tuesday-horoscope - The Sakala
ମଙ୍ଗଳବାର ରାଶିଫଳ ( ୧୬-୦୯-୨୦୨୫ )
ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିପାରନ୍ତି। ପେଟ ଜନିତ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହୋଇପାରେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।
ବୃଷ: ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।
କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।
ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଚକ୍ଷୁ ସମସ୍ୟା ଦେଖା ଦେବ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ମଙ୍ଗଳବାର ରାଶିଫଳ ( ୨- ୦୯- ୨୦୨୫ )
ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଦାନଧର୍ମରେ ସମୟ ଅତିବାହିତ ହେବ।
ବୃଷ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କଠାରୁ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଉଧାର ଟଙ୍କା ଫେରି ପାଇବେ।
ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ମାମଲାରେ ସାବଧାନ ରହିବେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କର୍କଟ: ସାହିତ୍ୟ ସମାବେଶରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରନ୍ତୁ। ପାରିବାରିକ କଳହ ଦେଖା ଦେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ ।
ସିଂହ: ଆୟ ବ୍ୟୟ ସମାନ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ନିବେଶରୁ ଲାଭ ମିଳିବ।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଉତ୍ତମ ବୁଦ୍ଧିରେ କାର୍ଯ୍ୟ ପୂରା କରିବେ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି। ସକାରାତ୍ମକ ଚିନ୍ତାଧାରାରେ ଆଗକୁ ବଢ଼ନ୍ତୁ।
ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧÒକ ରହିବ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି। ଦୂରସ୍ଥାନ ଯାତ୍ରା କରିପାରନ୍ତି। ରାଜନେତାଙ୍କ ପାଇଁ ଦିନଟି ଭଲ।
ମକର: ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ । ଦିନଟି ବେଶ୍‌ ହସଖୁସିରେ ବିତିବ।
କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକି ପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।
ମୀନ: ପାରିବାରିକ ମତଭେଦ ଦେଖା ଦେଇପାରେ । ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ମହିଳାମାନେ ଅଯଥା ଖର୍ଚ୍ଚ କରିବେ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ମଙ୍ଗଳବାର ରାଶିଫଳ ( ୧୦- ୦୬- ୨୦୨୫ )
ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। କ୍ୟାରିୟରରେ ଉନ୍ନତି କରିବେ। ଖର୍ଚ୍ଚାନ୍ତ ହୋଇପାରନ୍ତି।
ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ବ୍ୟୟ ଅଧିକ ହେବ। ନୂଆ କାମ ହାତକୁ ଆସିପାରେ ।
ମିଥୁନ: ସୁସମ୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେବେ। ନୂତନ ଜମି କ୍ରୟ କରିପାରନ୍ତି। ଅତିଥି ସତ୍କାର କରିପାରନ୍ତି।
କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।
ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଦିନସାରା ବ୍ୟସ୍ତ ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ।
ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଛାତ୍ରଛାତ୍ରୀ ଖେଳପ୍ରିୟ ହେବେ।
ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।
ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଆଶା କରିଥÒବା ଦିଗରୁ ଖୁସି ଖବର ମିଳିବ।
ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପଡୋଶୀଙ୍କ ସହ ସମ୍ପର୍କ ବଢ଼ିବ।
କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟପାରରେ ଦିନଟି ଭଲରେ ବିତିବ। ବୈବାହିକ ଜୀବନ ସୁଖମୟ ହେବ।
ମଙ୍ଗଳବାର ରାଶିଫଳ (୦୬-୦୫- ୨୦୨୫ )
ମେଷ: କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଦୂର ଯାତ୍ରା ଯୋଗ ରହିଛି। ପୁରୁଣା ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହଯୋଗ ମିଳିପାରେ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବୃଷ: ପାରିବାରିକ ସମସ୍ୟା ଦେଖା ଦେଇପାରେ। ଧନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍‌ ହେବ ଏବଂ ଖର୍ଚ୍ଚ ବଢ଼ିବ। ପ୍ରେମ ସମ୍ପର୍କ ସୁଖମୟ ହେବ। ପୁରୁଣା କଥା ଚିନ୍ତା ବଢ଼ାଇପାରେ।
ମିଥୁନ: ଆୟରେ ଉନ୍ନତି ପରିଲକ୍ଷିତ ହେବ। ଋଣ ସମସ୍ୟା ସମାଧାନ ହେବ। କାର୍ଯ୍ୟସ୍ଥଳରେ ବରିଷ୍ଠଙ୍କ ସହଯୋଗ ମିଳିପାରେ। ସାମାଜିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
କର୍କଟ: କୌଣସି କଥାକୁ ନେଇ ଚିନ୍ତାରେ ରହିବେ। କାର୍ଯ୍ୟରେ ସଫଳତା ମିଳିବ। ଧନ ପ୍ରାପ୍ତି ଯୋଗ ରହିଛି। ଦିନଟି ବ୍ୟସ୍ତତା ଭିତରେ ବିତିବ। ବିଦ୍ୟାର୍ଥୀ ପରୀକ୍ଷାରେ ଭଲ କରିବେ।
ସିଂହ: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଉତ୍ତମ। ଠିକ୍ ସମୟରେ କାର୍ଯ୍ୟ ପୂରା କରିବେ। ରାଜନେତାଙ୍କ ପାଇଁ ଦିନଟି ଭଲ।
କନ୍ୟା: ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ଧନ ଆଗମନର ଯୋଗ ରହିଛି। କାର୍ଯ୍ୟରେ ମନ ଲାଗିବ ନାହିଁ। ବିଦ୍ୟାର୍ଥୀ ପାଠରେ ମନୋନିବେଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ବ୍ୟବସାୟରେ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଧନ ଆଗମନ। ପରିବାର ସହିତ ସମ୍ପର୍କ ମଧୁର ହେବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ।
ବିଛା: ସମସ୍ୟାକୁ ସାମ୍ନା କରିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ମନ ଉଦାସ ରହିବ। କାର୍ଯ୍ୟରେ ଲୋକଙ୍କ ସାହାଯ୍ୟ ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଉତ୍ତମ ସମୟ। ଉଧାର ଟଙ୍କା ଫେରିପାଇବେ।
ଧନୁ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କାର୍ଯ୍ୟରେ ପଦୋନ୍ନତି ମିଳିବା ସମ୍ଭାବନା ଅଧିକ। ଘରେ ସମସ୍ୟା ଦେଖା ଦେଇପାରେ। ଯାତାୟତ ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
ମକର: ମନୋରଞ୍ଜନରେ ସମୟ ବିତିବ। ସାଙ୍ଗସାଥୀଙ୍କ ସହଯୋଗରେ କାର୍ଯ୍ୟ ସଫଳ ହେବ। ଆୟରେ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତାରେ ରହିବେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
କୁମ୍ଭ: ରାଜନୀତିରେ ଆଶାତୀତ ସଫଳତା ମିଳି ନ ପାରେ । ବ୍ୟବସାୟ ଓ ଚାକିରିରୁ ଲାଭ ମିଳିବ। ପୁରୁଣା ନିବେଶରୁ ଲାଭ ମିଳିପାରେ।ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।
ମୀନ: ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟ କମ୍ ଓ ବ୍ୟୟ ଅଧିକ ହେବ। ଅଯଥା କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ। ଦାନ ଧର୍ମ କରନ୍ତୁ।
ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଆର୍ଥିକ ସମସ୍ୟା ଦେଖା ଦେବ।
ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଦୀର୍ଘଦିନର ସମସ୍ୟା ସମାଧାନ ହେବ।
ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।
କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।
ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଯାତ୍ରା ଲାଭଦାୟକ ହେବ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ।
ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ସମ୍ପର୍କୀୟଙ୍କ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।
କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ବୈବାହିକ ଜୀବନ ମଜଭୁତ୍‌ ହେବ।
ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଅଧିକ ଖର୍ଚ୍ଚାନ୍ତ ହେବେ।
ମଙ୍ଗଳବାର ରାଶିଫଳ ( ୦୮-୦୪-୨୦୨୫ )
ମେଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆଗକୁ ବଢ଼ାଇ ପାରନ୍ତି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।
ବୃଷ: ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଆଶାରୁ ଅଧିକ ସଫଳତା ଲାଭ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତା ବଢ଼ିପାରେ।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଆରମ୍ଭ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଶହେ ଥର ଚିନ୍ତା କରନ୍ତୁ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
କର୍କଟ: ନିବେଶ କରିବାକୁ ବର୍ତ୍ତମାନ ଭଲ ସମୟ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ପୁରୁଣା କଥାକୁ ମନେ ପକାଇ କଷ୍ଟ ପାଇପାରନ୍ତି।
ସିଂହ: ଚିନ୍ତା ଦୂର ହେବ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ହୋଇପାରେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
କନ୍ୟା: ଅଟକି ଥିବା ଅର୍ଥ ଫେରିପାଇବେ। ନିଜ ପାଇଁ ସମୟ ବାହାର କରିବେ। ଗୁରୁଜନଙ୍କ ଆଶିର୍ବାଦ ନେଇ କାର୍ଯ୍ୟ ଆରମ୍ଭ କରନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।
ତୁଳା: ବାଦ ବିବାଦରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବିଛା: ନୂତନ ବ୍ୟବସାୟ ପାଇଁ ମନ ବଳାଇବେ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ହେବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତଙ୍କ ବିବାହରେ ସମସ୍ୟା ଉପୁଜିପାରେ। ପରିଶ୍ରମର ଫଳ ମିଳିବ।
ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ। ବ୍ୟକ୍ତିଗତ କଥା କାହା ଆଗେ ସେୟାର କରନ୍ତୁନି।
କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଅଫିସ୍‌ କାମ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମୀନ: ରାଜନୀତିରେ ଯୋଗ ଦେବେ। ନୂତନ ଚାକିରି ପାଇଁ ମନ ବଳାଇବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଅଭିଭାବକ ଚିନ୍ତା କରିବେ। ମହିଳାମାନଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିବ।
ମଙ୍ଗଳବାର ରାଶିଫଳ ( ୦୧-୦୪-୨୦୨୫ )
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ।
ବୃଷ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମିଥୁନ: ଘର ପାଇଁ ନୂଆ ଜିନିଷ କିଣିବେ। ନିଜ କାମ ଉପରେ ଧ୍ୟାନ ଦିଅନ୍ତୁ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
କର୍କଟ: ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି।
ସିଂହ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭ। ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। ଜୀବନସାଥୀଙ୍କଠାରୁ ଉପହାର ପାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।
କନ୍ୟା: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ।
ତୁଳା: ପୁରୁଣା କଥାକୁ ଭୁଲି ଆଗକୁ ବଢ଼ିବାକୁ ଚେଷ୍ଟା କରିବେ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ।
ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ।
ଧନୁ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ସହ ହସ ଖୁସିରେ ସମୟ ବିତିବ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇପାରେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ। ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ମୀନ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନୂଆ ବ୍ୟବସାୟ ଆରମ୍ଭ କରିବେ।
ମଙ୍ଗଳବାର ରାଶିଫଳ ( ୨୫-୦୩-୨୦୨୫ )
ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପ୍ରାପ୍ତ ହେବ। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।
ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।
ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।
କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।
ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।
କନ୍ୟା: ବ୍ୟବସାୟରେ ଲାଭ ହେବ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।
ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।
ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ।
ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ।
ମଙ୍ଗଳବାର ରାଶିଫଳ ( ୧୮-୦୩-୨୦୨୫ )
ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ସାକ୍ଷାତ ହେବ। ଆର୍ଥିକ ସମସ୍ୟା ଦେଖା ଦେବ।
ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଦୀର୍ଘଦିନର ସମସ୍ୟା ସମାଧାନ ହେବ।
ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।
କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।
ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଯାତ୍ରା ଲାଭଦାୟକ ହେବ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ।
ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।
କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ବୈବାହିକ ଜୀବନ ମଜଭୁତ୍‌ ହେବ।
ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଅଧିକ ଖର୍ଚ୍ଚାନ୍ତ ହେବେ।
ମଙ୍ଗଳବାର ରାଶିଫଳ ( ୧୧-୦୩-୨୦୨୫ )
ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବୃଷ: ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ।
ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ଯୋଗ ଅଛି। ପରିବାର ସଦସ୍ୟଙ୍କ ସହିତ ମତାନ୍ତର ହେବ। ବ୍ୟବସାୟୀ ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
କର୍କଟ: ଅଫିସ୍‌ କାମରେ ବ୍ୟସ୍ତ ରହିବେ ଏବଂ ଅତିରିକ୍ତ ଦାୟିତ୍ବ ତୁଲାଇବେ। ବନ୍ଧୁଙ୍କ ସାହାଯ୍ୟରେ ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ସଫଳତା ପାଇଁ କଠିନ ପରିଶ୍ରମ କରିବେ।
ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ। ସମାଜରେ ପ୍ରତିଷ୍ଠା ବଢ଼ିବ। ନୃତ୍ୟଶିଳ୍ପୀଙ୍କ ପାଇଁ ଦିନଟି ଭଲ।
କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ବ୍ୟବସାୟରେ ସଫଳତା ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଅଫିସ୍‌ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରିବେ ନାହିଁ। ଯାତାୟାତ ସମୟରେ ଧ୍ୟାନ ଦିଅନ୍ତୁ।
ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ଉତ୍‌ଫୁଲ୍ଲିତ ରହିବେ। ସରକାରୀ କାମ ସମସ୍ୟା ସମାଧାନ ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପଡୋଶୀଙ୍କ ସହ ସୁସମ୍ପର୍କ ରହିବ।
ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ। ଗୁରୁଜନଙ୍କ ଆଦେଶ ପାଳନ କରିବେ।
ମକର: ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ବଦଭ୍ୟାସ ପରିତ୍ୟାଗ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବିବାହ ପ୍ରସ୍ତାବ ସ୍ଥିର ହେବ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି ଜାରି ରଖିବେ।
କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍‌ କାମ ସୁଚାରୁରୂପେ ତୁଲାଇବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସରକାରି ଚାକିରିଆଙ୍କ ପାଇଁ ଭଲ ସମୟ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
ମୀନ: କଥା ଓ କାମ ଲୋକଙ୍କୁ ପ୍ରଭାବିତ କରିବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ଦାନଧର୍ମ କରିବେ।
