Bhanjanagar - The Sakala

କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ
ଗଞ୍ଜାମ: ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି ଅପରାଧ । ଆଇନକୁ ଖାତିର ନକରି ଦିନ ଦ୍ଵିପ୍ରହରେ ହତ୍ୟାକାଣ୍ଡ ରଚୁଛନ୍ତି ଅସାମାଜିକ । ଅପରାଧୀଙ୍କ ଦୌରାତ୍ମ୍ୟରେ ଭୟଭୀତ ରାଜ୍ୟର ସାଧାରଣ ଜନତା । ଗଞ୍ଜାମ ଜିଲ୍ଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତ ଯୁବକ ଜଣକ ଭଞ୍ଜନଗର ଥାନା ବୁଦୁଲି ଗାଁର ଅଶୋକ ସ୍ବାଇଁ ବୋଲି ଜଣାପଡିଛି । ଏହି ଘଟଣା ପରେ ସହରରେ ଆତଙ୍କ ଖେଳି ଯାଇଛି ।

ସୂଚନା ଅନୁସାରେ, ଅଶୋକ କୌଣସି ଏକ କାମରେ ଭଞ୍ଜନଗର ଏଡିଜେ କୋର୍ଟକୁ ଆସିଥିଲେ । କାମ ସାରି ବାଇକରେ ଫେରୁଥିବା ବେଳେ କୋର୍ଟ ସାମନାରେ ଟାଙ୍ଗିଆରେ ଚୋଟ ପରେ ଚୋଟ ପକାଇ ଲହୁଲୁହାଣ କରିଥିଲା ଅଭିଯୁକ୍ତ ଦିଲ୍ଲୀପ ଜେନା । ଅଶୋକଙ୍କ ଶରୀରର ଦେହ ମୁଣ୍ଡ ସବୁଠି ୨୦ରୁ ଊର୍ଦ୍ଧ୍ବ ଚୋଟ ମାରିବା ପରେ ଦିଲ୍ଲୀପକୁ କୋର୍ଟ ପରିସରରେ ଥିବା ପୁଲିସ କାବୁ କରି ଥାନାକୁ ନେଇଥିଲେ। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏପରି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ଚୋର ସନ୍ଦେହରେ ଯୁବକକୁ ପିଟି ପିଟି ହତ୍ୟା, ୩୦ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଅଟକ
ଭଞ୍ଜନଗର: ଚୋର ସନ୍ଦେହରେ ଯୁବକକୁ ପିଟି ପିଟି ହତ୍ୟା । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାରଦୋଳ ଗାଁରେ  ଘଟିଛି ଏଭଳି ଅଭାବନୀୟ ଘଟଣା । ଶୁକ୍ରବାର ରାତିରେ ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ବାନ୍ଧି ଗ୍ରାମବାସୀମାନେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଭଞ୍ଜନଗର ପୋଲିସ ଉଦ୍ଧାର କରି ଭଞ୍ଜନଗର ମେଡିକାଲକୁ ଆଣିଥିଲେ, ସେଠାରେ ତାଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ କନ୍ଧମାଳ ଜିଲ୍ଲାର କୁରୁମୁଙ୍ଗିଆ ଗାଁର ବାନଧର ପ୍ରଧାନ ବୋଲି ଜଣା ପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ପୁଲିସ ୩୦ ଜଣଙ୍କୁ ଅଟକ ରଖିଛି। ଗିରଫ ଭୟରେ ସାର୍ଦ୍ଦୁଳ ଗାଁ ଏବେ ପୁରୁଷ ଶୂନ୍ୟ ହୋଇଯାଇଛି ।

