Law and Order Issue - The Sakala

ଓଡ଼ିଶାରେ 'ଗୁଣ୍ଡାରାଜ': ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ବିଶେଷକରି ବ୍ରହ୍ମପୁରରେ ଘଟିଥିବା ଅପରାଧିକ ଘଟଣାକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ଏକ ଟ୍ୱିଟ୍ ମାଧ୍ୟମରେ ସେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।

ନବୀନ କହିଛନ୍ତି, ବ୍ରହ୍ମପୁର ବଡ଼ବଜାର ସ୍ଥିତ ଅମ୍ବିକା ନଗରରେ ରାସ୍ତା ଉପରେ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ କଟୁରୀରେ ନିର୍ମମ ଭାବେ ଆକ୍ରମଣର ଦୃଶ୍ୟ ଅତ୍ୟନ୍ତ ବିଚଳିତ କରିବା ପରି । ଏଇ କିଛି ଦିନ ତଳେ ବ୍ରହ୍ମପୁରରେ ଜଣେ ଯୁବକ ଓ ଯୁବତୀଙ୍କ ଉପରେ ହୋଇଥିବା ଅମାନୁଷିକ ଆକ୍ରମଣ ମନରୁ ନ ଲିଭୁଣୁ ପୁଣି ଏପରି ନାରକୀୟ କାଣ୍ଡ ଓଡ଼ିଶାବାସୀଙ୍କୁ ଆତଙ୍କିତ କରିଛି।

https://twitter.com/Naveen_Odisha/status/2058815578119492005

ସାରା ଓଡ଼ିଶାରେ ଗୁଣ୍ଡାରାଜ୍, ଚାରିଆଡ଼େ ଭୟର ବାତାବରଣ। ପୋଲିସ ଏନକାଉଣ୍ଟରର ଧମକ ଦେବା ପରେ ବି ଅପରାଧୀ ଭୟଶୂନ୍ୟ ହୋଇ ରାଜରାସ୍ତାରେ ଅପରାଧ ଘଟାଇବା ଶାସନ ବ୍ୟବସ୍ଥାର ଅପାରଗତାକୁ ଦର୍ଶାଉଛି ବୋଲି ଟ୍ୱିଟର ଉଲ୍ଲେଖ କରିଛନ୍ତି ନବୀନ । ସ୍ଥିତି ହାତରୁ ଖସିଯିବା ଆଗରୁ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରିବା ତଥା ଆଇନର ଶାସନ ବଜାୟ ରଖିବା ପାଇଁ ବଡ଼ ବଡ଼ ଭାଷଣ ଛାଡ଼ି ସରକାର ସଜାଗ ହୁଅନ୍ତୁ କହିଛନ୍ତି ନବୀନ ।

ଓଡିଶାରେ ଅପରାଧ ଉପରମୁହାଁ, କୋମାରେ ପୋଲିସ: ବିଜେଡି
ଭୁବନେଶ୍ୱର: ରାଜ୍ୟରେ ଅପରାଧ ଉପର ମୁହାଁ ହୋଇଥିଲା ବେଳେ ମନୋବଳ ହରାଇ ପୋଲିସ କୋମାରେ । ବ୍ରହ୍ମପୁରରେ ବିଚ୍ ବଜାରରେ ଅପରାଧୀମାନେ ଯେଉଁଭଳି ଭାବେ ଅମାନବୀୟ କାଣ୍ଡ ରଚିଲେ ତାହା ରାଜ୍ୟବାସୀଙ୍କ ମୁଣ୍ଡ ତଳକୁ କରିଛି । ପ୍ରତ୍ୟେକ ଦିନ ରାଜ୍ୟବାସୀ କେବଳ ଗୁଣ୍ଡାରାଜ ଓ ଅରାଜକତାର ଚିତ୍ର ଦେଖୁଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି ।

ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଶ୍ରୀ ଭୃଗୁ ବକ୍ସିପାତ୍ର, ବିଜୁ ଯୁବ ଜନତା ଦଳ ସଭାପତି ଶ୍ରୀ ଚିନ୍ମୟ ସାହୁ ଓ ଗଣମାଧ୍ୟମ ସଂଯୋଜକ ତଥା ମୁଖପାତ୍ର ଡ. ଲେନିନ ମହାନ୍ତି ରାଜ୍ୟରେ ଆଇନଶୃଙ୍ଖଳାର ଚରମ ଅଧୋଗତିକୁ ନେଇ ବିଜେପି ସରକାରକୁ କଡା ନିନ୍ଦା କରିଛନ୍ତି ।

ଶ୍ରୀ ବକ୍ସିପାତ୍ର କହିଛନ୍ତି, ପୋଲିସର ନିଷ୍କି୍ରୟତା ଓ ଶାସକ ଦଳର ପ୍ରୋତ୍ସାହନରେ ଗଂଜାମ ଜିଲ୍ଲାରେ ଗତ ଏକମାସରେ ୧୦ରୁ ଅଧିକ ହତ୍ୟାକାଣ୍ଡ ସଂଗଠିତ ହୋଇଛି । ଗତ ସୋମବାର ଦିନ ଗିରିରୋଡରେ ଘଟିଥିବା ବର୍ବୋରଚିତ ଆକ୍ରମଣର ଦୁଇ ମୁଖ୍ୟ ଅଭିଯୁକ୍ତ ସ୍ଥାନୀୟ ବିଜେପି ବିଧାୟକଙ୍କ ସହଯୋଗୀ ହୋଇଥିବାରୁ ପୋଲିସ ତାଙ୍କୁ ଗିରଫ କରିବାକୁ ସାହାସ ଜୁଟାଇ ପାରୁନାହିଁ । ବ୍ରହ୍ମପୁର ପୋଲିସ ବିଜେପି ଦଳ ଦ୍ୱାରା ଏଭଳି ଚାପଗ୍ରସ୍ତ ଯେ, ପ୍ରତ୍ୟେକ ଦିନ ବିଧାୟକଙ୍କ ଘରେ ଏସ୍ଡିପିଓଙ୍କୁ ହାଜିରା ଦେବାକୁ ପଡୁଛି । ସାଧାରଣ ଲୋକଟିଏ ଥାନାକୁ ଗଲେ ପୋଲିସ ପ୍ରଥମେ ତାଙ୍କୁ ପଚାରୁଛି ତୁମେ କେଉଁ ଦଳର ସମର୍ଥକ । ଏଫ୍ଆଇଆରରେ ନାଁ ଥିଲେ ମଧ୍ୟ ଶାସକ ଦଳର ଇଙ୍ଗିତରେ ତଦନ୍ତରେ ଅଭିଯୁକ୍ତଙ୍କ ନାଁ କଟାଯାଉଛି । ଏଥିପାଇଁ ଆଜି ବ୍ରହ୍ମପୁର ଓ ଗଂଜାମ ପୋଲିସ ଜିଲ୍ଲା ରାଜ୍ୟର କ୍ରାଇମ ହବ୍ ଭାବେ ଅପଖ୍ୟାତି ମୁଣ୍ଡାଇଛି ।

ଶ୍ରୀ ସାହୁ କହିଛନ୍ତି ଯେ, ଡବଲ ଇଂଜିନ ସରକାର କ୍ଷମତାକୁ ଆସିବା ପରେ ସାରା ରାଜ୍ୟରେ ବିଜେପି ନେତା ଓ ଅପରାଧୀଙ୍କ ମଧ୍ୟରେ ଏକ ଅନୈତିକ ବୁଝାବଣା ହୋଇ ପୋଲିସ ଉପରେ ଚାପ ପ୍ରୟୋଗ କରାଯାଉଛି । ଫଳସ୍ୱରୁପ ପୋଲିସ ମନୋବଳ ଭାଙ୍ଗିଯାଇଛି । ଯାହାର ଚିତ୍ର ପ୍ରତ୍ୟେକ ଦିନ ରାଜ୍ୟବାସୀ ଦେଖୁଛନ୍ତି । ନୟାଗଡରେ ଥାନା ମଧ୍ୟରେ ପୋଲିସକୁ ଆକ୍ରମଣ, ଭୁବନରେ ଥାନା ଆଇଆଇସିଙ୍କୁ ଆକ୍ରମଣ କରି ବାଲି ମାଫିଆମାନେ ଗାଡି ଛଡାଇନେବା, ଟାଙ୍ଗିରେ ପୋଲିସ ଉପସ୍ଥିତିରେ ପ୍ରଶାସନିକ ଅଧିକାରୀଙ୍କୁ ବିଜେପି ନେତାଙ୍କ ଦୁର୍ବ୍ୟବହାର ଘଟଣା ଦେଖିବାକୁ ମିଳିଛି । ପିଏସ୍ଓଙ୍କ ବନ୍ଧୁକ ଛଡାଇ ବିଜେପି ବିଧାୟକ ଫାଙ୍କା ଗୁଳିଚାଳନା କଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ । ଅପରାଧୀଙ୍କୁ ଏନ୍କାଉଣ୍ଟର ପାଇଁ ଯେଉଁଦିନ ପୋଲିସ ମହାନିଦେ୍ର୍ଦଶକ କହୁଛନ୍ତି, ସେହିଦିନ ହିଁ ବ୍ରହ୍ମପୁରରେ ଏହିଭଳି ବର୍ବୋଚିତ କାଣ୍ଡ ଘଟୁଛି ।

ଡ. ମହାନ୍ତି କହିଥିଲେ ଯେ, ନୟାଗଡରେ ଦୈନିକ ଖବରକାଗଜ ସକାଳର ସାମ୍ବାଦିକଙ୍କ ଉପରେ ମିଥ୍ୟା ଦୁଷ୍କର୍ମ ମାମଲା ରୁଜୁ ଓ ଖବରକାଗଜ ପୋଡିବା ଦୁର୍ଭାଗ୍ୟଜନକ । ବିଜେପି ନେତା ଅରିନ୍ଦମ ରାୟ, ସାମ୍ବାଦିକମାନଙ୍କ ପ୍ରତି ଯେଉଁ ଭାଷା ବ୍ୟବହାର କରୁଛନ୍ତି ତାହା ଆଦୌ ଗ୍ରହଣୀୟ ନୁହେଁ, ବିଜେପି ଏହାକୁ ନେଇ ସ୍ପଷ୍ଟୀକରଣ ଦେଉ । ଶାସକ ବିଜେପି ଦଳ ନେତାମାନଙ୍କ ଦ୍ୱାରା ଆଜି ସାମ୍ବାଦିକ ଓ ସାମ୍ବାଦିକତା ବିପଦରେ । ବ୍ରହ୍ମପୁର ଓ ଗଂଜାମ ପୋଲିସ ଜିଲ୍ଲାକୁ ଅପରାଧୀଙ୍କ ହାତରେ ଟେକି ଦେଇଛନ୍ତି ଡବଲ ଇଂଜିନ ସରକାର । ପୋଲିସ ମହାନିଦେ୍ର୍ଦଶକ ତୁରନ୍ତ ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରନ୍ତୁ ଯଦ୍ୱାରା ସାଧାରଣ ଲୋକ ପୋଲିସ ଉପରେ ଭରସା ରଖିପାରିବେ ।

ଓଡିଶାରେ ଆଇନର ଶାସନ ନାହିଁ, ଜଙ୍ଗଲରାଜ ଚାଲିଛି : ବିଜେଡି
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ହିଂସାକାଣ୍ଡ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାର ଘଟଣାକୁ ଅନୁଧ୍ୟାନ କଲେ, ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଓ ଗୃହ ବିଭାଗର ବିଫଳତା ସମ୍ପୂର୍ଣ୍ଣ ପଦାରେ ପଡିଛି କହି ବିଜେପି ସରକାରକୁ କଡା ସମାଲୋଚନା କରିଛି ବିଜେଡି ।

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁ ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବାରେ ସରକାର ବିଫଳ ହୋଇଛନ୍ତି ବୋଲି କହିଛନ୍ତି ।

ଡ. ମହାନ୍ତି କହିଛନ୍ତି ଯେ, ଆଜିର ଦିନରେ ଓଡିଶାରେ ଆଇନଶୃଙ୍ଖଳା ପରିସ୍ଥିତି ଧ୍ୱଂସ ହୋଇଯାଇଛି । ଡବଲ ଇଞ୍ଜିନ ସରକାରର ଅପାରଗତା ଓ ଉଦାସୀନତା ଯୋଗୁଁ ଗତ ୧ ସପ୍ତାହ ମଧ୍ୟରେ ଢେଙ୍କାନାଳ, ହିଞ୍ଜିଳି, କଣାସ, ବାଲିଅନ୍ତା, ବାଲିପାଟଣାରେ ଜଘନ୍ୟ ଘଟଣା ଘଟିଛି । ସରକାରୀ ସ୍ତରରେ ନିଷ୍କି୍ରୟତା ଯୋଗୁଁ ରାଜ୍ୟରେ ପୋଲିସ ବ୍ୟବସ୍ଥା ଦୁର୍ବଳ ହୋଇପଡିଛି । ପୋଲିସ ଷ୍ଟେସନ ଗୁଡିକ ବିଜେପିର କାର୍ଯ୍ୟାଳୟ ପାଲଟିଛି ।

ଇପ୍ସିତା ସାହୁ କହିଛନ୍ତି ଯେ, ବିଜେପି ନେତାମାନେ ବିଧାନସଭା ଭିତରେ ୨୪ ବର୍ଷର ୫-ଟି ନାଁ ଧରିକି ଘୋଷି ହେଉଛନ୍ତି । ବର୍ତ୍ତମାନ ବିଜେପି ସରକାରରେ ୨୪ ଘଣ୍ଟାରେ ୫ଟି ଛାତି ଥରାଇ ଦେଲା ଭଳି ଘଟଣା ଘଟିଛି । ଭାରତ ଇତିହାସରେ ସ୍ୱାଧୀନତା ପରେ ଏଭଳି ଘଟଣା କେଉଁଠି ଘଟିନଥିବ । ପୋଲିସ ଡିଜି ସ୍ୱୀକାର କରିଛନ୍ତି, ସାଧାରଣ ଜନତା ଅସୁରକ୍ଷିତ ଅନୁଭବ କରୁଛନ୍ତି ।ଡିଜିଙ୍କ କଥାରେ ଗୁରୁତ୍ୱ ଅଛି, କାରଣ ଓଡିଶା ଇତିହାସରେ ଏହା ପ୍ରଥମ । ଆମେରିକା ଭଳି ରାଷ୍ଟ୍ର ନିଜ ନାଗରିକଙ୍କୁ ଓଡିଶା ନଯିବା ପାଇଁ ଆଡ଼ଭାଇଜରି ଜାରି କରିଥିଲା । ଏଥିରେ ଦର୍ଶାଇଥିଲା ଓଡିଶାରେ ନାରୀ ଅସୁରକ୍ଷିତ ।

ଇପ୍ସୀତା ସାହୁ ଆହୁରି କହିଥିଲେ, ଗତକାଲି ରାୟଗଡା ସହରରେ ଜଣେ ଦଳିତ ଯୁବକଙ୍କୁ ଅପହରଣ ପରେ ଗୁଳି କରି ହତ୍ୟା କଲା ପରେ ନାଗାବଳୀ ନଦୀ କୂଳରେ ଫିଙ୍ଗି ଦେଇଥିଲେ ଦୁର୍ବୁତ୍ତ । ନୟାଗଡ଼ ଜିଲ୍ଲା ଓଡଗାଁ ଠାରେ ପଥର ମାଫିଆଙ୍କ ବିରୋଧରେ ପୋଲିସକୁ ସୂଚନା ଦେବାରୁ ଜଣେ ଯୁବକଙ୍କୁ ଖଣ୍ଡ ଖଣ୍ଡ କରି ହାଣି ମାରି ଦେଲେ ମାଫିଆ । ସେହିପରି ମହାକାଳପଡା ଜମ୍ବୁରେ ୨ଟି ବାଇକରେ ଆସି ଖରିନାସୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କଲେ । ଅନ୍ୟପଟେ ସୋରରେ ମହିଳାଙ୍କୁ କଟୁରୀରେ ହାଣି ହତ୍ୟା କରାଯାଇଥିଲା । ଶ୍ରୀମନ୍ଦିର ପ୍ରଶାସନ ବୈଠକ ଚାଲିଥିବା ବେଳେ ମହିଳା କନେଷ୍ଟବଳକୁ ଅଟୋ ଡ୍ରାଇଭର ଅପହରଣ କରିବାକୁ ଚେଷ୍ଟା କରିଥିଲେ । ଏହି ରାଜ୍ୟରେ ଆଇନ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବାରେ ଏ ସରକାର ସମ୍ପୂର୍ଣ୍ଣ ବିଫଳ । ସାଧାରଣ ଜନତାଙ୍କୁ ନ୍ୟାୟ ଦେବା ପାଇଁ ବିଜୁ ଛାତ୍ର ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ ।