Amarnath Yatra - The Sakala

ଅମରନାଥ ଯାତ୍ରା ଆରମ୍ଭର କିଛି ଦିନ ମଧ୍ୟରେ ୯୦ ପ୍ରତିଶତ ତରଳିଗଲେ 'ବାବା ବର୍ଫାନୀ', ଜଳବାୟୁ ପରିବର୍ତ୍ତନ ସାଜିଲା କାରଣ
ପବିତ୍ର ଅମରନାଥ ଯାତ୍ରା ଆରମ୍ଭ ହେବାର ମାତ୍ର କିଛି ଦିନ ମଧ୍ୟରେ ପବିତ୍ର ବରଫ ଶିବଲିଙ୍ଗ ବା 'ବାବା ବର୍ଫାନୀ'ଙ୍କ ଆକାର ପ୍ରାୟ ୯୦ ପ୍ରତିଶତ ତରଳିଯାଇଥିବା ଦେଖିବାକୁ ମିଳିଛି। ଶତାବ୍ଦୀ ଶତାବ୍ଦୀ ଧରି ପୂଜା ପାଇ ଆସୁଥିବା ଏହି ପବିତ୍ର ବରଫ ଶିବଲିଙ୍ଗର ଏଭଳି ଦ୍ରୁତ ଗତିରେ ତରଳିବା ଘଟଣା ଭକ୍ତ ଓ ପରିବେଶବିତ୍‌ମାନଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।

ଜଳବାୟୁ ପରିବର୍ତ୍ତନ ଏବଂ ଲୋକଙ୍କ ଭିଡ଼

ବିଶେଷଜ୍ଞମାନଙ୍କ ମତରେ ଏହି ଦ୍ରୁତ ପରିବର୍ତ୍ତନ ପାଇଁ ମୁଖ୍ୟତଃ ଜଳବାୟୁ ପରିବର୍ତ୍ତନ ହିଁ ଦାୟୀ। ପିଡିପି ନେତ୍ରୀ ଇଲ୍ତିଜା ମୁଫ୍‌ତୀ ଏହି ଘଟଣାକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ବିଶେଷ କରି ରେକର୍ଡ ସଂଖ୍ୟକ ତୀର୍ଥଯାତ୍ରୀଙ୍କ ଭିଡ଼ ଏବଂ ବଢ଼ୁଥିବା ତାପମାତ୍ରା ବରଫ ଶିବଲିଙ୍ଗର ଆକାର ହ୍ରାସ ପାଇବାର ମୁଖ୍ୟ କାରଣ ହୋଇପାରେ ବୋଲି ଆଶଙ୍କା କରାଯାଉଛି।

କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ଯାତ୍ରା

ଚଳିତ ବର୍ଷ ଜୁଲାଇ ୩ ତାରିଖରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ଗତ ଏପ୍ରିଲ୍ ୨୦୨୫ ମସିହାରେ ହୋଇଥିବା ଭୟାବହ ପହଲଗାମ୍ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଅମରନାଥ ଯାତ୍ରୀମାନଙ୍କ ପାଇଁ ଅଦ୍ୱିତୀୟ ତଥା ଅତ୍ୟନ୍ତ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେବେ ଶିବଲିଙ୍ଗ ତରଳିଯାଉଥିଲେ ମଧ୍ୟ ଶ୍ରଦ୍ଧାଳୁମାନଙ୍କ ଉତ୍ସାହ ଏବଂ ଭକ୍ତିରେ କୌଣସି କମି ଦେଖିବାକୁ ମିଳିନାହିଁ।

ଆଜିଠୁ ଅମରନାଥ ଯାତ୍ରା, କାଲି ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ
ଶ୍ରୀନଗର: ଆଜିଠୁ ଅମରନାଥ ଯାତ୍ରା । ବେସ୍ କ୍ୟାମ୍ପରୁ ବାହାରିଲେ ଶ୍ରଦ୍ଧାଳୁ । କାଲିଠୁ ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ । ବରଫ ଲିଙ୍ଗ ଦର୍ଶନ ପାଇଁ ବିଭିନ୍ନ ବେସ୍ କ୍ୟାମ୍ପରେ ହଜାର ହଜାର ଶ୍ରଦ୍ଧାଳୁ ପହଞ୍ଚିଥିବା ବେଳେ ଆଜି ପ୍ରଥମ ବ୍ୟାଚ୍ ଅମରନାଥ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ବୋଲ ବମ୍, ହର ହର ବମ୍ ନାରା ଦେଇ ଅମରନାଥ ପୀଠ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ଶ୍ରଦ୍ଧାଳୁ । ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ଜାମ୍ମୁରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସହର ସାରା ସୁରକ୍ଷାକର୍ମୀମାନେ ଅସ୍ଥାୟୀ କ୍ୟାମ୍ପ କରି ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିଛନ୍ତି । ଡ୍ରୋନ, ଡଗ୍ ଓ ବମ୍ ସ୍କ୍ବାଡ ଯୋଗେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି ।

ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ସୁଗମ ଯାତ୍ରା ପାଇଁ ବିଭିନ୍ନ ସ୍ଥାନରେ ସେନା ଓ ଜିଲ୍ଲା ପ୍ରଶାସନର କ୍ୟାମ୍ପ କରାଯାଇଛି । ଏହାଛଡ଼ା ଅମରନାଥ ଯାତ୍ରୀଙ୍କ ପାଇଁ ତତ୍କାଳ ରେଜିଷ୍ଟ୍ରେସନ ବ୍ୟବସ୍ଥା କରିଛି ପ୍ରଶାସନ । ବୈଷ୍ଣବୀ ଧାମ, ମହାଜନ ସଭା, ପଞ୍ଚାୟତ ଘର, ଗୀତା ଭବନ ଓ ରାମ ମନ୍ଦିରରେ ସାଧୁସନ୍ଥଙ୍କ ତତ୍କାଳ ରେଜିଷ୍ଟ୍ରେସନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅମରନାଥ ଯାତ୍ରୀଙ୍କୁ ରାସ୍ତାରେ ଖାଦ୍ୟ, ପାନୀୟ, ଶୀତବସ୍ତ୍ର ଆଦି ସାହାଯ୍ୟ ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଏବେସୁଦ୍ଧା ପ୍ରାୟ ୩ଲକ୍ଷ ଶ୍ରଦ୍ଧାଳୁ ଅନଲାଇନ ଯୋଗେ ପଞ୍ଜିକରଣ କରାଇଥିବା ଜାମ୍ମୁ ପ୍ରଶାସନ ସୂଚନା ଦେଇଛି । ଜୁଲାଇ ୧ରୁ ଅଗଷ୍ଟ ୩୧ଯାଏଁ ଚାଲିବ ଅମରନାଥ ଯାତ୍ରା ।

ଜୁନ ୩୦ରୁ ଆରମ୍ଭ ହେବ ଅମରନାଥ ଯାତ୍ରା
ନୂଆଦିଲ୍ଲୀ: ୨ ବର୍ଷ ପରେ ପୁଣି ଆରମ୍ଭ ହେବାକୁ ଯାଉଛି ଅମରନାଥ ଯାତ୍ରା । କରୋନା କଟକଣା ମଧ୍ୟରେ ୪୭ ଦିନ ପାଇଁ ପ୍ରଶାସନ ଅନୁମତି ଦେଇଛି। ଅମରନାଥ ଯାତ୍ରା ଜୁନ ୩୦ରୁ ଆରମ୍ଭ ହେବ। ଏନେଇ ଜମ୍ମୁ-କାଶ୍ମୀର ରାଜ୍ୟପାଳଙ୍କ କାର୍ଯ୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଯାତ୍ରା ସମୟରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରାଯିବ।

Today chaired Board meeting of Shri Amarnathji Shrine Board. The 43-day holy pilgrimage will commence on 30th June with all covid protocols in place & culminate, as per the tradition,on the day of Raksha Bandhan.We had in-depth discussion on various issues also on upcoming Yatra. pic.twitter.com/MxbYqJrVDL

— Office of LG J&K (@OfficeOfLGJandK) March 27, 2022

ସୂଚନା ଅନୁଯାୟୀ, ଜମ୍ମୁ –କାଶ୍ମୀରର ଉପ-ରାଜ୍ୟପାଳ ମନୋଜ ସିହ୍ନା ଆଜି ଅମରନାଥ ବୋର୍ଡ ସହ ଏକ ବୈଠକ କରିଥିଲେ । ବୈଠକ ପରେ ଜୁନ ୩୦ ରୁ ଯାତ୍ରା ଆରମ୍ଭ ହେବ ବୋଲି ରାଜ୍ୟପାଳଙ୍କ କାର୍ଯ୍ଯାଳୟ ପକ୍ଷରୁ ଟ୍ୱିଟ୍ କରାଯାଇଛି ।

କରୋନା ଯୋଗୁଁ ଏଥର ବି ରଦ୍ଦ ହେଲା ଅମରନାଥ ଯାତ୍ରା, ଅନଲାଇନରେ ଦର୍ଶନ କରିବେ ଶ୍ରଦ୍ଧାଳୁ
ମହାମାରୀ କରୋନା ସଂକ୍ରମଣର ତୃତୀୟ ଲହରର ଆଶଙ୍କାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀର ପ୍ରଶାସନ ଏ ବର୍ଷ ମଧ୍ୟ ଅମରନାଥ ଯାତ୍ରା ରଦ୍ଦ କରିବା ପାଇଁ ନିଷ୍ପତି ନେଇଛି । ଶ୍ରାଇନ୍ ବୋର୍ଡଠାରୁ ପରାମର୍ଶ ନେବା ପରେ ଏପରି ନିଷ୍ପତି ନିଆଯାଇଛି । ଏ ସମ୍ବନ୍ଧରେ ସୋମବାର ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା ସୂଚନା ଦେଇଛନ୍ତି। କହିରଖୁଛୁ ଗତ ବର୍ଷ ମଧ୍ୟ କରୋନା ସଂକ୍ରମଣ ଯୋଗୁଁ ଅମରନାଥ ଯାତ୍ରା ରଦ୍ଧ କରାଯାଇଥିଲା ।

ତେବେ ଭକ୍ତମାନଙ୍କ ପାଇଁ ହିମଲିଙ୍ଗର ଅନଲାଇନ ଦର୍ଶନ ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରଦ୍ଧାଳୁ ଘରେ ବସି ହିମଲିଙ୍ଗ ଦର୍ଶନ କରିପାରିବେ । ଏହାସହ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଆଖିଆଗରେ ରଖି ସକାଳେ ଓ ସନ୍ଧ୍ୟା ବେଳେ ଅମରନାଥଙ୍କ ଆଳତି ଲାଇଭ କରାଯିବାର ବ୍ୟବସ୍ଥା କରାଯିବ ।