
କର୍କଟ: ଦିନଟି ସକାରାତ୍ମକ ରହିବ। କାମରୁ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ା ଏବଂ ଖେଳପ୍ରତି ଅଧିକ ଧ୍ୟାନ ଦେବେ। ବନ୍ଧୁଙ୍କ ସହିତ ଗପସପ କରିବେ । କାମର ମାନ ଉପରେ ଧ୍ୟାନ ଦିଅନ୍ତୁ।
ସିଂହ: ଉଧାର ଦେଇଥିବା ଅର୍ଥ ଫେରିପାଇବେ। ସ୍ବାସ୍ଥ୍ୟପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ଅନ୍ୟ ଉପରେ ଭରସା କରିବା ଅନୁଚିତ। ଗୁରୁଜନଙ୍କ କଥା ମାନି ଚଳିବା ଭଲ।
କନ୍ୟା: ନକାରାତ୍ମକ ପରିସ୍ଥିତିରେ ନିଜକୁ ସମ୍ଭାଳନ୍ତୁ। ଅବିବାହିତ ବ୍ୟକ୍ତିଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ନିଜ ବିଚାରଶକ୍ତି ଉପରେ ଭରସା ରଖନ୍ତୁ। ବିପରୀତ ପରିସ୍ଥିତିରେ ବିଚଳିତ ହୁଅନ୍ତୁ ନାହିଁ।
ତୁଳା: ବ୍ୟବସାୟିକ କ୍ଷେତ୍ରରେ ପୁଞ୍ଜି ନିେବଶ କରିବା ପୂର୍ବରୁ ଭଲଭାବେ ଚିନ୍ତା କରନ୍ତୁ। ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।
ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।
ଧନୁ: କୌଣସି କାର୍ଯ୍ୟ କରିବା ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନେବା ଭଲ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ବନ୍ଧୁଙ୍କ ଠାରୁ ଖୁସି ଖବର ମିଳିପାରେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ।
ମକର: ଧୈର୍ଯ୍ୟ ରଖି ଆଗକୁ ବଢ଼ନ୍ତୁ। ଟଙ୍କା ନେଣଦେଣ କିମ୍ବା ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ।
କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ । ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ପେଟ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।
ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ଅଫିସ ରାଜନୀତିରେ ଆଦୌ ମୁଣ୍ଡ ପୂରାନ୍ତୁନି। ସାବଧାନତା ସହିତ କାର୍ଯ୍ୟ କରନ୍ତୁ।
ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହେବ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସୁନ୍ଦର ସମ୍ପର୍କ ସ୍ଥାପନ ହେବାର ସୁଯୋଗ ରହିଛି।
ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ। ପରିଭ୍ରମଣ ଯୋଗ ରହିଛି।
କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟର ହେବ।
ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ନିବେଶରୁ ଲାଭ ମିଳିବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।
ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ।
ବିଛା: ଇଚ୍ଛା ପୂରଣ ହେବ। ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବାର ସମ୍ଭାବନା ଅଧିକ ହେବ।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ବା ସନ୍ତୋଷଜନକ ଫଳ ମିଳିବ ନାହିଁ। ଚେଷ୍ଟା ଜାରି ରଖ।
ମକର: ସମୟର ଠିକ ଉପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।
କୁମ୍ଭ: ତରତର ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ।
ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।
ମେଷ: ଦେହ ଓ ମନ ଭଲ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।
ବୃଷ: ଦିନଟିରେ ଧନସମ୍ମାନ ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
ମିଥୁନ: କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇବେ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି।
କର୍କଟ: କର୍ମକ୍ଷେତ୍ରରେ ପଛେଇ ରହିବେ। ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍‌।
ସିଂହ: ଦିନଟି ସମସ୍ୟାବହୁଳ ରହିବ। ରାଜନୀତିରେ ଜଟୀଳ ପରିସ୍ଥିତି ରହିବ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଗୁରୁଜନଙ୍କର ଅପ୍ରିୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।
କନ୍ୟା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।
ତୁଳା: ପରିଶ୍ରମର ଫଳ ପାଇବେ। ଆର୍ଥିକ ସ୍ବଚ୍ଛଳତା ପ୍ରାପ୍ତି ହେବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ଧଳା।
ବିଛା: କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ। ଦାମ୍ପତ୍ୟ ସୁଖମୟ ରହିବ। ଚାକିରିରେ ପ୍ରଶଂସିତ ହେବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍‌।
ଧନୁ: ଦିନଟିରେ କର୍ମତତ୍ପର ରହିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଦୃଢ଼ମନା ହେବେ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ-ପିଙ୍କ୍‌।
ମକର: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ସୁଖୀ ହେବେ। ରାଜନିତୀରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
କୁମ୍ଭ: କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ରାଜନୀତିରେ ବିରୋଧୀମାନେ ପ୍ରଭାବିତ କରିବେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ବ୍ୟୟବହୁଳତା ଦେଖାଦେବ। ଶିକ୍ଷାର୍ଥୀ ଆଳସ୍ୟ ହେବେ।ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।
ମୀନ: ସମାଜରେ ପ୍ରତିଷ୍ଠିତ ହେବେ। ଭ୍ରାତୃ ଭଗ୍ନୀଙ୍କର ସହଯୋଗ ପାଇବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଭଲ ଲାଭ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲ୍‌ଭର୍‌।
ମେଷ: ବହୁଚେଷ୍ଟା ସ୍ଵତ୍ତ୍ଵେବି ଅସଫଳ ହେବ। ଧର୍ମାଦି କାର୍ଯ୍ୟରେ ବ୍ୟୟ ହେବ | ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆକ୍ରୋଶର ଶିକାର ହେବେ। ରାଜନୀତିରେ ବିଷମସ୍ଥିତି ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ | ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।
ମିଥୁନ: ବିଭିନ୍ନ ଉପାୟରେ ଆୟ କରିବେ । ଦାମ୍ପତ୍ୟ ସୁଖମୟ ରହିବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ । ଶିକ୍ଷାର୍ଥୀମାନେ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍ ।
କର୍କଟ: ଦୃଢ଼ ମନୋବଳ ଦ୍ବାରା କାର୍ଯ୍ୟହାସଲ କରିବେ । ଚାକିରିରେ ନିଷ୍ଠାପର ରହିବେ । ରାଜନୀତିରେ ଶତ୍ରୁଜୟୀ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା ।
ସିଂହ: ଅନିଶ୍ଚିତତା କାରଣରୁ କାର୍ଯ୍ୟହାନି ହୋଇପାରେ ରାଜନୀତିରେ ପ୍ରତାରଣା ପାଇପାରନ୍ତି। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।
କନ୍ୟା: ପରିଶ୍ରମର ଫଳ ପାଇବ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍।
ତୁଳା: କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ଚାକିରିରେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ଵ ନେଇ ଚିନ୍ତାରେ ରହିବେ। ବାଣିଜ୍ୟ ଲାଭଜନକ ରହିବେ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ | ଶୁଭ ଅଙ୍କ – ୫, ଶୁଭ ରଙ୍ଗ- ସବୁଜ |
ବିଛା: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ଚାକିରିରେ ସମସ୍ୟା ଭିତରେ ରହିବେ । ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ ଶିକ୍ଷାର୍ଥୀ ହତୋତ୍ସାହ ରହିବେ ।ଶୁଭ ଅଙ୍କ – ୯, ଶୁଭ ରଙ୍ଗ- ମେରୁନ୍।
ଧନୁ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ | ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ମନମୁତାକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ-ଧଳା ।
ମକର: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ କରି ସୁଫଳ ପାଇବେ। ଚାକିରିରେ ସମ୍ମାନତି ହେବେ । ରାଜନୀତିରେ ସକ୍ରିୟ ହେବେ । ବାଣିଜ୍ୟରେ ସଫଳତା ପାଇବେ। ଶିକ୍ଷାର୍ଥୀ ଅଧ୍ୟୟନ ରତ ରହିବେ ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ ।
କୁମ୍ଭ: ପରିଶ୍ରମର ଫଳ ପାଇବେ। ସନ୍ତାନସନ୍ତତିମାନେ ଉନ୍ନତି କରିବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସୁଫଳ ପାଇବେ । ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ | ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ନୀଳ |
ମୀନ: କାର୍ଯ୍ୟବିଳମ୍ବଓ ସମସ୍ୟା ଭିତରେ ରହିବେ। ମହିଳମାନେ ଉଦାସ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଫଳ ପାଇବେ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍‌।
ମେଷ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଆଶାଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ | ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।
ବୃଷ: ପରିଶ୍ରମର ଫଳ ମିଳିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଚାକିରିରେ କର୍ମତତ୍ପର ରହିବେ । ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମିଥୁନ: ଯୋଜନା ସ୍ଥଗିତ ରହିପାରେ। ଚାକିରିରେ ଅବହେଳା ରହିବ। ରାଜନୀତିରେ ସମସ୍ୟା ରହିବ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ ।ଶୁଭ ଅଙ୍କ -୪, ଶୁଭ ରଙ୍ଗ- ମେଟାଲିକ୍।
