Khandapada SDPO - The Sakala

ମହଙ୍ଗା ପଡିଲା ମାମଲା ରଫାଦଫା ପାଇଁ ଫେଭର ମାଗିବା; ବଦଳିଲେ ଖଣ୍ଡପଡାର ବିବାଦୀୟ SDPO
ନୟାଗଡ: ମହିଳାଙ୍କୁ ପୋଲିସ SDPOଙ୍କ ମାମଲା ରଫାଦଫା ପାଇଁ ଫେଭର ମାଗିବା ଘଟଣା । ବଦଳିଲେ ଖଣ୍ଡପଡାର ବିବାଦୀୟ SDPO ମଦନ ମୋହନ ପ୍ରଧାନ । ନୟାଗଡ଼ ଖଣ୍ଡପଡା SDPO ମଦନ ମୋହନ ପ୍ରଧାନଙ୍କ ନାଁ ରେ ଫତେଗଡ଼ ଥାନାରେ ମାମଲା ରୁଜୁ ହେବାପରେ ନିରପେକ୍ଷ ତଦନ୍ତ ପାଇଁ ତୁରନ୍ତ SDPO ଙ୍କୁ  ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି ।

ଜଣେ ମହିଳା SDPO ଙ୍କ ବିରୋଧରେ ଥାନା ମାମଲା ରଫାଦଫା କରିବା ବାହାନାରେ ହ୍ଵାଟ୍ସଆପ୍‌ରେ ଅଶ୍ଳୀଳ ବାର୍ତ୍ତା ପଠାଇବା ଏବଂ ଅସଦାଚରଣ କରିବା ନେଇ ଅଭିଯୋଗ କରିଥିଲେ । ଯାହାର ଅଡିଓ ରେକଡିଂ ଭାଇରାଲ ହୋଇଥିଲା । ରେକଡିଂ ଭାଇରାଲ ପରେ ମହିଳା ଜଣଙ୍କ ହାଇକୋର୍ଟ, ମାନବାଧିକାର କମିଶନର, ମହିଳା କମିଶନର ଓ ଫତେଗଡ଼ ଥାନାର ଦ୍ୱାରସ୍ଥ ହୋଇଥିଲେ । ମେସେଞ୍ଜରରେ ମଧ୍ୟ sdpo ମେସେଜ କରିଥିବା ଅଭିଯୋଗ ହୋଇଥିଲା । ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ କରାଯାଇଛି । ମାମଲାକୁ ନେଇ ଖଣ୍ଡପଡା SDPO ଙ୍କୁ ନୟାଗଡ଼ ହେଡ କ୍ବାଟରକୁ ବଦଳି କରାଯାଇଛି ଏବଂ ନୟାଗଡ଼ ହେଡ କ୍ବାଟରର SDPO ସୁଦୀପ୍ତ କୁମାର ସାହୁଙ୍କୁ ଖଣ୍ଡପଡ଼ା ଦାୟିତ୍ବ ଦିଆଯାଇଛି ।

ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି
ଭୁବନେଶ୍ୱର: ନ୍ୟାୟ ପାଇଁ ଥାନାକୁ ଯାଇଥିବା ଜଣେ ମହିଳା ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଛନ୍ତି। ଏ ସଂକ୍ରାନ୍ତୀୟ ସମସ୍ତ ତଥ୍ୟ ପ୍ରମାଣ ସେ ପୁଲିସ ମହାନିର୍ଦ୍ଦେଶକଙ୍କୁ ଦେଇସାରିଥିଲେ ମଧ୍ୟ ଏଯାଏଁ ପୀଡ଼ିତାଙ୍କୁ ନ୍ୟାୟ ମିଳିପାରିନାହିଁ। ମହିଳା ସଶକ୍ତୀକରଣ ସ୍ଲୋଗାନ୍‌ ଦେଉଥିବା ଡବଲ୍‌ ଇଂଜିନ ସରକାରର ଏହା ଅସଲ ମୁଖା ବୋଲି ବିଜେଡି କହିଛି।

ରବିବାର ଶଙ୍ଖଭବନରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବିଜୁ ଛାତ୍ର ଜନତା ଦଳର ସଭାପତି ଇପ୍ସିତା ସାହୁ କହିଛନ୍ତି ଯେ ଡବଲ ଇଂଜିନ୍‌ ସରକାରରେ ଦିନକୁଦିନ ନାରୀ ନିର୍ଯାତନା ବୃଦ୍ଧି ପାଉଥିଲା ବେଳେ ପୁଲିସ ଦ୍ୱାରା ଜଣେ ମହିଳା ଯୌନ ନିର୍ଯାତନାର ଶିକାର ହେବା ଅତ୍ୟନ୍ତ ଲଜ୍ଜା ଓ ଦୁର୍ଭାଗ୍ୟଜନକ। ଥାନାକୁ ଯାଇଥିବା ମହିଳାଜଣଙ୍କ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ଦ୍ୱାରା ବାରମ୍ୱାର ଯୌନନିର୍ଯାତନାର ଶିକାର ହେବାର ସମସ୍ତ ପ୍ରମାଣ ଗଣମାଧ୍ୟମ ଆଗରେ ଦେଇଥିଲେ ସୁଦ୍ଧା ସରକାର କୁମ୍ଭକର୍ଣ୍ଣ ନିଦ୍ରା ନଭାଙ୍ଗିବା, ଓଡ଼ିଶା ପୁଲିସ ପାଇଁ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି କରିଛି। ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ଓ ମହିଳା ସଶକ୍ତୀକରଣ ପାଇଁ ଡିଣ୍ଡିମ ପିଟୁଥିବା ଉପ-ମୁଖ୍ୟମନ୍ତ୍ରୀ ଏଭଳି ଘଟଣାରେ ସମ୍ୱେଦନହୀନ ହୋଇପାରୁଛନ୍ତି କିପରି? ନ୍ୟାୟ ନ ମିଳିଲେ, ମହିଳାଜଣଙ୍କ ଆତ୍ମହତ୍ୟା କରିବେ ବୋଲି ଗଣମାଧ୍ୟମରେ ଦେଇଥିବା ବିବୃତ୍ତି ଉଦ୍‌ବେଗଜନକ। ସଂପୃକ୍ତ ପୁଲିସ ଅଧିକାରୀ କାହା ଛତ୍ରଛାୟାରେ ସୁରକ୍ଷିତ ଅଛନ୍ତି ବୋଲି ଶ୍ରୀମତୀ ସାହୁ ପ୍ରଶ୍ନ କରିଛନ୍ତି। ପୀଡ଼ିତାଙ୍କୁ ନ୍ୟାୟ ନ ମିଳିଲେ, ପୁଲିସ ଉପରୁ ଜନସାଧାରଣଙ୍କ ଆସ୍ଥା ତୁଟିଯିବ। ତୁରନ୍ତ ଖଣ୍ଡପଡ଼ା ଏସ୍‌ଡିପିଓଙ୍କୁ ଗିରଫ କରି ଏଭଳି ଘୃଣ୍ୟ କାର୍ଯ୍ୟରେ ସଂପୃକ୍ତି ଲାଗି ତାଙ୍କୁ ବହିଷ୍କାର କରାଯାଉ ବୋଲି ବିଜେଡି ଦାବି କରିଛି।

ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ
ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନଙ୍କ ବିରୋଧରେ ଏକ ସାଂଘାତିକ ଅଭିଯୋଗ ଆସିଛି। ଫତେଗଡ଼ ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ବିରୋଧରେ ଥାନା ମାମଲା ରଫାଦଫା କରିବା ବାହାନାରେ ହ୍ଵାଟ୍ସଆପ୍‌ରେ ଅଶ୍ଳୀଳ ବାର୍ତ୍ତା ପଠାଇବା ଏବଂ ଅସଦାଚରଣ କରିବା ନେଇ ଅଭିଯୋଗ ଆଣିଛନ୍ତି। ଏ ନେଇ ପୀଡ଼ିତା ସିଧାସଳଖ ପୋଲିସ ଡିଜି (DGP)ଙ୍କ ନିକଟରେ ଲିଖିତ ଅଭିଯୋଗ କରି କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

କଣ ରହିଛି ସମ୍ପୂର୍ଣ୍ଣ ଘଟଣା?

ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ଗତବର୍ଷ ଜୁଲାଇ ୩ ତାରିଖରେ ଘଟିଥିବା ଏକ ଗଣ୍ଡଗୋଳ ଘଟଣାକୁ ନେଇ ଥାନାରେ ମାମଲା ରୁଜୁ ହୋଇଥିଲା। ପରବର୍ତ୍ତୀ ସମୟରେ ଏହି ମାମଲାରେ ଫତେଗଡ଼ ଜେଏମ୍ଏଫ୍‌ସି (JMFC) କୋର୍ଟରୁ ଏକ ସମନ୍ ମଧ୍ୟ ଆସିଥିଲା। ଏହି ଘଟଣାର ତଦନ୍ତ ଆଳରେ ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ତାଙ୍କ ସହ ଯୋଗାଯୋଗ କରିଥିଲେ। ଅଭିଯୋଗ ମୁତାବକ, ପୋଲିସ ଅଧିକାରୀ ଜଣକ ଖରାପ ଉଦ୍ଦେଶ୍ୟ ରଖି ତାଙ୍କ ସହିତ କଥାବାର୍ତ୍ତା କରିବା ସହ ଏକ ହୋଟେଲକୁ ଆସିବାକୁ ବାଧ୍ୟ କରିଥିଲେ। ମହିଳା ଜଣକ ଏଥିରେ ରାଜି ନହେବାରୁ ସେ ହ୍ଵାଟ୍ସଆପ୍‌ରେ ଅଶ୍ଳୀଳ ବାର୍ତ୍ତା ପଠାଇଥିଲେ, ଯାହାର ପ୍ରମାଣ ତାଙ୍କ ପାଖରେ ରହିଥିବା ମହିଳା ଦାବି କରିଛନ୍ତି।

ମିଥ୍ୟା ମାମଲାରେ ଫସାଇଦେବାକୁ ଧମକ

ଏହି ଘଟଣା ଏତିକିରେ ସୀମିତ ରହିନଥିଲା। ମହିଳାଙ୍କ ଅଭିଯୋଗ ଅନୁସାରେ, ଯଦି ସେ ଶାରୀରିକ ସମ୍ପର୍କ ରଖିବାକୁ ରାଜି ନହୁଅନ୍ତି, ତେବେ ତାଙ୍କ ସ୍ୱାମୀଙ୍କୁ ମିଥ୍ୟା ମାମଲାରେ ଫସାଇ ଦିଆଯିବ ବୋଲି ଏସ୍‌ଡିପିଓ ଧମକ ଦେଇଥିଲେ। ଏପରିକି ମିଥ୍ୟା କେସ୍ କରି ପୀଡ଼ିତାଙ୍କୁ ରାତିସାରା ଥାନାରେ ଅଟକ ରଖି ନିଜର ଖରାପ ଉଦ୍ଦେଶ୍ୟ ଚରିତାର୍ଥ କରିବାକୁ ମଧ୍ୟ ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ସାମାଜିକ ଗଣମାଧ୍ୟମରେ ଏହାକୁ ନେଇ ଏକ ଅଡିଓ କ୍ଲିପ୍ ମଧ୍ୟ ଭାଇରାଲ ହେବାରେ ଲାଗିଛି।

ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ

ଏଭଳି ଏକ ସମ୍ବେଦନଶୀଳ ତଥା ସଂଗୀନ ଅଭିଯୋଗ ସାମ୍ନାକୁ ଆସିବା ପରେ ପୋଲିସ ବିଭାଗରେ ହଇଚଇ ସୃଷ୍ଟି ହୋଇଛି। ଘଟଣା ସମ୍ପର୍କରେ ଏସ୍‌ଡିପିଓଙ୍କ ପ୍ରତିକ୍ରିୟା ନେବା ପାଇଁ ଚେଷ୍ଟା କରାଯାଇଥିଲେ ସୁଦ୍ଧା ତାଙ୍କର ମୋବାଇଲ୍ ଫୋନ୍ ସୁଇଚ୍ ଅଫ୍ ରହିଥିବାରୁ କୌଣସି ଯୋଗାଯୋଗ ହୋଇପାରିନାହିଁ। ଏବେ ପୋଲିସ ମହାନିର୍ଦ୍ଦେଶକ ଏହି ଘଟଣାରେ କି ପଦକ୍ଷେପ ନେଉଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିଛି।