Srimandir Darshan System - The Sakala

ଖୁବ୍‌ଶୀଘ୍ର ସ୍ଲଟ୍‌ ବୁକିଂ ମାଧ୍ୟମରେ ଆରମ୍ଭ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା: ଆଇନ ମନ୍ତ୍ରୀ
ପୁରୀ: ଖୁବ୍‌ ଶୀଘ୍ର ସ୍ଲଟ୍‌ ବୁକିଂ ମାଧ୍ୟମରେ ଆରମ୍ଭ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି କି, ଉଭୟ ଲାଇନ ଓ ସ୍ଲଟ୍‌ ବୁକିଂ ଦର୍ଶନ ଜାରି ରହିବା ନେଇ ଯୋଜନା ଚାଲିଛି । ସ୍ୱତନ୍ତ୍ର ହୋଲଡିଂ ଏରିଆରେ ସ୍ଲଟ୍‌ ବୁକିଂ ମାଧ୍ୟମରେ ଦର୍ଶନ କରିବେ ଶ୍ରଦ୍ଧାଳୁ । ପ୍ରଥମେ ପରୀକ୍ଷାମୂଳକ ଭାବରେ ସ୍ଲଟ୍‌ ବୁକିଂ ଦର୍ଶନ ବ୍ୟବସ୍ଥା କରାଯିବ । ଏନେଇ ମନ୍ଦିର ପ୍ରଶାସନ ସହ ଆଲୋଚନା ହୋଇଛି। ମ୍ୟାନେଜିଙ୍ଗ କମିଟିରେ ଆଲୋଚନା ପରେ ସ୍ଲଟ ବୁକିଂକୁ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହେବ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।