କାନ୍ଥ ଭୁଶୁଡ଼ି ୨ ବର୍ଷର ପୁଅ ମୃତ, ବାପା ମା’ ଗୁରୁତର
ଭଞ୍ଜନଗର: ମାଟିକାନ୍ଥ ଭୁଶୁଡ଼ି ଚାଲିଗଲା ୨ ବର୍ଷ ପୁଅର ଜୀବନ, ବାପା ମା’ ଗୁରୁତର । ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ପଞ୍ଚାୟତର ତୋଟା ସାହିରେ ଏପରି ଅଘଟଣ ଘଟିଛି । ମୃତ ବାଳକଙ୍କ ନାମ ଋଷି ପ୍ରଧାନ । ବାପା ଏବଂ ମାଆ ଗୁରୁତର ହୋଇଛନ୍ତି । ଉଭୟ ଗୁରୁତରଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ, ଶନିବାର ରାତିରେ ଖାଇ ସାରିବା ପରେ ଋଷି, ବାପା ବସନ୍ତ ପ୍ରଧାନ ଓ ମାଆ ଭାଗ୍ୟ ପ୍ରଧାନଙ୍କ ସହ ଶୋଇଥିଲେ । ଶନିବାର ରାତିସାରା ବର୍ଷା ଲାଗି ରହିଥିଲା । ରବିବାର ଭୋର ୪ ଟାରେ ଘରର ଗୋଟିଏ କାନ୍ଥ ବତୁରି ଯିବା ଦ୍ୱାରା ହଠାତ୍ ଭୁଶୁଡ଼ି ପଡ଼ିଥିଲା । ଶୋଇଥିବା ଅବସ୍ଥାରେ ପରିବାର ଲୋକଙ୍କ ଉପରେ କାନ୍ଥଟି ମାଡ଼ି ବସିଥିଲା । ପରିବାର ଲୋକେ ଉଦ୍ଧାର କରି ସମସ୍ତଙ୍କୁ ଭଞ୍ଜନଗର ମେଡ଼ିକାଲରେ ଭର୍ତି କରିଥିଲେ। ସେଠାରେ ଡାକ୍ତର ଶିଶୁ ପୁତ୍ରକୁ ମୃତକୁ ଘୋଷଣା କରିଥିବା ବେଳେ ବାପା ଓ ମା’ ଙ୍କର ଚିକିତ୍ସା ଚାଲିଛି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି l

ଭଞ୍ଜନଗରରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର, ବିରୋଧୀଙ୍କୁ ଭୋଟରେ ଜବାବ ଦେବାକୁ ଆହ୍ବାନ
ଭଞ୍ଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଜନସମର୍ଥନ ଦେଖି ବିରୋଧୀଙ୍କ ନିଦ ହଜିଗଲାଣି। ସେମାନେ କେବଳ ଅପପ୍ରଚାରରେ ମାତିଛନ୍ତି । ମିଶନ ଶକ୍ତି ଓ ବିଏସକେୱାଇ ଭଳି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି। ସେମାନଙ୍କ ବିକାଶକୁ ବିରୋଧ କରୁଛନ୍ତି। ବିରୋଧୀଙ୍କୁ ଭୋଟରେ ଜବାବ ଦେବାକୁ ଭଞ୍ଜନଗରରେ ବିଜେଡି ପ୍ରଚାର ସମାବେଶରେ ଯୋଗଦେଇ ଭୋଟରଙ୍କୁ ଅପିଲ କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ।

କୌଣସି ଦଳ କିମ୍ବା ଜାତୀୟ ଦଳ ବିକାଶର ହିସାବ ଦେଉନାହାଁନ୍ତି। କିନ୍ତୁ ନବୀନ ପଟ୍ଟନାୟକ ଲୋକଙ୍କ ସବୁ ଦରଖାସ୍ତର ସମ୍ମାନର ସହ ସମାଧାନ କରୁଛନ୍ତି ଆଉ ଲୋକଙ୍କୁ ହିସାବ ମଧ୍ୟ ଦେଉଛନ୍ତି । ଭଞ୍ଜନଗରରେ ରାଜ୍ୟର ସବୁଠୁ ବଡ ପାନୀୟ ଜଳ ପ୍ରକଳ୍ପ ହେଉଛି । ଭଞ୍ଜନଗରକୁ ମୁଖ୍ୟମନ୍ତ୍ରୀ ସବୁଠୁ ଅଧିକ ଭଲ ପାଆନ୍ତି। ଭଞ୍ଜନଗରର ବିକାଶ ପାଇଁ ଯାହା ଆବଶ୍ୟକ ତାହା ମୁଖ୍ୟମନ୍ତ୍ରୀ କରିବେ । ଭଞ୍ଜନଗର ଏନଏସିକୁ ମ୍ଯୁନିସିପାଲିଟି କରିବା ଦାବି ମୁଖ୍ୟମନ୍ତ୍ରୀଙ୍କ ବିଚାରଧୀନ ରହିଛି ।

ସେହିପରି ଜନବିରୋଧୀ ଓ ବିକାଶ ବିରୋଧୀ କାମ କରୁଛନ୍ତି ବିରୋଧୀ। ବିଜେଡିକୁ ଗାଳି ଦେଉଛନ୍ତି ଓ ଅପପ୍ରଚାରରେ ମାତିଛନ୍ତି । ବିରୋଧୀ ଦଳ ମିଶନ ଶକ୍ତି, ବିଏସକେୱାଇ, କାଳିଆ, ଲକ୍ଷ୍ମୀ ଭଳି ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖୀ ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି। ଏଭଳି ଜନବିରୋଧୀ ବିରୋଧୀ ଦଳକୁ ଭୋଟରେ ଜବାବ ଦେବାକୁ ପୋଲସରାବାସୀଙ୍କୁ ଆହ୍ବାନ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ମୁଖ୍ୟମନ୍ତ୍ରୀ ରାଜ୍ୟର ବିକାଶ ପାଇଁ ଦିନ ରାତି କାମ କରୁଛନ୍ତି । ତେଣୁ ପୋଲସରାବାସୀ ବିଜେଡିର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ୫୦ ହଜାରରୁ ଅଧିକ ମାର୍ଜିନରେ ଜିତାଇବାକୁ ସେ ଅପିଲ କରିଛନ୍ତି ।

ବଡ଼ କୋଦଣ୍ଡା ଗ୍ରାମର ବିଶ୍ୱ ପ୍ରସିଦ୍ଧ ଡେରା ବେଶ, ଲୋକକଳା, ସଂସ୍କୃତି ଓ ଐତିହ୍ୟର ଜୀବନ୍ତ ପ୍ରଦର୍ଶନ
ଭଞ୍ଜନଗର(ଜୟକୃଷ୍ଣ ପଟ୍ଟନାୟକ): ଗଞ୍ଜାମ ଜିଲ୍ଲାର ଭଞ୍ଜ ମାଟି ନିଜ ସ୍ୱତନ୍ତ୍ରତା ଯୋଗୁଁ କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାର ଗାଥାକୁ ଆଜି ମଧ୍ୟ ବିଶ୍ୱ ଦରବାରରେ ବଜାୟ ରଖିଛି । ଯାହାକୁ ନେଇ ଏ ମାଟି ଆଜି ଗର୍ବିତ । ନିଜର ଉତ୍କର୍ଷତା ଲାଗି ଦେଶ ବିଦେଶରେ ଏହାର ବହୁ ସୁନାମ ରହିଛି । ସଂଘର୍ଷମୟ ଜୀବନରେ ପୁରାତନ କଳାକୁ ବଞ୍ଚାଇ ରଖି ଆଜିବି ବହୁତ କଳାକାର ଏଠାରେ ରହିଛନ୍ତି ।

ଭଞ୍ଜନଗର ନିକଟରେ ଥିବା ବଡ଼ କୋଦଣ୍ଡା ହେଉଛି ଲୋକକଳା ଓ ଐତିହ୍ୟ ସମ୍ପନ୍ନ କଳାକାରଙ୍କ ଗ୍ରାମ । କେଉଁ ଆବହମାନ କାଳରୁ ଏଠାକାର କଳାକାରମାନେ ଲୋକକଳା,ପଶୁମୁଖା ନୃତ୍ୟ, କଣ୍ଢେଇ ନାଚକୁ ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରଦର୍ଶନ କରି ଗ୍ରାମ ପାଇଁ ଗୌରବ ଆଣିଛନ୍ତି । ଶହ ଶହ ବର୍ଷ ଧରି କାର୍ତ୍ତିକ ପୂର୍ଣ୍ଣିମା ଦିନ ବଡ଼ କୋଦଣ୍ଡା ଗ୍ରାମରେ ବିଶ୍ୱ ପ୍ରସିଦ୍ଧ ଡେରାବେଶ ପ୍ରଦର୍ଶିତ ହୋଇ ଆସୁଛି । ପୂର୍ବ ଦିନ ରାତ୍ରୀ ଠାରୁ ଗ୍ରାମ ବଡଦାଣ୍ଡର ଉଭୟ ପାଶ୍ୱର୍ରେ ଅବସ୍ଥିତ ଶ୍ରୀଶ୍ରୀଜଗନ୍ନାଥ ମନ୍ଦିର ଓ ଶ୍ରୀଶ୍ରୀ ଗୋପୀନାଥ ମନ୍ଦିର ତରଫରୁ କଳାକାର ଓ କାରିଗରମାନେ ବେଶ ଗୁଡିକୁ ଆଖଡା ଘରୁ ବାହାର କରି ସେଗୁଡିକ କାଠ, ବାଉଁଶ ସାହାଯ୍ୟରେ ଡେରିବା ଆରମ୍ଭ କରିଥାନ୍ତି । ଏହି ବେଶ ଗୁଡିକ ସମ୍ପୂର୍ଣ୍ଣ ଭାବେ ପ୍ରଦର୍ଶିତ ହେବା ପାଇଁ ସେସବୁକୁ ଅନ୍ୟ ଉପରେ ଡେରା ଯାଉଥିବାରୁ ତାହାକୁ ‘ଡେରା ବେଶ’ ବୋଲି କୁହାଯାଏ ।ଏହାକୁ ଦେଖିବା ପାଇଁ ଆଖ ପାଖ ଅଞ୍ଚଳ ସମେତ ରାଜ୍ୟ ଓ ରାଜ୍ୟ ବାହାରର ବହୁ ଶ୍ରଦ୍ଧାଳୁ ଏହି ମନ୍ଦିର ମାଳିନୀ ଗ୍ରାମକୁ ଆସି ଦେବ ଦର୍ଶନ କରିବା ସହ କଳା,ସଂସ୍କୃତି ଓ ଐତିହ୍ୟକୁ ଉପଭୋଗ କରି ଡେରାବେଶ ବୁଲି ଦେଖିଥାନ୍ତି ।ଏହି ସବୁ ବେଶ ପ୍ରସ୍ତୁତ କରିବା ପାଇଁ କାରୀଗରମାନେ ବାଉଁଶ, ବେତ, କାଠ,କାଗଜ ,ଅଠା, ରଙ୍ଗୀନ୍‌ କପଡା,ଛୋଟ କାଚ ଦର୍ପଣ,ରଙ୍ଗ ବେରଙ୍ଗର ମାଳି,ପୋହଳା ଆଦିରେ ତିଆରି ହାତୀ,ଘୋଡା, ବାଘ, ସିଂହ,ନବଗୁଞ୍ଜର, କଳଘୋଡା, ବୃଷଭ,ରାମ, ଲକ୍ଷ୍ମଣ, ହନୁମାନ, ରାବଣ, ଇନ୍ଦ୍ରଜିତ,ମେଘନାଦ, ରାଜା,ରାଣୀ,ମୟୁର ଭଳି ବଡ ବଡ କଣ୍ଢେଇ ମୂର୍ତ୍ତି ଶଗଡ ଉପରେ ରଖି ସର୍ବସାଧରଣଙ୍କ ନିମିତ୍ତ କାର୍ତ୍ତିକ ପୂର୍ଣ୍ଣିମାରେ ପ୍ରଦର୍ଶନ କରିବାର ପରମ୍ପରା ରହିଛି ।

ସେହିପରି ବଡକୋଦଣ୍ଡା ଗ୍ରାମର ଅନ୍ୟ ଏକ ପରିଚୟ ହେଉଛି ଏହା ସୂତା କଣ୍ଢେଇ ନାଚର ଏନ୍ତୁଡି ଶାଳ । ଏଠାକାର କାରିଗର ଓ କଳାକାରଙ୍କ ପ୍ରଚେଷ୍ଟାରେ ଏପରି ଏକ ଲୋକକଳା ବଞ୍ଚି ରହିଛି ବୋଲି ବାସ୍ତୁଶାସ୍ତ୍ରବିଦ୍‌ ତଥା କଣ୍ଢେଇ ଗବେଷକ ଓ ସଂଗ୍ରାହକ ଡକ୍ଟର ସନ୍ନାସୀ ମହାରଣା ଏବଂ ଅନ୍ୟମାନେ ମତବ୍ୟକ୍ତ କରିଛନ୍ତି ।

ଛୁଟି ନମିଳିବାରୁ ଜୀବନ ହାରିଦେଲେ ଅଗ୍ନିଶମ କର୍ମଚାରୀ ! ଜଙ୍ଗଲରୁ ଝୁଲନ୍ତା ମୃତଦେହ ଉଦ୍ଧାର
ଭଞ୍ଜନଗର: ଅଫିସରେ ଛୁଟି ମିଳିଲାନି,ଆତ୍ମହତ୍ୟା କଲେ ଅଗ୍ନିଶମ କର୍ମଚାରୀ ! ବର୍ଷେ ହେବ ଛୁଟି ନ ମିଳିବାରୁ ଆତ୍ମହତ୍ୟା କଲେ ଅଗ୍ନିଶମ କର୍ମଚାରୀ । ଗଞ୍ଜାମ ଗାଙ୍ଗପୁର ଥାନା ବୁଢ଼ାକେନ୍ଦୁ ଜଙ୍ଗଲରେ ଅଗ୍ନିଶମ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ କର୍ମଚାରୀ ଜଣକ କେନ୍ଦୁଝର ଜିଲ୍ଲାର ଦୟାନିଧୀ ମହନ୍ତ । ଆସ୍କା ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟରତ ଥିଲେ ଦୟାନିଧୀ । ଦୀର୍ଘ ୨୪ ବର୍ଷ ଧରି ଦୟାନିଧୀ ଏଠାରେ କାର୍ଯ୍ୟରତ ଥିଲେ ।

