Safety - The Sakala

ଉଦଳା ମେଡିକାଲର ପ୍ରସୂତି ବିଭାଗରେ ଅଘଟଣ: ନବଜାତକକୁ ଧରି ବସିଥିବା ବେଳେ ପ୍ରସୂତିଙ୍କ ଉପରେ ପଡିଲା ଛାତ ସିଲିଂ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ଉଦଳା ମେଡିକାଲରେ ଅଘଟଣ । ଡାକ୍ତରଖାନାର ପ୍ରସୂତି ବିଭାଗ ୱାର୍ଡର ଛାତ ସିଲିଂ  ଖସି ପଡ଼ିବାରୁ ଜଣେ ପ୍ରସୂତି ଆହତ ହୋଇଥିବା ବେଳେ ତାଙ୍କ ନବଜାତ ଶିଶୁ ଅଳ୍ପକେ ରକ୍ଷା ପାଇଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ପ୍ରସୂତି ସଞ୍ଜୁଲତା ପାତ୍ର ନିଜ ନବଜାତ ଶିଶୁକୁ କୋଳରେ ଧରି ବେଡ୍‌ ଉପରେ ବସିଥିବା ବେଳେ ହଠାତ୍ ଛାତର ଏକ ଅଂଶ ଖସି ତାଙ୍କ ପିଠିରେ ପଡ଼ିଥିଲା। ଫଳରେ ସେ ଆହତ ହୋଇଛନ୍ତି। ତେବେ ସୌଭାଗ୍ୟବଶତଃ ଶିଶୁଟିର କୌଣସି କ୍ଷତି ହୋଇନାହିଁ। ଏହି ସମୟରେ ୱାର୍ଡ ଭିତରକୁ ପ୍ରବେଶ କରୁଥିବା ଅନ୍ୟ ଜଣେ ମହିଳାଙ୍କ ସ୍ୱାମୀ ମଧ୍ୟ ଖଣ୍ଡବିଖଣ୍ଡିତ ଛାତ ବାଜି ଆହତ ହୋଇଥିବା ଜଣାପଡ଼ିଛି।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଛାତରୁ ଲଗାତାର ପାଣି ଗଳୁଥିବାରୁ ଫଲ୍ସ ସିଲିଂଟି ଦୁର୍ବଳ ହୋଇଯାଇଥିଲା ଏବଂ ଶେଷରେ ତାହା ଖସିପଡ଼ିଥିଲା। ଛାତ ଖସିବା ସହ ୱାର୍ଡ ଭିତରକୁ ପାଣି ମଧ୍ୟ ପଶିଆସିଥିଲା। ଡାକ୍ତରଖାନାର ରକ୍ଷଣାବେକ୍ଷଣ ଅଭାବରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ସାଧାରଣରେ ଅଭିଯୋଗ ହୋଇଛି। ଏହି ଘଟଣା ପରେ ହସ୍ପିଟାଲ ବିଲ୍ଡିଂର ଅବସ୍ଥା ଏବଂ ପ୍ରସୂତି ବିଭାଗ ୱାର୍ଡରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ସୁରକ୍ଷାକୁ ନେଇ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ପ୍ରଥମ ପର୍ଯ୍ୟାୟ ଜନଗଣନା (ହାଉସଲିଷ୍ଟିଂ ଓ ହାଉସିଂ ସେନ୍ସସ୍‌) କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ସୁରକ୍ଷାକୁ ନେଇ ରାଜ୍ୟ ସରକାର ଗମ୍ଭୀର ହୋଇଛନ୍ତି। ଗତ କିଛି ଦିନ ମଧ୍ୟରେ କାର୍ଯ୍ୟରତ ଗଣନାକାରୀଙ୍କ ସମ୍ପର୍କରେ ଆସିଥିବା ଅତ୍ୟନ୍ତ ଦୁଃଖଦ ଖବର ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଜରୁରୀ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଗତ ୧୬ ଏପ୍ରିଲରୁ ଆରମ୍ଭ ହୋଇଥିବା ଏହି ଗଣନା ପ୍ରକ୍ରିୟା ଆସନ୍ତା ମେ ୧୫ ପର୍ଯ୍ୟନ୍ତ ଚାଲିବ। ତେବେ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସାମ୍ନାକୁ ଆସିଥିବା ଘଟଣାଗୁଡ଼ିକ ଚିନ୍ତା ବଢ଼ାଇଛି। ସୋନପୁର ଜିଲ୍ଲାରେ ଜଣେ ଗଣନାକାରୀଙ୍କ କାର୍ଯ୍ୟରୁ ଫେରିବା ପରେ ହୃଦଘାତରେ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଜଣେ ମହିଳା ଗଣନାକାରୀ ନିଖୋଜ ହୋଇଯାଇଥିବା ବେଳେ ବାଲେଶ୍ୱରରୁ ଦୁର୍ଘଟଣା ଓ ହିଟ୍‌ଷ୍ଟ୍ରୋକ୍ (ଅଂଶୁଘାତ) ସମ୍ବନ୍ଧୀୟ ତିନୋଟି ମାମଲା ଏବଂ ରାଉରକେଲାରୁ ଗୋଟିଏ ଦୁର୍ଘଟଣାଜନିତ ଖବର ମିଳିଛି।

ଏହି ସମସ୍ତ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ଅରବିନ୍ଦ କୁମାର ପାଢ଼ୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିବାକୁ କହିଛନ୍ତି। ବିଶେଷ ଭାବେ ଗ୍ରୀଷ୍ମ ପ୍ରବାହ ବା ତାତିଜନିତ ସମସ୍ୟାକୁ ମୁକାବିଲା କରିବା, କାର୍ଯ୍ୟ ସମୟରେ ରହିଥିବା ବିପଦଗୁଡ଼ିକୁ ଚିହ୍ନଟ କରିବା ଏବଂ ଗଣନାକାରୀମାନଙ୍କୁ ନିୟମିତ ଭାବେ ଟ୍ରାକ୍ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

ଏହାଛଡ଼ା, କାର୍ଯ୍ୟରେ ନିୟୋଜିତ ସମସ୍ତ ଗଣନାକାରୀଙ୍କୁ ସେମାନଙ୍କ ସୁରକ୍ଷା ସମ୍ବନ୍ଧରେ ସଚେତନ କରାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ଯାହାଫଳରେ ନିର୍ଘଣ୍ଟ ସମୟ ମଧ୍ୟରେ ସୁରୁଖୁରୁରେ ଓ ନିର୍ଭୁଲ ଭାବେ ତଥ୍ୟ ସଂଗ୍ରହ କାର୍ଯ୍ୟ ଶେଷ କରାଯାଇପାରିବ।