କର୍କଟ: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ଉତ୍ସାହତି ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।
ସିଂହ: କମକ୍ଷେତ୍ରରେ ସ୍ବାଧୀନତା ରହିବା ରାଜନୀତିରେ ପ୍ରଭାବଶାଳୀ ରହିବେ। ଚାକିରିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।
କନ୍ୟା: ଦିନଟିରେ ଅର୍ଥଚିନ୍ତା ଓ କାର୍ଯ୍ୟହାନି ଦେଖାଦେବ। ଚାକିରି କାର୍ଯ୍ୟବହୁଳ ରହିବ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ – ଆକାଶୀ।
ତୁଳା: କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇ ଚାଲିବେ। ସାଂସାରିକ ମଧୁର ସମ୍ପର୍କ ରହିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ସଫଳତା ପାଇବେ | ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲଭର୍ |
ବିଛା: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ଚାକିରିରେ ସମସ୍ୟା ଭିତରେ ରହିବେ। ରାଜନୀତିରେ ଜଟୀଳ ପରିସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍।
ଧନୁ: କର୍ମକ୍ଷେତ୍ର ଉତ୍ସାହଜନକ ରହିବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା ।
ମକର: ଦୁଃସାହସିକ ଭିଭିରେ କାର୍ଯ୍ୟ କରି ସୁଫଳ ପାଇବେ । ଚାକିରିରେ ସମ୍ମାନିତ ହେବେ ରାଜନୀତିରେ ସକ୍ରିୟ ହେବେ । ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।
କୁମ୍ଭ: ପରିଶ୍ରମର ଫଳ ପାଇବେ। ସନ୍ତାନ ସନ୍ତତିମାନେ ଉନ୍ନତି କରିବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସୁଫଳ ପାଇବେ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ-ନୀଳ |
ମୀନ:କାର୍ଯ୍ୟ ବିଳମ୍ବ ଓ ସମସ୍ୟା ଭିତରେ ରହିବେ। ମହିଳାମାନେ ଉଦାସ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଫଳ ପାଇବେ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ -୩, ଶୁଭ ରଙ୍ଗ- ଗୋଲୁନ୍ ।
ରବିବାର ରାଶିଫଳ ( ୨୯-୦୮-୨୦୨୧ )
ମେଷ: ଦିନଟି ସମସ୍ୟା ଦେଇ ଗତି କରିବେ। ଆର୍ଥିକ ଚାପ ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ବୃଷ: ଦିନଟି ହର୍ଷୋଲାଷ ଭିତରେ କଟିବ।ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଆଶାଠାରୁ ଅଧିକ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ମିଥୁନ:ଅନ୍ୟ ପାଇଁ ସମସ୍ୟାରେ ପଡିପାରନ୍ତି। ରାଜନୀତିରେ ଷଡଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅଭିଯୋଗ ଆସିପାରେ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କର୍କଟ: ସ୍ବପ୍ନ ସାକାର ହେବ। ସାଂସାରିକ ଅର୍ଥ ହାନି ଓ ଦୁଶ୍ଚିନ୍ତା ରହିବ। ଚାକିରିରେ ସମସ୍ୟା ରହିବ। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ କୃତକାର୍ୟ୍ୟ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ସିଂହ: କର୍ମକ୍ଷେତ୍ରରେ ସୁଖସମୃଦ୍ଧି ପ୍ରାପ୍ତ ହେବ। ଚାକିରିରେ ସନ୍ତୋଷଭାଜନ ହେବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କନ୍ୟା: ଦୁଃସାହସିକ ଭିତରେ କାର୍ୟ୍ୟ ସମ୍ପାଦନ କରିବେ। ଚାକିରିରେ କର୍ମତତ୍ପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ତୁଳା: କର୍ମକ୍ଷେତ୍ରରେ ବିରୁଦ୍ଧାଭାଷ ରହିବ ଚାକିରିରେ କାର୍ୟ୍ୟଭାର ରହିବ। ମହିଳାମାନେ ଆଳସ୍ୟ ହେବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ବିଛା: ଅଟକି ରହିଥିବା କାର୍ୟ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକପ୍ରିୟତା ବଢିବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ଚିନ୍ତାରେ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା
ଧନୁ: ଦିନଟି ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ସୁଖି ରହିବେ। ରାଜନୀତିରେ ସୁନାମ ମିଳିବ। ବାଣିଜ୍ୟ ଓ ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ମକର: କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି। ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କୁମ୍ଭ: ଦିନଟି ହର୍ଷୋଲ୍ଲାଷ ଭିତରେ କଟିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
ମୀନ: ବହୁ ଚେଷ୍ଟା କରି ଆଗେଇ ଚାଲିବେ। ହଠାତ ଦୂରଯାତ୍ରା କରିପାରନ୍ତି। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା