INDIA CORONA - The Sakala

ଭୟଙ୍କର ରୂପ ନେଉଛି କରୋନା : ୨୪ ଘଣ୍ଟାରେ ୧ ଲକ୍ଷ ଟପିଲା ନୂଆ ସଂକ୍ରମିତଙ୍କ ସଂଖ୍ୟା , ୪୭୮ ମୃତ
ନୂଆଦିଲ୍ଲୀ : ଭାରତରେ କରୋନାର ଦ୍ବିତୀୟ ଲହର ସାଂଘାତିକ ସ୍ଥିତି ସୃଷ୍ଟି କଲାଣି। ପୂର୍ବାପେକ୍ଷା ଏହା ଅଧିକ ଦ୍ରୁତବେଗରେ ବ୍ୟାପିବାରେ ଲାଗିଛି। ଏଥିଯୋଗୁଁ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ଗତ ୬ ମାସରେ ସର୍ବାଧିକ ୧ ଲକ୍ଷ ୩ ହଜାର ୫୫୮  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଭାରତ ପୁଣିଥରେ ଦୈନିକ ସଂକ୍ରମଣରେ ବିଶ୍ବରେ ରେକର୍ଡ କରିଛି। ଏହି ସମୟରେ ବିଶ୍ବରେ ଦିନକରେ ଭାରତରୁ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶ ୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।

India reports 1,03,558 new #COVID19 cases, 52,847 discharges, and 478 deaths in the last 24 hours, as per the Union Health Ministry

Total cases: 1,25,89,067
Total recoveries: 1,16,82,136
Active cases: 7,41,830
Death toll: 1,65,101

Total vaccination: 7,91,05,163 pic.twitter.com/Kg4rAhfdgE

— ANI (@ANI) April 5, 2021

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦେଇଥିବା ତଥ୍ୟ ଅନୁସାରେ, ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୫ ଲକ୍ଷ ୮୯ ହଜାର ୬୭କୁ ବୃଦ୍ଧି ପାଇଛି। ସେହିପରି ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୧୦୧ରେ ପହଞ୍ଚିଛି।  ବର୍ତ୍ତମାନ ଦେଶରେ ମୋଟ ୭ ଲକ୍ଷ ୪୧ ହଜାର ୮୩୦ଟି ସକ୍ରିୟ ମାମଲା ରହିଛି। ଅନ୍ୟପଟେ ୧ କୋଟି ୧୬ ଲକ୍ଷ ୮୨ ହଜାର ୧୩୬ ଜଣ କରୋନାରୁ ସୁସ୍ଥ ହଇଛନ୍ତି। ଗତକାଲି ସନ୍ଧ୍ୟା ସୁଦ୍ଧା ଦେଶରେ ମୋଟ ୭ କୋଟି ୯୧ ଲକ୍ଷ ୫ ହଜାର ୧୬୩ ଟିକା ନେଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ନୂଆ ସଂକ୍ରମିତଙ୍କ ତାଲିକାରେ ମହାରାଷ୍ଟ୍ରର କେସ ସବୁଠାରୁ ଉର୍ଦ୍ଧ୍ବରେ ରହିଛି । ଗୋଟିଏ ଦିନରେ ମହାରାଷ୍ଟ୍ରରୁ ୫୭ ହଜାରରୁ ଅଧିକ କୋଭିଡ ମାମଲା ସାମ୍ନାକୁ ଆସିଛି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ମହାରାଷ୍ଟ୍ରରେ ଅଧିକ ରହିଛି । ତଥ୍ୟ ଅନୁଯାୟୀ ୨୨୨ ଜଣ କରୋନା ପଜିଟିଭଙ୍କ ମୃତ୍ୟୁ ଘଟିଛି ।  ଦୈନିକ ସଂକ୍ରମଣକୁ ୮ଟି ରାଜ୍ୟ ମହାରାଷ୍ଟ୍ର, ଛତିଶଗଡ, କର୍ଣ୍ଣାଟକ, ଦିଲ୍ଲୀ, ତାମିଲନାଡୁ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ଗୁଜରାଟର ୮୦.୯୬ ପ୍ରତିଶତ ଯୋଗଦାନ ରହିଛି। ତେବେ ଭାରତରେ ଦ୍ରୁତବେଗରେ କରୋନା ସଂକ୍ରମଣ ଦ୍ବିଗୁଣିତ ହେଉଛି। ଏପ୍ରିଲ ୪ ସୁଦ୍ଧା ଏହା ୧୧୫.୪ ଦିନ ରହିଛି। ଅନ୍ୟପକ୍ଷରେ ମୋଟ ମୃତ୍ୟସଂଖ୍ୟାକୁ ୫ ରାଜ୍ୟ ମହାରାଷ୍ଟ୍ର, କର୍ଣ୍ଣାଟକ, ଛତିଶଗଡ, କେରଳ ଏବଂ ପଞ୍ଜାବର ଯୋଗଦାନ ୭୬.୪୧ ପ୍ରତିଶତ ରହିଛି। ତେେବ ମହାରାଷ୍ଟ୍ରରେ ସର୍ବାଧିକ ୫୮.୧୯ ପ୍ରତିଶତ ରୋଗୀ ଚିକିତ୍ସିତ ହେଉଛନ୍ତି। ସେହିପରି ମହାରାଷ୍ଟ୍ର

ସମେତ ୧୨ ରାଜ୍ୟ ଛତିଶଗଡ, ପଞ୍ଜାବ, କର୍ଣ୍ଣାଟକ, ଦିଲ୍ଲୀ, ତାମିଲନାଡୁ, ମଧ୍ୟପ୍ରଦେଶ, ଗୁଜରାଟ, ହରିୟାଣା, ରାଜସ୍ଥାନ, ଉତ୍ତରପ୍ରଦେଶ ଏବଂ କେରଳରେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି।

ଦେଶରେ ବେକାବୁ ହେଲାଣି କରୋନା, ୨୪ ଘଣ୍ଟାରେ ୯୩ ହଜାର ୨୪୯ ନୂଆ ଆକ୍ରାନ୍ତ ଚିହ୍ନଟ, ୫୧୩ ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୯୩ ହଜାର ୨୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୩ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୪ ହଜାର ୬୨୩କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୪ ଲକ୍ଷ ୮୫ ହଜାର ୫୦୯ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୧୬ ଲକ୍ଷ ୨୯  ହଜାର ୨୮୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬ ଲକ୍ଷ ୯୧ ହଜାର ୫୯୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଚିନ୍ତା ବଢ଼ାଉଛି କରୋନା: ୨୪ ଘଣ୍ଟାରେ ଦେଶରେ ୮୧ ହଜାର ୪୬୬ ନୂଆ ଆକ୍ରାନ୍ତ, ୪୬୯ ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୮୧  ହଜାର ୪୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୯ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୩ ହଜାର ୩୯୬କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୩ ଲକ୍ଷ ୦୩ ହଜାର ୧୩୧ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୧୫ ଲକ୍ଷ ୨୫  ହଜାର ୦୩୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬ ଲକ୍ଷ ୧୪ ହଜାର ୬୯୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଦେଶରେ ୨୪ ଘଣ୍ଟାରେ ୫୬ ହଜାର ୨୧୧ ନୂଆ କରୋନା ଆକ୍ରାନ୍ତ, ୨୭୧ ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୫୬  ହଜାର ୨୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୧ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୨ ହଜାର ୧୧୪କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୦ ଲକ୍ଷ ୯୫ ହଜାର ୮୫୫ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୧୩ ଲକ୍ଷ ୯୩ ହଜାର ୦୨୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫ ଲକ୍ଷ ୪୦ ହଜାର ୭୨୦  ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଦେଶରେ ବଢୁଛି କରୋନା; ୨୪ ଘଣ୍ଟାରେ ୬୨ ହଜାର ୨୫୮ ନୂଆ ଆକ୍ରାନ୍ତ, ୨୯୧ ମୃତ୍ଯୁ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୬୨  ହଜାର ୨୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୧ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୧ ହଜାର ୨୪୦କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୧୯ ଲକ୍ଷ ୦୮ ହଜାର ୯୧୦ରେ ପହଞ୍ଚିଛି। ସେହିପରି ଦିନକରେ ୩୦,୩୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୧୨ ଲକ୍ଷ ୯୫ ହଜାର ୦୨୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪ ଲକ୍ଷ ୫୨ ହଜାର ୬୪୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ପୁଣିଥରେ ଚିନ୍ତା ବଢାଇଲାଣି କରୋନା : ୨୪ ଘଣ୍ଟାରେ ୧୨୦ ମୃତ, ୧୬,୫୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ପୁଣିଥରେ ଭାରତରେ କାୟା ମେଲାଇବା ଆରମ୍ଭ କରିଛି ମହାମାରୀ କରୋନା ଭାଇରସ। କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଦେଶରେ ଦୈନିକ ସଂକ୍ରମଣ ୧୬ ହଜାର ପାର କରିଛି। ସେହିପରି ୨୪ ଘଣ୍ଟାରେ ପୁଣିଥରେ ୧୦୦ରୁ ଅଧିକ ଲୋକ ଏହି ପ୍ରାଣଘାତୀ ଭାଇରସରେ ପ୍ରାଣ ହରାଇବାରୁ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟାରେ ଦେଶରେ ମୋଟ ୧୬,୫୭୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୬୩,୪୯୧ରେ ପହଞ୍ଚି ଯାଇଛି। ସେହିପରି ଗତକାଲି ୧୨,୧୭୯ ଜଣ ଲୋକ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଫଳରେ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧,୦୭,୫୦,୬୮୦ ଛୁଇଁଛି।

India reports 16,577 new #COVID19 cases, 12,179 discharges and 120 deaths in the last 24 hours, as per the Union Health Ministry

Total cases: 1,10,63,491
Total discharges: 1,07,50,680
Death toll: 1,56,825
Active cases: 1,55,986

Total Vaccination: 1,34,72,643 pic.twitter.com/9gPKfgmlgz

— ANI (@ANI) February 26, 2021

ଅନ୍ୟପକ୍ଷରେ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁ ଆଉ ୧୨୦ ଜଣ ଲୋକଙ୍କ ଜୀବନ ଯାଇଛି। ନୂଆ ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୫୬,୮୨୫ରେ ପହଞ୍ଚି ଯାଇଛି। ଦେଶରେ ଆକ୍ଟିଭ କେସ୍‌ ସଂଖ୍ୟା ୧,୫୫,୯୮୬ ରହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୧,୩୪,୭୨,୬୪୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୫ ସୁଦ୍ଧା ସମୁଦାୟ ୨୧,୪୬,୬୧,୪୬୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୮,୩୧,୮୦୭ଟି ନମୁନା।

ସେପ୍ଟେମ୍ବର ମାସରୁ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇଥିଲା। ହେଲେ ଫେବୃଆରୀ ମାସ ଆରମ୍ଭରୁ ଏହା ପୁଣି ଉପର ମୁହାଁ ହୋଇଛି। ବିଶେଷ କରି ମହାରାଷ୍ଟ୍ର ଓ କେରଳ ଭଳି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏଠାରେ କରୋନାର ନୂଆ ଷ୍ଟ୍ରେନ ସାମ୍ନାକୁ ଆସିଥିବାରୁ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି।