CHSE - The Sakala
ପ୍ରଶ୍ନପତ୍ର ଲିକ୍ ରୋକିବାକୁ AI କ୍ୟାମେରା ବ୍ୟବହାର କରିବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ
ଭୁବନେଶ୍ୱର: ପ୍ରଶ୍ନପତ୍ର ଲିକ୍ ରୋକିବ AI କ୍ୟାମେରା ! ପ୍ରଶ୍ନପତ୍ର ଲିକ ରୋକିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟବହାର କରିବ AI କ୍ୟାମେରା । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ମୃନାଳ କାନ୍ତି ଦାସ । ସେ କହିଛନ୍ତି ଯେ,୨୧୧ ହବରେ ଏହା ନିଜ ଆଡୁ ଲଗାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । କଲେଜ ଇଣ୍ଟେର୍ନେଟ ଉପରେ ନିର୍ଭର କରିବାକୁ ପଡିବ ନାହିଁ । AI କ୍ୟାମେରାରେ ଲଗାଯିବ 128 GB ସିମ କାର୍ଡ । ଏଥିପାଇଁ ଦିଆଯିବ ପାୱାର ବ୍ୟାକଅପ । ଆସନ୍ତା ଫେବୃଆରୀ 9 ସୁଦ୍ଧା ସବୁ ହବରେ ଲଗାଯିବ । ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଫିସରେ ଖୋଲିଲା କଣ୍ଟ୍ରୋଲ ରୁମ । ପ୍ରଥମ ଥର ପାଇଁ ପ୍ରାକ୍ଟିକାଲ ପରୀକ୍ଷାକୁ ଏହି କଣ୍ଟ୍ରୋଲ ରୁମରୁ ମନିଟର କରାଯାଇଛି । ପୂର୍ବରୁ କେବଳ ଥିଓରୀ ପରୀକ୍ଷାକୁ କଣ୍ଟ୍ରୋଲ ରୁମରୁ ମନିଟର କରାଯାଉଥିଲା । ଏହା ଦ୍ୱାରା ପିଲାମାନଙ୍କ ସମେତ ଏକ୍ସଟରନାଲମାନଙ୍କ ଗତିବିଧି ଉପରେ ବି ନଜର ରଖାଯାଉଛି । କାରଣ ଏକ୍ସଟରନାଲଙ୍କୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଥିଲା ।
+୨ ଇଣ୍ଟରନାଲ୍‌ ପରୀକ୍ଷା ପାଇଁ ମାର୍ଗଦର୍ଶିକା ଜାରି, ୨୦ରୁ ୬ ଏବଂ ୧୦ରୁ ୩ ମାର୍କ ରଖିଲେ ପାସ୍‌
ଭୁବନେଶ୍ୱର: ଡିସେମ୍ବର ୨୨ତାରିଖରୁ ଯୁୁକ୍ତ ଦୁଇ ଇଣ୍ଟରନାଲ୍‌ ପରୀକ୍ଷା ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପ୍ରସ୍ତୁତି ଆରମ୍ଭ କରିଛି। ଇଣ୍ଟରନାଲ୍‌ ବା ପ୍ରୋଜେକ୍ଟ ପରୀକ୍ଷାକୁ ସୁଚାରୁଭାବେ କରିବା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। କେବଳ ରେଗୁଲାର୍‌ ପରୀକ୍ଷାର୍ଥୀମାନେ ଇଣ୍ଟରନାଲ୍‌ ବା ପ୍ରୋଜେକ୍ଟ ପରୀକ୍ଷା ଦେବେ। ମୋଟ୍‌ ୨୦ରୁ ୬ ଏବଂ ୧୦ରୁ ୩ ମାର୍କ ରଖିଲେ କୃତକାର୍ଯ୍ୟ ହେବ। ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ସ୍ଲଟ୍‌ ବା ଡିସେମ୍ବର ୨୨ରୁ ୩୧ ମଧ୍ୟରେ ପରୀକ୍ଷା ଦେଇ ନ ପାରିବେ, ସେମାନଙ୍କୁ ଆଉ ଗୋଟିଏ ସୁଯୋଗ ପ୍ରଦାନ କରାଯିବ।
