Sex racket Busted - The Sakala

ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ; କିଙ୍ଗପିନ୍ ସମେତ ୪ ଦେହଜୀବୀ, ୩ ଜଣ ଗ୍ରାହକ ଗିରଫ
ଖୋର୍ଦ୍ଧା: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ବିକାଶ ନଗରରେ ସେକ୍ସ ରାକେଟ ଠାବ । ରାଣୀ ମହୁମାଛି ସମେତ ୪ଦେହଜୀବୀ ଓ ୩ ପୁରୁଷ ଗ୍ରାହକ ଗିରଫ । ଏକ ଭଡ଼ା ଘରେ ଚାଲିଥିଲା ସେକ୍ସ ସ୍କାଣ୍ଡାଲ । ବିଶେଷ ସୂତ୍ରରୁ ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ ସ୍ପେସାଲ ସ୍କ୍ୱାର୍ଡ ଟିମ୍ ଚଢ଼ଉ କରିଥିଲା । ଚଢ଼ଉ ବେଳେ କିଙ୍ଗପିନ୍ ସମେତ ୪ ଦେହଜୀବୀ, ୩ ଜଣ ଗ୍ରାହକଙ୍କୁ ଗିରଫ କରିଛି ପୋଲିସ । ଗତ କିଛିଦିନ ଧରି ଏହି ଅଞ୍ଚଳରେ ଥିବା ଏକ ଭଡ଼ାଘରେ ସେକ୍ସ ସ୍କାଣ୍ଡାଲ ଚାଲିଥିଲା ବୋଲି ପୋଲିସ ଖବର ପାଇଥିଲା ।

ସଟ୍‌ଡାଉନ୍‌ରେ ରାଜଧାନୀ ଭୁବନେଶ୍ୱରରୁ ସେକ୍ସ ରାକେଟ ଠାବ
ମହାମାରୀ କରୋନା ପାଇଁ ରାଜ୍ୟରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଚାଲିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଠାବ ହୋଇଛି ସେକ୍ସ ରାକେଟ । ଗେଷ୍ଟ ହାଉସରେ ଚାଲିଥିଲା ଦେହ ବ୍ୟବସାୟ। ବୁଦ୍ଦେଶ୍ୱରୀ କଲୋନୀ ଅଞ୍ଚଳରେ ଚାଲିଥିଲା ହାଇପ୍ରୋଫାଇଲ ସେକ୍ସ ରାକେଟ । ଜଣେ ଯୁବତୀ ଉଦ୍ଧାର ସହ ତିନି ଗ୍ରାହକଙ୍କୁ ଅଟକ ରଖିଛି ପୋଲିସ। ସେକ୍ସ ରାକେଟ ଖବର ପାଇ ଲକ୍ଷ୍ମୀସାଗର ଥାନା ପୋଲିସ ଚଢ଼ାଉ କରିଥିଲା । କେବେଠାରୁ ଚାଲିଥିଲା ସେକ୍ସ ରାକେଟ୍, କେଉଁଠାରୁ ଯୁବତୀ ଆସୁଥିଲେ ତା’ର ଖୋଲତାଡ଼ କରୁଛି ପୋଲିସ। ଅପରପକ୍ଷରେ ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ସଂକଟ ଟଳିନି । ଏଭଳି ସମୟରେ ଅତ୍ୟାବଶ୍ୟକୀୟ କାର୍ଯ୍ୟ ନେଇ ଚଳାଚଳକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଥିବା ବେଳେ ସପ୍ତାହାନ୍ତ ସଟ୍‌ଡାଉନ୍ ବଳବତ୍ତର ରହିଛି । ଏଭଳି ସମୟରେ ପୁଣି ରାଜଧାନୀରେ ସେକ୍ସ ରାକେଟ ଭୂତାଣୁ ସଂକମ୍ରଣ ଆଶଙ୍କାକୁ ମଧ୍ୟ ବୃଦ୍ଧି କରୁଛି ।