ତାଙ୍କ ମୃତଦେହ ପାଖରୁ ସୁଇସାଇଡ୍ ନୋଟ୍ ଜବତ କରାଯାଇଛି । ସେଥିରେ ସେ ଉଲ୍ଲେଖ କରିଛନ୍ତି, ‘ଅଗ୍ନିଶମ ସେବା ସଂସ୍ଥାରେ ଗତ ୨୪ ବର୍ଷ ହେଲା କାମ କରୁଥିଲେ । ମୟୂରଭଞ୍ଜରେ ଥିବା ବେଳେ ତାଙ୍କ ବାପା, ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବା ଜଣାଇ ପାଖାପାଖି ଅଗ୍ନିଶମ କେନ୍ଦ୍ରକୁ ବଦଳି ପାଇଁ କହିଥିଲି । ୧୫ ହଜାର ଟଙ୍କା ନଦେବାରୁ କନ୍ଧମାଳ ବଦଳି କରିଦିଆଗଲା । ଫଳରେ ବାପା, ମାଆଙ୍କ କଥା ବୁଝି ପାରିନଥିଲି । ଯାହାଫଲରେ ବାପାମାଆଙ୍କ ମୃତ୍ୟୁ ଘଟିଥିଲା । ଏହାପରେ ମୋତେ ଆସିକାକୁ ବଦଳି କରାଯାଇଥିଲା । ତେବେ ଛୁଟି ନମିଳିବାରୁ ସ୍ତ୍ରୀ ଓ ପିଲାମାନଙ୍କୁ ୨ ବର୍ଷ ହେଲା ଦେଖି ନଥିଲେ । ଯାହାକୁ ନେଇ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇଥିଲା । ବାପାମାଆଙ୍କ ଦେଖାଶୁଣା କରିପାରିଲେନି ସେମାନେ ଚାଲିଗଲେ । ସ୍ତ୍ରୀ ମଧ୍ୟ ଦୂରେଇ ଗଲେ । ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରୁଛି ।’

ଗତକାଲି ରାତିରେ ବୁଢାକେନ୍ଦୁ ରାସ୍ତା ଉପରେ ଅଗ୍ନିଶମ ଗାଡିଟି ରହିଥିବା ଦେଖିଥିଲେ ସ୍ଥାନୀୟ ଲୋକେ । ଆଜି ସକାଳୁ କର୍ମଚାରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ଗାଙ୍ଗପୁର ପୋଲିସକୁ ଖବର ଦେଇଥିଲେ । ଗାଙ୍ଗପୁର ପୋଲିସ ଘଟଣାର ତଦନ୍ତ କରୁଛି । ଅନ୍ୟପଟେ ଆସିକା ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଛି ।

ବନ୍ଦ ଘରୁ ମହିଳା ଇଂଜିନିଅରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର
ଭଂଜନଗର : ବନ୍ଦ ଘରୁ ମହିଳା ଇଂଜିନିଅରଙ୍କ ମୃତଦେହ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି ପୋଲିସ। ଏପରି ଘଟଣା ଘଟିଛି ଗଂଜାମର ଭଂଜନଗର ଅଂଚଳରେ । ଘରଟି ଭିତର ପଟୁ ବନ୍ଦ ଥିବା ବେଳେ ସିଲିଂ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି । ପଡ଼ୋଶୀଙ୍କଠାରୁ ଖବର ପାଇ ପୁଲିସ ଗଳିତ ମୃତଦେହ ଉଦ୍ଧାର କରିଛି। ତେବେ ମୃତକଙ୍କ ନାଁ ଜେ. ଅନିତା ବୋଲି ଜଣାପଡିଛି ।

ଘର ଭିତରୁ ଦୁର୍ଗନ୍ଧ ବାହାରିବା ପରେ ପଡୋଶୀମାନେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଉପସ୍ଥିତିରେ ଘରର କବାଟ ଭଙ୍ଗା ଯାଇଥିଲା । ତେବେ ସେ ୪-୫ ଦିନ ପୂର୍ବରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ରିପୋର୍ଟ ଆସିବା ପରେ ହତ୍ୟାର ପ୍ରକୃତ କାରଣ ଜଣାପଡିବ ।

ସୂଚନା ଅନୁସାରେ ଜେ. ଅନିତା ଗ୍ରାମୀଣ ବିକାଶ ବିଭାଗରେ ଜୁନିଅର ଇଂଜିନିଅର ଭାବେ କାମ କରୁଥିଲେ । ତାଙ୍କ ପରିବାର ବ୍ରହ୍ମପୁରରେ ରହୁଥିବା ବେଳେ ସେ ଭଂଜନଗରରେ ଭଡାଘରେ ଏକୁଟିଆ ରହିଆସୁଥିଲେ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଏ ନେଇ ପୋଲିସ ଅଧିକ ତଦନ୍ତ ଚଳାଇଛି ।