ଜାନୁଆରୀ ୨ରୁ ୧୫ ତାରିଖ ମଧ୍ୟରେ ସେମାନେ ପରୀକ୍ଷା ଦେଇପାରିବେ। ଏକ୍ସ-ରେଗୁଲାର୍‌ ପିଲାଙ୍କୁ ଏହି ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ପରୀକ୍ଷାରେ ଅନୁପସ୍ଥିତ ରହୁଥିବା ଛାତ୍ରଛାତ୍ରୀଙ୍କୁ ଫେଲ୍‌ ଭାବେ ଘୋଷଣା କରାଯିବ। ପରୀକ୍ଷାର ପ୍ରଶ୍ନପତ୍ର ପାଟର୍ଣ୍ଣ ମଧ୍ୟ ସିଏଚ୍‌ଏସ୍‌ଇ ପକ୍ଷରୁ ଜାରି କରାଯାଇଛି। ସୂଚନାଯୋଗ୍ୟ, ଫେବୃଆରୀ ତୃତୀୟ ସପ୍ତାହରୁ ବାର୍ଷିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଫେବୃଆରୀ ୧୪ ତାରିଖ ସୁଦ୍ଧା ପିଲାଙ୍କୁ ଆଡମିଟ୍‌ କାର୍ଡ ପ୍ରଦାନ କରାଯିବ। ଚଳିତ ବର୍ଷ ନୂତନ ଭାବେ ୮୯ କେନ୍ଦ୍ରରେ ପରୀକ୍ଷା ହେବ। ସମୁଦାୟ ୧୩୪୯ ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ ବୋଲି ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି।
ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି
ଭୁବନେଶ୍ୱର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ। ୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦ ( CHSE ) ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ବର: ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା ।ଏନେଇ ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ଡିସେମ୍ବର ୧୫ ତାରିଖ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ। ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏଁ ହେବ । ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା। ଏଥର ମୋଟ୍ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା ବୋଲି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା କହିଛନ୍ତି।
ଆସନ୍ତା ୨୦ରୁ ଯୁକ୍ତ ୨ ପରୀକ୍ଷା ଫର୍ମପୂରଣ, ନଭେମ୍ବର ୧୩ରୁ ଏକ୍ସ-ରେଗୁଲାର୍‌...
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫର୍ମପୂରଣ ତାରିଖ ଆଜି ଘୋଷଣା ହୋଇଛି। ଆସନ୍ତା ୨୦ତାରିଖରୁ ରେଗୁଲାର୍‌ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଆରମ୍ଭ ହେବ। ଛାତ୍ରଛାତ୍ରୀମାନେ ବିନା କୌଣସି ଜରିମାନାରେ ନଭେମ୍ବର ୬ ତାରିଖ ମଧ୍ୟରେ ଫର୍ମ ପୂରଣ କରିପାରିବେ। ଏହା ପୂର୍ବରୁ, ଏକ୍ସ-ରେଗୁଲାର୍‌ ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ହେବ।
ଆସନ୍ତା ୧୩ରୁ ୨୫ ତାରିଖ ମଧ୍ୟରେ ବିନା ଜରିମାନାରେ ଫର୍ମ ପୂରଣ କରିପାରିବେ। ବିନା ଜରିମାନାରେ ଫର୍ମ ପୂରଣ ସରିବା ପରେ ଏକା ସମୟରେ ଜରିମାନା ଦେଇ ଉଭୟ ରେଗୁଲାର୍‌ ଓ ଏକ୍ସ-ରେଗୁଲାର୍‌ ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିବେ। ନଭେମ୍ବର ୧୦ରୁ ୧୪ ତାରିଖ ମଧ୍ୟରେ ୨୦୦ଟଙ୍କା ଫାଇନ୍‌ ଏବଂ ନଭେମ୍ବର ୧୭ରୁ ୧୯ତାରିଖ ମଧ୍ୟରେ ୬୦୦ଟଙ୍କା ଫାଇନ୍‌ ଦେଇ ଫର୍ମ ପୂରଣ କରିବେ। ଏନେଇ ସିଏଚ୍‌ଏସ୍‌ଇ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକୁ ଅବଗତ କରିଛନ୍ତି।
ଫର୍ମ ପୂରଣ ପାଇଁ ୮ଶହ ଟଙ୍କା ଲେଖାଏଁ ଧାର୍ଯ୍ୟ କରାଯାଇଛି। ପ୍ରୋଜେକ୍ଟ, ପ୍ରାକ୍ଟିକାଲ୍‌ ଓ ଇଣ୍ଟରନାଲ୍‌ ପରୀକ୍ଷା ପାଇଁ ଅତିରିକ୍ତ ଭାବେ ୪୦ଟଙ୍କା ଲେଖାଏଁ ଫି’ ରହିଛି। କେବଳ ରେଗୁଲାର୍‌ ପରୀକ୍ଷାର୍ଥୀଙ୍କଠାରୁ ଏହି ଫି’ ଆଦାୟ କରାଯିବ। ଫର୍ମ ପୂରଣ ଅବଧି ପରବର୍ତ୍ତୀ ସମୟରେ ଆଉ ବୃଦ୍ଧି କରାଯିବ ନାହିଁ। ଫର୍ମ ପୂରଣର ଶେଷ ତାରିଖ ଛୁଟିଦିନ ପଡ଼ିଲେ, ତାହାର ପରବର୍ତ୍ତୀ କାର୍ଯ୍ୟ ଦିବସକୁ ଶେଷ ତାରିଖ ଭାବେ ଗ୍ରହଣ କରାଯିବ ବୋଲି କୁହାଯାଇଛି। ଏକା ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ହେବ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି।
ଆଜି ପ୍ରକାଶ ପାଇବ ଯୁକ୍ତ ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷାଫଳ
ଭୁବନେଶ୍ବର: ଯୁକ୍ତ ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ  ଶୁକ୍ରବାର ଅପରାହ୍ଣ ସାଢ଼େ ୪ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ୫ଟା ବେଳେ https://results.odisha.gov.in/ ୱେବସାଇଟରେ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ସମୁଦାୟ ୧୦୦୯ ଜଣ ପିଲା ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଛନ୍ତି। ତନ୍ମଧ୍ୟରେ କଳାରେ ସର୍ବାଧିକ ୪୯୫ ଜଣ ଥିବା ବେଳେ ବିଜ୍ଞାନରେ ୩୪୯, ବାଣିଜ୍ୟରେ ୧୩୩ ଓ ଧନ୍ଦାମୂଳକ ଶିକ୍ଷାରେ ୩୨ଜଣ ଛାତ୍ରଛାତ୍ରୀ ଅଛନ୍ତି। ମାତ୍ର ଜଣେ ପିଲା ପରୀକ୍ଷା ଦେଇନଥିବା ବେଳେ ଅବଶିଷ୍ଟ ୧୦୦୮ଜଣ ପରୀକ୍ଷା ଦେଇଥିବା ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି।
ଭୁବନେଶ୍ବର: ପ୍ରକାଶ ପାଇଲା +୨ ରେଜଲ୍ଟ । ବୁଧବାର ଅପରାହ୍ନରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଏକା ସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି। ମୋଟ ପାସହାର ୮୨.୭୭ ପ୍ରତିଶତ ରହିଛି। ପୁଅଙ୍କ ତୁଳନାରେ ଝିଅଙ୍କ ପାସହାର ଅଧିକ ରହିଛି। କଳାରେ ପାସହାର ୮୦.୫୧ ପ୍ରତିଶତ ରହିଛି। ସେହିପରି ବିଜ୍ଞାନରେ ପାସହାର ୮୭.୪୯% ରହିଥିବାବେଳେ ବାଣିଜ୍ୟରେ  ୮୩.୦୨% ଓ ଧନ୍ଦାମୂଳକରେ ପାସହାର ୬୦% ରହିଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ପରୀକ୍ଷା ଫଳ https://results.odisha.gov.in ଏବଂ https://results.digilocker.gov.in‌ ୱେବସାଇଟ୍‌ରେ ଜାଣିପାରିବେ।
ଉଭୟ ରେଗୁଲାର୍‌ ଓ ଏକ୍ସ-ରେଗୁଲାର୍‌ ବର୍ଗରେ ମୋଟ୍‌ ୩ଲକ୍ଷ ୯୩ ହଜାର ୬୧୮ ପିଲା ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧ ଜଣ ପିଲା ଥିବା ବେଳେ ବିଜ୍ଞାନରେ ୧ଲକ୍ଷ ୧୪ହଜାର ୯୮୦, ବାଣିଜ୍ୟରେ ୨୫ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ ଜଣ ପିଲା ରହିଛନ୍ତି।
ସୂଚନାଯୋଗ୍ୟ, ଚଳିତଥର ୪୨୯ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ କପି କରି ଧରାପଡ଼ିଥିଲେ। ବିଶେଷଜ୍ଞଙ୍କ ଦ୍ୱାରା ସମସ୍ତଙ୍କୁ କାଉନସେଲିଂ କରିବା ପରେ ତନ୍ମଧ୍ୟରୁ ୩୭୨ଜଣ କପି କରି ନଥିବା ଜଣାପଡ଼ିଥିଲା। ତେଣୁ ସେମାନଙ୍କ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି। ଅବଶିଷ୍ଟ ୫୭ଜଣ କପି କରିଥିବା ସ୍ପଷ୍ଟ ହେବା ପରେ ସେମାନଙ୍କୁ ଆସନ୍ତାବର୍ଷ ପୁଣିଥରେ ପରୀକ୍ଷା ଦେବାକୁ ପଡ଼ିବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଥିଲେ।
ଆସନ୍ତାକାଲି ଠାରୁ ଆରମ୍ଭ ହେବ +୨ ଖାତା ଦେଖା , ଗୋଟିଏ ଦିନରେ ପ୍ରକାଶ ପାଇବ ସମସ୍ତ ରେଜଲ୍ଟ. !
ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର। ଆସନ୍ତାକାଲି ଅର୍ଥାତ୍ ବୁଧବାର ଠାରୁ +୨ ଖାତା ଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକ ସଙ୍ଗେ ବାହାରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।
ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ଏପ୍ରିଲ ୨ ଠାରୁ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମେ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ । ଗୋଟିଏ ଦିନରେ ହିଁ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ କରାଯିବ।
ମଇ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ ହୋଇଛି। ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟ ଖାତା ଏପ୍ରିଲ ୨ରୁ ୧୪ ଯାଏଁ ଦେଖା ହେବ । ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ହେବ ବୋଲି ଜଣାପଡ଼ିଛି । ଏଥିଲାଗି ୭୮ ଟି ଅଫଲାଇନ୍, ୭୦ଟି ଅନଲାଇନ୍ କେନ୍ଦ୍ର ହୋଇଛି ।
ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁ ନଥିବାରୁ ଖାତାଦେଖା କେନ୍ଦ୍ର ବଢ଼ାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ ହୋଇଛନ୍ତି। ଏକ୍‌ଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୁଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି। ୩୫, ୪୦ ଓ ୫୦ ମାର୍କ ଥିବା ବିଷୟଗୁଡ଼ିକ ପାଇଁ ୩୦ଟି ଖାତା ୫ ଘଣ୍ଟାରେ ଦେଖିବେ ଶିକ୍ଷକ।
ସୂଚନାଯୋଗ୍ୟ, ରାଜ୍ୟରେ ଚଳିତ ବର୍ଷ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। ଏଥର ମାଲ ପ୍ରାକ୍ଟିସ୍‌ ବା ଏମ୍‌ପିରେ ବୁକ୍‌ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଦିଆଯିବ ବଡ଼ ଆସ୍ୱସ୍ତି ମିଳିଛି। କୌଣସି ଭୁଲ ନଥାଇ ତ୍ରୁଟିପୂର୍ଣ୍ଣ ଭାବେ ଏମ୍‌ପିରେ ବୁକ୍‌ ହୋଇଥିଲେ ସେମାନଙ୍କ ଖାତାକୁ ବିଚାରକୁ ନେଇ ସେମାନଙ୍କ ପରୀକ୍ଷା ଫଳ ସାଧାରଣ ପରୀକ୍ଷାର୍ଥୀଙ୍କ ସହ ଏକା ସାଙ୍ଗରେ ପ୍ରକାଶ ପାଇବ।
ଆଜିଠାରୁ +୨ ପରୀକ୍ଷା ଆରମ୍ଭ, ୧୨୭୬ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ୩ଲକ୍ଷ ୯୩ହଜାର ୬୧୮ ଛାତ୍ରଛାତ୍ରୀ
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେବ+୨ ପରୀକ୍ଷା। ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧ଟାରେ ସରିବ। ପ୍ରଥମ ଦିନରେ ବିଜ୍ଞାନ ବିଭାଗର ପରୀକ୍ଷା ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର୍‌ ପିଲାମାନେ ଏମ୍‌ଆଇଏଲ୍‌ (ଓଡ଼ିଆ) ପରୀକ୍ଷା ଦେବେ। ଏହାର ପରଦିନ ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ।
ପରୀକ୍ଷାର ସୁପରିଚାଳନା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସମସ୍ତ ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ କଡ଼ା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ନେବାକୁ ପୁନଃ ସମୀକ୍ଷା କରାଯାଇଛି। ସକାଳ ସାଢ଼େ ୮ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିବ। କୌଣସି ପରିସ୍ଥିତିରେ ଯେପରି ପ୍ରଶ୍ନପତ୍ର ଲିକ୍‌ ବା ବିଶୃଙ୍ଖଳା ସୃଷ୍ଟି ନ ହୁଏ, ସେଥିପାଇଁ ସିଏଚ୍‌ଏସ୍‌ଇ ଚୂଡ଼ାନ୍ତ ପ୍ରସ୍ତୁତି କରିଛି।
ପରୀକ୍ଷା ହଲ୍‌ରେ ସିସିଟିଭି ଲାଗିବା ସହ କପି ରୋକିବାକୁ ପଞ୍ଚସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା କରାଯାଇଛି। କଲେଜସ୍ତରରେ ସୁପରିଟେଣ୍ଡେଣ୍ଟଙ୍କ ନେତୃତ୍ୱରେ ପ୍ରଥମ ସ୍ତରର ସ୍କ୍ୱାଡ୍‌ ଯାଞ୍ଚ କରିବେ। ସେହିପରି ହବ୍‌ରୁ ଆସୁଥିବା ପର୍ଯ୍ୟବେକ୍ଷକ, ଜିଲ୍ଲା ପ୍ରଶାସନ ଓ ଜୋନାଲ୍‌ସ୍ତରୀୟ ସ୍କ୍ୱାଡ୍‌ କପି ଯାଞ୍ଚ କରିବେ।
ଚଳିତଥର ପ୍ରଥମଥର ପାଇଁ କରାଯାଇଥିବା ସେଣ୍ଟ୍ରାଲ୍‌ ସ୍କ୍ୱାଡ୍‌ ଜିଲ୍ଲା ମୁଖ୍ୟାଳୟରେ ରହି ଅଚାନକ କଲେଜ ଗସ୍ତ କରିବ। ୩୫ଟି ଦଳରେ ୧୨୦ଜଣ ସଦସ୍ୟ କଡ଼ା ନଜର ରଖିବେ। ସେହିପରି ପରୀକ୍ଷା ହଲ୍‌ରେ ଲାଗିଥିବା ସିସିଟିଭିକୁ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରୁ ରହି ନିରୀକ୍ଷଣ କରବା ପାଇଁ ୫ଜଣ ବରିଷ୍ଠ ଅଧିକାରୀ ନିୟୋଜିତ ହୋଇଛନ୍ତି। ପୂର୍ବରୁ ଅଭିଯୋଗ ଆସୁଥିବା ୫ଶହ କଲେଜ ପାଇଁ କଣ୍ଟ୍ରୋଲ୍‌ ରୁମ୍‌ରୁ ପରୀକ୍ଷାକୁ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଛି। ଚଳିତବର୍ଷ ମୋଟ୍‌ ୧୨୭୬ଟି ପରୀକ୍ଷା କେନ୍ଦ୍ରରେ ସର୍ବାଧିକ ୩ଲକ୍ଷ ୯୩ହଜାର ୬୧୮ପିଲା ପରୀକ୍ଷା ଦେବେ। କଳାରେ ସର୍ବାଧିକ ୨ଲକ୍ଷ ୪୭ହଜାର ୩୯୧ଜଣ ଫର୍ମପୂରଣ କରିଥିବା ବେଳେ ବିଜ୍ଞାନରେ ୧ଲକ୍ଷ ୧୪ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ଜଣ ପିଲା ରହିଛନ୍ତି।
ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା: ଜାନୁଆରୀ ୨ରୁ ପ୍ରାକ୍ଟିକାଲ, ଫେବ୍ରୁଆରୀ ୧୫ରୁ ହୋଇପାରେ ଥିଓରୀ
ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା କଲେ CHSE ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା। ସେ ସୂଚନା ଦେଇ କହିଛନ୍ତି ଯେ, ଏଥର ଯୁକ୍ତ ଦୁଇ ପରୀକ୍ଷା ଦୁଇ ଭାଗରେ ହେବ। ଇଣ୍ଟରନାଲ ଓ ମେନ ପରୀକ୍ଷା । ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୬ ରୁ ୩୦ ଯାଏଁ ହେବ।  ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ଥିଓରୀ ପରୀକ୍ଷା ଆରମ୍ଭ ହୋଇପାରେ। ସମସ୍ତ ଷ୍ଟ୍ରିମର ଫଳାଫଳ ପରୀକ୍ଷା ସରିବାର ୪୫ ଦିନ ଭିତରେ ରେଜଲ୍ଟ ବାହାରିବ। ଫର୍ମ ଫିଲଅପ ଚାଲିଛି। ଯେଉଁମାନେ କରି ନାହାନ୍ତି, ଫାଇନ ଡେଟରେ କରିବେ। 75% ଉପସ୍ଥାନ ନ ଥିଲେ ଆଡମିଟ କାର୍ଡ ମିଳିବନି। କିଛି କଲେଜରେ ଯେଉଁଠି ପିଲାମାନଙ୍କ ଉପସ୍ଥାନ କମ ଥିବ, ସେମାନଙ୍କୁ ଶ୍ରେଣୀ ଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରନ୍ତୁ ବୋଲି ସେ କହିଛନ୍ତ।
ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତଦୁଇ ଫର୍ମପୂରଣ
ଭୁବନେଶ୍ବର: ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମପୂରଣ। ସେପ୍ଟେମ୍ବର ୧୮ ରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ।
ସେହିପରି ନଭେମ୍ବର ୧୧ ରୁ ୧୮ ଯାଏଁ ଫର୍ମପୂରଣ କଲେ ୬୦୦ ଟଙ୍କା ଜୋରିମାନା ଦେବାକୁ ପଡିବ । ୨୦୨୫ ବାର୍ଷିକ ପରୀକ୍ଷା ପାଇଁ ହେବ ଫର୍ମ ପୂରଣ। ସମସ୍ତ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିବେ। ଏନେଇ ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦ ପକ୍ଷରୁ ସୂଚନା ଦିଆଯାଇଛି।