ମଙ୍ଗଳବାର ରାଶିଫଳ ( ୦୪-୦୩-୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ଚାକିରିରେ ପରିବର୍ତ୍ତନ ହୋଇପାରେ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ବାପାମାଆ ଚିନ୍ତିତ ରହିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ। ପ୍ରେମ ଜୀବନ ସୁଖମୟ ହେବ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରିପାଇବେ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ଚାକିରିରେ ନୂଆ ସୁଯୋଗ ଜୁଟିବ। ନୂତନ ଯାନବାହନ କ୍ରୟ କରିପାରନ୍ତି।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ରହିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ।
ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାରକରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି।
ମକର: ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେଇପାରେ।
କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ହେବ।
ମଙ୍ଗଳବାର ରାଶିଫଳ ( ୨୫-୦୨-୨୦୨୫ )
ମେଷ: ଗରିବ ଲୋକଙ୍କୁ ସାହାଯ୍ୟ କରିବେ। ସମୟ ପୂର୍ବରୁ କାମ ଶେଷ କରିବେ। ନୂଆ ପ୍ରୋଜେକ୍ଟ ଆରମ୍ଭ କରିବା ପାଇଁ ଅନୁକୂଳ ସମୟ। ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ପାଇଁ ପ୍ରଶଂସା କରିବେ।
ବୃଷ: ଭାଇ ଭଉଣୀଙ୍କଠାରୁ ଉପହାର ମିଳିବ। ଧାର କରଜରୁ ଦୂରେଇ ରହିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଲେଖକ ଲେଖିକାଙ୍କୁ ସଫଳତା ମିଳିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।
ମିଥୁନ: ଶୁଭ ଖବର ପ୍ରାପ୍ତ ହେବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ନୂଆ ଯୋଜନା ସହ କାର୍ଯ୍ୟ କରିବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ସଂଗୀତ କ୍ଷେତ୍ର ପ୍ରତି ରୁଚି ବଢ଼ିବ।
କର୍କଟ: ବନ୍ଧୁଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ୟାରିୟର ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ।
ସିଂହ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ନୂଆ ପରିକଳ୍ପନା ସହ ବ୍ୟବସାୟ ଆରମ୍ଭ କରିବେ। ଛାତ୍ରଛାତ୍ରୀଙ୍କୁ କଠିନ ପରିଶ୍ରମର ଉଚିତ ଫଳ ମିଳିବ। ଅଫିସ୍‌ କାର୍ଯ୍ୟରେ ସଫଳତା ଲାଭ କରିବେ।
କନ୍ୟା: ବନ୍ଧୁ ମିଳନରେ ଯୋଗ ଦେବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ଅଫିସ୍‌ କାର୍ଯ୍ୟରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଯୋଗ, ବ୍ୟାୟାମ ପ୍ରତି ଆଗ୍ରହ ବଢ଼ିବ।
ତୁଳା: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। କଠିନ କାମକୁ ସଫଳତାପୂର୍ବକ ଶେଷ କରିବେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନ ସୁଖ ପ୍ରାପ୍ତ ହେବ। ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିବେ।
ବିଛା: ଯାନବାହନ କିଣିବା ଯୋଗ ଅଛି। ସମାଜରେ ପ୍ରତିଷ୍ଠା ବଢ଼ିବ। ପୈତୃକ ସମ୍ପତ୍ତିକୁ ନେଇ ଘରେ ଅଶାନ୍ତି ସୃଷ୍ଟି ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାମ୍ନାରେ ନିଜ ପକ୍ଷ ରଖିବେ।
ଧନୁ: କର୍ମଚଞ୍ଚଳ ରହିବେ। ପରିଶ୍ରମ ଅନୁଯାୟୀ ଫଳ ମିଳିବ ନାହିଁ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମେଡିକାଲ କ୍ଷେତ୍ରରେ ସଫଳତା ମିଳିବ। ବୈବାହିକ ଜୀବନ ସୁଖମୟ ହେବ।
ମକର: ଧାର କରଜରୁ ଦୂରେଇ ରହିବେ। ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିବେ। ଘରକୁ ଅତିଥିଙ୍କ ଆଗମନ ହେବ। ଦୀର୍ଘଦିନର କାମ ପୂରା କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ଜୀବନସାଥୀଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। ଯାନବାହନ ଚଳାଚଳ ସମୟରେ ସାବଧାନତା ଅବଲମ୍ବନ କରିବେ। ସମସ୍ୟାରେ ପଡ଼ିବା ସମ୍ଭାବନା ଅଧିକ।
ମୀନ: ବ୍ୟବସାୟରେ ଉନ୍ନତି ହେବ। ଅଫିସ୍‌ କାର୍ଯ୍ୟରେ ବ୍ୟସ୍ତ ରହିବେ। ଧୈର୍ଯ୍ୟର ସହ ପ୍ରତ୍ୟେକ କାର୍ଯ୍ୟ କରିବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ।