Yellow Warning - The Sakala
ରାଜ୍ୟରେ କାଳବୈଶାଖୀ ଆଶଙ୍କା: ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ପୁଣି କାଳବୈଶାଖୀର ଆଶଙ୍କା ଦେଖାଦେଇଛି। ଆସନ୍ତା କିଛି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର (IMD) ପକ୍ଷରୁ ରାଜ୍ୟର ୨୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ ବିଭାଗର ଆକଳନ
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବଙ୍ଗୋପସାଗରରୁ ଆସୁଥିବା ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ କାଳବୈଶାଖୀ ସୃଷ୍ଟି ହେବାର ଅନୁକୂଳ ପରିବେଶ ରହିଛି। ଏହି ସମୟରେ ବିଭିନ୍ନ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ବହିବାର ସମ୍ଭାବନା ଅଛି। ବିଶେଷ କରି ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ସହିତ ତୀବ୍ର ବଜ୍ରପାତର ଆଶଙ୍କା ରହିଛି ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି।
ପ୍ରଶାସନର ସତର୍କତା ଓ ପରାମର୍ଶ
ବଜ୍ରପାତ ଏବଂ କାଳବୈଶାଖୀ ପ୍ରଭାବରୁ ରକ୍ଷା ପାଇବା ପାଇଁ ସାଧାରଣ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଘଡ଼ଘଡ଼ି ଏବଂ ବିଜୁଳି ମାରୁଥିବା ସମୟରେ ଖୋଲା ସ୍ଥାନ କିମ୍ବା ବଡ଼ ଗଛ ମୂଳେ ଆଶ୍ରୟ ନନେଇ ପକ୍କା ଘର କିମ୍ବା ନିରାପଦ ସ୍ଥାନରେ ରହିବାକୁ ସୂଚନା ଦିଆଯାଇଛି। ଏହାଛଡ଼ା, କୌଣସି ପ୍ରକାର ଅଘଟଣର ମୁକାବିଲା କରିବା ନିମନ୍ତେ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଥିତି ଉପରେ ନିରନ୍ତର ନଜର ରଖିବାକୁ ଏବଂ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଜିଲ୍ଲା ପ୍ରଶାସନକୁ କୁହାଯାଇଛି।
ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୩ ଘଣ୍ଟା ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗତକାଲି ଲଘୁଚାପର ରୂପ ନେଇଛି। ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଫଳରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।  ମାଲକାନାଗାରି, କୋରାପୁଟ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗଡ଼ା, ସୁନ୍ଦରଗଡ଼, ଅନଗୁଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା : ୩ଟି ଜିଲ୍ଲାକୁ ଅରେଞ୍ଜ ଓ ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର – ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି।  ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ବର୍ଷାର ପରିମାଣ ଆହୁରି ବଢିବ।
ସୃଷ୍ଟି ହେଲା #ଲଘୁଚାପ!!
ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ସୃଷ୍ଟି ହେଲା #ଲଘୁଚାପ କ୍ଷେତ୍ର l ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି l pic.twitter.com/QWHuNu4exr
— Meteorological Centre, Bhubaneswar (@mcbbsr) September 5, 2023
ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ସେପ୍ଟେମ୍ବର ବୁଧବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି।
Warning for Day-1 to Day-4: Day-5: NIL pic.twitter.com/mlXvMjNexR
— Meteorological Centre, Bhubaneswar (@mcbbsr) September 5, 2023
ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି। ଉପକୂଳରୁ- ପଶ୍ଚିମ ଯାଏ ତାତି ବଳବତ୍ତର ରହିଛି। ସୂର୍ଯ୍ଯଙ୍କ ପ୍ରଖର କିରଣ ସାଙ୍ଗକୁ ରାଜ୍ୟକୁ ଆସୁଥିବା ଉତ୍ତପ୍ତ ବାୟୁ ପ୍ରଭାବରେ ରାଜ୍ୟରେ ତାପମାତ୍ରା ଉପର ମୁହାଁ ରହୁଛି।  ଆସନ୍ତା କାଲି ମଧ୍ୟ ଏହାର ପ୍ରଭାବ ଦେଖାଯିବ।  ବିଶେଷ କରି ବଲାଙ୍ଗୀର, ବୌଦ୍ଧ, ସୋନପୁର,  ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ତାତି ଅନୁଭୂତ ହେବାକୁ ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ଗ୍ରୀଷ୍ମ ପ୍ରବାହ ଜନିତ ୟେଲୋ ଆଲର୍ଟ ଜାରି କରିଛି।
ସେହିପରି ୨୦ ତାରିଖ ପାଇଁ ବୌଦ୍ଧ , ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜଙ୍କୁ ମଧ୍ୟ ୟେଲୋ ଆଲର୍ଟ ଜାରି କରାଯାଇଛି।
ଆଜି ଦିନ ୨ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା
ଝାରସୁଗୁଡା: ୪୨.୬ ଡ଼ିଗ୍ରୀ
ଭୁବନେଶ୍ୱର: ୪୨.୨ ଡ଼ିଗ୍ରୀ
ସମ୍ବଲପୁର: ୪୨.୨ ଡ଼ିଗ୍ରୀ
କେନ୍ଦୁଝର:୪୧.୦ ଡ଼ିଗ୍ରୀ
ହୀରାକୁଦ: ୪୧.୦ ଡ଼ିଗ୍ରୀ
ଚାନ୍ଦବାଲି: ୪୦.୮ଡ଼ିଗ୍ରୀ
ବାଲେଶ୍ୱର: ୩୫.୮ ଡ଼ିଗ୍ରୀ
ପୁରୀ: ୩୪.୫ ଡ଼ିଗ୍ରୀ
ଗୋପାଳପୁର: ୩୩.୬ ଡ଼ିଗ୍ରୀ
ପାରାଦୀପ: ୩୨.୮ ଡ଼ିଗ୍ରୀ
ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋଓ୍ଵାର୍ଣ୍ଣିଂ : ୨୪ ଘଣ୍ଟା ମଧ୍ୟରେ ହୋଇପାରେ ବଜ୍ରପାତ ସହ ବର୍ଷା
ଭୁବନେଶ୍ବର : ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଛି। ଏଥି ସହିତ ରାଜ୍ୟ ଉପରେ ଏବେ କୌଣସି ଘୂର୍ଣ୍ଣିବଳୟ ସକ୍ରିୟ ନଥିବା ସମୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଓଡିଶାର ୨୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଲାଗିରହିଛି l
ନିଷ୍କ୍ରିୟ ମୌସୁମୀ ପ୍ରଭାବରେ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଜଳୀୟବାଷ୍ପ ଆସିବାଯୋଗୁ, ବିପଦ ଜନକ ବଜ୍ରପାତ ସୃଷ୍ଟି ହେଉଛି l pic.twitter.com/nym1NDHX90
— Meteorological Centre, Bhubaneswar (@mcbbsr) August 27, 2022
ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗର ଆଞ୍ଚଳିକ କାର୍ଯ୍ୟାଳୟ ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୮ ତାରିଖ, ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ୨୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
#Warning for Day-1 & Day-2
Day-3 to Day-5 : No Warning pic.twitter.com/XmvGREFpib
— Meteorological Centre, Bhubaneswar (@mcbbsr) August 27, 2022
ସେହିପରି ଆଜି ଅପରାହ୍ନରେ କଟକ ଓ ଭୁବନେଶ୍ବରରେ ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାପରେ ଅର୍ଥାତ୍ ୨୯ ତାରିଖରୁ ପାଗ ଶୁଖିଲା ରହିବ । ଅଗଷ୍ଟ ଶେଷ ୪ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ବିଶେଷ ବର୍ଷା ହେବ ନାହିଁ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ,ଆର୍ ବିଶ୍ୱାସ ସୂଚନା ଦେଇଛନ୍ତି ।
ଆଜିଠୁ ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ମଙ୍ଗଳବାରଠାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତି ମିଆଁମାର ଉପକୂଳରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୪.୫ ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ସେହିପରି ବୁଧବାର ମଧ୍ୟ ଅନେକ ଜିଲ୍ଲାରେ ବର୍ଷା ହେବା ନେଇ କେନ୍ଦ୍ର କହିଛି।
ଅନ୍ୟପଟେ ସୋମବାର ସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ୧୪ ପ୍ରତିଶତ ଅଧିକ ବର୍ଷା ହୋଇ ସାରିଛି। ବଙ୍ଗୋପସାଗରରେ ବାରମ୍ୱାର ଲଘୁଚାପ ସୃଷ୍ଟି ହେବାରୁ ବର୍ଷାର ପରିମାଣ ବଢ଼ିଛି। ଲଘୁଚାପ ଯୋଗୁ ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ଭଲ ବର୍ଷା କରାଇଛି। ଜୁନ୍‍ରେ ପ୍ରାୟ ୪୦ ପ୍ରତିଶତ କମ୍‍ ବର୍ଷା ହୋଇଥିବା ବେଳେ ଜୁଲାଇରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିଥିଲା। ସେହିପରି ଅଗଷ୍ଟରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇ ସାରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଜୁନ୍‍ ୧ରୁ ଅଗଷ୍ଟ ୨୧ ମଧ୍ୟରେ ମୋଟ ୯୪୧.୯ ମିଲିମିଟର ବର୍ଷା ହୋଇଛି। କନ୍ଧମାଳ ଜିଲ୍ଲାରେ ସବୁଠାରୁ ଅଧିକ ବର୍ଷା ହୋଇଥିବା ବେଳେ ଏଠାରେ ସ୍ୱାଭାବିକ ଠାରୁ ୭୧ ପ୍ରତିଶତ ଅଧିକ ବର୍ଷା ହୋଇଛି। ୭ ଜିଲ୍ଲାରେ ସ୍ୱାଭିବକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ବାକି ସମସ୍ତ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି।
ଆସୁଛି ବଡ଼ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର : ବାଂଲାଦେଶ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।
#Weather briefing (In #Hindi) by Scientist-C: Dr. Sanjeev Dwivedi for next five days, based on 0830 Hrs IST observation of #03rd July, 2022.https://t.co/u8cInY6Wau
— Meteorological Centre, Bhubaneswar (@mcbbsr) July 3, 2022
ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୫ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୪ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
pic.twitter.com/B0YmF75QCO
— Meteorological Centre, Bhubaneswar (@mcbbsr) July 3, 2022
ସେହିପରି ଏହି ସମୟ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ନୂଆପଡା, କନ୍ଧମାଳ, ମାଲକାନଗିରି, କୋରାପୁଟ, ସୋନପୁର, ନବରଙ୍ଗପୁର, ଭଦ୍ରକ, ଯାଜପୁର, କଟକ, ଦେବଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, ଝାରସୁଗୁଡା, ବାଲେଶ୍ୱର ଓ ଅନୁଗୁଳ ପ୍ରଭୃତି ୧୭ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
୨୦ ଜିଲ୍ଲାକୁ କାଳବୈଶାଖୀ ଭୟ : ଜାରି ହେଲା ୟେଲୋ ଓ୍ଵାର୍ଣ୍ଣିଂ, ରାଜଧାନୀରେ ବଜ୍ରପାତ ସହ ହେବ ବର୍ଷା
ଭୁବନେଶ୍ବର : ଅସହ୍ୟ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ଥି ମିଳିଛି। ଆଜି ରାଜ୍ୟର ବହୁତ ଅଞ୍ଚଳରେ ଆକାଶ ମେଘୁଆ ରହିଛି। ଏହାରି ମଧ୍ୟରେ ରାଜ୍ୟରେ ୨୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଦକ୍ଷିଣ-ଉତ୍ତରପ୍ରଦେଶ, ବିହାର ମଧ୍ୟ ଦେଇ ଉତ୍ତର-ବଙ୍ଗଳାଦେଶ ଯାଏଁ ପୂର୍ବ-ପଶ୍ଚିମ ଭାବେ ବାୟୁମଣ୍ଡଳରେ ୦.୯ କିମି ଯାଏଁ ଲମ୍ବିଥିବା ନିମ୍ନ ଚାପ ରେଖା ତଥା ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୧.୫ କିମି ଉଚ୍ଚତାରେ ଥିବା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଏହାର ପ୍ରଭାବରେ ଆକାଶ ମେଘୁଆ ରହିବା ସହ ତାପମାତ୍ର କମ୍ ରହିଛି।
#Warning for Day-1 to Day-3
Day-4 & Day-5: No Warning pic.twitter.com/atsfd4A3AA
— Meteorological Centre, Bhubaneswar (@mcbbsr) May 30, 2022
ଏଥି ସହିତ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୩୧ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୦ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହିତ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି ।
ସେହିପରି ଘୂର୍ଣ୍ଣିଝଡ଼ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ସନ୍ଧ୍ୟା/ ରାତି ବେଳକୁ ଆକାଶ ମେଘୁଆ ରହିବା ବଜ୍ରପାତ ସହ ବର୍ଷା ହୋଇପାରେ।ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶା ଜିଲ୍ଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।
ରାଜ୍ୟରେ କାଳବୈଶାଖୀ ସମ୍ଭାବନା : ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ, ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ
ଭୁବନେଶ୍ବର : ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆଉ ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲଫ୍‌ କମିଶନର(ଏସ୍‌ଆର୍‌ସି)।
Satellite image reveals Thunderstorm with lightening continuing over some parts of #Nawarangpur, #Nuapada, #Kalahandi, #Baragarh, #Sundaragarh, #Mayurbhanj and #Boudh pic.twitter.com/y9CscPkNJ1
— Meteorological Centre, Bhubaneswar (@mcbbsr) April 8, 2022
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି କି ଆଜିଠୁ ଆସନ୍ତାକାଲି ୯ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ବାକି ଜିଲ୍ଲାର ପାଗ ସାଧାରଣତଃ ଶୁଖିଲା ରହିବ। ଘଡ଼ଘଡ଼ି ଓ ବଜ୍ରପାତ ନେଇ କୋରାପୁଟ୍‌, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।୭ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।
#Warning for Day-1 & Day-3
Day-2, Day-4 & Day-5 : Nil pic.twitter.com/R28tqWOYW5
— Meteorological Centre, Bhubaneswar (@mcbbsr) April 8, 2022
ଅନ୍ୟ ପକ୍ଷରେ ୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସାଢ଼େ ୮ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ଓ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେହିପରି ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି।
pic.twitter.com/V4VrKfFluo
— Meteorological Centre, Bhubaneswar (@mcbbsr) April 8, 2022
ସେପଟେ ଓଡ଼ିଶାରେ ଆସନ୍ତା ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୪-୫ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରି ସେଲସିୟସ ପର୍ୟ୍ୟନ୍ତ ଅଧିକା ରହିପାରେ। ଗତକାଲି ରାଜ୍ୟର ସର୍ବାଧିକ ତାପମାତ୍ରା ୪୧.୫ ଡିଗ୍ରି ସେଲସିୟସ ବଲାଙ୍ଗୀର ଠାରେ ରେକର୍ଡ କରାଯାଇଥିଲା ବେଳେ ଏବଂ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରି ସେଲସିୟସ ଛତ୍ରପୁରରେ ରେକର୍ଡ କରା ଯାଇଥିଲା।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା
ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ୨୦ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର । ସେପଟେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।