Police Station - The Sakala
ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା
କେନ୍ଦ୍ରାପଡା: ବଢ଼ିଲା ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ଅଡ଼ୁଆ । ରାଜନଗର ଥାନାରେ SIଙ୍କ ନାଁରେ ମାମଲା ରୁଜୁ ହୋଇଛି । ରାଜନଗର ବରାଦିଆ ଗାଁର ଜଣେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେଇଥିବା ଅଭିଯୋଗ ହୋଇଥିଲା । ଏନେଇ ଗତ ୩୧ ତାରିଖରେ ବିନୋଦ ରାଜନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ତାଙ୍କ ଅଭିଯୋଗକୁ ଭିତ୍ତିକରି ରାଜନଗର ପୋଲିସ ତାଙ୍କ ନାଁରେ ମାମଲା ରୁଜୁ କରିଛି । ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ତାଙ୍କ ବିରୁଦ୍ଧରେ ଲାଗିଛି ।
ସୂଚନାଯୋଗ୍ୟ, ବରାଦିଆ ଗାଁରେ ଅନେକ ଦିନ ଧରି ଚୋରା ମଦ କାରବାର ହୋଇ ଆସୁଥିଲା । ଏହାକୁ ନେଇ ବିନୋଦ ବାରମ୍ବାର ଅବକାରୀ ବିଭାଗକୁ ଜଣାଇଥିଲେ । ଅବକାରୀ ବିଭାଗର ଏସଆଇ ଛାୟାକାନ୍ତ ନାୟକ ଓ ଅନ୍ୟ କର୍ମଚାରୀମାନେ ଘଟଣା ସ୍ଥଳରେ ପହଂଚି ଚଢ଼ାଉ କରିବା ସମୟରେ ବିନୋଦ ଏହାର ଭିଡ଼ିଓ ଉତ୍ତୋଳନ କରିଥିଲେ ।  ଏଥିରେ ରାଗିଯାଇ ଏସଆଇ ଛାୟାକାନ୍ତ ନାୟକଙ୍କ ସମେତ ଅନ୍ୟ କର୍ମଚାମାନେ ତାଙ୍କୁ ଗାଡି ଭିତରେ ପୁରାଇ ନିର୍ଧୁମ ମାଡ଼ ମାରିଥିଲେ । ଏପରିକି ରାଜନଗର ଥାନାରେ ତାଙ୍କୁ ୧୧ ଘଣ୍ଟା ଅଟକ ରଖିଥିଲେ ।
ପୁଣି ଥାନାରେ ଥାର୍ଡ ଡିଗ୍ରି! ପୋଲିସର ନିସ୍ତୁକ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ
ଗଞ୍ଜାମ: ପୁଣି ଥାନାରେ ଥାର୍ଡ ଡିଗ୍ରି । ପୋଲିସର ନିସ୍ତୁକ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ପୋଲିସ ବିରୋଧରେ ଆସିଛି ଏପରି ସାଂଘାତିକ ଅଭିଯୋଗ । ଥାନାରେ ଯୁବକଙ୍କୁ ମାଡ଼ ପରେ ଗୁରୁତର ହେଲେ, ମାତ୍ର ଡାକ୍ତରଖାନାରେ ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର । ମୃତ ଯୁବକ ହେଲେ ସୁଶାନ୍ତ କୁମାର ସାହୁ ।
ଯୁବକକୁ କୌଣସି ଏକ ମାମଲାର ତଦନ୍ତ ପାଇଁ ପୋଲିସ ଉଠାଇ ନେଇ ଅକଥନୀୟ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ସେ ଗୁରୁତର ହେବା ପରେ ପରିବାର ଲୋକଙ୍କୁ ଡକାଇ ଗୁରୁତର ଅବସ୍ଥାରେ ପଠାଇ ଦେଇଥିଲା ପୋଲିସ । ଆଜି ତାଙ୍କର MKCGରେ ଚିକିତ୍ସା ଅବସ୍ଥାରେ ମୃତ୍ୟୁ ଘଟିଛି ।  ତେବେ ପୋଲିସ କର୍ମଚାରୀଙ୍କ ମାଡ଼ରେ ସମ୍ପୃକ୍ତ ଯୁବକ ଜଣକଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ତେବେ ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି ନା ଅନ୍ୟ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି ତାହା ମେଡ଼ିକାଲ ରିପୋର୍ଟରୁ ହିଁ ସ୍ପଷ୍ଟ ହେବ।
ଥାନା ଭିତରେ ପୁଲିସ୍‌ର ଥାର୍ଡ ଡିଗ୍ରୀ: ମହିଳାଙ୍କୁ ଅର୍ଦ୍ଧ ଉଲଗ୍ନ କରି ମାଡ଼, ପୁଅକୁ ପାଇଖାନା ଭିତରେ ପୂରାଇ...
ରାଜନଗର: ଥାନା ଭିତରେ ମହିଳାଙ୍କ ଚୁଟି ଘୋଷାଡ଼ିବା ସହ ତାଙ୍କୁ ଅର୍ଦ୍ଧ ଉଲଗ୍ନ କରି ମାଡ଼। ଖାଲି ସେତିକି ନୁହେଁ, ମହିଳାଙ୍କ ଆଗରେ ତାଙ୍କ ପୁଅକୁ ଥାନା ପାଇଖାନା ଭିତରେ ପୂରାଇ ନିର୍ଘାତ ମାଡ଼। କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନା ଭିତରେ ପୁଲିସ୍‌ର ଥାର୍ଡ ଡିଗ୍ରୀରେ ମା’-ପୁଅ ଗୁରୁତର ହେବା ଭଳି ଏକ ସାଂଘାତିକ ଘଟଣା ପଦାକୁ ଆସିଛି। ଥାନାକୁ ଅଭିଯୋଗ କରିବାକୁ ଆସିଥିବା ମା’-ପୁଅଙ୍କ ଉପରେ ୬ ଘଣ୍ଟା ଧରି ପୁଲିସର ଏପରି ବର୍ବରତାକୁ ନେଇରାଜ୍ୟବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।  ଗୁରୁତରଦ୍ବୟ ହେଲେ,ବାଘମାରୀ ପଞ୍ଚାୟତ ଗିରିଆପାହୀ ଗାଁର ପବନ କୁମାର ମଣ୍ଡଳଙ୍କ ପତ୍ନୀ ଅନ୍ନପୂର୍ଣ୍ଣା ମଣ୍ଡଳ (୫୮) ଓ ତାଙ୍କ ପୁଅ ଅନନ୍ତ କୁମାର ମଣ୍ଡଳ। ଆଜି ମା’-ପୁଅଙ୍କୁ ଆଜି ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅନ୍ନପୂର୍ଣ୍ଣାଙ୍କ ହାତରେ ମାଡ଼ ଚିହ୍ନ ଥିବାବେଳେ ଅନନ୍ତଙ୍କ ବେକ, ହାତ, ଗୋଡ, ପିଠିରେ ମାଡ଼ ଚିହ୍ନ ରହିଛି। ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ଓ ଅନ୍ୟ ଜଣେ କନଷ୍ଟେବଳ ମିଳିତ ଭାବେ ସେମାନଙ୍କୁ ମାଡ଼ ମାରିଥିଲେ ବୋଲି ଆଜି ସେମାନେ ପଟ୍ଟାମୁଣ୍ଡାଇ ଏସ୍‌ଡିପିଓଙ୍କୁ ଭେଟି ଲିଖିତ ଅଭିଯୋଗ କରିଛନ୍ତି। ପୁଲିସର ଥାର୍ଡ ଡିଗ୍ରୀ ଭିଡିଓ ଥାନାର ସିସିଟିଭିରେ ରହିଛି ବୋଲି ଅଭିଯୋଗରେ ଉଲ୍ଲେଖ ରହିଛି।
ସୂଚନାନୁଯାୟୀ, ଅନ୍ନପୂର୍ଣ୍ଣାଙ୍କ ଅଭିଯୋଗ ଅନୁଯାୟୀ, ଗତ ୨୫ ତାରିଖ ସନ୍ଧ୍ୟା ପ୍ରାୟ ୬ଟାରେ ପୁଅ ଅନନ୍ତ ସହ ସେ ଥାନାକୁ ଏକ ଅଭିଯୋଗ ନେଇ ଯାଇଥିଲେ। କିନ୍ତୁ, ଥାନା ଅଧିକାରିଣୀ ସନ୍ଧ୍ୟାରାଣୀ ଜେନା ଏତଲା ରଖିବା ବଦଳରେ ସେମାନଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଅନ୍ନପୂର୍ଣ୍ଣାଙ୍କୁ ଚୁଟି ଘୋଷାଡ଼ି ଅର୍ଦ୍ଧ ଉଲଗ୍ନ କରି ମାଡ଼ ମାରିଥିଲେ। ତାଙ୍କୁ ଚାପୁଡ଼ା ପରେ ଚାପୁଡ଼ା ମାରିବା ସହ ତାଙ୍କ ମଥାରୁ ସିନ୍ଦୂର ପୋଛି ଦେଇଥିଲେ। ସେତିକିରେ ତାଙ୍କ ରାଗ ଶାନ୍ତ ହୋଇନଥିଲା ଯେ ତାଙ୍କ ଆଖି ଆଗରେ ପୁଅ ଅନନ୍ତଙ୍କୁ ଥାନା ପାଇଖାନା ଭିତରେ ପୂରାଇ ଆଇଆଇସି ଓ ଅନ୍ୟ ଜଣେ କନଷ୍ଟେବଳ ନିସ୍ତୁକ ମାଡ଼ ମାରିଥିଲେ। ବିଧା, ଗୋଇଠା, ଚାପୁଡ଼ା ମାରିବା ସହ ଏକ ବାଡ଼ିରେ ଅତି ନିର୍ଦ୍ଦୟ ଭାବେ ପିଟିଥିଲେ। ଏପରିକି, ଅନନ୍ତଙ୍କ ତଣ୍ଟି ଚିପି ମାରିଦେବାକୁ ଉଦ୍ୟମ କରିଥିଲେ। ଏ ସଂପର୍କରେ କାହାରିକୁ କହିଲେ, ଜୀବନରୁ ମାରିଦେବା ଓ ମିଛ ମାମଲାରେ ଫସାଇ ଜେଲ ପଠାଇଦେବାକୁ ଆଇଆଇସି ଧମକ ଦେଇଥିବା ନେଇ ଅଭିଯୋଗରେ ଉଲ୍ଲେଖ ରହିଛି। ମାଆ-ପୁଅଙ୍କୁ ସନ୍ଧ୍ୟା ୬ଟାରୁ ରାତି ୧୧ଟା ୪୦ ଯାଏଁ ଥାନାରେ ରଖି ନିର୍ଯାତନା ଦେବା ପରେ ପୁଲିସ ଛାଡ଼ିଥିଲା ବୋଲି ଅଭିଯୋଗରେ ଉଲ୍ଲେଖ ରହିଛି। ଏ ସମ୍ପର୍କରେ ଏସଡିପିଓ ସୁକାନ୍ତ କୁମାର ପାତ୍ରଙ୍କୁ ପଚାରିବାରୁ ସେ କହିଛନ୍ତି ଯେ ଅଭିଯୋଗ ମିଳିଛି, ଏସ୍‌ପିଙ୍କୁ ଜଣାଇଛି। ତଦନ୍ତ ପରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।
ରାଜ୍ୟର ସବୁ ଥାନାରେ ପ୍ରତିଦିନ ସକାଳ ୯ଟା ପୂର୍ବରୁ 'ବ୍ରିଫିଂ ପରେଡ୍' କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ଆଜିଠୁ ସବୁ ଥାନାରେ ବ୍ରିଫିଂ ପରେଡ୍ । ବାଲିଅନ୍ତା ଘଟଣାରେ ପୋଲିସର ପାରିବାପଣିଆ ପଦାରେ ପଡିବା ପରେ ରାଜ୍ୟର ସବୁ ଥାନାରେ ଆରମ୍ଭ ହେଲା 'ବ୍ରିଫିଂ ପରେଡ୍'। ବାଲିଅନ୍ତା ବର୍ବରତାକୁ ନେଇ ବ୍ୟାକ୍ ଫୁଟରେ ଥିବା ଓଡିଶା ପୋଲିସ ଏଣିକି ଆଇନଶୃଙ୍ଖଳା ପରିସ୍ଥିତିରେ ସୁଧାର ଆଣିବାକୁ ଚେଷ୍ଟା କରିଛି । ଏଣିକି ସବୁଦିନ ସକାଳ ୯ଟା ପୂର୍ବରୁ ଥାନାରେ 'ବ୍ରିଫିଂ ପରେଡ୍'। ରାଜ୍ୟର ସବୁ ଥାନାରେ ପ୍ରତିଦିନ ସକାଳ ୯ଟା ପୂର୍ବରୁ 'ବ୍ରିଫିଂ ପରେଡ୍' କରିବାକୁ ଗତକାଲି ନିର୍ଦ୍ଦେଶ ଦେଇଥିଲେ ପୋଲିସ୍ ଡିଜି। ଏଥିରେ ସଂପୃକ୍ତ ଥାନା ଅଂଚଳର ଆଇନ ଶୃଙ୍ଖଳା ପରିସ୍ଥିତି, ଅପରାଧ ପ୍ରବଣ ଅଂଚଳ, ଅପରାଧୀଙ୍କ ଚାଲିଚଳନ ଏବଂ ଚାଲୁଥିବା ତଦନ୍ତ ସଂପର୍କରେ ସମୀକ୍ଷା କରିବା ଉପରେ ଗୁରୁତ୍ବ ଦେଇଛନ୍ତି ପୋଲିସ ଡିଜି ।
ବଦଳିଲା ବଡ଼ଗଡ଼, ଲକ୍ଷ୍ମୀସାଗର ଓ ସହିଦନଗର ଥାନାର ପରିସୀମା; ବଡ଼ଗଡ଼ ଥାନା ଅଧୀନରେ ରହିବ ବାସୁଆଘାଇ ପଞ୍ଚାୟତ
ଭୁବନେଶ୍ବର: ଭୁବନେଶ୍ବର ଥାନା ପରିସୀମା ବିବାଦରେ ପୂର୍ଣ୍ଣଚ୍ଛେଦ । ବଡ଼ଗଡ଼, ଲକ୍ଷ୍ମୀସାଗର ଓ ସହିଦନଗର ଥାନାର ପରିସୀମା ବଦଳା ଯାଇଛି । ଗଣତନ୍ତ୍ର ଦିବସଠାରୁ ଥାନାର ପରିସୀମା ପରିବର୍ତ୍ତନ କରାଯାଇଛି । ପୂର୍ବରୁ ସହିଦନଗର ଥାନା ଅଧୀନରେ ଥିବା ବାସୁଆଘାଇ ପଞ୍ଚାୟତ ଏବେ ବଡ଼ଗଡ଼ ଥାନା ଅଧୀନରେ ରହିବ । ସେହିପରି ଲକ୍ଷ୍ମୀସାଗର ଥାନା ଅଧୀନରେ ରହିବ ଜଗନ୍ନାଥ ନଗର । ପୂର୍ବରୁ ମଞ୍ଚେଶ୍ୱର ଓ ସହିଦନଗର ଅଧୀନରେ ଥିଲା ଜଗନ୍ନାଥ ନଗର । ଥାନା ପରିସୀମା ବଦଳିବା ଯୋଗୁ କେଶୁରା, କୋରଡକଣ୍ଟା, ବାଙ୍କୁଆଳ ଲୋକଙ୍କୁ ମଧ୍ୟ ଆଶ୍ୱସ୍ତି ମିଳିଛି ।
ପୂର୍ବରୁ ଥାନା ପରିସୀମାକୁ ନେଇ ବିବାଦ ଉପୁଜିଥିବା ବେଳେ ଏନେଇ ନନ୍ଦିଘୋଷ ଟିଭିର ଖବର ପରିବେଶଣ କରାଯାଇଥିଲା । ପାଟ୍ରୋଲିଂ ଓ ଆଇନଶୃଙ୍ଖଳାକୁ ନେଇ ଅସୁବିଧା ହେଉଥିବା ଅଭିଯୋଗ ହେଉଥିବା ବେଳେ ଏହାକୁ ଗୁରୁତ୍ବ ଦେଇ ଥାନାର ପରିସୀମା ପରିବର୍ତ୍ତନ କରାଯାଇଛି । କିଛିଦିନ ତଳେ ସ୍ଥାନୀୟ ଲୋକେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କୁ ଭେଟି ଏନେଇ ଅଭିଯୋଗ କରିଥିଲେ ।
କାର୍ଯ୍ଯରତ ମହିଳା ଏସ.ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଫୁଲବାଣୀ: ଜି ଉଦୟଗିରି ଥାନାରେ କାର୍ଯ୍ଯରତ ମହିଳା ଏସ.ଆଇ ସ୍ୱାଗତିକା ବେହେରାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସରକାରୀ ବାସଭବନରୁ ଜି ଉଦୟଗିରି ପୁଲିସ ତାଙ୍କ ମୃତଦେହ ଉଦ୍ଧାର କରିଛି। ତେବେ ମୃତ୍ୟୁର କାରଣ ଜଣାପଡ଼ି ନ ଥିବା ବେଳେ ଏ ନେଇ ଥାନା ଅଧିକାରୀ କିମ୍ବା ଅନ୍ୟ କୌଣସି ପଦାଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ । ସ୍ୱାଗତିକାଙ୍କ ପରିବାର ଲୋକ ଆସି ଘଟଣାସ୍ଥଳରେ ପହଞ୍ଚିବା ପରେ ଶବବ୍ୟବଚ୍ଛେଦ କରାଯିବ। ପରେ ପରିବାର ସଦସ୍ୟଙ୍କୁ ତାଙ୍କ ମୃତଦେହ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି।
ଭୁବନେଶ୍ୱର : ରାଜଧାନୀର ମହିଳା ଥାନା ଅଧିକାରୀଙ୍କୁ ନୟାଗଡ଼ର ଜଣେ ହୋମଗାର୍ଡ ପାଠ ପଢ଼ାଇଛନ୍ତି। ମହିଳା ନିର୍ଯାତନା ନେଇ ହୋମଗାର୍ଡଙ୍କ ନାଁରେ ତାଙ୍କ ସ୍ତ୍ରୀ ମହିଳା ଥାନାରେ ଅଭିଯୋଗ କରିଥିଲେ। ଥାନା ଅଧିକାରୀ ହୋମଗାର୍ଡଙ୍କୁ ଫୋନ୍ କରି ଥାନାକୁ ଡକାଇଥିଲେ। କିନ୍ତୁ ହୋମଗାର୍ଡ ଜଣଙ୍କ ଥାନାକୁ ନ ଆସି ଥାନା ଅଧିକାରୀଙ୍କୁ ଆଇନର ପାଠ ପଢ଼ାଇଥିଲେ। ହୋମଗାର୍ଡ ଜଣଙ୍କ କହିଥିଲେ ଯେ, ‘ମୋ ସ୍ତ୍ରୀଙ୍କୁ କୁହନ୍ତୁ ସ୍ଥାନୀୟ ଥାନାରେ ଅଭିଯୋଗ କରିବେ ।
ମୁଁ ମହିଳା ଥାନାକୁ କାହିଁକି ଯିବି। ମୁଁ ଥାନାକୁ ଯିବିନି, ମୋର ଯାହା କରିବ କର ବୋଲି ଥାନା ଅଧିକାରୀଙ୍କୁ ହୋମଗାର୍ଡ ଚାଲେଞ୍ଜ ଦେଇଥିଲେ। ଶେଷରେ ଥାନା ଅଧିକାରୀ ଉକ୍ତ ହୋମଗାର୍ଡଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ମିଳିଥିବା ସୂଚନା ଅନୁସାରେ, ନୂଆପଲ୍ଲୀ ସାଲିଆସାହିରେ ହୋମଗାର୍ଡଙ୍କ ସ୍ତ୍ରୀ ରହୁଛନ୍ତି। ସେ ନୟାଗଡ଼ର ପୁଲିସରେ ହୋମଗାର୍ଡ କାର୍ଯ୍ୟ କରୁଥିବା ଜଣେ ଯୁବକଙ୍କୁ ବିବାହ କରିଥିଲେ। ମହିଳାଙ୍କ ୨ଟି ପିଲା ରହିଛି। କିନ୍ତୁ ଏବେ ହୋମଗାର୍ଡ ଜଣଙ୍କ ନିର୍ଯାତନା ଦେଉଛନ୍ତି ।
ଏପରିକି ମଦ ପିଇ ଆସି ସ୍ତ୍ରୀକୁ ମାଡ଼ ମାରୁଥିବା ଅଭିଯୋଗ ହୋଇଛି। ନିର୍ଯାତନା ଅସହ୍ୟ ହେବାରୁ ମହିଳା ଜଣଙ୍କ ସ୍ବାମୀକୁ ଛାଡ଼ି ରାଜଧାନୀକୁ ପଳାଇ ଆସିଥିଲେ। କିନ୍ତୁ ହୋମାଗାର୍ଡ ଜଣଙ୍କ ଭୁବନେଶ୍ବରକୁ ଆସି ସ୍ତ୍ରୀକୁ ମାଡ଼ମାରି ପୁଣି ନୟାଗଡ଼ ପଳାଇଯାଇଥିଲେ। ଏନେଇ ମହିଳା ଜଣଙ୍କ ଥାନାରେ ହୋମଗାର୍ଡ ସ୍ଵାମୀଙ୍କ ନାମରେ ଅଭିଯୋଗ କରିଥିଲେ